ଅନ୍ତର୍ଜାତୀୟ

ଇରାକ, ସିରିଆରେ ଆମେରିକାର ବିମାନ ଆକ୍ରମଣ

ଡମାସ୍‌କସ୍‌/ଓ୍ବାଶିଂଟନ, ୨୯।୬(ଆଇଏଏନ୍‌ଏସ୍‌): ଇରାକ୍‌ ଏବଂ ସିରିଆ ସୀମାନ୍ତ ଅଞ୍ଚଳରେ ରବିବାର ଆମେରିକା ବିମାନରୁ ବୋମାମାଡ଼ କରାଯାଇଛି। ଏହି ଆକ୍ରମଣରେ ସିରିଆ ପାର୍ଶ୍ୱରେ ଅର୍ଦ୍ଧସାମରିକ ବାହିନୀର ୫ ସଦସ୍ୟ ନିହତ ହେବା ସହ ଅନେକେ ଆହତ ହୋଇଛନ୍ତି। ଉକ୍ତ ଅଞ୍ଚଳରେ ଇରାନ...

ପୁଣି ଖୋଲିଲା ପାକିସ୍ତାନର ଅସଲ ମୁଖା

ଇସଲାମାବାଦ୍‌,୨୯।୬: ପାକିସ୍ତାନର ପୁଣି ଥରେ ପୋଲ୍‌ ଖୋଲିଛି। ଏଥର ଦେଶର ଗୃହମନ୍ତ୍ରୀ ଶେଖ ରସିଦ ଅହମ୍ମଦ ତାଙ୍କ ଦେଶର ପୋଲ୍‌ ଖୋଲିଛନ୍ତି। ରସିଦ ସ୍ବୀକାର କରିଛନ୍ତି ଯେ ଆଫଗାନିସ୍ତାନର ତାଲିବାନ ଆତଙ୍କବାଦୀଙ୍କ ପରିବାର ରାଜଧାନୀ ଇସଲାମାବାଦ ରୁହନ୍ତି। କେବଳ ଏତିକି...

ସୁଇଡେନ୍‌ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ସୁଇଡେନ ପ୍ରଧାନମନ୍ତ୍ରୀ ଷ୍ଟିଫାନ ଲୋଫବେନ୍‌ ଗତ ସପ୍ତାହରେ ପାର୍ଲାମେଣ୍ଟରେ ଆସ୍ଥା ଭୋଟ ହାରିବା ପରେ ସୋମବାର ପଦରୁ ଇସ୍ତଫା ଦେଇଛନ୍ତି। ଆସନ୍ତା ବର୍ଷ ନିର୍ବାଚନ ଥିବାବେଳେ ଏବେ ତାଙ୍କ ସ୍ଥାନରେ ଅନ୍ୟ କାହାକୁ ଦାୟିତ୍ୱ ଦେବାକୁ ୬୩ ବର୍ଷୀୟ ଷ୍ଟିଫାନ...

ଆମେରିକା, ୟୁରୋପ ଥରହର

ନୂଆଦିଲ୍ଲୀ, ୨୯।୬: କରୋନା ଭୂତାଣୁର ଡେଲ୍‌ଟା ଭାରିଆଣ୍ଟ ପ୍ରଥମେ ଭାରତରେ ଚିହ୍ନଟ ହୋଇଥିଲା। ଦ୍ୱିତୀୟ ଲହରରେ ଭୂତାଣୁର ଏହି ନୂଆ ରୂପ ଦେଶରେ ହଇଚଇ ସୃଷ୍ଟି କରିଥିଲା। ଏବେ ଏହା ଆମେରିକା, ୟୁରୋପ ସମେତ ବିଶ୍ୱର ୮୫ରୁ ଊର୍ଦ୍ଧ୍ୱ ଦେଶକୁ...

ଚୁମ୍ବନ ଯୋଗୁ ପଦ ହରାଇଲେ ସ୍ବାସ୍ଥ୍ୟମନ୍ତ୍ରୀ

ଲଣ୍ଡନ,୨୮।୬: ବ୍ରିଟେନର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ମ୍ୟାଟ ହନ୍‌କକ୍‌ ବର୍ତ୍ତମାନ ଚର୍ଚ୍ଚାରେ ରହିଛନ୍ତି। ସହଯୋଗୀଙ୍କ ସହ ନିଜର ସମ୍ପର୍କକୁ ନେଇ ବେଶ୍‌ ଚର୍ଚ୍ଚାରେ ରହିଥିବା ମ୍ୟାଟ ଏବେ ବିବାହଦ ଘେରକୁ ଆସିଛନ୍ତି। ସିସିଟିଭିରେ ଚୁମ୍ବନ ଦେଉଥିବାର ଦୃଶ୍ୟ ଲୋକଲୋଚନକୁ ଆସିବା ପରେ...

ଏହି ଦେଶରେ ଏବେ ମାସ୍କ ପିନ୍ଧିବା ଜରୁରୀ ନୁହେଁ

ରୋମ୍‌,୨୮ା୬: ଫେବୃୟାରୀ ୨୦୨୦ରେ ବିଶ୍ୱରେ ମହାମାରୀ କରୋନା ବ୍ୟାପିବା ପରେ ଲୋକମାନେ ମାସ୍କ ପିନ୍ଧିବା ଆରମ୍ଭ କରିଥିଲେ। ୟୁରୋପର ଲୋକମାନେ ମଧ୍ୟ ମାସ୍କ ପିନ୍ଧି ଏହି ମହାମାରୀରୁ ନିଜକୁ ରକ୍ଷା କରିଥିଲେ। ଏଥି ସହିତ ୨୦୨୧ ମଧ୍ୟଭାଗରେ ୟୁରୋପୀୟ ଦେଶ...

ଏକ ଛତ୍ରବାଦୀ ଶାସକଙ୍କ ଓଜନ କମୁଛି, ଦେଶବାସୀଙ୍କ ଚିନ୍ତା ବଢୁଛି…

ପୋୟାଙ୍ଗୟଙ୍ଗ,୨୮।୬: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କୁ ନେଇ ଏବେ ଦେଶବାସୀଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ କିଛି ମାସ ଧରି ଲଗାତାର କିମ୍‌ଙ୍କ ଶରୀର ଓଜନ ଲଗାତାର କମିବାରେ ଲାଗିଛି। କିମ୍‌ ଦୁର୍ବଳ ହେଉଥିବାରୁ ଏନେଇ...

ବସ୍‌ଷ୍ଟାଣ୍ଡରେ ବ୍ରିଟେନ ପ୍ରତିରକ୍ଷା ଦସ୍ତାବିଜ୍‌

ଲଣ୍ଡନ, ୨୮ା୬: ବ୍ରିଟେନ ପ୍ରତିରକ୍ଷା ମନ୍ତ୍ରଣାଳୟର ୫୦ ପୃଷ୍ଠା ସମ୍ବଳିତ ଗୋପନୀୟ ଦସ୍ତାବିଜ୍‌ ମଙ୍ଗଳବାର ଦକ୍ଷିଣ ଇଂଲଣ୍ଡର କେଣ୍ଟଠାରେ ଥିବା ଏକ ବସ୍‌ଷ୍ଟାଣ୍ଡରୁ ମିଳିବା ଘଟଣା ଦେଶରେ ହଇଚଇ ସୃଷ୍ଟି କରିଛି। ଏହି ଡକ୍ୟୁମେଣ୍ଟରେ ବ୍ରିଟେନ ଯୁଦ୍ଧ ଜାହାଜ ଏବଂ...

ପ୍ରଧାନମନ୍ତ୍ରୀ ଇମ୍ରାନଙ୍କ ପାଟିରୁ ଭୁଲ ବଶତଃ ବାହାରି ଯାଇଥିଲା ‘ଶହୀଦ ଲାଦେନ’

ଇସ୍ଲାମାବାଦ,୨୭।୬: ଆମେରିକା ଦ୍ୱାରା ଆବ୍ବତାବାଦରେ କରାଯାଇଥିବା କାର୍ଯ୍ୟାନୁଷ୍ଠାନରେ ଓସାମା ବିନ ଲାଦେନଙ୍କୁ ଶହୀଦ କରି ଦିଆଯାଇଥିଲା। ଗତବର୍ଷ ଜୁନରେ ଆମେରିକାରେ ଜାତୀୟ ସଭାକୁ ସମ୍ବୋଧିତ କରି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଏଭଳି ମନ୍ତବ୍ୟ ଦେଇଥିଲେ। ଏହାକୁ ନେଇ ସେତେବେଳେ...

ଟିକ୍‌ଟକ୍‌ରେ ଭାଇରାଲ ହେବା ପରେ ଜବତ ହେଲା ସିଂହ

ଫନୋମ ପେନ (କମ୍ବୋଡିଆ),୨୭।୬: ଟିକ୍‌ଟକ୍‌ ଭିଡିଓ ଭାଇରାଲ ହେବା ପରେ ଚାଇନିଜ ବ୍ୟକ୍ତିଙ୍କ ଠାରୁ ରବିବାର ଏକ ପୋଷା ସିଂହ ଜବତ କରିଛନ୍ତି କମ୍ବୋଡିଆ ଅଧିକାରୀ। ୧୮ ମାସର ପୁରୁଷ ସିଂହର ଓଜନ ୭୦ କିଲୋ। ଏହି ସିଂହକୁ ବିଦେଶରୁ...

କରୋନାରୁ ସୁସ୍ଥ ହେବା ପରେ ସମ୍ପୂର୍ଣ୍ଣ ସ୍ବାଦ, ଗନ୍ଧ ଫେରିବାକୁ ୧ ବର୍ଷ ଲାଗିପାରେ: ବିଶେଷଜ୍ଞ

ପ୍ୟାରିସ୍,୨୭ା୬: କରୋନାରୁ ସୁସ୍ଥ ହେବା ପରେ ଯଦି ସ୍ବାଦ ଏବଂ ଗନ୍ଧ ବାରି ନ ହୁଏ ତେବେ ଏହା ଫେରିବାକୁ ୧ ବର୍ଷ ଲାଗିପାରେ ବୋଲି ଏକ ନୂତନ ଅନୁସନ୍ଧାନରୁ ଜଣାପଡ଼ିଛି। କରୋନା ଭାଇରସକୁ ୨୦୨୦ ଆରମ୍ଭରେ ମହାମାରୀ ଘୋଷଣା...

କେତେ ଦିନ ବଲିଉଡ୍‌ର ନକଲ କରିବ, ପାକିସ୍ତାନ ଫିଲ୍ମ ଇଣ୍ଡଷ୍ଟ୍ରିକୁ ଇମ୍ରାନଙ୍କ ପ୍ରଶ୍ନ..

ଲାହୋର,୨୭।୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଦେଶର ଫିଲ୍ମ ଇଣ୍ଡଷ୍ଟ୍ରିକୁ ପ୍ରଶ୍ନ କରି କହିଛନ୍ତି ଯେ, ଆଉ କେତେ ଦିନ ବଊିଉଡ୍‌କୁ ନକଲ କରିବ, ଏବେ ନିଜର ପ୍ରକୃତ ପ୍ରତିଭାର ପରିଚୟ ଦିଅ। ସବୁବେଳେ ଓରିଜିନାଲିଟିକୁ ହିଁ ପ୍ରାଧାନ୍ୟ ମିଳିଥାଏ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri