ପାକିସ୍ତାନ ଆଣବିକ ବୋମା ଜନକ ଅବ୍ଦୁଲ କାଦିରଙ୍କ ପରଲୋକ…
ଇସଲାମାବାଦ୍,୧୦।୧୦: ପାକିସ୍ତାନର ଆଣବିକ ବୋମା ଜନକ ଅବ୍ଦୁଲ୍ କାଦିର ଖାଁଙ୍କର ରବିବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। ସେ ଦୀର୍ଘ ସମୟ ଧରି ଅସୁସ୍ଥ ଥିଲେ। କିଛି ଦିନ ତଳେ ସେ କରୋନାରେ ମଧ୍ୟ ଆକ୍ରାନ୍ତ ହୋଇଥିଲେ।…
ମଝି ନଈରେ ଓଲଟିଲା ଡଙ୍ଗା, ୫୦ରୁ ଅଧିକ ମୃତ…
ଙ୍କିଶାସା,୧୦।୧୦: କଙ୍ଗୋରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମଝି ନଈରେ ଡଙ୍ଗା ବୁଡ଼ିଯିବାରୁ ୧୦୦ରୁ ଅଧିକ ଲୋକ ବୁଡି ଯାଇଛନ୍ତି। ଏପର୍ଯ୍ୟନ୍ତ ୫୧ଟି ମୃତଦେହକୁ ଉଦ୍ଧାର କରାଯାଇଛି। ଏହି ଦୁର୍ଘଟଣାରେ ପ୍ରାୟ ୬୦ ଯାତ୍ରୀ ନିଖୋଜ ଅଛନ୍ତି। କଙ୍ଗୋ ନଦୀରେ ଏହି ଦୁର୍ଘଟଣା…
ଗ୍ଲୋବାଲ ଟାକ୍ସ ଦେବେ ବହୁରାଷ୍ଟ୍ରୀୟ କମ୍ପାନୀ
ପ୍ୟାରିସ, ୧୦ା୧୦: ଅନ୍ତର୍ଜାତୀୟସ୍ତରରେ ଟିକସ ପ୍ରଦାନ ଉପରେ ଅର୍ଥନୈତିକ ସହଯୋଗ ଓ ବିକାଶ ସଙ୍ଗଠନ (ଓଇସିଡି)ର ଏକ ବୈଠକରେ କେତେକ ସଂସ୍କାରକୁ ଅନୁମୋଦନ ମିଳିଛି। ଭାରତ ସମେତ ଆଉ ୧୩୫ ଦେଶ ବହୁରାଷ୍ଟ୍ରୀୟ କମ୍ପାନୀ ଉପରେ ସର୍ବନିମ୍ନ ୧୫ ପ୍ରତିଶତ ଗ୍ଲୋବାଲ…
ଗ୍ରୀନ୍ କାର୍ଡ ପ୍ରକ୍ରିୟାରେ ବିଳମ୍ବ ହଟାଇବାକୁ ଚାହୁଁଛନ୍ତି ବାଇଡେନ: ଉପକୃତ ହେବେ ଲକ୍ଷାଧିକ ଭାରତୀୟ
ଓ୍ବାଶିଂଟନ,୯ା୧୦: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଗ୍ରୀନ୍କାର୍ଡରେ ବିଳମ୍ବ ପ୍ରକ୍ରିୟାକୁ ହଟାଇବାକୁ ଚାହୁଁଛନ୍ତି। ଏହା କରିବା ଦ୍ୱାରା ଆମେରିକାରେ ଏଚ୍-୧ବି (H-1B)ଭିଜା ଉପରେ କାର୍ଯ୍ୟ କରୁଥିବା ଲକ୍ଷାଧିକ ଭାରତୀୟ ଉପକୃତ ହେବେ। ଗ୍ରୀନକାର୍ଡ ଯାହାକି ସ୍ଥାୟୀ ଆବାସିକ କାର୍ଡ ଭାବରେ ଜଣାଶୁଣା।…
ଶ୍ରମିକଙ୍କ ମୁଣ୍ଡରେ ପଡ଼ିଲା ୭୦ କେଜିର କଦଳୀ କାନ୍ଧି, ମାଲିକଙ୍କୁ ଦେବାକୁ ପଡ଼ିଲା ଏତିକି କୋଟି ଟଙ୍କା, ଜାଣିଲେ…
କାନବେରା,୯ା୧୦: ଏକ କଦଳୀ କ୍ଷେତରେ କାମ କରୁଥିବା ଜଣେ ଶ୍ରମିକଙ୍କ ମୁଣ୍ଡରେ କଦଳୀ କାନ୍ଧିଟି ଖସି ପଡ଼ିଯିବାରୁ ମାଲିକଙ୍କୁ ବିପୁଳ ପରିମାଣର ଅର୍ଥ ଜରିମାନା ଆକାରରେ ଦେବାକୁ ପଡ଼ିଛି। ଏକ ରିପୋର୍ଟ ଅନୁଯାୟୀ, ଅଷ୍ଟ୍ରେଲିଆର କୁକ୍ଟାଉନ ନିକଟରେ ଥିବା ଏକ କଦଳୀ…
ରେଷ୍ଟୁରାଣ୍ଟରେ କଫି ମାଗିଲେ ମହିଳା, ୫ ମିନିଟ୍ ବିଳମ୍ବ ହେବାରୁ ରାଗରେ କଲେ ଏମିତି
ଓ୍ବାଶିଂଟନ,୯ା୧୦: ଆମେରିକାର ଏକ ରେଷ୍ଟୁରାଣ୍ଟକୁ ଜଣେ ମହିଳା କଫି ପିଇବାକୁ ଯାଇଥିଲେ। କଫି ତିଆରିରେ ବିଳମ୍ବ ହେବାରୁ ମହିଳା ଜଣଙ୍କ ରାଗି କି ରେଷ୍ଟୁରାଣ୍ଟ ଭିତରେ ଅଜବ କାଣ୍ଡ ଘଟାଇଥିବା ଦେଖିବାକୁ ମିଳିଛି। ଯାହା ଦେଖି ଉପସ୍ଥିତ ଲୋକମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।…
ତାଇଓ୍ବାନ ନିଶ୍ଚିତ ଚାଇନାରେ ମିଶିବ, ଜିନ୍ପିଙ୍ଗ୍ଙ୍କ ଦୃଢ଼ୋକ୍ତି..
ବେଜିଂ,୯।୧୦: ତାଇଓ୍ବାନ ପ୍ରସଙ୍ଗରେ ଚାଇନା ପୁଣି ଦାଦାଗିରି ଦେଖାଇବା ଆରମ୍ଭ କରିଛି। ତାଇଓ୍ବାନକୁ ଚାଇନାରେ ନିଶ୍ଚିତ ମିଶାଯିବ। ଏଥିରେ କୌଣସି ତୃତୀୟ ପକ୍ଷ ଅବା ବାହାରର କାହାର ହସ୍ତକ୍ଷେପ ସହ୍ୟ କରାଯିବ ନାହିଁ ବୋଲି ଚାଇନା ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ ଶନିବାର…
ତାଓ୍ବାଙ୍ଗରେ ଭାରତ,ଚାଇନା ସୈନ୍ୟ ମୁହାଁମୁହିଁ
ନୂଆଦିଲ୍ଲୀ/ବେଜିଂ, ୯।୧୦: ଉତ୍ତରାଖଣ୍ଡରେ ଚାଇନା ସୈନ୍ୟ ଅନୁପ୍ରବେଶ କରିବା ଘଟଣାର ମାସକ ପରେ ଗତ ସପ୍ତାହରେ ପୁଣି ଥରେ ସେମାନେ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍ଏସି) ଅତିକ୍ରମ କରି ଅରୁଣାଚଳପ୍ରଦେଶରେ ଅନୁପ୍ରବେଶ କରିଥିଲେ। ତାଓ୍ବାଙ୍ଗରେ ଚାଇନା ସୈନ୍ୟଙ୍କ ସହ ଭାରତୀୟ ଯବାନ ମୁହଁାମୁହିଁ…
ମସଜିଦ୍ରେ ବହିଲା ରକ୍ତର ନଦୀ
କାବୁଲ,୮।୧୦: ଶୁକ୍ରବାର ନମାଜ ପାଠ ବେଳେ ଆତଙ୍କବାଦୀମାନେ ଆଫଗାନିସ୍ତାନର କୁଣ୍ଡୁଜ ସହରସ୍ଥିତ ମସଜିଦରେ ରକ୍ତର ନଦୀ ବୁହାଇଛନ୍ତି। ଆତ୍ମଘାତୀ ବିସ୍ଫୋରଣରେ ମୃତକଙ୍କ ସଂଖ୍ୟା ୫୫ରେ ପହଞ୍ଚିଛି। ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ। ପୀଡ଼ିତଙ୍କ ମଧ୍ୟରେ ପ୍ରାୟତଃ ଲଘୁ ସମ୍ପ୍ରଦାୟର ଥିଲେ। ତେବେ…
ମସଜିଦ୍ରେ ବିସ୍ଫୋରଣ; ମୃତ୍ୟୁ ସଂଖ୍ୟା ପହଞ୍ଚିଲା ୫୫ରେ
କାବୁଲ,୮।୧୦: ଆଫଗାନିସ୍ତାନର କୁନ୍ଦୁଜ ସହରରେ ଶିଟେ ମସ୍ଜିଦ ଉପରେ ବଡ଼ ଧରଣର ବୋମା ମାଡ଼ କରାଯାଇଛି। ଶୁକ୍ରବାର ନମାଜ ପାଠ ବେଳେ ଘଟିଥିବା ବିସ୍ଫୋରଣରେ ଅତିକମ୍ରେ ୫୫ ଜଣଙ୍କ ମୃତ୍ୟୁ ହୋଇଛି। ପାଖାପାଖି ୯୦ ଜଣ ଆହତ ହୋଇଥିବାରୁ ମୃତକଙ୍କ ସଂଖ୍ୟା…
୯ ମହଲାରୁ ତଳକୁ ଡେଇଁଲେ ଯୁବକ, ତଳେ ଥିଲା ବିଏମ୍ଡବ୍ଲ୍ୟୁ, ଆଉ ତା’ ପରେ…
ଓ୍ବାଶିଂଟନ,୮ା୧୦: ଆମେରିକାର ନ୍ୟୁଜର୍ସିର ଜଣେ ଯୁବକ ୯ ମହଲା ଉପରୁ ତଳକୁ ଡେଇଁଥିଲେ। ତଳେ ଏକ ବିଏମ୍ଡବ୍ଲ୍ୟୁ ଗାଡ଼ି ଥିବାରୁ ସୌଭାଗ୍ୟବଶତଃ ଯୁବକ ଜଣକ ବଞ୍ଚି ଯାଇଛନ୍ତି। କିନ୍ତୁ ଖୁବ୍ ଜୋର୍ରେ ତାଙ୍କୁ ଆଘାତ ଲାଗିଛି। ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ…
ଦୁଇ ଖବରଦାତାଙ୍କୁ ମିଳିବ ନୋବେଲ ଶାନ୍ତି ପୁରସ୍କାର
ନୂଆଦିଲ୍ଲୀ,୮।୧୦: ଚଳିତବର୍ଷ ଦୁଇ ଖବରଦାତାଙ୍କୁ ମିଳିତ ଭାବେ ନୋବେଲ ଶାନ୍ତି ପୁରସ୍କାର ଦିଆଯିବ ବୋଲି ଘୋଷଣା କରାଯାଇଛି। ସେମାନେ ହେଲେ ମାରିଆ ରେସା ଓ ଦିମିତ୍ରି ମୁରାତୋଭ। ବାକ ସ୍ବାଧୀନତା ପାଇଁ ଉଭୟ ଖବରଦାତାଙ୍କୁ ଏହି ସମ୍ମାନଜନକ ପୁରସ୍କାର ଦିଆଯିବ। ମାରିଆ…
Archives


