‘ଟିକା ନ ନେଲେ ଭାରତ ଯାଅ’
ମାନିଲା, ୨୪।୬: ଯେଉଁମାନେ କୋଭିଡ୍ ଟିକା ନେବାକୁ ଅନିଚ୍ଛୁକ ସେମାନଙ୍କୁ ଗିରଫ କରାଯିବ ବୋଲି ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ଟେଲିଭିଜନ ବାର୍ତ୍ତାରେ କହିଛନ୍ତି। ଟିକା ନେବା ପାଇଁ ମନା କରୁଥିବା ଲୋକେ ଭାରତ କିମ୍ବା ଆମେରିକା ପଳାଇଯାଆନ୍ତୁ...
ଗେଟ୍ସ ଫାଉଣ୍ଡେଶନରୁ ଓ୍ବାରେନ୍ଙ୍କ ଇସ୍ତଫା
ଓ୍ବାଶିଂଟନ୍, ୨୪ା୬: ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍ ଗେଟ୍ସ ଓ ମେଲିଣ୍ଡା ଫ୍ରେଞ୍ଚ ଗେଟ୍ସ ଗତ ମାସରେ ଛାଡ଼ପତ୍ର ଘୋଷଣା କରିବା ପରେ ବିଶ୍ୱର ସର୍ବବୃହତ୍ ଦାତବ୍ୟ ସଂସ୍ଥା ବିଲ୍ ଆଣ୍ଡ୍ ମେଲିଣ୍ଡା ଗେଟ୍ସ ଫାଉଣ୍ଡେଶନକୁ ପୂର୍ବପରି ଚଲାଇବାକୁ ଉଭୟେ ନିଷ୍ପତ୍ତି...
ଯେଉଁ ଲ୍ୟାବ୍ରୁ କରୋନା ବ୍ୟାପିଥିଲା, ତାକୁ ମିଳିବ ପୁରସ୍କାର
ବେଜିଂ,୨୪।୬: ସାରା ବିଶ୍ୱରେ କରୋନା ଭାଇରସ ବ୍ୟାପିବାର ଦେଢ ବର୍ଷରୁ ବର୍ଷରୁ ଅଧିକ ସମୟ ହୋଇଗଲାଣି। ଏହି ମହାମାରୀ କାରଣରୁ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହି ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଉତ୍ପନ୍ନ ହୋଇଛି। ଏହି କାରଣରୁ...
କରୋନାକୁ ନେଇ ଏହି ଦେଶର ଚିନ୍ତା ନାହିଁ
ଓ୍ବାଶିଂଟନ,୨୩ା୬: ସମଗ୍ର ବିଶ୍ୱରେ କରୋନା ମହାମାରୀ ବହୁ କ୍ଷତି ଘଟାଇଲାଣି। ଇତିମଧ୍ୟରେ ଅନେକ ଦେଶରେ ନାନା ସମସ୍ୟା ମଧ୍ୟରେ ଗତି କରୁଛନ୍ତି। ଯେଉଁଥିରେ ଶକ୍ତିଶାଳୀ ଆମେରିକା ମଧ୍ୟ ରହିଛି। ଏହି ଦେଶ କରୋନାରୁ ମୁକ୍ତି ପାଇଁ ଲଗାତର ପ୍ରୟାସ ଜାରି...
ଆସୁଛି କରୋନାର ‘ସୁପର ଭ୍ୟାକ୍ସିନ’
ଓ୍ବାଶିଂଟନ୍,୨୩।୬: କରୋନା ଭାଇରସ୍ ମହାମାରୀ ସମ୍ମୁଖୀନ ହୋଇଥିବା ବିଶ୍ୱ ଏବେ ଭିନ୍ନ ଭିନ୍ନ ଭାରିଆଣ୍ଟକୁ ନେଇ ଚିନ୍ତିତ ରହିଛି। ବିଭିନ୍ନ ଦେଶରେ କରୋନାର ନୂଆ ନୂଆ ଭାରିଆଣ୍ଟ ସାମ୍ନାକୁ ଆସୁଥିବା ବେଳେ ଏବେ ଏହା ଚିନ୍ତାର କାରଣ ପାଲଟିଛି। କିନ୍ତୁ...
ଭାକ୍ସିନ୍ର ୨ ଡୋଜ୍ ନେଇ ବି ସହରରେ ୪୦୦୦ ଜଣଙ୍କୁ କରୋନା…
ଓ୍ବାଶିଂଟନ,୨୩।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାକ୍ସିନ୍ ପ୍ରଦାନ କରାଯାଉଛି। ଆମେରିକାର ମାସାଚୁସେଟସ୍ ସହରରେ କରୋନା ଭାକ୍ସିନ୍ର ୨ ଡୋଜ୍ ନେବା ପରେ ବି ୪୦୦୦ ଜଣ ଲୋକ ଆକ୍ରାନ୍ତ ହୋଇଛନ୍ତି। ଏହାକୁ ନେଇ ସ୍ଥାନୀୟ ପ୍ରଶାସନର...
ଆତଙ୍କବାଦୀ ହାଫିଜ୍ ସୟିଦ୍ଙ୍କ ଘର ପାଖରେ ବିସ୍ଫୋରଣ: ୧୦ ଆହତ
ଲାହୋର,୨୩।୬: ପାକିସ୍ତାନ ଲାହୋରର ଜୋହର ଟାଉନ ଅଞ୍ଚଳରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣର ଶବ୍ଦ ଏତେ ଜୋରରେ ଥିଲା ଯେ, ଆଖପାଖ ଘରର କାନ୍ଥ ଓ କୋଠାମାନ ଭାଙ୍ଗିଯାଇଛି। ଏତଦ୍ ବ୍ୟତୀତ ଏକ କୋଠା ସମ୍ପୂର୍ଣ୍ଣ ଭୁଷୁଡ଼ିପଡ଼ିଥିବା...
ବୁଡ଼ୁଥିବା ଯୁବତୀଙ୍କୁ ଉଦ୍ଧାର କରିବାକୁ ଲାଗିଥିଲେ ଦମକଳବାହିନୀ-ପୋଲିସ: ହେଲେ ଶେଷରେ ଘଟିଲା ଏପରି
ଟୋକିଓ,୨୩।୬: ଜାପାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯାହାକୁ ଦେଖି ଲୋକଙ୍କ ହୋସ୍ ଉଡ଼ିଯାଇଛି। ଜଣେ ବୁଡ଼ୁଥିବା ଯୁବତୀଙ୍କୁ ଉଦ୍ଧାର କରିବା ପାଇଁ ଦମକଳ ବାହିନୀ ଓ ପୋଲିସ ବହୁ କସ୍ରତ କରିଥିଲେ। ହେଲେ ଶେଷରେ ଦେଖିବା ବେଳକୁ...
ଭିନ୍ନ ହେବେ ‘ସ୍ପେସ୍ ବେବି’
ନୂଆଦିଲ୍ଲୀ: ମହାକାଶରେ ଗୁରୁତ୍ୱ ଆକର୍ଷଣ ନାହିଁ। ତେଣୁ ସେଠାରେ ଜଣେ ଗର୍ଭବତୀଙ୍କ ସାମାନ୍ୟ ପ୍ରସବ ଅସମ୍ଭବ। ଯଦିଓ ସ୍ବାସ୍ଥ୍ୟ ବିଜ୍ଞାନର ଅତ୍ୟାଧୁନିକ ଜ୍ଞାନକୌଶଳକୁ ଉପଯୋଗ କରି ପ୍ରସବ କରାଯାଏ, ତଥାପି ରେଡିଏଶନ ଏବଂ ଅନ୍ୟ ପ୍ରତିକ୍ରିୟା କାରଣରୁ ପୃଥିବୀରେ ଜନ୍ମିତ...
ଆବର୍ଜନା ପାହାଡ଼ରେ ପାର୍କ
ରୁଷିଆ ରାଜଧାନୀ ମସ୍କୋରେ ଏଣିକି ଅଳିଆଗଦାରେ ପାର୍କ ଦେଖିବାକୁ ମିଳିବ। ମସ୍କୋ ଓ ଏହାର ଆଖପାଖ ଅଞ୍ଚଳରୁ ଏଠାକୁ ବହୁ ଟନ୍ ଅଳିଆ ଆବର୍ଜନା ଆସିଥାଏ। ଗତ ୫୦ ବର୍ଷରେ ଏଠାରେ ଆବର୍ଜନାର ଅନେକ ପାହାଡ଼ ତିଆରି ହୋଇଯାଇଛି। ଏହି...
ପ୍ରବାସୀ ଖୋଜୁଛି ସବୁଠୁ ଖୁସି ଦେଶ
ହେଲ୍ସିଙ୍କି,୨୩ା୬: ଫିନ୍ଲାଣ୍ଡକୁ ବିଶ୍ୱର ସବୁଠୁ ଖୁସି ଦେଶ ଭାବେ ଅଭିହିତ କରାଯାଇଥାଏ। ‘ଓ୍ବାଲର୍ଡ ହାପିନେସ୍ ରିପୋର୍ଟ’ରେ ଲଗାତର ସର୍ବାଗ୍ରେ ରହୁଥିବା ଏହି ଦେଶରେ କାମ କରିବା ପାଇଁ ଲୋକ ମିଳୁନାହାନ୍ତି। ତେଣୁ ଅନ୍ୟ ଦେଶଗୁଡ଼ିକରୁ ଲୋକଙ୍କୁ ଆଣି ଫିନ୍ଲାଣ୍ଡରେ ବସତି...
ସିଙ୍ଗାପୁରରେ ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ୩୦ ବର୍ଷ ଜେଲ୍
ସିଙ୍ଗାପୁର,୨୨।୬: ୪୧ ବର୍ଷୀୟା ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ସିଙ୍ଗାପୁରରେ ୩୦ ବର୍ଷ ଜେଲ୍ ଦଣ୍ଡରେ ଦଣ୍ଡିତ କରାଯାଇଛି। ଘରୋଇ ସହାୟକଙ୍କ ଉପରେ ୧୪ ମାସ ଧରି ନିର୍ଯାତନା ଦେବା ସହ ହତ୍ୟା ମାମଲାରେ ସିଙ୍ଗାପୁରର ଏକ କୋର୍ଟ ଏହି ଦଣ୍ଡରେ...
Archives


