ଭାରତକୁ ସାହାଯ୍ୟ କରିବା ପାଇଁ ଆମେରିକା ସଂସଦରେ ପ୍ରସ୍ତାବ ପାରିତ
ଓ୍ବାଶିଂଟନ,୩୦ା୬: ଆମେରିକା ସଂସଦରେ ଭାରତରେ କୋଭିଡ-୧୯ର ଭୟଙ୍କର ପ୍ରଭାବକୁ ଦୃଷ୍ଟିରେ ରଖି ଏକ ପ୍ରସ୍ତାବ ପାରିତ ହୋଇ ଭାରତକୁ ତୁରନ୍ତ ସହାୟତା କରିବାକୁ ବାଇଡେନ ପ୍ରଶାସନକୁ ଅନୁରୋଧ କରାଯାଇଥିଲା। କରୋନା ମହାମାରୀର ଦ୍ୱିତୀୟ ଲହରରେ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ଭାରତ...
ଜଳନ୍ତା ଗ୍ରହପିଣ୍ଡ ପୃଥିବୀ ମୁହାଁ, ଜୁଲାଇ ୧ରେ କରିବ ଅତିକ୍ରମ…
ଓ୍ବାଶିଂଟନ୍,୩୦।୬: ବିରାଟ ଜଳନ୍ତା ଗ୍ରହପିଣ୍ଡ ପୃଥିବୀମୁହାଁ ହୋଇଛି। ଘଣ୍ଟାପ୍ରତି ୨୨ କିଲୋମିଟର ବେଗରେ ଏହା ମାଡ଼ି ଆସୁଛି। ଜୁଲାଇ ୧ରେ ଏହା ପୃଥିବୀର କକ୍ଷ ପଥର ନିକଟରେ ଅତିକ୍ରମ କରିବ ବୋଲି ନାସାର ମହାକାଶ ବିଜ୍ଞାନୀ ସୂଚନା ଦେଇଛନ୍ତି। ଏହାକୁ...
ଯୁଦ୍ଧ କ୍ଷେତ୍ରରେ ଶତ୍ରୁଙ୍କୁ ଦେଖା ଯିବେନି ସୈନ୍ୟ, ନୂତନ ଜ୍ଞାନକୌଶଳରେ ହେବ ସମ୍ଭବ…
ତେଲ ଅଭିବ୍,୩୦।୬: ଯୁଦ୍ଧ କ୍ଷେତ୍ରରେ ଶତ୍ରୁଙ୍କୁ ସୈନ୍ୟ ଦେଖା ଯିବେନି। ଫଳରେ ସହଜରେ ଶତ୍ରୁ ସୈନ୍ୟଙ୍କ ଉପରେ ଆକ୍ରମଣ କରାଯାଇ ବିଜୟ ଲାଭ କରିହେବ। ଏଭଳି ନୂଆ ଜ୍ଞାନକୌଶଳ ଇସ୍ରାଏଲ୍ର ପ୍ରତିରକ୍ଷା ମନ୍ତ୍ରଣାଳୟ ପୋଲାରିସ୍ ସଲ୍ୟୁଶନ କମ୍ପାନୀ ସହିତ ମିଳିତ...
ଡ୍ରାଗନ୍କୁ ଖୁସି କରିବା ପାଇଁ ଇମ୍ରାନ୍ କହିଲେ ଏଭଳି…
ଲାହୋର,୩୦।୬: ଚାଇନାକୁ ଖୁସି କରିବା ଲାଗି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁ ପ୍ରୟାସ ଜାରି ରଖିଛନ୍ତି। ଚାଇନାର କମ୍ୟୁନିଷ୍ଟ ଶାସକଙ୍କ ୧୦୦ ବର୍ଷ ଶାସନ ପୂରଣ ଲାଗି ଇମ୍ରାନ୍ ଏବେ ନୂଆ ରଣନୀତି ଆପଣେଇଛନ୍ତି। ଡ୍ରାଗନ୍କୁ ଖୁସି କରିବା ପାଇଁ...
ତାଲିବାନ୍କୁ ଆମେରିକାର ନାଲି ଆଖି, ହିଂସା ବନ୍ଦ ନ କଲେ ଆକାଶରୁ ହେବ ବୋମା ମାଡ଼…
କାବୁଲ୍,୩୦।୬: ଆଫଗାନିସ୍ତାନରେ ମୁତୟନ ଥିବା ଆମେରିକାର ଶୀର୍ଷ କମାଣ୍ଡର ଅଷ୍ଟିନ୍ ସ୍କଟ୍ ମିଲର ତାଲିବାନ୍ ଆତଙ୍କବାଦୀ ସଂଗଠନକୁ ନାଲି ଆଖି ଦେଖାଇଛନ୍ତି। ଦେଶରେ ହିଂସା ବନ୍ଦ ନ କଲେ ଆକାଶରୁ ହେବ ବୋମା ମାଡ଼ କରାଯିବ ବୋଲି ଧମକ ଦିଆଯାଇଛି।...
ଖୁସି ଖବର, ଡେଲ୍ଟା-ଆଲ୍ଫା ଭାରିଆଣ୍ଟ୍ ବିରୋଧରେ ପ୍ରଭାବଶାଳୀ ସାବ୍ୟସ୍ତ ହେଉଛି କୋଭାକ୍ସିନ୍…
ଓ୍ବାଶିଂଟନ/ନୂଆଦିଲ୍ଲୀ,୩୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍ ଡେଲ୍ଟା( ବି-୧-୬୧୭) ଏବଂ ଆଲ୍ଫା(...
ବ୍ରାଜିଲରେ କୋଭାକ୍ସିନ ଝଡ଼
ରିଓ ଡି ଜେନିରୋ/ବ୍ରାସିଲିଆ,୩୦ା୬: ବ୍ରାଜିଲରେ କରୋନା ମହାମାରୀ ୫.୧୩ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଇଥିବାବେଳେ ସମସ୍ତଙ୍କୁ ଚକିତ କରିଦେବା ଭଳି ଦୁର୍ନୀତି ମାମଲା ସାମ୍ନାକୁ ଆସିଛି। କୋଭାକ୍ସିନ ଟିକା ମଗାଇବା ପାଇଁ ଆର୍ଥିକ ଅନିୟମିତତାକୁ ପ୍ରଶ୍ରୟ ଦେବା ନେଇ...
ମହିଳାମାନେ ବି କରିପାରିବେ ଅନେକ ବିବାହ
ଜୋହାନ୍ସବର୍ଗ,୨୯।୬: ଦକ୍ଷିଣ ଆଫ୍ରିକା ସରକାର ନିଜର ଏକ ବିବାଦୀୟ ପ୍ରସ୍ତାବକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଅନେକ ଦେଶରେ ପୁରୁଷଙ୍କର ଏକରୁ ଅଧିକ ପତ୍ନୀଙ୍କୁ ବିବାହ କରିବାର ଅଧିକାର ରହିଛି। କିନ୍ତୁ ଦକ୍ଷିଣ ଆଫ୍ରିକାରେ ମହିଳାକ୍ଷେତ୍ରରେ ସମାନ ଅଧିକାର ନାହିଁ। ତେଣୁ...
ଏକରୁ ଅଧିକ ସ୍ବାମୀ ରଖିପାରିବେ ମହିଳା!
କେପ୍ଟାଉନ୍,୨୯।୬: ଗୋଟିଏ ବିବାଦୀୟ ପ୍ରସ୍ତାବ ଯୋଗୁ ଦକ୍ଷିଣ ଆଫ୍ରିକା ସରକାର ଏବେ ଚର୍ଚ୍ଚାରେ ଅଛନ୍ତି। ଏହି ପ୍ରସ୍ତାବ ଅନୁଯାୟୀ ମହିଳାମାନେ ଏକରୁ ଅଧିକ ସ୍ବାମୀ ରଖିପାରିବେ। ଏହି ଦେଶର ପୁରୁଷଙ୍କ ପାଇଁ ପୂର୍ବରୁ ଏକରୁ ଅଧିକ ବିବାହ କରିବା ପାଇଁ...
୧୦ ବର୍ଷ ନାବାଳିକା ହେଲେ ଗର୍ଭବତୀ,ଶିଶୁ ପୁତ୍ରଙ୍କୁ ଦେଲେ ଜନ୍ମ…
ଲଣ୍ଡନ,୨୯।୬: ବ୍ରିଟେନ୍ରେ ଜଣେ ୧୦ ବର୍ଷ ନାବାଳିକା ଗର୍ଭବତୀ ହେବା ଏବଂ ପରେ ଶିଶୁପୁତ୍ରଙ୍କୁ ଜନ୍ମ ଦେବା ଘଟଣା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ନାବାଳିକା ଜଣକ ୩୦ ସପ୍ତାହ ଗର୍ଭ ପରେ ୧୧ ବର୍ଷ ବୟସରେ...
କୋଭାକ୍ସିନ୍-କୋଭିଶିଲ୍ଡ ତୁଳନାରେ ଅଧିକ ପ୍ରଭାବଶାଳୀ ଫାଇଜର-ମଡର୍ନା …
ଓ୍ବାଶିଂଟନ,୨୯।୬: ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍ ଏବଂ ସିରମ୍ ଇନଷ୍ଟିଚ୍ୟୁଟର କୋଭିଶିଲ୍ଡ ଭାକ୍ସିନ୍ ତୁଳନାରେ ଫାଇଜର-ମଡର୍ନା ଅଧିକ ପ୍ରଭାବଶାଳୀ ବୋଲି ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଫାଇଜର ଏବଂ ମଡର୍ନା ଭାକ୍ସିନ୍ ଜୀବନବ୍ୟାପି ସୁରକ୍ଷା ପ୍ରଦାନ...
କୋଭିଶିଲ୍ଡର ୨ ଡୋଜ୍ର ସମୟ ସୀମା ୧୦ ମାସ ରହିଲେ ମିଳିବ ଅଧିକ ସୁଫଳ…
ଲଣ୍ଡନ,୨୯।୬: ଭାରତରେ ସିରମ୍ ଇନଷ୍ଟିଚ୍ୟୁଟ୍ ଦ୍ୱାରା ପ୍ରସ୍ତୁତ କରାଯାଇଥିବା କୋଭିଶିଲ୍ଡ ଭାକ୍ସିନ୍ର ୨ ଡୋଜ୍ ମଧ୍ୟରେ ସମୟ ସୀମା ୧୦ ମାସ ରହିଲେ ଅଧିକ ସୁଫଳ ମିଳିବ ବୋଲି ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ବ୍ରିଟେନ୍ର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ...
Archives


