ଅନ୍ତର୍ଜାତୀୟ

ଟୁଇଟର୍‌ ଆଣିଲା ନୂଆ ନିୟମ

ନୂଆଦିଲ୍ଲୀ,୧।୧୨: ନୂଆଦିଲ୍ଲୀ,୧।୧୨: ଟୁଇଟର୍‌ ଦାୟିତ୍ୱ ନେବା ମାତ୍ରେ ପରାଗ ଅଗ୍ରୱାଲ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି। ଟୁଇଟ୍‌ ସିଇଓ ପରାଗ ଟୁଇଟର ସମ୍ବନ୍ଧରେ ନୂତନ ନିୟମ କାର୍ଯ୍ୟକାରୀ କରିଛନ୍ତି। ନୂତନ ନିୟମ ଅନୁଯାୟୀ, କୌଣସି ୟୁଜର୍ସ ସମ୍ମତି ବିନା ଅନ୍ୟର ଫଟୋ…

ଓମିକ୍ରନ୍‌ ଆଗରେ ବର୍ତ୍ତମାନର କରୋନା ଟିକା ଅକାମୀ, ମାନିଲେ ଭାକ୍ସିନ୍‌ ନିର୍ମାତା…

ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୧୨: ପୃଥିବୀରେ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ର ଆତଙ୍କ ଆରମ୍ଭ ହୋଇଛି। ଏପରିସ୍ଥଳେ ବିଶେଷଜ୍ଞଙ୍କ ପକ୍ଷରୁ ଜାରି ହୋଇଥିବା ବିବୃତ୍ତି ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବିଶେଷଜ୍ଞଙ୍କ ଅନୁଯାୟୀ, କରୋନା ଭୂତାଣୁ ଓମିକ୍ରନ୍‌ର ସ୍ପାଇକ ପ୍ରୋଟିନରେ ବହୁ ପରିବର୍ତ୍ତନ ହୋଇଛି। ଏଭଳି…

ସଂସଦରେ ବ୍ୟଭିଚାର, ଅଷ୍ଟ୍ରେଲିଆରେ ୬୩ ପ୍ରତିଶତ ମହିଳା ସାଂସଦ-କର୍ମଚାରୀଙ୍କୁ ଯୌନ ନିର୍ଯାତନା…

ମେଲବୋର୍ନ,୧।୧୨: ମହିଳା ସାଂସଦ ଏବଂ କର୍ମଚାରୀଙ୍କ ପ୍ରତି ଯୌନ ଉତ୍ପୀଡ଼ନର ଏକ ସମ୍ବେଦନଶୀଳ ମାମଲା ଅଷ୍ଟ୍ରେଲିଆ ସଂସଦରେ ସାମ୍ନାକୁ ଆସିଛି। ପ୍ରତି ତିନିଜଣ ମହିଳା କର୍ମଚାରୀଙ୍କ ମଧ୍ୟରୁ ଜଣେ ଯୌନ ଉତ୍ପୀଡ଼ନର ଶିକାର ହେଉଥିବା ପ୍ରକାଶିତ ଏକ ସରକାରୀ ରିପୋର୍ଟରେ ଉଲ୍ଲେଖ…

ଏଡ୍‌ସରେ ୭୭ ଲକ୍ଷଙ୍କ ମୃତ୍ୟୁ ଆଶଙ୍କା

ଜେନେଭା, ୧ା୧୨: ଏଚ୍‌ଆଇଭି ବିଶ୍ୱସ୍ତରୀୟ ପ୍ରମୁଖ ସ୍ବାସ୍ଥ୍ୟ ସଙ୍କଟ ପାଲଟିଛି। ଆସନ୍ତା ୧୦ ବର୍ଷ ମଧ୍ୟରେ ବିଶ୍ୱର ପ୍ରାୟ ୭୭ ଲକ୍ଷ ଲୋକଙ୍କ ଏଡ୍‌ସ କିମ୍ବା ଏହାଜନିତ ରୋଗରେ ମୃତ୍ୟୁ ହେବାର ଆଶଙ୍କା ରହିଛି ବୋଲି ଏଚ୍‌ଆଇଭି ଏବଂ ଏଡ୍‌ସ (ୟୁଏନ୍‌ଏଡ୍‌ସ)…

କରୋନାର ନୂଆ ରୂପ ‘ଓମିକ୍ରନ’ର ଲକ୍ଷଣ ଜାଣନ୍ତୁ

କେପଟାଉନ,୧।୧୨: ଦକ୍ଷିଣ ଆଫ୍ରିକାରେ କରୋନା ଭାଇରସର ଏକ ନୂତନ ପ୍ରକାର ଭାରିଏଣ୍ଡ ‘ଓମିକ୍ରନ’ ମିଳିବା ପରେ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଛି। ଏହି ସମୟରେ, ଦକ୍ଷିଣ ଆଫ୍ରିକାର ଜଣେ ଡାକ୍ତର ନୂତନ କୋଭିଡ ଭାରିଆଣ୍ଟ ଓମିକ୍ରନର ଲକ୍ଷଣ କ’ଣ ପ୍ରକାଶ…

ସ୍ବାଧିନତା ଲାଭ କଲା ବାରବାଡୋସ୍‌, ୪୦୦ ବର୍ଷର ବ୍ରିଟିଶ ଶାସନ ଶେଷ…

ବ୍ରିଜ୍‌ଟାଉନ୍‌,୩୦।୧୧: ପ୍ରାୟ ୪୦୦ ବର୍ଷ ଧରି ବ୍ରିଟିଶ ଶାସନରେ ରହିବା ପରେ କାରିବିଆନ ଦେଶ ବାରବାଡୋସ୍‌ ସ୍ବାଧୀନତା ଲାଭ କରିଛି। ବାରବାଡୋସ ନିଜକୁ ଏକ ଗଣତନ୍ତ୍ର ଭାବେ ଘୋଷଣା କରି ବ୍ରିଟେନର ରାଜତନ୍ତ୍ରକୁ ଦେଶରେ ରଦ୍ଦ କରିଛି। ସ୍ବାଧିନତା ହାସଲ କରିବା…

ଓମିକ୍ରନ୍‌ ପାଇଁ ଅଲଗା ଟିକା ପ୍ରସ୍ତୁତି ନେଇ ଯୋଜନା…

ଓ୍ବାଶିଂଟନ/ନୂଆଦିଲ୍ଳୀ,୩୦।୧୧: ସମଗ୍ର ବିଶ୍ୱରେ କରୋନାର ଓମିକ୍ରନ ଭାରିଆଣ୍ଟ୍‌ ସଂକ୍ରମଣ ନେଇ ସଙ୍କଟ ଜନକ ପରିସ୍ଥିତି ଉପୁଜିଥିବା ବେଳେ ଟିକା ଉତ୍ପାଦନକାରୀ କମ୍ପାନୀଗୁଡ଼ିକ ପକ୍ଷରୁ ଅଲଗା ଟିକା ପ୍ରସ୍ତୁତି ନେଇ ଯୋଜନା ପ୍ରସ୍ତୁତ କରାଯାଇଛି। କମ୍ପାନୀ ଗୁଡ଼ିକ ଅନ୍ୟ ପ୍ରକାର ଟିକା ଉପରେ…

ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲାଣି ଚାଇନା, ଭର୍ତ୍ତି ହେବେ ଆଉ ୩ ଲକ୍ଷ ସେନା

ବେଜିଂ,୩୦ ।୧୧: ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲାଣି ଚାଇନା । ମିଳିଥିବା ସୂଚନା ଅନୁଯାୟୀ ଏବେ ଚାଇନା ସରକାର ଆଉ ୩ ଲକ୍ଷ ସେନା ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯୁଦ୍ଧ ଆଶଙ୍କା କରି…

୧୩ ଦେଶରେ ପହଞ୍ଚିଲା ଓମିକ୍ରନ: ବିଦେଶୀଙ୍କ ପାଇଁ ଜାପାନ ମନା

ନୂଆଦିଲ୍ଲୀ/ଟୋକିଓ /ଲିସବନ,୩୦ ।୧୧: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେ ୧୩ଟି ଦେଶରେ ପହଞ୍ଚି ସାରିଥିବା ଜଣାପଡିଛି । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ନୂଆ ଗାଇଡଲାଇନ୍ ଜାରି କରିଛନ୍ତି । ଏଥିରେ କୁହାଯାଇଛି କି ଓମିକ୍ରନ ଆକ୍ରାନ୍ତ ଦେଶରୁ…

ଟୁଇଟରର ନୂଆ ସିଇଓ ପରାଗ ଅଗ୍ରଓ୍ବାଲଙ୍କ ସମ୍ପର୍କରେ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୧୧: ଆଇଆଇଟି ବମ୍ବେରୁ ଗ୍ରାଜୁଏଶନ କରିଥିବା ପରାଗ ଅଗ୍ରଓ୍ବାଲ ଏବେ ଟୁଇଟରର ସିଇଓ ଜ୍ୟାକ ଡୋରସିଙ୍କ ପଦ ସମ୍ଭାଳିବାକୁ ଯାଉଛନ୍ତି। ଟୁଇଟରର ସହପ୍ରତିଷ୍ଠାତା ଡୋରସି ସୋମବାର ସନ୍ଧ୍ୟାରେ ଟୁଇଟରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦରୁ ଇସ୍ତଫା ଦେଇଛନ୍ତି। ଏଥିସହ କମ୍ପାନୀର…

ଟୁଇଟର ସିଇଓ ହେବାକୁ ଯାଉଛନ୍ତି ଭାରତୀୟ ବଂଶୋଦ୍ଭବ

ନୂଆଦିଲ୍ଲୀ,୨୯।୧୧: ଟୁଇଟରର ସହପ୍ରତିଷ୍ଠାତା ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଜ୍ୟାକ ଡୋରସି ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନରେ କମ୍ପାନୀର ଦାୟିତ୍ୱ ନେବାକୁ ଯାଉଛନ୍ତି ଭାରତୀୟ ବଂଶୋଦ୍ଭବ ପରାଗ ଅଗ୍ରଓ୍ବାଲ। ସେ ଏବେ ଟୁଇଟରର ଟେକ୍‌ନୋଲୋଜି ମୁଖ୍ୟ…

କ୍ୱାରାଣ୍ଟାଇନ ହୋଟେଲରେ ନିଆଁ ଲଗାଇଦେଲେ

କାଇରନ୍ସ, ୨୯ା୧୧: ଅଷ୍ଟ୍ରେଲିଆର କାଇରନ୍ସ ସହରରେ ଜଣେ ୩୧ ବର୍ଷୀୟ ମହିଳା ଏକ କୋଭିଡ୍‌-୧୯ କ୍ୱାରାଣ୍ଟାଇନ ହୋଟେଲରେ ନିଆଁ ଲଗାଇଦେଇଛନ୍ତି। ୧୧ତମ ମହଲାରେ ସେ ଓ ତାଙ୍କ ୨ ପିଲା କ୍ୱାରାଣ୍ଟାଇନରେ ରହିଥିଲେ। ହୋଟେଲ ପରିଚାଳନା ଦାୟିତ୍ୱରେ ଥିବା ଅଧିକାରୀଙ୍କ କାର୍ଯ୍ୟକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri