ଅନ୍ତର୍ଜାତୀୟ

ବିପଦ ଆଣିଲା ନୂଆ ଭାରିଆଣ୍ଟ୍‌, ପୁଣି ଦିଆଯିବ ଭାକ୍ସିନ୍‌ ଡୋଜ୍‌…

ମସ୍କୋ,୨୨।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। କରୋନା ଭୂତାଣୁର ମ୍ୟୁଟେଶନ ଯୋଗୁ ନୂଆନୂଆ ଭାରିଆଣ୍ଟ୍‌ ସୃଷ୍ଟି ହେଉଛି। ନୂଆ ଭାରିଆଣ୍ଟ୍‌ ଯୋଗୁ ବିପଦ ବଢ଼ିବାରେ ଲାଗିଛି। ରୁଷିଆରେ ଦେଖାଦେଇଥିବା ନୂଆ ଭାରିଆଣ୍ଟ୍‌ରୁ ଦୂରେଇ ରହିବା ପାଇଁ...

ଭାକ୍ସିନ୍‌ ନ ନେଲେ ମୋବାଇଲ୍‌ ସିମ୍‌ କାର୍ଡ ହେବ ବ୍ଲକ୍‌, କଡ଼ା ନିର୍ଦ୍ଦେଶ ଜାରି କଲେ ସରକାର…

କରାଚି,୨୨।୬: କରୋନା ମହ।ମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ପାକିସ୍ତାନର ପଞ୍ଜାବ ପ୍ରଦେଶରେ ସରକାରଙ୍କ ପକ୍ଷରୁ ଟିକା ନେବାକୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି।...

ଆସ୍ଥାରେ ହାରିଲେ ସୁଇଡେନ ପ୍ରଧାନମନ୍ତ୍ରୀ

ଷ୍ଟକ୍‌ହୋମ୍‌, ୨୨ା୬: ସୁଇଡେନ ପ୍ରଧାନମନ୍ତ୍ରୀ ଷ୍ଟିଫାନ ଲୋଫବେନ ସୋମବାର ଆସ୍ଥା ଭୋଟ ହାରିଛନ୍ତି। ସୁଇଡେନର କୌଣସି ପ୍ରଧାନମନ୍ତ୍ରୀ ଆସ୍ଥା ହାରିବାରେ ଏହା ପ୍ରଥମ ଘଟଣା। ବାମ ଦଳ ସହଯୋଗରେ ସୋସିଆଲ ଡେମୋକ୍ରାଟିକ୍‌ ପାର୍ଟିର ଷ୍ଟିଫାନ ମେଣ୍ଟ ସରକାର ଗଢ଼ିଥିଲେ। ସହରଗୁଡ଼ିକରେ...

ଦକ୍ଷିଣ କୋରିଆ ନ୍ୟୁକ୍ଲିୟର ସଂସ୍ଥା ହ୍ୟାକ୍‌

ଉତ୍ତର କୋରିଆର ସାଇବର ଅପରାଧୀମାନେ ଦକ୍ଷିଣ କୋରିଆର ନ୍ୟୁକ୍ଲିୟର ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟକୁ ହ୍ୟାକ୍‌ କରିଛନ୍ତି। ଗତମାସରେ ୧୩ ଅନଧିକୃତ ଆଇପି ଆଡ୍ରେସ୍‌ରୁ କୋରିଆ ଆଟମିକ୍‌ ଏନର୍ଜି ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ (କେଏଇଆର୍‌ଆଇ)ର ଆଭ୍ୟନ୍ତରୀଣ ନେଟ୍‌ଓ୍ବର୍କ ଆକ୍‌ସେସ୍‌ କରାଯାଇଥିବା ଦକ୍ଷିଣ ଆଫ୍ରିକାର ପ୍ରମୁଖ...

ସ୍ପେସ୍‌ ଷ୍ଟେଶନରେ ସୋଲାର ପ୍ୟାନେଲ

ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ(ଆଇଏସ୍‌ଏସ୍‌) ବାହାରେ ପ୍ରଥମ ସୋଲାର ପ୍ୟାନେଲ ଲଗାଇବାରେ ମହାକାଶଚାରୀ ସଫଳ ହୋଇଛନ୍ତି। ଏହା ସୌର ଶକ୍ତି ଅବଶୋଷଣ କରି ପ୍ରତିଦିନର ବୈଜ୍ଞାନିକ ଅନୁସନ୍ଧାନ ସମ୍ବନ୍ଧୀୟ କାର୍ଯ୍ୟ ନିମନ୍ତେ ବିଦ୍ୟୁତ୍‌ ଯୋଗାଇବା ସହିତ ସ୍ପେସ୍‌ ଷ୍ଟେଶନର ବିଭିନ୍ନ କାମରେ...

୧୮ ହଜାର କିଲୋଗ୍ରାମ୍‌ର ବିରାଟ ବୋମା ପରୀକ୍ଷା କଲା ଆମେରିକା, ସମୁଦ୍ରରେ ସୃଷ୍ଟି ହେଲା ଭୂକମ୍ପ…

ଓ୍ବାଶିଂଟନ,୨୧।୬: ଚାଇନା ନିଜର ସାମୁଦ୍ରିକ ଶକ୍ତି ବୃଦ୍ଧି କରିବାରେ ଲାଗିଛି। ଏପରିସ୍ଥଳେ ଆମେରିକା ନିଜର ଶକ୍ତି ପ୍ରଦର୍ଶନ କରିବା ସହିତ ସମୁଦ୍ରରେ ୧୮ ହଜାର କିଲୋଗ୍ରାମ୍‌ର ବିରାଟ ବୋମା ପରୀକ୍ଷା କରିଛି। ଆମେରିକା ନୌସେନାର ଏୟାର କ୍ରାଫ୍ଟ କ୍ୟାରିଅର ଗେର୍ଲାଡ...

ମହିଳାଙ୍କ ପୋଷାକ ପାଇଁ ଦେଶରେ ବଢୁଛି ବଳାତ୍କାର : ପ୍ରଧାନମନ୍ତ୍ରୀ

ଇସ୍‌ଲାମାବାଦ,୨୧।୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ନିଜ ବୟାନକୁ ନେଇ ସବୁବେଳେ ସାରା ବିଶ୍ୱରେ ଚର୍ଚ୍ଚାରେ ରହିଥାନ୍ତି। ହେଲେ ଏବେ ମହିଳାଙ୍କ ଉପରେ ଏକ ବିବାଦୀୟ ମନ୍ତବ୍ୟ ଦେଇ ସେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ମହିଳାଙ୍କ...

ଏହି ଦେଶରେ ୫ ଲକ୍ଷ ଟପିଲା କୋଭିଡ୍‌ ମୃତ୍ୟୁ

ବ୍ରାସିଲିଆ,୨୦।୬: ବ୍ରାଜିଲ୍‌ରେ କରୋନାଜନିତ ମୃତ୍ୟୁସଂଖ୍ୟା ୫ ଲକ୍ଷ ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ସେଠାରେ ୨,୩୦୧ ଜଣଙ୍କ ମୃତ୍ୟୁ ଘଟିବା ପରେ ମୋଟ ମୃତ୍ୟୁସଂଖ୍ୟା ୫,୦୦,୮୦୦ରେ ପହଞ୍ଚତ୍ଛି। କୋଭିଡ୍‌ ମୃତ୍ୟୁସଂଖ୍ୟା ୫ ଲକ୍ଷ ଟପିବାରେ ଆମେରିକା ପରେ ବ୍ରାଜିଲ...

କଫି ୭ ହଜାର, କଦଳୀ ୩ ହଜାର

ପୋଙ୍ଗ୍‌ୟାଙ୍ଗ୍‌, ୨୦ା୬: ଉତ୍ତର କୋରିଆରେ ଦେଖାଦେଇଛି ଉତ୍କଟ ଖାଦ୍ୟ ସଙ୍କଟ । କରୋନାଜନିତ କଟକଣା ଯୋଗୁ ସୀମା ବନ୍ଦ କରିଥିବା ଏହି ଦେଶରେ ବାହାରୁ ଖାଦ୍ୟ ଆମଦାନୀ ହୋଇପାରୁନାହିଁ । ସେପଟେ ଏକଚ୍ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌-ଉନ୍‌ଙ୍କ ପରମାଣୁ ଅସ୍ତ୍ର...

ଡେଥ୍‌ କମିଶନରୁ ରାଷ୍ଟ୍ରନେତା

ତେହେରାନ,୨୦ା୬: ଇବ୍ରାହିମ୍‌ ରଇସିଙ୍କୁ ଇରାନ ନୂଆ ରାଷ୍ଟ୍ରପତି ବାଛିଛି। ଇରାନର ଗୃହ ମନ୍ତ୍ରୀ ଅବଦୁଲରଜା ରହମାନୀ ଫଜଲି ଶନିବାର ତ୍ରୟୋଦଶ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ଘୋଷଣା କରିଛନ୍ତି। ଏଥିରେ କଠୋରପନ୍ଥୀ ଛବିର ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଇବ୍ରାହିମଙ୍କୁ ରାଷ୍ଟ୍ରପତି ଭାବେ...

ବିମାନ ଦୁର୍ଘଟଣାରେ ୭ ମୃତ

ମସ୍କୋ,୧୯।୬: ରୁଷିଆର ସାଇବେରିଆ ଅଧୀନ କେମେରୋଭୋ ଓବ୍ଲାଷ୍ଟଠାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୭ ଜଣ ଆହତ ହୋଇଛନ୍ତି। ବିମାନଟି ଦିନର ଚତୁର୍ଥ ଉଡ଼ାଣରେ ବାହାରିଥିଲା। ଏହା ଟାନାଇ ଏୟାରଫିଲ୍ଡରୁ ଉଡ଼ାଣ...

‘ଭାରତକୁ କ୍ଷତିପୂରଣ ଦେଉ ଚାଇନା’

ଓ୍ବାଶିଂଟନ,୧୯।୬: କରୋନା ମହାମାରୀ ଯୋଗୁ ଭାରତ ବିପର୍ଯ୍ୟସ୍ତ ହୋଇଛି। ଏନେଇ ଚାଇନା ଭାରତକୁ କ୍ଷତିପୂରଣ ଦେବା ଆବଶ୍ୟକ ବୋଲି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ବିଶ୍ୱରେ କୋଭିଡ୍‌ ସଂକ୍ରମଣ ପାଇଁ ଚାଇନା ଦାୟୀ। କ୍ଷତିପୂରଣ ବାବଦରେ ବେଜିଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri