ଅନ୍ତର୍ଜାତୀୟ

ଖୁସି ଖବର: ମାସ୍କ୍‌ ପିନ୍ଧିବାକୁ ମନା କଲେ ସରକାର…

ଜେରୁଜେଲମ୍‌,୨୦।୪: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ସୁରକ୍ଷା ଦୃଷ୍ଟିରୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କରୋନା ମାର୍ଗଦର୍ଶିକା ଜାରି କରାଯାଇଛି । ମାସ୍କ୍‌ ପିନ୍ଧିବା, ନିୟମିତ ହାତ ଧୋଇବା ଏବଂ ସାମାଜିକ ଦୂରତା ବଜାୟ ରଖିବା ଆଦି...

ଏହି ବ୍ରହ୍ମାସ୍ତ୍ର ଆଗରେ ହାର ମାନିବ କରୋନା…

ଜେନେଭା/ନୂଆଦିଲ୍ଲୀ,୨୦।୪: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ମାସ୍କ୍‌ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା କରୋନା ଲଢ଼େଇ...

ଭାରତକୁ ଆମେରିକା-ବ୍ରିଟେନ୍‌ବାସୀଙ୍କୁ ଆସିବା ମନା…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୦।୪: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। କରୋନାର ଦ୍ୱିତୀୟ ଲହରରେ ଅଧିକ ସଂଖ୍ୟକ ଛୋଟ ପିଲା ଏବଂ ଯୁବବର୍ଗ ଆକ୍ରାନ୍ତ ହେବା ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସେହିପରି ଆକ୍ରାନ୍ତ ବୟସ୍କଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି...

କୋଭାକ୍ସ କାର୍ଯ୍ୟକ୍ରମକୁ ଗ୍ରେଟାଙ୍କ ସହାୟତା

ଜେନେଭା, ୨୦।୪: ଗରିବ ଦେଶଗୁଡ଼ିକୁ କୋଭିଡ୍‌ ଟିକା ଯୋଗାଣରେ ପାତରଅନ୍ତରକୁ ନେଇ ସ୍ବିଡେନର ଜଳବାୟୁ କର୍ମୀ ଗ୍ରେଟା ଥନ୍‌ବର୍ଗ ସମାଲୋଚନା କରିଛନ୍ତି। ଗରିବ ଦେଶଗୁଡ଼ିକୁ କରୋନା ଟିକା ଯୋଗାଣ ଲାଗି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର କୋଭାକ୍ସ କାର୍ଯ୍ୟକ୍ରମକୁ ଗ୍ରେଟା...

ମିଗୁଏଲ୍‌ କ୍ୟୁବା କମ୍ୟୁନିଷ୍ଟ ପାର୍ଟିର ନୂଆ ନେତା

ହାଭାନା, ୨୦।୪: କ୍ୟୁବା କମ୍ୟୁନିଷ୍ଟ ପାର୍ଟି ନେତା ପଦରୁ ରାଉଲ କାଷ୍ଟ୍ରୋଙ୍କ ଅବସର ପରେ ସୋମବାର ଦଳ ମିଗୁଏଲ୍‌ ଡିଆଜ୍‌-କାନେଲଙ୍କୁ ନୂଆ ନେତା ବାଛିଛି। କମ୍ୟୁନିଷ୍ଟ ପାର୍ଟି କଂଗ୍ରେସର ଶେଷ ଦିନରେ ଏହି ନିଷ୍ପତ୍ତି ନିଆଯାଇଛି। ୬୧ ବର୍ଷୀୟ ମିଗୁଏଲ୍‌...

ମଙ୍ଗଳରେ ଉଡ଼ିଲା ହେଲିକପ୍ଟର

ପୃଥିବୀ ବାହାରେ କୌଣସି ଦ୍ୱିତୀୟ ଗ୍ରହରେ ହେଲିକପ୍ଟର ଉଡ଼ାଇବାରେ ସଫଳ ହୋଇଛି ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା। ସୋମବାର ମଙ୍ଗଳ ମାଟିରେ ଇନ୍‌ଜେନ୍ୟୁଟି ମାର୍ସ ହେଲିକପ୍ଟର ସଫଳତାର ସହ ଉଡ଼ାଣ ଭରିଛି। ଲୋହିତ ଗ୍ରହରେ ଜୀବସତ୍ତା ସନ୍ଧାନ ପାଇଁ...

ଚାଳକ ବିହୀନ ଟେସ୍‌ଲା କାର୍‌ ଦୁର୍ଘଟଣାରେ ୨ ମୃତ

ନ୍ୟୁୟର୍କ,୧୯।୪ : ଟେକ୍ସାସଠାରେ ଚାଳକ ବିହୀନ ଟେସଲା କାର୍‌ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। ଶନିବାର ବିଳମ୍ବିତ ରାତିରେ କାର୍‌ଟି ଖୁବ୍‌ ଗତିରେ ଯାଉଥିବାବେଳେ ଏକ ଗଛରେ ପିଟି ହୋଇଥିଲା। ଦୁର୍ଘଟଣା ପରେ କାର୍‌ରେ...

ନିଜକୁ କରୋନାମୁକ୍ତ ଘୋଷଣା କଲା ଏହି ଦେଶ

ଜେରୁଜେଲମ,୧୯।୪: ସମଗ୍ର ଦୁନିଆ କରୋନା କବଳରେ ଥିବା ସମୟରେ ଇସ୍ରାଏଲ ଗୋଟିଏ ଦେଶ ଯିଏ କି ନିଜକୁ କରୋନାମୁକ୍ତ ଘୋଷଣା କରିଛି। ଏହି ଦେଶ ସାମୁହିକ ଟିକାକରଣ ଅଭିଯାନ ପରେ ଏବଂ କରୋନା କଟକଣା ହ୍ରାସ ପାଇବା ପରେ ସମସ୍ତ...

ଅନ୍ତଃବସ୍ତ୍ରକୁ ପୋତା ଯାଉଛି ମାଟିରେ…

ଜୁରିଚ୍‌,୧୯।୪: ଅନ୍ତଃବସ୍ତ୍ରକୁ ପୋଷାକ ତଳେ ପିନ୍ଧା ଯାଏ। ତେବେ ଏହାକୁ ମାଟିରେ ପୋତିଯାଉଥିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ମାତ୍ର ଏଭଳି କାର୍ଯ୍ୟ ସ୍ବିଜରଲାଣ୍ଡରେ କରାଯାଉଛି। ମାଟିର ଗୁଣବତ୍ତା ପରୀକ୍ଷା କରିବା ପାଇଁ ଷ୍ଟେଟ୍‌ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ ଏଗ୍ରୋସ୍କୋପ୍‌...

ଗୁଗଲକୁ ପଚରା ଯାଉଛି ଶାରୀରିକ ସମ୍ପର୍କକୁ ନେଇ ଅଧିକ ପ୍ରଶ୍ନ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୯।୪: ଏବେ ସମସ୍ତଙ୍କ ହାତ ପାଆନ୍ତାରେ ଇଣ୍ଟରନେଟ୍‌। କୌଣସି ସମସ୍ୟାରେ ପଡ଼ିଲେ ଅବା ମନରେ କିଛି ପ୍ରଶ୍ନ ଆସିଲେ ତତ୍‌କ୍ଷଣାତ୍‌ ଗୁଗଲକୁ ପ୍ରଶ୍ନ ପଚରା ଯାଉଛି। ଏନେଇ ଟିଭି ବିଜ୍ଞାପନ ସହିତ ବିଭିନ୍ନ ସୋସିଆଲ ମିଡ଼ିଆରେ ଗୁଗଲକୁ ପ୍ରଶ୍ନ ପଚାରିବା...

ଏବେ ଗର୍ଭଧାରଣ କରନାହିଁ

ବ୍ରାସିଲିଆ, ୧୯।୪: ବ୍ରାଜିଲରେ କରୋନା ସଂକ୍ରମଣ ଅତ୍ୟଧିକ ବୃଦ୍ଧି ପାଉଥିବାରୁ ସେଠାକାର ମହିଳାମାନଙ୍କୁ ଗର୍ଭଧାରଣ ଯୋଜନା ସ୍ଥଗିତ ରଖିବା ଲାଗି ସରକାର ପରାମର୍ଶ ଦେଇଛନ୍ତି। ବ୍ରାଜିଲରେ କରୋନା ଭୂତାଣୁର ନୂଆ ରୂପ ଗର୍ଭବତୀ ମହିଳାମାନଙ୍କୁ ଅଧିକ ସଂକ୍ରମିତ କରୁଥିବାରୁ ମହାମାରୀ...

ପାକିସ୍ତାନର ଭଲ ବନ୍ଧୁ ହୋଇପାରିବ ନାହିଁ ଭାରତ, ଜାଣନ୍ତୁ କିଏ କାହିଁକି ଏମିତି କହିଲେ

ଇସ୍‌ଲାମାବାଦ,୧୮।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ତିକ୍ତତା ସବୁବେଳେ ଲାଗି ରହିଛି। ଏହା ପରେ ମଧ୍ୟ ପାକିସ୍ତାନ ସହ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଭାରତ ପ୍ରୟାସ କରୁଛି। ନିକଟରେ ଦୁବାଇରେ ପାକିସ୍ତାନ ଏବଂ ଭାରତର ଉଚ୍ଚ ପଦାଧିକାରୀଙ୍କ ଏକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri