ଅନ୍ତର୍ଜାତୀୟ

ରୁଷିଆର ରକେଟ୍‌ ମାଡରେ ୟୁକ୍ରେନ ଅଭିନେତ୍ରୀଙ୍କ ଚାଲିଗଲା ଜୀବନ

କ୍ୱିଭ୍‌,୧୮।୩: ୟୁକ୍ରେନର ରାଜଧାନୀ କ୍ୱିଭ୍‌ର ଏକ ଆବାସିକ କୋଠା ଉପରେ ରୁଷିଅରେ ରକେଟ ଆକ୍ରମଣରେ ୟୁକ୍ରେନ ଅଭିନେତ୍ରୀ ଓକ୍ସାନା ଶଭେଟ୍ସଙ୍କ ମୃତ୍ୟୁ ଘଟିଛି। ଓକ୍ସାନାଙ୍କ ମୃତ୍ୟୁକୁ ନିଶ୍ଚିତ କରି ତାଙ୍କ ଟ୍ରୁପ ୟଙ୍ଗ ଥିଏଟର ଏକ ବିବୃତ୍ତି ଜାରି କରିଛି। ବିବୃତ୍ତିରେ…

ପୁଟିନଙ୍କୁ ‘ଯୁଦ୍ଧ ଅପରାଧୀ’ କହିଲେ ବାଇଡେନ୍‌

ନ୍ୟୁୟର୍କ,୧୮।୩: ୟୁକ୍ରେନର ସାଧାରଣ ନାଗରିକଙ୍କ ଉପରେ ରୁଷିଆର ଆକ୍ରମଣ ଭୟଙ୍କର ରୂପ ଧାରଣ କରିଛି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଜଣେ ଯୁଦ୍ଧ ଅପରାଧୀ ବୋଲି କହିଛନ୍ତି। ବାଇଡେନଙ୍କ ଏହି ମନ୍ତବ୍ୟ ଉପରେ ତୀବ୍ର ପ୍ରତିକ୍ରିୟା…

ଆଜି ବାଇଡେନ୍‌-ଜିନ୍‌ପିଙ୍ଗ୍‌ ଆଲୋଚନା

ଓ୍ବାଶିଂଟନ୍‌, ୧୮ା୩: ୟୁକ୍ରେନ୍‌ ପ୍ରସଙ୍ଗରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏବଂ ଚାଇନା ପ୍ରତିପକ୍ଷ ଶି ଜିନ୍‌ପିଙ୍ଗ୍‌ ଶୁକ୍ରବାର ଆଲୋଚନା କରିବେ। ଏ ନେଇ ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ଚାଇନା ଓ ଆମେରିକା ମଧ୍ୟରେ ଚାଲିଥିବା ପ୍ରତିଯୋଗିତା…

ଥିଏଟରକୁ ରୁଷିଆର ଟାର୍ଗେଟ

କ୍ୱିଭ୍‌, ୧୮ା୩:ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ସାଧାରଣ ନାଗରିକଙ୍କ ସୁରକ୍ଷାକୁ ଗୁରୁତ୍ୱ ନ ଦେଇ ରୁଷୀୟ ସୈନ୍ୟ ଯେକୌଣସି ସ୍ଥାନରେ କ୍ଷେପଣାସ୍ତ୍ର, ବୋମାମାଡ଼ କରୁଛନ୍ତି। ଯୁଦ୍ଧର ୨୨ ଦିନରେ ଗୁରୁବାର ରୁଷିଆ ୟୁକ୍ରେନ୍‌ର ମାରିଉପୋଲରେ…

ଆଇସିଜେ ରାୟକୁ ରୁଷିଆର ଅବଜ୍ଞା

ହେଗ୍‌/ମସ୍କୋ,୧୮ା୩:ୟୁକ୍ରେନ୍‌ ଉପରେ ଆକ୍ରମଣ ତୁରନ୍ତ ବନ୍ଦ କରିବାକୁ ନେଦରଲାଣ୍ଡ୍‌ସର ହେଗ୍‌ସ୍ଥିତ ଅନ୍ତର୍ଜାତୀୟ ଅଦାଲତ (ଆଇସିଜେ) ବୁଧବାର ରୁଷିଆକୁ ନିର୍ଦ୍ଦେଶ ଦେଇଥିବାବେଳେ ମସ୍କୋ ଏହାକୁ ପ୍ରତ୍ୟାଖ୍ୟାନ କରିଛି। ଆଇସିଜେ ରାୟକୁ ରୁଷିଆ ମାନିବ ନାହିଁ ବୋଲି ଗୁରୁବାର ସ୍ପଷ୍ଟ ଶୁଣାଇଦେଇଛି। ରାୟର ଅନୁପାଳନ…

ୟୁକ୍ରେନର ସ୍କୁଲ-ସାଂସ୍କୃତିକ କେନ୍ଦ୍ର ଉପରେ ଆକ୍ରମଣ: ୨୧ ମୃତ

କ୍ୱିଭ୍‌,୧୭।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୨୨ ଦିନରେ ପହଞ୍ଚିଛି। ୟୁକ୍ରେନ ଉପରେ ଏବେ ବି ରୁଷିଆ ସୈନ୍ୟ ରକେଟ ଓ ମିଶାଇଲ ମାଡ଼ କରୁଥିବା ବେଳେ ଗୁରୁବାର ଦେଶର ୩ଟି ସହରରେ ବଡ଼ ଆକ୍ରମଣ ହୋଇଛି।…

ଆଇସିଜେ ରାୟକୁ ମାନିଲାନି ରୁଷିଆ

ହେଗ୍‌/ମସ୍କୋ,୧୭ା୩: ୟୁକ୍ରେନ୍‌ ଉପରେ ଆକ୍ରମଣ ତୁରନ୍ତ ବନ୍ଦ କରିବାକୁ ନେଦରଲାଣ୍ଡ୍‌ସର ହେଗ୍‌ସ୍ଥିତ ଅନ୍ତର୍ଜାତୀୟ ଅଦାଲତ (ଆଇସିଜେ) ବୁଧବାର ରୁଷିଆକୁ ନିର୍ଦ୍ଦେଶ ଦେଇଛି। କିନ୍ତୁ ମସ୍କୋ ଏହାକୁ ପ୍ରତ୍ୟାଖ୍ୟାନ କରିଛି। ଆଇସିଜେ ରାୟକୁ ରୁଷିଆ ମାନିବ ନାହିଁ ବୋଲି ଗୁରୁବାର ସ୍ପଷ୍ଟ ଶୁଣାଇଦେଇଛି।…

ଦକ୍ଷିଣ କୋରିଆରେ ୬ ଲକ୍ଷ ଟପିଲା ଦୈନିକ ସଂକ୍ରମଣ

ସିଓଲ,୧୭।୩: ଦକ୍ଷିଣ କୋରିଆରେ ଓମିକ୍ରନ୍‌ ସଂକ୍ରମଣ ବଢ଼ିବାରେ ଲାଗିଛି। ଗୁରୁବାର ଗୋଟିଏ ଦିନରେ ୬,୨୧,୦୦୦ ନୂଆ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୨ ଲକ୍ଷ ଅତିକ୍ରମ କରିଛି। ଓମିକ୍ରନ୍‌ ଆସିବା ପରେ ଫେବୃୟାରୀରୁ ଇତିମଧ୍ୟରେ…

ଶୁକ୍ରବାର ଜିନ୍‌ପିଙ୍ଗ୍‌ଙ୍କ ସହ ଆଲୋଚନା କରିବେ ବାଇଡେନ୍‌

ଓ୍ବାଶିଂଟନ୍‌, ୧୭ା୩: ୟୁକ୍ରେନ୍‌ ପ୍ରସଙ୍ଗରେ ଆଲୋଚନା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏବଂ ଚାଇନା ପ୍ରତିପକ୍ଷ ଶି ଜିନ୍‌ପିଙ୍ଗ୍‌ ଶୁକ୍ରବାର ଆଲୋଚନା କରିବେ। ଗୁରୁବାର ଏନେଇ ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ଚାଇନା ଓ ଆମେରିକା ମଧ୍ୟରେ…

ବାଇଡେନ ପ୍ରଶାସନରେ ଭାରତୀୟ ବଂଶୋଦ୍ଭବଙ୍କୁ ଗୁରୁ ଦାୟିତ୍ୱ

ଓ୍ବାଶିଂଟନ୍‌, ୧୭ା୩: ଭାରତୀୟ ବଂଶୋଦ୍ଭବ ଡା. ଆଶିଷ ଝାଙ୍କୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ହ୍ବାଇଟ୍‌ ହାଉସ୍‌ର କୋଭିଡ୍‌ ରେସ୍‌ପନ୍ସ କୋଅର୍ଡିନେଟର ଭାବେ ନିଯୁକ୍ତି ଦେଇଛନ୍ତି। ଆସନ୍ତା ମାସରେ ସେ ଏହି ଦାୟିତ୍ୱ ଗ୍ରହଣ କରିବେ ବୋଲି ହ୍ବାଇଟ୍‌ ହାଉସ୍‌ ପକ୍ଷରୁ…

ଇସ୍ରାଏଲ୍‌ରେ ଚିହ୍ନଟ ହେଲା କରୋନାର ନୂଆ ଭାରିଆଣ୍ଟ

ଜେରୁଜେଲମ,୧୭।୩: ସାରା ବିଶ୍ୱରେ ପୁଣି ଥରେ କରୋନା ପ୍ରକୋପ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛି ଦିନରୁ ଚାଇନାରେ ଲଗାତାର ୩ହଜାର ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗୋଟିଏ ପଟେ ଚାଇନାରେ କରୋନା ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି…

ପୂର୍ବତନ ପାକିସ୍ତାନ ରାଷ୍ଟ୍ରପତିଙ୍କୁ ଭେଟିଲେ ସଞ୍ଜୟ: ସାକ୍ଷାତକାରକୁ ନେଇ ଉଠିଲା ପ୍ରଶ୍ନ

ଆବୁ ଧାବି,୧୭।୩: ୨୦୧୬ରେ ହୋଇଥିବା ଉରି ଆକ୍ରମଣ ପରେ ଭାରତ ଓ ପାକିସ୍ଥାନ ମଧ୍ୟରେ ପୂର୍ବ ଭଳି ଆଉ ସମ୍ପର୍କ ନାହିଁ। ୨ଦେଶ ମଧ୍ୟରେ ତିକ୍ତତା ଜାରି ରହିଛି। ସେହିଦିନଠାରୁ ଭାରତରେ ପାକିସ୍ତାନୀ କଳାକାରମାନଙ୍କୁ ବାରଣ କରାଯିବା ସହ ପାକିସ୍ତାନ କଳାକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?