ଅନ୍ତର୍ଜାତୀୟ

ଲଞ୍ଚରେ ନିଆଁ,ଚାଲିଗଲା ୩୨ ଜୀବନ

ଢାକା,୨୪।୧୨: ଦକ୍ଷିଣ ବାଂଲାଦେଶରେ ଏକ ଲଞ୍ଚରେ ନିଆଁ ଲାଗି ଶୁକ୍ରବାର ୩୨ ଜଣଙ୍କର ମୃତ୍ୟୁ ଘଟିଥିବା ପୋଲିସ କହିଛି। ରାଜଧାନୀ ଢାକା ଠାରୁ ୨୫୦ କିଲୋମିଟର ଦୂରରେ ଥିବା ଦକ୍ଷିଣ ଗ୍ରାମାଞ୍ଚଳ ଜାକାକାଟି ନିକଟରେ ସକାଳେ ଏହି ଘଟଣା ଘଟିଛି। ତେବେ…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଯୁବତୀ: ବିବାହକୁ ନେଇ କଲେ ଏମିତି ଅନୁରୋଧ

ଲଣ୍ଡନ,୨୪।୧୨: ଓମିକ୍ରନ୍‌ର ବୃଦ୍ଧି ହେତୁ ପ୍ରତିବନ୍ଧକ ଅବଧି ପୁଣି ଆରମ୍ଭ ହୋଇଛି । ସଂକ୍ରମଣକୁ ରୋକିବା ପାଇଁ ଅନେକ ଦେଶ କଠୋର ପଦକ୍ଷେପ ନେଇଛନ୍ତି। ବ୍ରିଟିଶ ସରକାର ମଧ୍ୟ ଲକ୍‌ଡାଉନ୍‌ ପକାଇବାକୁ ଯୋଜନା କରୁଛନ୍ତି। ବ୍ରିଟେନ୍‌ରେ କିଛି ସ୍ଥାନରେ ପ୍ରତିବନ୍ଧକ ଲଗାଯାଇଛି।ଏହି…

ଚାଇନାରେ କଠୋର ଲକ୍‌ଡାଉନ୍‌

ବେଜିଂ,୨୩।୧୨: ଚାଇନାରେ କରୋନା ସଂକ୍ରମଣ ମାଡ଼ି ଚାଲିଥିବା ବେଳେ ଏହାକୁ ନିୟନ୍ତ୍ରଣ କରିବାକୁ ସରକାର କଠୋର କଟକଣା ଜାରି କରିଛନ୍ତି। ଉତ୍ତର ଚାଇନାର ଶାନ୍‌ଶି ରାଜଧାନୀ ଶିଆନ ସହରରେ ଗୁରୁବାର ଲକ୍‌ଡାଉନ ଘୋଷଣା କରାଯାଇଛି। ଫଳରେ ପ୍ରାୟ ୧ କୋଟି ୩୦ଲକ୍ଷରୁ…

ଖୁସି ଖବର: ଆସିଲା କରୋନା ଔଷଧ

ଓ୍ବାଶିଂଟନ,୨୩ା୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ବିଶ୍ୱବ୍ୟାପୀ ଚିନ୍ତାର ବିଷୟ। ବ୍ରିଟେନ, ଆମେରିକା, ଇସ୍ରାଏଲ ସମେତ ଅନେକ ଦେଶରେ ଓମିକ୍ରନ ମାମଲା ବୃଦ୍ଧି ପାଉଛି। ଭାରତରେ ମଧ୍ୟ କରୋନା ଭାରିଆଣ୍ଟ ଧୀରେ ଧୀରେ ମାଡ଼ିଲାଣି। ଏହି ସମୟ ମଧ୍ୟରେ ଆମେରିକାରୁ…

ଚାଇନାରୁ ମିଳିଲା ଡାଇନୋସର ଭ୍ରୂଣ

ବେଜିଂ, ୨୩ା୧୨: ଦକ୍ଷିଣ ଚାଇନାର ଗାନ୍‌ଝୌରୁ ବୈଜ୍ଞାନିକମାନେ ଡାଇନୋସରର ଏକ ଭ୍ରୂଣକୁ ପାଇଛନ୍ତି। ପ୍ରାୟ ୬.୬ରୁ ୭.୨ କୋଟି ବର୍ଷ ତଳୁ ଏହା ସଂରକ୍ଷିତ ଅବସ୍ଥାରେ ରହିଥିଲା ଏବଂ ଭ୍ରୂଣଟି ଅଣ୍ଡାରୁ ବାହାରକୁ ବାହାରିବାକୁ ଚେଷ୍ଟା କରୁଥିଲା। ଏ ନେଇ ବର୍ମିଂହାମ୍‌…

ମିଳିଲା ୭ କୋଟି ବର୍ଷ ପୁରୁଣା ଡାଇନୋସର ଅଣ୍ଡା

ବେଜିଂ,୨୩।୧୨: ବୈଜ୍ଞାନିକମାନେ ଚାଇନାରେ ଏକ ଡାଇନୋସର ଅଣ୍ଡାର ଜୀବାଶ୍ମ ଉଦ୍ଧାର କରିଛନ୍ତି। ଏହି ଅଣ୍ଡା ଭିତରେ ଏକ ଭଲ ସଂରକ୍ଷିତ ଡାଇନୋସର ଭ୍ରୁଣ ଥିବା ବୈଜ୍ଞାନିକମାନେ କହିଛନ୍ତି। ବିଶ୍ୱାସ କରାଯାଏ ଯେ ଡାଇନୋସର ଅଣ୍ଡା ୬୬-୭୨ ମିଲିୟନ୍‌ (୭ କୋଟି ୨୦…

‘ଓମିକ୍ରନ ଦ୍ବାରା ପ୍ରତ୍ୟେକ ପରିବାର ପ୍ରଭାବିତ ହେବେ’

ନ୍ୟୁୟର୍କ,୨୨ା୧୨: ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ତଥା ବିଶ୍ୱର ଧନୀ ଭାବରେ ଜଣାଶୁଣା ବିଲ୍‌ ଗେଟ୍‌ସ କରୋନା ମହାମାରୀକୁ ନେଇ ବିଶ୍ବକୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଦ୍ବାରା ପ୍ରତ୍ୟେକ ପରିବାର ପ୍ରଭାବିତ ହେବେ। ବିଶ୍ୱବାସୀ ଏବେଠୁ ସତର୍କ…

ଖଦାନରେ ଭୂସ୍ଖଳନ, ୭୦ରୁ ଅଧିକ ନିଖୋଜ…

ନାପିଦ୍ୱ, ୨୨।୧୨: ମ୍ୟାନମାରର ଏକ ଖଦାନରେ ଭୟଙ୍କର ଦୁର୍ଘଟଣା ଘଟିଛି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଉତ୍ତର ମ୍ୟାନମାରର ଜେଡ୍‌ ଖଦାନରେ ବୁଧବାର ଭୂସ୍ଖଳନ ଘଟିଛି। ଫଳରେ ଏଠାରେ କାମ କରୁଥିବା ୭୦ରୁ ଅଧିକ ଜଣ ଲୋକ ନିଖୋଜ ଥିବା କୁହାଯାଉଛି। ଏଠାରେ…

ଘୋଡ଼ା ସହ ଏମିତି କାମ କଲେ ଶିକ୍ଷୟିତ୍ରୀ, ଶେଷରେ ଗଲା ଚାକିରି

ଲଣ୍ଡନ,୨୨ା୧୨: ବ୍ରିଟେନରେ ଜଣେ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଏମିତି କିଛି କାର୍ଯ୍ୟ କରିଛନ୍ତି, ଯାହା ଜାଣିଲେ ଆପଣ ମଧ୍ୟ ନିନ୍ଦା କରିବେ। ସୋସିଆଲ ମିଡିଆରେ ତାଙ୍କ କାର୍ଯ୍ୟକଳାପ ଭାଇରାଲ ହେବା ପରେ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ଭାଇରାଲ ଭିଡିଓରେ ସାରା…

୨୦୨୨ରେ କରୋନାକୁ ହରାଇବା, ଡବ୍ଲ୍ୟୁଏଚ୍‌ଓ ମୁଖ୍ୟଙ୍କ ଆହ୍ବାନ…

ନୂଆଦିଲ୍ଲୀ, ୨୨।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଏହା ନୂଆ ନୂଆ ଦେଶକୁ ସଂକ୍ରମିତ ହେବାରେ ଲାଗିଛି। ଏପରିସ୍ଥଳେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ମହାନିର୍ଦ୍ଦେଶକ ଟେଡ୍ରୋସ ଆଧାନୋମ ଘେବ୍ରେୟେସସ କହିଛନ୍ତି ଯେ…

କୋଭିଡ୍‌ ଟିକାର ଚତୁର୍ଥ ଡୋଜ୍‌ ଦେବାକୁ ଘୋଷଣା କଲା ଇସ୍ରାଏଲ

ଇସ୍ରାଏଲ,୨୨।୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ବିସ୍ତାରକୁ ନେଇ ଦେଶରେ ଚିନ୍ତା ବଢାଇଛି। ଏହାରି ମଧ୍ୟରେ ୬୦ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ କୋଭିଡ ଟିକାର ଚତୁର୍ଥ ଡୋଜ୍‌ ଦିଆଯିବା ନେଇ ଇସ୍ରାଏଲ ଘୋଷଣା କରିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଏକ ବିଶେଷଜ୍ଞ…

ବାବର କ୍ରୁଜ ମିଶାଇଲର ସଫଳ ପରୀକ୍ଷଣ କଲା ପାକିସ୍ତାନ

ଇସଲାମାବାଦ,୨୨ ।୧୨: ପାକିସ୍ତାନ ସ୍ୱଦେଶ ନିର୍ମିତ ବାବର କ୍ରୁଜ ମିଶାଇଲର ଅପଡେଟ ଭର୍ସନର ସଫଳ ପରୀକ୍ଷା ମଙ୍ଗଳବାର କରିଛି । ଏହା ୯୦୦ କିଲୋମିଟର ଦୂର ପର୍ଯ୍ୟନ୍ତ ଲକ୍ଷ୍ୟ ଭେଦ କରିପାରିବ । ଏହା ପୂର୍ବ ମିଶାଇଲ ତୁଳନାରେ ୨ ଗୁଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri