୮ ବର୍ଷ ପରେ ପୀଡ଼ିତାଙ୍କ ଫୋନ୍କୁ ଆସିଲା ବଳାତ୍କାରୀଙ୍କ ପକ୍ଷରୁ ମେସେଜ୍, ଏଥିରେ ଲେଖାଥିଲା…
ଓ୍ବାଶିଂଟନ,୨୪ା୫: ଆମେରିକାର ପେନାସିଲେବ୍ନିଆରେ ରହୁଥିବା ୨୩ ବର୍ଷୀୟା ଶାନନ ନିଜ ବୟଫ୍ରେଣ୍ଡଙ୍କ ସହ ଛୁଟି କାଟିବାକୁ ଯାଇଥିଲେ। ଏହି ସମୟରେ ଶାନନ ତାଙ୍କର ଫେସ୍ବୁକ୍ ଖୋଲିଥିଲେ। ଏଥିରୁ ଏକ ମେସେଜ ପଢ଼ି ସେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେ କେବେ କଳ୍ପନା...
ଏହି ଯୁବତୀଙ୍କୁ ତୃତୀୟଥର ବିବାହ କରିବାକୁ ଯାଉଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ
ଲଣ୍ଡନ,୨୪।୫: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିଶ ଜନସନ ଆସନ୍ତାବର୍ଷ ତୃତୀୟଥର ବିବାହ କରିବାକୁ ଯାଉଛନ୍ତି। ସେ ନିଜର ପ୍ରେମିକା କ୍ୟାରୀ ସାଇମଣ୍ଡ୍ସଙ୍କୁ ବିବାହ କରିବେ। ୨୦୨୨ ଜୁଲାଇ ୨୨ରେ ଜନସନ ଏବଂ ସାଇମଣ୍ଡସ ବିବାହ ବନ୍ଧନରେ ଆବଦ୍ଧ ହେବେ। ଉଭୟ ନିଜ...
କରୋନା ପୃଥିବୀରେ ନ ବ୍ୟାପିବା ପୂର୍ବରୁ ଉହାନ୍ ଲ୍ୟାବ୍ର ଗବେଷକ ହୋଇଥିଲେ ଆକ୍ରାନ୍ତ: ଓ୍ବାଲ ଷ୍ଟ୍ରିଟ୍ ଜର୍ନାଲ…
ଓ୍ବାଶିଂଟନ,୨୪।୫: କକରୋନା ମହାମାରୀ ଭୂତାଣୁ ସଂକ୍ରମଣ ପ୍ରଥମେ ଚାଇନାର ଉହାନରେ ଦେଖାଦେଇଥିଲା। ଉହାନ୍ ଲ୍ୟାବ୍ରୁ ଏହା ଅସାବଧାନତାରୁ ବାହାରକୁ ଆସିଥିବାର ସନ୍ଦେହ ଏବେ ସତ୍ୟରେ ପରିଣତ ହେବାକୁ ଯାଉଛି। ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନ ବ୍ୟାପିବା ପୂର୍ବରୁ ଉହାନ୍...
କରୋନା ଭୂତାଣୁ ପ୍ରାକୃତିକ ଅବା ଲ୍ୟାବ୍ରେ ତିଆରି, ବିଶେଷଜ୍ଞ ଦେଲେ ଏଭଳି ଉତ୍ତର…
ଓ୍ବାଶିଂଟନ,୨୪।୫: କରୋନା ମହାମାରୀ ଭୂତାଣୁ ସଂକ୍ରମଣ ପ୍ରଥମେ ଚାଇନାର ଉହାନରେ ଦେଖାଦେଇଥିଲା। ଉହାନ୍ ଲ୍ୟାବ୍ରୁ ଏହା ଅସାବଧାନତାରୁ ବାହାରକୁ ଆସିଥିବା ସନ୍ଦେହ କରାଯାଉଛି। ତେବେ ଏପରିସ୍ଥଳେ ଆମେରିକାର ବିଶେଷଜ୍ଞ ଡ. ଆନ୍ଥୋନୀ ଫାଉଚି ଗୁରୁତ୍ୱପୂର୍ଣ୍ଣ ମତାମତ ଦେଇଛନ୍ତି। ସେ କହିଛନ୍ତି...
ବିବାଦରେ ଡାଏନାଙ୍କ ସାକ୍ଷାତ୍କାର
ଲଣ୍ଡନ, ୨୪ା୫: ପ୍ରିନ୍ସେସ୍ ଡାଏନାଙ୍କ ସହ ବିବାଦୀୟ ସାକ୍ଷାତକାରକୁ ନେଇ ତାଙ୍କ ଦୁଇ ପୁଅ ତଥା ବ୍ରିଟେନ ପ୍ରିନ୍ସ ଓ୍ବିଲିୟମ ଏବଂ ହ୍ୟାରିଙ୍କୁ ରବିବାର ବିବିସିର ପୂର୍ବତନ ଖବରଦାତା ମାର୍ଟିନ ବଶିର କ୍ଷମା ମାଗିଛନ୍ତି। କିନ୍ତୁ ଡାଏନାଙ୍କ ମୃତ୍ୟୁ ସହ...
ନେପାଳରେ ପୁଣି ରାଜନୈତିକ ସଙ୍କଟ
କାଠମାଣ୍ଡୁ, ୨୩।୫(ଆଇଏଏନ୍ଏସ୍): ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ସୁପାରିସକ୍ରମେ ରାଷ୍ଟ୍ରପତି ବିଦ୍ୟାଦେବୀ ଭଣ୍ଡାରୀ ଶୁକ୍ରବାର ମଧ୍ୟରାତ୍ରରେ ପାର୍ଲାମେଣ୍ଟ ଭଙ୍ଗ କରିବା ସହ ନଭେମ୍ବର ୧୨ ଓ ୧୯ରେ ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ପାଇଁ ଘୋଷଣା କରିଛନ୍ତି। ଏହାକୁ ନେଇ ନେପାଳରେ...
ଏଭରେଷ୍ଟରେ ଶତାଧିକ ସଂକ୍ରମିତ
ଏଭରେଷ୍ଟ ଉପରେ ଶତାଧିକ ପର୍ବତାରୋହଣକାରୀ, ସହଯୋଗୀ କରୋନାରେ ସଂକ୍ରମିତ ହୋଇଛନ୍ତି। ବିଶ୍ୱର ସର୍ବୋଚ୍ଚ ଶୃଙ୍ଗରେ ସଂକ୍ରମଣ ନ ଥିବା ନେଇ ନେପାଳ ସରକାରୀ ଅଧିକାରୀ କହୁଥିଲେ ହେଁ ଏକ ବିଶେଷଜ୍ଞ କ୍ଲାଇମ୍ବିଂ ଗାଇଡ୍ ଶନିବାର ଏ ନେଇ ସୂଚନା ଦେଇଛି।...
ନିର୍ବନ୍ଧ ମୁଦି ୮.୭୫ କୋଟି
ଓ୍ବାଶିଂଟନ: ହଲିଉଡ ଷ୍ଟାର ଜେନିଫର୍ ଲୋପେଜ୍ ତାଙ୍କ ଲଭଲାଇଫ୍କୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ପ୍ରେମିକ ଆଲେକ୍ସ ରୋଡ୍ରିଗୁଏଜ୍ଙ୍କ ସହ ଜେନିଫରଙ୍କର ବ୍ରେକଅପ ହୋଇଯାଇଛି। ବ୍ରେକଅପ୍ ପରେ ଅଭିନେତ୍ରୀଙ୍କୁ ଏବେ ତାଙ୍କ ପୂର୍ବତନ ପ୍ରେମିକ ବେନ୍ ଆଫ୍ଲେକଙ୍କ ସହ ଦେଖିବାକୁ ମିଳୁଛି।...
୮ କୁକୁରଙ୍କୁ ଗୁଳିକରି ହତ୍ୟା
କୋହିମା: ନାଗାଲାଣ୍ଡର ଏକ ଛାତ୍ର ସଙ୍ଗଠନ ପକ୍ଷରୁ ୮ ପୋଷା କୁକୁରଙ୍କୁ ଗୁଳି କରି ହତ୍ୟା କରାଯାଇଛି। କୁକୁରଙ୍କୁ ଭାକ୍ସିନ ଦେବା ପାଇଁ କୁହାଯାଇଥିଲେ ମଧ୍ୟ ମାଲିକମାନେ ଦେଇ ନ ଥିବାରୁ ଛାତ୍ର ସଙ୍ଗଠନ ଏପରି କାଣ୍ଡ ଭିଆଇଛି। ମୋନ୍...
ଯୁଦ୍ଧ ପରେ ଅସ୍ତ୍ରବିରତି
ଗାଜା ସିଟି/ଜେରୁଜେଲମ୍,୨୨ା୫ :ଅନ୍ତର୍ଜାତୀୟ ଚାପରେ ମୁଣ୍ଡ ନୁଆଇଛନ୍ତି ଇସ୍ରାଏଲ୍ ଏବଂ ପାଲେଷ୍ଟାଇନ୍ର ହମାସ୍ କଠୋରପନ୍ଥୀ। ଉଭୟ ପକ୍ଷଙ୍କ ମଧ୍ୟରେ ୧୧ ଦିନ ଧରି ଚାଲିଥିବା ସଂଘର୍ଷରେ ଶୁକ୍ରବାର ବିରାମ ଲାଗିଛି। ୨୫୨ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ପରେ ପରସ୍ପରକୁ ଆକ୍ରମଣ...
ପାଲେଷ୍ଟାଇନ୍ ସପକ୍ଷରେ ରାଲି ବେଳେ ବିସ୍ଫୋରଣ
ଇସ୍ଲାମାବାଦ,୨୧ା୫: ପାକିସ୍ତାନର ବେଲୁଚିସ୍ତାନରେ ଶୁକ୍ରବାର ପାଲେଷ୍ଟାଇନ୍ ସପକ୍ଷରେ ରାଲି କରାଯାଉଥିବା ବେଳେ ବିସ୍ଫୋରଣ ଘଟିଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଥିବା ଜଣାପଡିଛି। ଆହତମାନଙ୍କୁ ପ୍ରଦେଶର ରାଜଧାନୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।...
ବାଲକୋନିରେ ମଡେଲଙ୍କ ସହ ରୋମାନ୍ସରେ ମାତିଥିଲେ ସିଙ୍ଗର, ସ୍ତ୍ରୀ ଚାଲି ଆସିବାରୁ…
ବ୍ରାସିଲିଆ,୨୧ା୫: ବ୍ରାଜିଲର ଜଣାଶୁଣା ଜଣେ ସିଙ୍ଗରଙ୍କ ମୃତ୍ୟୁ ଘଟିଛି। ଏହି ମୃତ୍ୟୁର କାରଣ ହେଲା ତାଙ୍କ ରୋମାନ୍ସ। ୨୩ ବର୍ଷୀୟ ଏମ୍ସି କେବିନ ଦୁଇ ସପ୍ତାହ ପୂର୍ବରୁ ବିବାହ କରିଥିଲେ। ମାତ୍ର ସେ ତାଙ୍କ ନବବିବାହିତା ସ୍ତ୍ରୀଙ୍କୁ ଲୁଚି ଜଣେ...
Archives


