ଅନ୍ତର୍ଜାତୀୟ

ଭାରତର ପରିସ୍ଥିତି ଦେଖି ଦୁଃଖ ପ୍ରକାଶ କଲେ ଗ୍ରେଟା: କହିଲେ, ହିନ୍ଦୁସ୍ତାନକୁ ସହାୟତା କର

ଷ୍ଟକହୋମ,୨୫।୪: ସ୍ବେଡେନର ପରିବେଶ କାର୍ଯ୍ୟକର୍ତ୍ତା ଗ୍ରେଟା ଥନବର୍ଗ ଭାରତରେ କରୋନାର କରାଳ ରୂପକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ସେ ଟୁଇଟ୍‌ କରି ଭାରତକୁ ସହଯୋଗ ପାଇଁ ଅନୁରୋଧ କରିଛନ୍ତି। ସେ ଲେଖିଛନ୍ତି ଯେ, ଭାରତରେ କୋଭିଡ ପରିସ୍ଥିତି ବିଷୟରେ...

ଶ୍ରୀଲଙ୍କାରୁ ମିଳିଲା କରୋନାର ନୂଆ ଷ୍ଟ୍ରେନ୍‌, ଯାହା ସବୁଠୁ ମାରାତ୍ମକ; ଜାଣନ୍ତୁ ଏ ସମ୍ପର୍କରେ…

କଲମ୍ବୋ,୨୫।୪: ଭାରତ ସମେତ ବିଶ୍ୱରେ କରୋନା ସଂକ୍ରମଣ ଅଣାୟତ୍ତ ହୋଇପଡ଼ିଛି। ଏଭଳି ପରିସ୍ଥିତିରେ ଆଉ ଏକ ଦୁଃଖଦ ଖବର ଆସିଛି ପଡ଼ୋଶୀ ଶ୍ରୀଲଙ୍କାରୁ। ଏଠାରେ କରୋନା ଭୂତାଣୁର ଏକ ନୂଆ ଷ୍ଟ୍ରେନ୍‌ ଦେଖିବାକୁ ମିଳିଛି। ଯାହା ସବୁଠାରୁ ମାରାତ୍ମକ ଅଟେ।...

ଏହି ସୁନ୍ଦରୀଙ୍କ ଆଖିପତାରେ ୫ ଇଞ୍ଚର କେଶ…

ବେଜିଂ,୨୫।୪: ଆଖିପତାରେ ଥିବା କେଶ ସୁନ୍ଦରୀଙ୍କ ସୌନ୍ଦର୍ଯ୍ୟକୁ ବହୁଗୁଣା ବୃଦ୍ଧି କରି ଦେଇଥାଏ। ମସ୍କରା ଲଗାଇ ଏହାକୁ ଅଧିକ ଆକର୍ଷଣୀୟ କରାଯାଇଥାଏ। ସାଧାରଣତଃ ଆଖିପତାରେ ଥିବା କେଶ ଅଧ ସେଣ୍ଟିମିଟର ପର୍ଯ୍ୟନ୍ତ ଅବା ଏହାଠାରୁ କିଛି ଅଧିକ ଲମ୍ବ ହୋଇଥାଏ।...

ଏକା ସାଙ୍ଗରେ ୩୫ ଗର୍ଲ ଫ୍ରେଣ୍ଡଙ୍କ ସହିତ ସମ୍ପର୍କ ରଖିଥିଲେ ଯୁବକ, ତାପରେ…

ଟୋକିଓ,୨୫।୪: ଏକାଧିକ ଗର୍ଲ ଫ୍ରେଣ୍ଡ୍‌ଙ୍କ ସହିତ ସମ୍ପର୍କ ରଖିଥିବା ଯୁବକଙ୍କୁ ଶେଷରେ ହଟହଟା ହେବାକୁ ପଡ଼ିଛି। ଏଭଳି ଅଭାବନୀୟ ଘଟଣା ଜାପାନରେ ଘଟିଛି। ଏଠାରେ ଜଣେ ଯୁବକ ଏକା ସାଙ୍ଗରେ ଜଣେ ଦୁଇ ଜଣ ନୁହେଁ ଏକା ସାଙ୍ଗରେ ୩୫...

ଗଭର୍ନର ପ୍ରାର୍ଥୀ ହେବେ କିନ୍ନର

କାଲିଫର୍ନିଆ, ୧୪।୪: ଆମେରିକାର ହାଇପ୍ରୋଫାଇଲ କିନ୍ନର ଭାବେ ଜଣାଶୁଣା ତଥା ରିଅଲିଟି ଟିଭି ଷ୍ଟାର କାଟ୍‌ଲିନ୍‌ ଜେନ୍ନର ରିପବ୍ଲିକାନ ପାର୍ଟିରୁ କାଲିଫର୍ନିଆ ଗର୍ଭନର ପ୍ରାର୍ଥୀ ହେବେ ବୋଲି ଘୋଷଣା କରିଛନ୍ତି। ଏଥିପାଇଁ ଆବଶ୍ୟକ କାଗଜପତ୍ର କାମ ସରିଥିବା ସେ କହିଛନ୍ତି।...

ଭାରତକୁ ପାକିସ୍ତାର ସମବେଦନା

ଇସ୍‌ଲାମାବାଦ,୧୪।୪: ଭାରତରେ ଭୟଙ୍କର ଭାବେ କରୋନା ଭୂତାଣୁ ସଂକ୍ରମଣ ଓ ଏଥିଜନିତ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଥିବା ବେଳେ ମୃତକଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପଡ଼ୋଶୀ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ସମଗ୍ର ବିଶ୍ୱକୁ ସଙ୍କଟରେ ପକାଇଥିବା କେରୋନା ଭୂତାଣୁ...

ଭାରତକୁ ସହାୟତାର ହାତ ବଢ଼ାଇଲା ପାକିସ୍ତାନ: ୫୦ ଆମ୍ବୁଲାନ୍ସ୍‌ ପଠାଇବାକୁ କହିଲା ଏହି ଟ୍ରଷ୍ଟ୍‌…

ଇସଲାମାବାଦ୍‌,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ପାକିସ୍ତାନର ଇଧି ଓ୍ବେଲଫେୟାର ଟ୍ରଷ୍ଟ୍‌ ଭାରତକୁ ସହାୟତାର ହାତ ବଢ଼ାଇଛି। ଭାରତରେ ମହାମାରୀର ମୁକାବିଲା ପାଇଁ...

ଭାରତ ସହିତ ଛିଡ଼ା ହୋଇଛି ପାକିସ୍ତାନ, କରୋନାକୁ ଦିଆଯିବ ଜବାବ: ଇମ୍ରାନ୍‌…

ନୂଆଦିଲ୍ଲୀ/ଇସଲାମାବାଦ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏପରିସ୍ଥଳେ ପାକିସ୍ତାନ ଭାରତ ସହିତ ଛିଡ଼ାହୋଇଛି। ପଡ଼ୋଶୀ ଦେଶରେ ଜାରି ରହିଥିବା ମହାମାରୀ...

କରୋନା ରୋଗୀ-ଯୋଦ୍ଧାଙ୍କ ପାଇଁ ତିଆରି ହେଲା ସ୍ବତନ୍ତ୍ର ଚପଲ, ଏହା ଦେବ ଅକ୍ସିଜେନ

କରୋନା ମହାମାରୀର ଦ୍ୱିତୀୟ ଲହର ଏବେ ସମଗ୍ର ବିଶ୍ୱକୁ କବଳିତ କରିଛି। ଚାରିଆଡ଼େ ଖାଲି ମୃତ୍ୟୁ ହିଁ ମୃତ୍ୟୁ। ଏହି ସମୟରେ କିଛି କମ୍ପାନୀ କରୋନା ଆକ୍ରାନ୍ତ ଏବଂ କରୋନା ଯୋଦ୍ଧାଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛନ୍ତି। ଜର୍ମାନୀର...

ଆଉ ଭାରତକୁ ଆସିବେ ନାହିଁ ଆମେରିକୀୟ

ଓ୍ବାଶିଂଟନ,୨୩।୪: କରୋନାର ଉଗ୍ରରୂପ ଦେଖାଦେଇଥିବା ଭାରତକୁ ନ ଯିବା ପାଇଁ ଆମେରିକୀୟ ନାଗରୀକଙ୍କୁ ପରାମର୍ଶ ଦେଇଛନ୍ତି ରାଷ୍ଟ୍ରପତି ଜୋ ବାଇଡେନ। କେବଳ ଭାରତ ନୁହେଁ ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନ ଏବଂ ମାଳଦ୍ୱୀପକୁ ନ ଯିବାକୁ ସରକାରୀ ସ୍ତରରେ କୁହାଯାଇଛି। ଗୁରୁବାର...

ସୌଦି ଆରବ ଛାତ୍ରୀଛାତ୍ର ପଢ଼ିବେ ରାମାୟଣ, ମହାଭାରତ

ରିୟାଦ,୨୩।୪: ସୌଦି ଆରବର ଶିକ୍ଷା କ୍ଷେତ୍ରରେ ପ୍ରିନ୍ସ ମହମ୍ମଦ ବିନ ସଲମାନଙ୍କ ନୂଆ ଭିଜନର ଏକ ଅଂଶ ଭାବେ, ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ଦେଶର ସଂସ୍କୃତି ବିଷୟରେ ପଢ଼ାଯିବ। ଯାହା ଫଳରେ ଅନ୍ୟ ଦେଶର ଇତିହାସ ଏବଂ ସଂସ୍କୃତି ସମ୍ପର୍କରେ ଛାତ୍ରୀଛାତ୍ର...

ପାକିସ୍ତାନରେ ଟ୍ରେଣ୍ଡ କରୁଛି ‘#ଇଣ୍ଡିଆ ନିଡ୍ସ ଅକ୍ସିଜେନ୍‌’; ଲୋକେ କହିଲେ…

ଇସଲାମାବାଦ,୨୩।୪: କରୋନା ମହାମାରୀର ଦ୍ୱିତୀୟ ଲହରକୁ ସାମ୍ନା କରୁଛି ଭାରତ। ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ବିଭିନ୍ନ ଡାକ୍ତରଖାନାରେ ଅକ୍ସିଜେନ୍‌ର ଅଭାବ ଦେଖାଦେଇଛି। ଏଥିପାଇଁ କେନ୍ଦ୍ର ସରକାର ବାୟୁସେନାକୁ ସେବାରେ ଲାଗାଇଛନ୍ତି। ସେନାର ପରିବହନ ବିଭାଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri