କେନିୟାରେ ଜଳାଭାବର ହୃଦୟ ବିଦାରକ ଦୃଶ୍ୟ
ନାଇରୋବି,୧୫।୧୨: କେନିୟାରେ ଜଳ ଅଭାବ ଯୋଗୁ ଦେଶର ଜିରାଫଙ୍କ ସଂଖ୍ୟା ଉପରେ କେଉଁ ଭଳି ପ୍ରଭାବ ପଡ଼ୁଛି, ତାହାର ଏକ ହୃଦୟ ବିଦାରକ ଦୃଶ୍ୟ ସାମ୍ନାକୁ ଆସିଛି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ନିର୍ଦ୍ଦିଷ୍ଟ ଫଟୋରେ ୬ ଜିରାଫଙ୍କ ମୃତୁଦେହ…
ସ୍ବାସ୍ଥ୍ୟକ୍ଷେତ୍ରରେ ଅଧିକ ନିବେଶ ଜରୁରୀ: ଡବ୍ଲ୍ୟୁଏଚ୍ଓ
ଜେନେଭା,୧୪ା୧୨: ଓମିକ୍ରନ ଭାରିଆଣ୍ଟ ଯୋଗୁ କରୋନାଜନିତ ମୃତ୍ୟୁସଂଖ୍ୟା ଆଗକୁ ବଢ଼ିବ। ବିଶ୍ୱବ୍ୟାପୀ ଏହି ସଂକ୍ରମଣ ବଢ଼ୁଥିବାରୁ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପାରେ ଏବଂ ଏଥିଯୋଗୁ ଡାକ୍ତରଖାନାରେ ଭର୍ତ୍ତି ସଂଖ୍ୟା ମଧ୍ୟ ବୃଦ୍ଧି ପାଇବ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ) ପକ୍ଷରୁ…
୨ ଦିନରେ ଦ୍ୱିଗୁଣିତ ଓମିକ୍ରନ୍
ଲଣ୍ଡନ,୧୪ା୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ସଂକ୍ରମଣ ୬୦ରୁ ଅଧିକ ଦେଶରେ ତୀବ୍ର ଗତିରେ ମାଡ଼ିଚାଲିଛି। ବିଶେଷ କରି ବ୍ରିଟେନରେ ଦୈନିକ ସଂକ୍ରମଣ ବଢ଼ିବାରେ ଲାଗିଛି। ସୋମବାର ଜଣେ ଓମିକ୍ରନ୍ ଆକ୍ରାନ୍ତଙ୍କ ମୃତ୍ୟୁ ପରେ ଏବେ ଚିନ୍ତା ବଢ଼ିଛି। ବ୍ରିଟେନ ବିଶେଷଜ୍ଞଙ୍କ…
୫ ବର୍ଷ ମଧ୍ୟରେ ବୁଡ଼ିଯିବ ମୁମ୍ବାଇ ଭଳି ବହୁ ସହର,ଭାଙ୍ଗୁଛି ବିଶାଳକାୟ ହିମ ପାହାଡ଼…
ଓ୍ବାଶିଂଟନ, ୧୪।୧୨: ଆଣ୍ଟାର୍କଟିକାରେ ବିଶାଳକାୟ ହିମପାହାଡ଼ରେ ଫାଟ ଦେଖାଦେଇଛି। ଏହି ହିମ ପାହାଡ଼ର ଲମ୍ବ ୧୭୦,୩୧୨ କିଲୋମିଟର। ଏହା ଆମେରିକାର ଫ୍ଲୋରିଡା ରାଜ୍ୟ ସହିତ ସମାନ ବୋଲି ପରିବେଶବିତ୍ ମତପୋଷଣ କରିଛନ୍ତି। ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି ଯେ ଏହି ହିମ ପାହାଡ଼…
ଇଣ୍ଡୋନେସିଆରେ ଭୂକମ୍ପ ଝଟ୍କା: ସୁନାମୀ ଚେତାବନୀ ଜାରି
ଜାକର୍ତ୍ତା,୧୪।୧୨: ପୂର୍ବ ଇଣ୍ଡୋନେସିଆରେ ମଙ୍ଗଳବାର ଭୂକମ୍ପ ଝଟ୍କା ଲାଗିଛି। ରିକ୍ଟର ସ୍କେଲରେ ଏହାର ୭.୭ ତୀବ୍ରତା ରହିଛି। ଭୂକମ୍ପ ଝଟ୍କା ପରେ ସହରରେ ସୁନାମୀ ଚେତାବନୀ ଜାରି କରାଯାଇଛି। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ରିପୋର୍ଟ ଅନୁଯାୟୀ, ଭୋର ପ୍ରାୟ ୩:୨୦ରେ ମୌମେର…
ନେପାଳକୁ ଚାଇନାର ନାଲିଆଖି…
କାଠମାଣ୍ଡୁ, ୧୪।୧୨: ନେପାଳର ଆଭ୍ୟନ୍ତରୀଣ ବ୍ୟାପାରରେ ଚାଇନାର କମ୍ୟୁନିଷ୍ଟ ସରକାର ନିଜର ହସ୍ତକ୍ଷେପ ନୀତି ଜାରି ରଖିଛନ୍ତି। ଏବେ ଚାଇନା ନେପାଳକୁ ନାଲି ଆଖି ଦେଖାଇବା ଆରମ୍ଭ କରିଛି। ମଙ୍ଗଳବାର ଠାରୁ ନେପାଳରେ ସଂସଦ ଅଧିବେଶନ ହେଉଥିବା ବେଳେ ଏହାର ଗୋଟିଏ…
ପେଗାସସ୍ ବନ୍ଦ କରିବାକୁ ଯୋଜନା…
ଓ୍ବାଶିଂଟନ, ୧୪।୧୨: ସ୍ପାଏୱେୟାର ଫାର୍ମ ଏନ୍ଏସ୍ଓ ଗ୍ରୁପ ଲିମିଟେଡ ପକ୍ଷରୁ ଏହାର ବିବାଦୀୟ ପେଗାସସ୍ ୟୁନିଟକୁ ବନ୍ଦ କରିବାକୁ ଯୋଜନା ପ୍ରସ୍ତୁତ କରାଯାଇଛି। ଋଣ ଭାର ଯୋଗୁ ବିପଦରେ ଥିବା ଏହି କମ୍ପାନୀ ଏକ ଭିନ୍ନ ବିକଳ୍ପ ଖୋଜୁଛି ବୋଲି କୁହାଯାଉଛି।…
ଟାକ୍ସି ଚଲାଉଥିଲେ ପୁଟିନ୍
ମସ୍କୋ, ୧୪ା୧୨: ସୋଭିଏଟ ସଂଘ ଭାଙ୍ଗିବା ପରେ ବ୍ୟାପକ ଅର୍ଥ ସଙ୍କଟର ସମ୍ମୁଖୀନ ହୋଇଥିଲେ ରୁଷିଆବାସୀ। ଏଥିରୁ ବାଦ୍ ପଡ଼ି ନ ଥିଲେ ରୁଷିଆର ବର୍ତ୍ତମାନ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ। ଏଥିପାଇଁ ସେ ଟାକ୍ସି ମଧ୍ୟ ଚଲାଇଥିଲେ ବୋଲି ପୁଟିନ ‘ରୁଷିଆ।…
ବିଶେଷଜ୍ଞଙ୍କ ଚେତାବନୀ ଓମିକ୍ରନ୍ ଯୋଗୁ ବ୍ରିଟେନରେ ହୋଇପାରେ ୭୫୦୦୦ ଲୋକଙ୍କ ମୃତ୍ୟୁ
ଲଣ୍ଡନ,୧୪ ।୧୨: ବ୍ରିଟେନରେ କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ଯୋଗୁଁ ସୋମବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ନିଜେ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଏହା ସ୍ପଷ୍ଟ କରିଛନ୍ତି । ସେ ଜନସାଧାରଣକୁ ଚେତାବନୀ ଦେଇ କହିଛନ୍ତି…
ଓମିକ୍ରନ୍ ନେଲା ପ୍ରଥମ ଜୀବନ
ଲଣ୍ଡନ,୧୪।୧୨:ଦକ୍ଷିଣ ଆଫ୍ରିକାରେ ଚିହ୍ନଟ ହୋଇଥିବା କୋଭିଡ୍-୧୯ର ଓମିକ୍ରନ୍ ଭାରିଆଣ୍ଟ ସଂକ୍ରମଣରେ ପ୍ରଥମ ମୃତ୍ୟୁ ବ୍ରିଟେନରେ ହୋଇଛି। ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ ଏହି ସୂଚନା ଦେବା ସହ ଦୁଃଖ ପ୍ରକାଶ କରିଛନ୍ତି। ଓମିକ୍ରନ୍ ସଂକ୍ରମଣ ପରେ ବ୍ରିଟେନରେ ରୋଗୀ ସଂଖ୍ୟା ବହୁତ…
ଚିନ୍ତା ବଢାଉଛି ଓମିକ୍ରନ୍ର ପ୍ରଥମ ମୃତ୍ୟୁ
ଲଣ୍ଡନ,୧୪ ।୧୨: କରୋନା ଭାଇରସର ନୂଆ ଓମିକ୍ରନ୍ ଭାରିଏଣ୍ଟ ଏବେ ପାଖାପାଖି ୬୩ ଦେଶକୁ ବ୍ୟାପି ସାରିଲାଣି । ଏହାର ଦ୍ରୁତ ସଂକ୍ରମଣ ଲୋଙ୍କୁ ଡରାଇ ଦେଇଥିବା ବେଳେ ଏହାକୁ ହାଲକା ଭାବେ ନ ନେବାକୁ ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି ।…
ନୂଆ ଭାରିଆଣ୍ଟ ବିଶ୍ୱ ପାଇଁ ବଡ଼ ବିପଦ: ଡବ୍ଲ୍ୟୁଏଚ୍ଓ
ଜେନେଭା,୧୩।୧୨: ଦକ୍ଷିଣ ଆଫ୍ରିକାରେ ଚିହ୍ନଟ ହୋଇଥିବା କୋଭିଡ୍ର ନୂଆ ଭାରିଆଣ୍ଟ ଓମିକ୍ରନ୍ ବର୍ତ୍ତମାନ ସୁଦ୍ଧା ୬୧ ଦେଶକୁ ବ୍ୟାପିଲାଣି। ଏହି ଭାରିଆଣ୍ଟ ବିଶ୍ୱକୁ ବଡ଼ ବିପଦ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) କହିଛି। କୋଭିଡ୍ ଟିକା ଏହାର ସଂକ୍ରମଣକୁ ରୋକିପାରୁ…
Archives


