ଅନ୍ତର୍ଜାତୀୟ

ଆମେରିକାରେ ପ୍ରଥମ ଜୀବନ ନେଲା ଓମିକ୍ରନ: ବଢୁଛି ସଂକ୍ରମଣ

ଓ୍ବାଶିଂଟନ୍‌,୨୧।୧୨: କରୋନାର ନୂତନ ଭାରିଆଣ୍ଟ ସମଗ୍ର ବିଶ୍ୱରେ ଦ୍ରୁତ ଗତିରେ ବ୍ୟାପୁଛି। ଆମେରିକାରେ ଏହା ଏକ ଆତଙ୍କ ସୃଷ୍ଟି କରିବା ଆରମ୍ଭ କରିଛି। ଏହି ନୂତନ ଭାରିଏଣ୍ଟ ଦେଶରେ ପ୍ରଥମ ଜୀବନ ନେଇଛି। ୭୩% କରୋନା ରୋଗୀ ମଧ୍ୟ ଓମିକ୍ରନ ଦ୍ୱାରା…

୪୭ ଜଣଙ୍କୁ ହତ୍ୟା କଲେଣି ବନ୍ଧୁକଧାରୀ

ଲାଗୋସ୍‌, ୨୧ା୧୨: ନାଇଜେରିଆର ଅଶାନ୍ତ ଉତ୍ତର-ପୂର୍ବ ଅଞ୍ଚଳରେ ବନ୍ଧୁକଧାରୀଙ୍କ ବର୍ବରତା ସୀମା ଟପିବାରେ ଲାଗିଛି। ମାତ୍ର ୩ ଦିନ ମଧ୍ୟରେ ଆତତାୟୀମାନେ ୪୭ ଜଣଙ୍କୁ ଗୁଳି କରି ହତ୍ୟା କଲେଣି। କେବଳ ରବିବାର ୩୮ ଜଣଙ୍କୁ ହତ୍ୟା କରାଯାଇଥିବାବେଳେ ଶୁକ୍ରବାର ୯…

ବ୍ରିଟେନରେ ଦିନକୁ ୧୨ ହଜାର ଓମିକ୍ରନ୍‌ ମାମଲା

ଲଣ୍ଡନ, ୨୧।୧୨(ପି.ଟି.): ବ୍ରିଟେନରେ ଓମିକ୍ରନ୍‌ ସଂକ୍ରମଣ ଦ୍ରୁତ ବେଗରେ ମାଡ଼ିଚାଲିଛି। ସେଠାରେ ଦୈନିକ ସଂକ୍ରମଣ ୧୨,୧୩୩ରେ ପହଞ୍ଚତ୍ଛି। ତେଣୁ କଠୋର ଲକ୍‌ଡାଉନ୍‌ ଲଗାଇବା ନେଇ ସୋମବାର ବ୍ରିଟିଶ କ୍ୟାବିନେଟରେ ଆଲୋଚନା ହୋଇଛି। ଦେଶରେ ମୋଟ ଓମିକ୍ରନ୍‌ ମାମଲା ୩୭,୧୦୧ରେ ପହଞ୍ଚତ୍ଛି। ରବିବାର…

ଖ୍ରୀଷ୍ଟମାସ ପାଳନ ନ କରିବାକୁ ଡବ୍ଲୁଏଚଓର ପରାମର୍ଶ

ଜେନେଭା,୨୧ ।୧୨: ପାଖେଇ ଆସୁଛି ଖ୍ରୀଷ୍ଟମାସ ସହ ନୂଆବର୍ଷ । ବିଶ୍ୱବାସି ଏହି ପର୍ବକୁ ପାଳନ କରିବାକୁ ଉତ୍ସୁକତାର ସହ ଅପେକ୍ଷା କରି ରହିଛନ୍ତି । ଗତବର୍ଷ କରୋନା ମହାମାରୀ ପାଇଁ ଏହା ପାଳନ ହୋଇ ନ ଥିବା ବେଳେ ଏବର୍ଷ…

ଫସିଛନ୍ତି ୫ ହଜାର ଲୋକ

କୁଆଲାଲମ୍ପୁର/ମାନିଲା, ୨୧ା୧୨: ମାଲେସିଆରେ ଶୁକ୍ରବାରଠାରୁ ବର୍ଷା ଲାଗି ରହିଥିବାରୁ ସେଠାରେ ସୃଷ୍ଟି ହୋଇଛି ଭୟଙ୍କର ବନ୍ୟା ପରିସ୍ଥିତି। ବର୍ତ୍ତମାନ ସୁଦ୍ଧା ବନ୍ୟା କାରଣରୁ ୭ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ସ୍ଥାନରେ ଭୂସ୍ଖଳନ ଯୋଗୁ ରାସ୍ତାଘାଟ କ୍ଷତିଗ୍ରସ୍ତ ହୋଇଛି। ପ୍ରାୟ…

କାରକୁ ଅଟୋ ପାଇଲଟ୍‌ରେ ଛାଡ଼ି ଶିଶୁକନ୍ୟାକୁ ଜନ୍ମଦେଲେ

ନୂଆଦିଲ୍ଲୀ,୨୦।୧୨: ଆମେରିକାରେ ଜଣେ ମହିଳା ଟେସଲା ଇଲେକ୍ଟ୍ରିକ୍‌ କାରକୁ ଅଟୋ ପାଇଲଟ୍‌ରେ ଛାଡ଼ି ଆଗ ସିଟ୍‌ରେ ଶିଶୁକନ୍ୟାଙ୍କୁ ଜନ୍ମ ଦେଇଛନ୍ତି। ଏଭଳି ଘଟଣା ସେପ୍ଟେମ୍ବର ୯ ତାରିଖରେ ଘଟିଛି ଫିଲାଡେଲଫିଆରେ। ୩୩ ବର୍ଷୀୟା ୟିରାନ ଶେରି ଓ ତାଙ୍କ ସ୍ବାମୀ କିଟିଂ…

ଓମିକ୍ରନ ନେଲାଣି ୧୨ ଜୀବନ

ଲଣ୍ଡନ,୨୦।୧୨: ବ୍ରିଟେନରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଓମିକ୍ରନରେ ଆକ୍ରାନ୍ତ ହୋଇ ବ୍ରିଟେନରେ ୧୨ଜଣଙ୍କ ସୋମବାର ମୃତ୍ୟୁ ଘଟିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ଖ୍ରୀଷ୍ଟମାସ ପୂର୍ବରୁ ବ୍ରିଟେନରେ କରୋନା କଟକଣାକୁ କଡାକଡି କରାଯାଇପାରେ…

ରୁଷିଆ-ଚାଇନା ସମ୍ପର୍କକୁ ନେଇ ଚିନ୍ତାରେ ଭାରତ

ମସ୍କୋ,୨୦ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି. ଜିନ୍‌ପିଙ୍ଗଙ୍କ ନିକଟତର ହେବା ଭାରତ ପାଇଁ ଚିନ୍ତାର ବିଷୟ। ସମ୍ପ୍ରତି ଦୁଇ ନେତାଙ୍କ ଭର୍ଚୁଆଲ ବୈଠକ ପରେ ରୁଷିଆର ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ କ୍ରେମଲିନ ଏକ ବିବୃତ୍ତି ଜାରି କରି…

ଭିନ୍ନ ଢଙ୍ଗରେ କରୋନା ସଂକ୍ରମିତ ଶିଶୁଙ୍କୁ ଉପହାର ଦେଲେ ସାନ୍ତା

ଲିମା,୨୦ ।୧୨: କରୋନା ମହାମାରୀ ମଧ୍ୟରେ ବି ସାରା ବିଶ୍ୱ ଖ୍ରୀଷ୍ଟମାସକୁ ନେଇ ପ୍ରସ୍ତୁତି ଜାରି ରଖିଛି । ପେରୁରେ ଭିନ୍ନ ଢଙ୍ଗରେ ସାନ୍ତା କ୍ଲଜ କରୋନା ସଂକ୍ରମିତ ଶିଶୁଙ୍କୁ ଉପହାର ଦେଉଥିବା ଦେଖାଯାଇଛି । ସାନ୍ତା ଦମକଳ ଗାଡିରେ କ୍ରେନ୍…

ମାଲେସିୟାରେ ପ୍ରଳୟଙ୍କରୀ ବନ୍ୟା, ବାସହରା ହେଲେ ୨୨ ହଜାରରୁ ଊର୍ଦ୍ଧ୍ୱ

କୁଆଲା ଲମପୁର,୨୦ ।୧୨: ମାଲେସିୟାରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଆସିଛି । ଆଉ ଏହି ବନ୍ୟାରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିବା ସହ ୨୨ ହଜାରରୁ ଅଧିକ ଲୋକ ବାସହରା ହୋଇଥିବା ସୂଚନା ମିଳିଛି । ଶୁକ୍ରବାର ହୋଇଥିବା…

କଶ୍ମୀର ସମସ୍ୟାକୁ ମୁଖ୍ୟ ପ୍ରସଙ୍ଗ କରୁଛି ପାକିସ୍ତାନ

ଇସଲାମାବାଦ,୨୦ ।୧୨: ପାକିସ୍ତାନର ସେନା ମୁଖ୍ୟ ଜେନେରାଲ କମର ବାଜୱା କହିଛନ୍ତି ସୀମାରେ ଶାନ୍ତି ଓ ସ୍ଥିରତା ପାଇଁ କଶ୍ମୀର ସମସ୍ୟାର ସମାଧାନ କରିବା ଜରୁରୀ । ସୌଦିର ବୈଦେଶିକ ମନ୍ତ୍ରୀ ଫୈସଲ ବିନ ଫରହାନ ଅଲ ସଉଦଙ୍କ ସହ ବସିଥିବା…

୮୯ ଦେଶରେ ଓମିକ୍ରନ୍ ସଂକ୍ରମଣ: ବ୍ରିଟେନରେ ଲାଗିପାରେ ୨ ସପ୍ତାହର ଲକଡାଉନ

ଲଣ୍ଡନ,୧୯ ।୧୨: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେସୁଦ୍ଧା ୮୯ ଦେଶରେ ପହଞ୍ଚି ସାରିଲାଣି । ହେଲେ ବ୍ରିଟେନରେ ଏହା ବେଳକୁ ବେଳ ସାଂଘାତିକ ରୂପ ଧାରଣ କରିବାରେ ଲାଗିଛି । ଦିନକୁ ଦିନ ସ୍ଥିତି ଗମ୍ଭୀର ହେବାରେ ଲାଗିଛି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri