ଅନ୍ତର୍ଜାତୀୟ

ଲୋକତନ୍ତ୍ର ଉପରେ ଚର୍ଚ୍ଚା ନେଇ ୧୧୦ ଦେଶକୁ ଆମନ୍ତ୍ରଣ,ଚାଇନା-ତୁର୍କୀ ବାହାର…

ଓ୍ବାଶିଂଟନ,୨୪।୧୧: ଲୋକତନ୍ତ୍ର ଉପରେ ଆଲୋଚନା ପାଇଁ ଆମେରିକା ୯ ଏବଂ ୧୦ ଡିସେମ୍ବରରେ ଏକ ଭର୍ଚୁଆଲ ଶିଖର ସମ୍ମିଳନୀ ଆୟୋଜନ କରିଛି। ଏଥିରେ ଯୋଗଦେବା ପାଇଁ ଭାରତ ସମେତ ୧୧୦ ଦେଶକୁ ଆମେରିକା ଆମନ୍ତ୍ରଣ କରିଛି। କିନ୍ତୁ ଚାଇନାକୁ ଏହି ତାଲିକାରୁ…

ବୋଟ୍‌ ବୁଡ଼ି ୬ ଛାତ୍ରଙ୍କ ଜୀବନ ଗଲା

କଲମ୍ବୋ,୨୩।୧୧: ଶ୍ରୀଲଙ୍କା ଉପକୂଳରେ ମଙ୍ଗଳବାର ଏକ ବୋଟ୍‌ ବୁଡ଼ିଯିବାରୁ ୬ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୭ ଜଣ ଛାତ୍ର ପହଁରି କୂଳକୁ ଚାଲିଆସିଥିଲେ। ଶ୍ରୀଲଙ୍କାର ପୂର୍ବ ଉପକୂଳରେ ଥିବା କୁରିଞ୍ଚକେନିରୁ ବୋଟ୍‌ଟି ଛାତ୍ରମାନଙ୍କୁ ନେଇ କିନ୍ନିୟା ସହରକୁ ଯାଉଥିଲା।…

ବସ୍‌ରେ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୪୬ ଯାତ୍ରୀ

ସୋଫିଆ,୨୩।୧୧:ବୁଲଗେରିଆରେ ଏକ ଅଭାବନୀୟ ଘଟଣା ଘଟିଛି। ଉତ୍ତର ମାସିଡୋନିଆର ଏକ ବସରେ ହଠାତ୍‌ ଅଗ୍ନିକାଣ୍ଡ ଘଟିବାରୁ ୪୬ ଜଣ ଜିଅନ୍ତା ଦଗ୍ଧ ହୋଇଯାଇଛନ୍ତି। ସ୍ଥାନୀୟ ସମୟ ସକାଳ ୨ଟାରେ ଏହି ଅଗ୍ନିକାଣ୍ଡ ଘଟିଛି। ଏ ନେଇ ବୁଲଗେରିଆନ ନ୍ୟାଶନାଲ ଟିଭି (ବିଏନଟି)ରେ…

ୟୁରୋପକୁ ଫେରିଲା କରୋନା, ଅଷ୍ଟ୍ରିଆରେ ୨୦ ଦିନିଆ ଲକ୍‌ଡାଉନ୍‌…

ଓ୍ବାଶିଂଟନ,୨୩।୧୧: ୟୁରୋପକୁ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିଛି। ଗତ ସପ୍ତାହରେ ୟୁରୋପୀୟ ଦେଶମାନଙ୍କରେ କରୋନା ମହାମାରୀ ଆରମ୍ଭ ହେବା ପରେ ପ୍ରଥମ ଥର ପାଇଁ ଏକ ସପ୍ତାହ ମଧ୍ୟରେ ସର୍ବାଧିକ ସଂଖ୍ୟକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ…

ଟେଲିଭିଜନ ନାଟକରେ ଭାଗ ନେଇ ପାରିବେନି ମହିଳା

କାବୁଲ,୨୨ ।୧୧: ପୁଣିଥରେ ପଦାକୁ ଆସିଛି ତାଲିବାନର ଅସଲ ଚେହେରା । ଆଫଗାନିସ୍ତାନରେ ଶାସନ ଭାର ନେଇଥିବା ତାଲିବାନ ଏବେ ତା’ର ମନମୁଖି ଶାସନ ଆରମ୍ଭ କରିଛି । ବିଶେଷ କରି ତାଲିବାନ ଶାସନରେ ଯାହା ଅନୁମାନ କରାଯାଉଥିଲା ତାହା ଦେଖିବାକୁ…

ଖ୍ରୀଷ୍ଟମାସ ପରେଡରେ କାର ଧକ୍କା, ୨୦ରୁ ଅଧିକ ଆହତ…

ଓ୍ବାଶିଂଟନ,୨୨।୧୧: ଆମେରିକାର ୱିସ୍କୋସିନରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଖ୍ରୀଷ୍ଟମାସ ପରେଡରେ ଏହି ଦୁର୍ଘଟଣା ଘଟିଛି। ଏହି ଘଟଣାରେ ୨୦ରୁ ଅଧିକ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଅଛନ୍ତି। ସମସ୍ତ ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି…

ଭୋକ ଜ୍ୱାଳାରେ ଆଫ୍‌ଗାନ ଶିଶୁ

କାବୁଲ, ୨୨।୧୧ : ପାଦେ ପାଦେ ବିପଦ। କେତେବେଳେ ବର୍ଷୁଛି ଗୁଳି ତ ଆଉ କେତେବେଳେ ବିସ୍ଫୋରଣ। ସବୁଠି ତ୍ରାହି ତ୍ରାହି ଏବଂ ହା’ ଅନ୍ନର ଚିତ୍କାର। ଆତଙ୍କୀ ଗୋଷ୍ଠୀର କ୍ଷମତା ଲୋଭ ଓ ଏହାକୁ ନେଇ ସୃଷ୍ଟି ହୋଇଥିବା ଅଶାନ୍ତ…

ବାଇଡେନ୍‌ଙ୍କୁ ୭୯

ଓ୍ବାଶିଂଟନ,୨୨।୧୧: ଆମେରିକା ଇତିହାସର ବରିଷ୍ଠତମ ରାଷ୍ଟ୍ରପତି ଜୋ ବାଇଡେନ୍‌ ୭୯ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଉପରାଷ୍ଟ୍ରପତି କମଲା ହାରିସ୍‌ ଏବଂ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ସମେତ ବହୁ ନେତା ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଦୀର୍ଘ ନିରାମୟ…

ଟ୍ରକ୍‌ରୁ ହେଲା ନୋଟ୍‌ ବର୍ଷା

କାଲିଫର୍ନିଆ,୨୧।୧୧:ଯଦି ରାସ୍ତାରେ ଦଶ ଟଙ୍କିଆ ନୋଟ ଖଣ୍ଡେ ମିଳିଯାଏ, ତେବେ ଖୁସିର ସୀମା ନ ଥାଏ। କିନ୍ତୁ ଆମେରିକାର କାଲିଫର୍ନିଆରେ ଡଲାର ବର୍ଷା ହୋଇଛି ଏବଂ ଲୋକମାନେ ରାସ୍ତା ମଝିରେ ନୋଟ୍‌ ଗୋଟାଉଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ…

ଉଇଗରଙ୍କୁ ନିର୍ଯାତନା, ଗୁପ୍ତ କ୍ୟାମେରା ଦ୍ୱାରା ଭିଡ଼ିଓ ଭାଇରାଲ…

ବେଜିଂ,୨୧।୧୧: ଚାଇନାର ରାଷ୍ଟ୍ରପତି ଶି ଜିନ୍‌ ପିଙ୍ଗ୍‌ଙ୍କ ସରକାରଙ୍କ ପକ୍ଷରୁ ଉଇଗରଙ୍କ ଉପରେ ନିର୍ଯାତନା ଜାରି ରହିଛି। ଏବେ ଗୁପ୍ତ କ୍ୟାମେରା ଦ୍ୱାରା ଶୁଟିଂ ହୋଇଥିବା ଏହାର ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଜିନଜିଆଙ୍ଗ ପ୍ରଦେଶର ନଜର ବନ୍ଦୀ ଶିବିରରେ  ଉଇଗର…

ବିବାଦରେ କାଇଲ୍‌ଙ୍କୁ ଦୋଷମୁକ୍ତ ରାୟ

ଓ୍ବାଶିଂଟନ୍‌, ୨୧ା୧୧: ଆମେରିକାର ଜଣେ କିଶୋର କାଇଲ୍‌ ରିଟେନ୍‌ହାଉସ୍‌ଙ୍କୁ ଏକ ହତ୍ୟା ମାମଲାରେ ଦୋଷମୁକ୍ତ କରାଯିବା ରାୟକୁ ନେଇ ବିବାଦ ଦେଖାଦେଇଛି। ଗତ ବର୍ଷ ଅଗଷ୍ଟରେ ଓ୍ବିସ୍‌କନ୍‌ସିନ୍‌ରେ ବର୍ଣ୍ଣବୈଷମ୍ୟ ହିଂସାବେଳେ ୧୮ ବର୍ଷୀୟ କାଇଲ୍‌ ୨ ଜଣଙ୍କୁ ଗୁଳି କରି ହତ୍ୟା…

କରୋନା ଟିକା ନେଇ ନ ଥିବା ଲୋକଙ୍କ ପାଇଁ ୟୁରୋପରେ ଲକଡାଉନ

ଇସେଲ୍ସ,୨୧ ।୧୧: ଏବେ କରୋନା ମହାମାରୀର କେନ୍ଦ୍ର ହୋଇଛି ୟୁରୋପ । ଏହାର ବିଭିନ୍ନ ଦେଶରେ ବେଳକୁ ବେଳ ନୂଆ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏଭଳି ସ୍ୱାସ୍ଥ୍ୟ ସଙ୍କଟକୁ ଦେଖି ଟିକା ନେଇଥିବା ଓ ଟିକା ନ ନେଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri