ଚାଇନା ଭାକ୍ସିନ ଲଗାଇବା ଏହି ଦେଶକୁ ପଡ଼ିଲା ଭାରି, ସାମ୍ନାକୁ ଆସିଲା ସତ
ଓ୍ବାଶିଂଟନ,୪ା୬: ବାହାରେନ୍ ଏବଂ ସେଚେଲ୍ସ ଦେଶ ଚାଇନା ଭାକ୍ସିନ ସିନୋଭାକ୍ ଏବଂ ସିନୋଫର୍ମକୁ ଅଧିକାଂଶ ନାଗରିକଙ୍କୁ ପ୍ରଦାନ କରିଛନ୍ତି। ଏହା ସତ୍ତ୍ୱେ କରୋନା ସଂକ୍ରମଣ ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଫଳରେ ଏହି ଦେଶରେ ବର୍ତ୍ତମାନ ଫାଇଜର ଭାକ୍ସିନ...
ଡେଭିଡ୍ଙ୍କୁ ଅନ୍ତର୍ଜାତୀୟ ବୁକର ପୁରସ୍କାର
ଲଣ୍ଡନ,୪ା୬:ଏକ ଦୁଃଖଦ କିନ୍ତୁ ଉପନିବେଶବାଦ ଓ ଯୁଦ୍ଧଭୟର କାବି୍ୟକ କାହାଣୀକୁ ନେଇ ଗତିଶୀଳ ହୋଇଥିବା ‘ଆଟ୍ ନାଇଟ୍ ଅଲ୍ ବ୍ଲଡ୍ ଇଜ୍ ବ୍ଲାକ୍’କୁ ମିଳିଛି ଚଳିତ ବର୍ଷର ମର୍ଯ୍ୟାଦାଜନକ ଇଣ୍ଟରନ୍ୟାଶନାଲ ବୁକର ପ୍ରାଇଜ୍। ଫ୍ରାନ୍ସର ବିଶିଷ୍ଟ ସାହିତି୍ୟକ ଡେଭିଡ୍ ଡିଓପ୍ଙ୍କ...
ଉହାନ୍ ଲ୍ୟାବ୍କୁ ଆର୍ଥିକ ସହାୟତା: ସନ୍ଦେହ ଘେରରେ ଆମେରିକା ମହାମାରୀ ବିଶେଷଜ୍ଞ…
ଓ୍ବାଶିଂଟନ,୩।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍ ଲ୍ୟାବ୍କୁ ଆର୍ଥିକ ସହାୟତା ଯୋଗାଇ ଦେଇଥିବା ଅଭିଯୋଗ ହୋଇଛି। ଏନେଇ ଆମେରିକାର ମହାମାରୀ ବିଶେଷଜ୍ଞ ଆନ୍ଥୋନୀ ଫୌସି ସନ୍ଦେହ ଘେରରେ ରହିଛନ୍ତି। ଆମେରିକା ଗଣମାଧ୍ୟମ...
ଭୟ କରନାହିଁ , ଭାକ୍ସିନ୍ ନିଅ, ମାଗଣାରେ ବିୟର ପିଅ: ରାଷ୍ଟ୍ରପତି…
ଓ୍ବାଶିଂଟନ,୩।୬: କରୋନା ମହାମାରୀ ବିରୋଧରେ ପୃଥିବୀ ବ୍ୟାପୀ ଲଢ଼େଇ ଜାରି ରହିଛି। କରୋନା ଲଢ଼େଇରେ ଭାକ୍ସିନ୍ ଏକମାତ୍ର ବିକଳ୍ପ ସାବ୍ୟସ୍ତ ହୋଇଛି। ଏପରିସ୍ଥଳେ ଜନସାଧାରଣଙ୍କୁ ଭାକ୍ସିନ୍ ନେବା ଲାଗି ସଚେତନ କରାଇବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ନିଆରା...
ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କଲେ ବାର୍ ମାଲିକ, ଦେଲେ ଏମିତି ଦଣ୍ଡ; ଜାଣିଲେ…
ବାର୍ସାଲୋନା,୩ା୬: ସ୍ପେନ୍ର ଏକ ବାର୍ରେ କାମ କରୁଥିବା ଜଣେ ଯୁବତୀ ତାଙ୍କ ମାଲିକଙ୍କ ପ୍ରାଇଭେଟ ପାର୍ଟକୁ ଛୁରିରେ କାଟି ଦେଇଛନ୍ତି। କାରଣ ବାର୍ ମାଲିକ ତାଙ୍କୁ ବଳାତ୍କାର ପାଇଁ ଉଦ୍ୟମ କରୁଥିଲେ। ଏହି ଯୁବତୀଙ୍କୁ ପୋଲିସ ଗିରଫ କରିଥିବା ବେଳେ...
୧୦୦ ତାଲିବାନ୍ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
କାବୁଲ,୩।୬: ସୁରକ୍ଷାକର୍ମୀଙ୍କ ସହିତ ମୁହାଁମୁହିଁ ହେବା ପରେ ଆଫଗାନିସ୍ତାନରେ ୧୦୦ ତାଲିବାନ୍ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏହି ଘଟଣାରେ ୫୦ ଜଣ ଆତଙ୍କବାଦୀ ଆହତ ହୋଇଥିବା ଆଫଗାନିସ୍ତାନ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶର...
ବସ୍-ବନ୍ଦ ଘରେ କରୋନା ସଂକ୍ରମଣ ଆଶଙ୍କା ଅଧିକ…
ଲଣ୍ଡନ/ନୂଆଦିଲ୍ଲୀ,୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ କେଉଁଠି ଅଧିକ ହୋଇଥାଏ ସେ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଇଂଲଣ୍ଡର ଜନ୍ ହପକିନ୍ସ୍ ବି ବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ...
ପଳାତକ ଚୋକ୍ସିଙ୍କ ଜାମିନ ଆବେଦନ ଖାରଜ…
ଡୋମିନିକା,୩।୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ବ୍ୟାପକ ଅର୍ଥ ହେର୍ଫେର୍ କରି ବିଦେଶରେ ଲୁଚି ବସିଥିବା ପଳାତକ ମେହୁଲ୍ ଚୋକ୍ସିଙ୍କ ଜାମିନ୍ ଆବେଦନ ଖାରଜ ହୋଇଯାଇଛି। ସାମ-ଦାମ-ଦଣ୍ଡ-ଭେଦ ନୀତି ଆପଣେଇ ପ୍ରତ୍ୟର୍ପଣରୁ ବଞ୍ଚିବାକୁ ଚେଷ୍ଟା କରୁଥିବା ଚୋକ୍ସିଙ୍କୁ ଏହାଦ୍ୱାରା ବଡ଼ ଝଟ୍କା...
ଆଇଜାକ୍ ହର୍ଜୋଗ୍ ଇସ୍ରାଏଲ ରାଷ୍ଟ୍ରପତି
ଜେରୁଜେଲମ, ୩ା୬: ଇସ୍ରାଏଲରେ ବୁଧବାର ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ଅଭିଜ୍ଞ ରାଜନେତା ଆଇଜାକ୍ ହର୍ଜୋଗ୍ ବିଜୟୀ ହୋଇଛନ୍ତି। ଇସ୍ରାଏଲ ପାର୍ଲାମେଣ୍ଟ ‘ନେସେଟ୍’ରେ ୧୨୦ ଜଣ ସଦସ୍ୟ ରାଷ୍ଟ୍ରପତିଙ୍କୁ ବାଛିବା ପାଇଁ ଭୋଟ ଦେଇଥିଲେ। ୮୭ ଭୋଟ୍ ତାଙ୍କ ସପକ୍ଷରେ ପଡ଼ିଥିଲା।...
ଇସ୍ତଫା ଦେଲେଣି ୮ ସ୍ବାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ, ୩।୬ : ବିଭିନ୍ନ ଦେଶରେ କୋଭିଡ୍ ପରିଚାଳନାଗତ ତ୍ରୁଟି ପାଇଁ ଗତ ୫ ମାସ ମଧ୍ୟରେ ୮ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇସାରିଲେଣି। ଇକୁଏଡର ସ୍ବାସ୍ଥ୍ୟମନ୍ତ୍ରୀ ଭାବେ ରୋଡଲ୍ଫ ଫାର୍ଫାନ ନିଯୁକ୍ତ ହେବାର ୩ ସପ୍ତାହ ପରେ ଗତ ମାର୍ଚ୍ଚରେ...
ଇରାନ ନୌସେନା ଜାହାଜ ଜଳିଗଲା
ତେହରାନ, ୩ା୬: ଇରାନ ନୌସେନାର ବୃହତ୍ତମ ଯୁଦ୍ଧ ଜାହାଜରେ ମଙ୍ଗଳବାର ବିଳମ୍ବିତ ରାତିରେ ନିଆଁ ଲାଗିଯିବା ସହ ଏହା ଗଲ୍ଫ ଅଫ୍ ଓମାନରେ ବୁଡ଼ିଯାଇଛି। ଏପରି ଘଟିବା ପଛର କାରଣ ଜଣାପଡିନାହିଁ। ଏକ ଦ୍ୱୀପର ନାଁ ଅନୁସାରେ ଜାହାଜର ନାମ...
‘ଚାଇନା, ଦକ୍ଷିଣପୂର୍ବ ଏସିଆ ହଟ୍ସ୍ପଟ୍’
ନ୍ୟୁୟର୍କ, ୩।୬: ନୂଆ କରୋନା ଭୂତାଣୁ ପାଇଁ ଚାଇନା, ଜାପାନ, ଫିଲିପାଇନ୍ସ ଏବଂ ଥାଇଲାଣ୍ଡ ହଟ୍ସ୍ପଟ ହୋଇପାରେ ବୋଲି ଏକ ଅଧ୍ୟୟନରୁ ଜଣାପଡ଼ିଛି। ବାଦୁଡିବାହିତ ଏହି ଭୂତାଣୁ ପାଇଁ ଉପରୋକ୍ତ ଅଞ୍ଚଳ ଅନୁକୂଳ ହୋଇଥିବାବେଳେ ଉକ୍ତ ରୋଗ ବାଦୁଡି ଶରୀରରୁ...
Archives


