ଅନ୍ତର୍ଜାତୀୟ

ୟୁକ୍ରେନ୍‌କୁ ବଢ଼ୁଛି ସହଯୋଗ

କ୍ୱିଭ,୧।୩: ୟୁକ୍ରେନରେ ରୁଷିଆର ଆକ୍ରମଣ ଜାରି ଥିବାବେଳେ ବିଭିନ୍ନ ଦେଶ କ୍ୱିଭ୍‌କୁ ସେମାନଙ୍କ ସାମରିକ ସହାୟତା ପ୍ରଦାନ କରିବାରେ ଲାଗିଛନ୍ତି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ୩୫୦ ମିଲିୟନ ଡଲାରର ସାମରିକ ଏବଂ ୫୪ ମିଲିୟନ ଡଲାରର ମାନବୀୟ ସହାୟତା ପ୍ରଦାନ…

ୟୁକ୍ରେନ୍ ଫାଷ୍ଟ ଲେଡିଙ୍କ ଇମୋଶନାଲ ପୋଷ୍ଟ ଭାଇରାଲ, ଶେୟାର କଲେ ବମ ସେଲ୍ଟରରେ ଜନ୍ମ ଝିଅର ଫଟୋ

କ୍ୱିଭ୍‌,୧ ।୩: ୟୁକ୍ରେନକୁ ଚପାଇ ଦେବାକୁ ସମସ୍ତ ଶକ୍ତି ଲଗାଇ ଦେଇଛି ରୁଷିଆ । ଲଗାତାର ଭାବେ ପଞ୍ଚମ ଦିନରେ ବି ମିଶାଇଲ ଆକ୍ରମଣ କରି ଚାଲିଛି ରୁଷିଆ । ଏମିତିକି ଏବେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ସିଜଫାୟାର ପାଇଁ…

ପରମାଣୁ ଶକ୍ତି ନେଇ ଆଲୋଚନା କରୁ ଜାପାନ

ଟୋକିଓ,୧।୩: ରୁଷିଆ-ୟୁକ୍ରେନ ଯୁଦ୍ଧ ଉପରେ ବିଶ୍ୱବାସୀଙ୍କ ନଜର ଥିବାବେଳେ ଜାପାନର ପୂର୍ବତନ ପ୍ରଧାନ ମନ୍ତ୍ରୀ ସିଞ୍ଜୋ ଆବେଙ୍କ ବୟାନ ସଭିଁଙ୍କ ଦୃଷ୍ଟି ଆକର୍ଷଣ କରିଛି। ସ୍ଥାନୀୟ ଗଣମାଧ୍ୟମ ଏକ କାର୍ଯ୍ୟକ୍ରମ ଯୋଗ ଦେବା ଅବସରରେ ପରମାଣୁ ଶକ୍ତି ନେଇ ଆବେ ଚିନ୍ତା…

ପାଶ୍ଚାତ୍ୟ ରାଷ୍ଟ୍ର ମିଥ୍ୟା ସାମ୍ରାଜ୍ୟ

ମସ୍କୋ,୧।୩: ରୁଷିଆ ୟୁକ୍ରେନ୍‌ ଉପରେ ଆକ୍ରମଣ କରିବା ପରେ ଆମେରିକା, ବ୍ରିଟେନ ସମେତ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ଏହା ଉପରେ ପ୍ରତିବନ୍ଧକ ବଢ଼ାଇବାରେ ଲାଗିଛନ୍ତି। ରୁଷିଆର କେତେକ ବ୍ୟାଙ୍କକୁ ସ୍ବିଫ୍ଟ ସିଷ୍ଟମରୁ ବାଦ୍‌ ଦେବାକୁ ଆମେରିକା ସମେତ ପାଶ୍ଚାତ୍ୟ ଦେଶଗୁଡ଼ିକ ନିଷ୍ପତ୍ତି ନେବା…

ଭାରତୀୟଙ୍କୁ ପିଟିଲେ ୟୁକ୍ରେନ୍‌ ସୈନ୍ୟ

କ୍ୱିଭ,୧।୩: ୟୁକ୍ରେନ୍‌ରେ ଫସିଥିବା ଭାରତୀୟ ଛାତ୍ରୀଛାତ୍ର ସ୍ବଦେଶ ଫେରିବା ପାଇଁ ସୀମାମୁହଁା ହୋଇଛନ୍ତି। ଏ ସବୁ ଭିତରେ ସେଠାରୁ ପ୍ରତି ଭାରତୀୟଙ୍କୁ ବିଚଳିତ କରିବା ଭଳି ଖବର ସାମ୍‌ନାକୁ ଆସିଛି। ଜାତିସଂଘରେ ରୁଷିଆ ବିରୋଧରେ ଭୋଟ ଦେବାରୁ ବିରତ ରହିବାରୁ ୟୁକ୍ରେନ୍‌…

ବିଶ୍ୱର ବୃହତ୍ତମ ବିମାନ ନଷ୍ଟ

କ୍ୱିଭ,୧।୩: ମିଶାଇଲ ଅକ୍ରମଣରେ ବିଶ୍ୱର ବୃହତ୍ତମ ବିମାନ ଆଣ୍ଟୋନୋଭ ଏନ୍‌-୨୨୫ ତଥା ମରିୟା ନଷ୍ଟ ହୋଇଥିବା ୟୁକ୍ରେନ କହିଛି। ୟୁକ୍ରେନରେ ଏହି ବିମାନ ‘ଡ୍ରିମ୍‌’ଭାବେ ବେଶ୍‌ ଜଣାଶୁଣା। ରୁଷୀୟ ସୈନ୍ୟ ହୋଷ୍ଟୋମେଲର ଏୟାରବେସ୍‌ ଉପରକୁ ଆକ୍ରମଣ କରିଥିବାବେଳେ ମରିୟା ଉକ୍ତ ଏୟାରବେସ୍‌ରେ…

ବିଶ୍ୱର ସମସ୍ତ ବିମାନ ବନ୍ଦର ଓ ପୋର୍ଟରେ ରୁଷିଆ ପାଇଁ ଲାଗୁ ପ୍ରତିବନ୍ଧକ: ୟୁକ୍ରେନ ରାଷ୍ଟ୍ରପତି

କ୍ୱିଭ୍‌,୧ ।୩: ପୂର୍ବ ୟୁକ୍ରେନ ପଟୁ ଦେଶର ରାଜଧାନୀ କ୍ୱିଭରେ ପହଞ୍ଚି ସାରିଥିବା ରୁଷିଆ ସେନା ଲଗାତାର ଭାବେ ପଞ୍ଚମ ଦିନରେ ବି ଆକ୍ରମଣ ଜାରି ରଖିଛନ୍ତି । ରୁଷିଆକୁ ସାମ୍ନା କରିବାକୁ ୟୁକ୍ରେନ ପାଖରେ ସଂସାଧନର ଅଭାବ ଦେଖାଦେଲାଣି ।…

ସେନା ପ୍ରତ୍ୟାହାର କରୁ ରୁଷିଆ

କ୍ୱିଭ୍‌, ୧।୩: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ସୋମବାର ୫ମ ଦିନରେ ପହଞ୍ଚିଛି। ଯୁଦ୍ଧ ଭିତରେ ଉଭୟ ଦେଶ ବେଲାରୁଷ ସୀମାସ୍ଥିତ ଗୋମେଲରେ ଆୟୋଜିତ ଉଚ୍ଚସ୍ତରୀୟ ବୈଠକରେ ପ୍ରଥମ ଥର ଶାନ୍ତି ଆଲୋଚନା କରିଛନ୍ତି। ଏଥିରେ ଦୁଇ ଦେଶର ପ୍ରତିନିଧି ଉପସ୍ଥିତ…

ଇୟୁରେ ସାମିଲ ହେବ ୟୁକ୍ରେନ

କ୍ୱିଭ,୨୮।୨: ୟୁରୋପୀୟ ୟୁନିଅନ(ଇୟୁ)ରେ ସାମିଲ ହେବ ୟୁକ୍ରେନ। ରୁଷିଆର ଆକ୍ରମଣ ମଧ୍ୟରେ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ୟୁରୋପୀୟ ୟୁନିଅନରେ ସାମିଲ ହେବା ପାଇଁ ଏକ ଆବେଦନପତ୍ରରେ ଦସ୍ତଖତ କରିଛନ୍ତି। ସୋମବାର ୟୁକ୍ରେନର ସଂସଦ ଏନେଇ ସୂଚନା ଦେଇଛନ୍ତି। ଏହାକୁ ଏକ…

୩ଘଣ୍ଟା ଧରି ଶାନ୍ତି ଆଲୋଚନା କଲେ ରୁଷିଆ-ୟୁକ୍ରେନ

ମିନସ୍କ,୨୮।୨: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ସୋମବାର ୫ମ ଦିନରେ ପହଞ୍ଚିଛି। ଯୁଦ୍ଧ ଭିତରେ ଉଭୟ ଦେଶ ବେଲାରୁଷ ସୀମାସ୍ଥିତ ଗୋମେଲରେ ଆୟୋଜିତ ଏକ ଉଚ୍ଚସ୍ତରୀୟ ବୈଠକରେ ପ୍ରଥମ ଥର ପାଇଁ ଶାନ୍ତି ଆଲୋଚନା କରିଛନ୍ତି। ଏଥିରେ ଦୁଇ ଦେଶର ପ୍ରତିନିଧି…

ରୁଷିଆର ନ୍ୟୁକ୍ଲିୟର ଟ୍ରାଏଡ ଯୁଦ୍ଧାଭ୍ୟାସ ଆରମ୍ଭ: ଆଲର୍ଟରେ ମିଶାଇଲ କମାଣ୍ଡ

ମସ୍କୋ,୨୮।୨: ଗୋଟିଏପଟେ ବେଲାରୁଷରେ ରୁଷିଆ ଓ ୟୁକ୍ରେନ ମଧ୍ୟରେ ଆଲୋଚନା ଜାରି ରହିଥିବା ବେଳେ ଅନ୍ୟପଟେ ୟୁକ୍ରେନ ଉପରେ ଆକ୍ରମଣ କରିବା ପାଇଁ ରୁଷିଆ ପରମାଣୁ ଯୁଦ୍ଧାଭ୍ୟାସ ଆରମ୍ଭ କରିଛି। ଏନେଇ ସୋମବାର ରୁଷିଆର ଏକ ଗଣମାଧ୍ୟମ ଦାବି କରିଛି। ରୁଷିଆର…

ୟୁରୋପୀୟ ଦେଶର ପଦକ୍ଷେପକୁ ଚ୍ୟାଲେଞ୍ଜ କଲା ରୁଷିଆ: ୩୬ ଦେଶ ପାଇଁ ବନ୍ଦ କଲା ନିଜର ଏୟାର ସ୍ପେସ୍‌

ମସ୍କୋ,୨୮।୨: ଲଗାତର ପଞ୍ଚମ ଦିନରେ ରୁଷିଆ ସୈନ୍ୟମାନେ ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛନ୍ତିି। ଇତିମଧ୍ୟରେ ୟୁରୋପୀୟ ଦେଶଗୁଡିକ ନେଇଥିବା ନିଷ୍ପତ୍ତି ଉପରେ ରୁଷିଆ ଏବେ ପ୍ରତିଶୋଧପରାୟଣ ହୋଇଯାଇଛି। ବ୍ରିଟେନ ଓ ଜର୍ମାନୀ ସମେତ ୩୬ଟି ଦେଶ ପାଇଁ ମସ୍କୋ ନିଜର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri