ବାବା ରାମଦେବଙ୍କୁ ଝଟ୍କା ଦେଲା ନେପାଳ
କାଠମାଣ୍ଠୁ,୯।୬: ନେପାଳ ସରକାର ଦେଶରେ ପତଞ୍ଜଳି ଦ୍ୱାରା ପ୍ରସ୍ତୁତ କରୋନିଲ କିଟ୍ର ବିତରଣ ଉପରେ ରୋକ ଲଗାଇଛନ୍ତି। ଯୋଗ ଗୁରୁ ରାମଦେବଙ୍କ କମ୍ପାନୀ ପତଞ୍ଜଳି ଉପହାର ସ୍ବରୂପ କରୋନିଲଙ୍କ କିଟ ନେପାଳକୁ ପଠାଇଥିଲା। କିନ୍ତୁ ନେପାଳ ସରକାର କହିଛନ୍ତି ଯେ,...
ପୁଅ ବାହା ହେବାକୁ ମନା କରିବାରୁ ମା-ବାପା ନେଲେ ଏମିତି ଚରମ ପଦକ୍ଷେପ, ଜାଣିଲେ ହେବେ ଆଶ୍ଚର୍ଯ୍ୟ
ତେହେରାନ,୯ା୬: ଇରାନରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ବୃଦ୍ଧ ଦମ୍ପତି ତାଙ୍କର ୪୭ ବର୍ଷୀୟ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ଜଣକ ଫିଲ୍ମନିର୍ମାତା ଥିଲେ। ଖାଲି ପୁଅ ନୁହନ୍ତି ଏହି ଦମ୍ପତି ଝିଅ ଏବଂ ଜ୍ୱାଇଙ୍କୁ ମଧ୍ୟ...
ଜୁନ୍ ୧୫ରୁ ମାସ୍କ ଫ୍ରି ହେବ ଏହି ଦେଶ, ଡିସେମ୍ବରରେ ଆରମ୍ଭ ହୋଇଥିଲା ଟିକାକରଣ
ଜେରୁଜେଲମ,୯ା୬: କରୋନା ଅବଧି ସମୟରେ ଇସ୍ରାଏଲ ବିଶ୍ୱର ପ୍ରଥମ ମାସ୍କ ମୁକ୍ତ ଦେଶ ହେବ। ଏଠାରେ ବନ୍ଦ ସ୍ଥାନରେ ମାସ୍କ ପ୍ରୟୋଗ କରିବାର ନିୟମ ଜୁନ୍ ୧୫ରୁ ଶେଷ ହେବ। ଇସ୍ରାଏଲର ସ୍ବାସ୍ଥ୍ୟମନ୍ତ୍ରୀ ୟୁଲି ଏଡେଲଷ୍ଟାଇନ ଏହା ଘୋଷଣା କରିଛନ୍ତି।...
ଚାଇନାର ହାତୀପଲ ସୋସିଆଲ ମିଡ଼ିଆରେ ଭାଇରାଲ: ୨୦ କୋଟିରୁ ଅଧିକ ଥର ଦେଖାଗଲାଣି…
ବେଜିଂ,୯।୬: ଏବେ ସୋସିଆଲ ମିଡ଼ିଆରେ ଚାଇନାର ଏକ ହାତୀପଲ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲଗେିଛି। ୧୫ ଜଣିଆ ହାତୀପଲ ଦୀର୍ଘ ଏକବର୍ଷ ଧରି ନିଜ ବାସସ୍ଥାନ ଛାଡ଼ି ଘୁରି ବୁଲୁଛନ୍ତି। ହାତୀପଲଙ୍କର ୨୫,୦୦୦ ଫଟୋ ସୋସିଆଲ୍ ମିଡ଼ିଆରେ ଅପଲୋଡ୍...
ଚାଇନାକୁ ଘେରିଲା ଡବ୍ଲ୍ୟୁଏଚ୍ଓ: କରୋନା ନମୁନା ନଷ୍ଟ କରୁଥିବା ଅଭିଯୋଗ…
ଜେନେଭା/ବେଜିଂ,୯।୬: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ହରଡ଼ଘଣାରେ ପଡ଼ିଛି। ଏବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ଚାଇନାକୁ ଘେରିଛି। କରୋନା ନମୁନା ସହିତ ଏସମ୍ପର୍କିତ ବିଭିନ୍ନ ତଥ୍ୟ ଚାଇନା ନଷ୍ଟ କରୁଥିବା ଅଭିଯୋଗ ହୋଇଛି। ଡବ୍ଲ୍ୟୁଏଚ୍ଓର ପରାମର୍ଶଦାତା ବୋର୍ଡ...
୨.୭ କୋଟିର ମୋନାଲିସା ପେଣ୍ଟିଂ
ଲିଓନାର୍ଡୋ ଡା ଭିନ୍ସିଙ୍କ ବିଶ୍ୱପ୍ରସିଦ୍ଧ ମୋନାଲିସା ପେଣ୍ଟିଂର ଅବିକଳ ପ୍ରତିକୃତି ପ୍ୟାରିସ୍ରେ ନିଲାମ ହେଉଥିବାବେଳେ ଏହାକୁ କିଣିବା ପାଇଁ ଲୋକଙ୍କ ମଧ୍ୟରେ କ୍ରେଜ୍ ଦେଖିବାକୁ ମିଳିଛି। ଏହି ନିଲାମ ଅର୍ଥ ୩ ଲକ୍ଷ ୟୁରୋ ବା ପ୍ରାୟ ୨.୭ କୋଟି...
କ୍ୟାମେରା ଆଗରେ ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଚାପୁଡ଼ା
ପ୍ୟାରିସ୍,୮ା୬: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରନଙ୍କୁ ଭିଡ଼ ଭିତରେ ଜଣେ ଚାପୁଡ଼ା ମାଡ଼ ହୋଇଛି। ଏହି ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ରାଷ୍ଟ୍ରପତିଙ୍କ ସୁରକ୍ଷା ବଢ଼ାଇ ଦିଆଯାଇଛି। ସମ୍ପୂର୍ଣ୍ଣ ଘଟଣା କଏଦ ହୋଇଛି କ୍ୟାମେରାରେ। କୋଭିଡ୍-୧୯ ମହାମାରୀ...
ମହାତ୍ମା ଗାନ୍ଧୀଙ୍କ ଅଣନାତୁଣୀଙ୍କୁ ଜେଲ୍
ଡର୍ବାନ,୮।୬: ମହତ୍ମା ଗାନ୍ଧୀଙ୍କ ଅଣନାତୁଣୀ ଆଶିଷ ଲତା ରାମଗୋବିନଙ୍କୁ ଠକେଇ ମାମଲାରେ ୭ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି ଦକ୍ଷିଣ ଆଫ୍ରିକାର ଏକ କୋର୍ଟ। ୫୬ ବର୍ଷୀୟା ରାମଗୋବିନ ଶିଳ୍ପପତି ଏସ୍ ଆର ମହାରାଜଙ୍କ ସହ ୬୨ ଲକ୍ଷ...
ପୁରୁଷଙ୍କ ଗର୍ଭରେ ଶିଶୁ, ଏପରି କିପରି ହୁଏ, ଜାଣନ୍ତୁ…
ଲଣ୍ଡନ,୮।୬: ମହିଳାଙ୍କ ଗର୍ଭରେ ଶିଶୁ ସୃଷ୍ଟି ପାଇଁ ପ୍ରକୃତି ସମସ୍ତ ପ୍ରକାର ସୁବିଧା ସୁଯୋଗ ଖଞ୍ଜି ଦେଇଛି। ତେବେ ପୁରୁଷଙ୍କ ଶରୀରରେ ଏଭଳି ସ୍ଥିତି ସୃଷ୍ଟି ହେବା ପ୍ରାୟତଃ ଦେଖାଯାଇ ନ ଥାଏ। ତେବେ ଆଧୁନିକ ବିଜ୍ଞାନ ଯୋଗୁ ଏବେ...
୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଲା ଏହି ପ୍ରାଣୀ…
ମସ୍କୋ,୮।୬: ଦିନେ ଦୁଇ ଦିନ ଅବା ସପ୍ତାହେ ନୁହେଁ। ଏକାଥରେ ୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଛି ଏକ ପ୍ରାଣୀ। ଏହି ଅତି ସୁକ୍ଷ୍ମ ପ୍ରାଣୀଟି ସାଇବେରିଆର ବରଫ ତଳେ ଉପଯୁକ୍ତ ସମୟକୁ ଅପେକ୍ଷା...
ହାରିସ୍ଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି
ଆମେରିକା ଉପରାଷ୍ଟ୍ରପତି ହେବା ପରେ ପ୍ରଥମ କରି ବିଦେଶ ଯାତ୍ରାରେ ବାହାରିଥିବା କମଲା ହାରିସ୍ଙ୍କ ବିମାନ ଯାନ୍ତ୍ରିକ ତ୍ରୁଟି ଯୋଗୁ ଅଧା ବାଟରୁ ଫେରିଆସିଛି। ହାରିସ୍ ରବିବାର ଗୁଏତ୍ମାଲା ଏବଂ ମେକ୍ସିକୋ ଯିବାକୁ ବାହାରିବାର ଅଧଘଣ୍ଟା ପରେ ଯାନ୍ତ୍ରିକ ତ୍ରୁଟି...
ମହାକାଶକୁ ଯିବେ ବେଜୋସ୍
ଆମାଜନ୍ ପ୍ରତିଷ୍ଠାତା ତଥା ସ୍ପେସ୍ କମ୍ପାନୀ ବ୍ଲୁ ଅରିଜନ୍ର ମାଲିକ ଜେଫ୍ ବେଜୋସ୍ ଜୁଲାଇ ୨୦ରେ ମହାକାଶକୁ ଯିବେ। ବ୍ଲୁ ଅରିଜିନ୍ ଦ୍ୱାରା ପଠାଯାଉଥିବା ପ୍ରଥମ ମାନବ ମହାକାଶ ଯାନରେ ସେ ତାଙ୍କ ଭାଇ ମାର୍କଙ୍କ ସହ ସ୍ପେସ୍କୁ ଯିବେ...
Archives


