ଅନ୍ତଃବସ୍ତ୍ରକୁ ପୋତା ଯାଉଛି ମାଟିରେ…
ଜୁରିଚ୍,୧୯।୪: ଅନ୍ତଃବସ୍ତ୍ରକୁ ପୋଷାକ ତଳେ ପିନ୍ଧା ଯାଏ। ତେବେ ଏହାକୁ ମାଟିରେ ପୋତିଯାଉଥିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ମାତ୍ର ଏଭଳି କାର୍ଯ୍ୟ ସ୍ବିଜରଲାଣ୍ଡରେ କରାଯାଉଛି। ମାଟିର ଗୁଣବତ୍ତା ପରୀକ୍ଷା କରିବା ପାଇଁ ଷ୍ଟେଟ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍ ଏଗ୍ରୋସ୍କୋପ୍...
ଗୁଗଲକୁ ପଚରା ଯାଉଛି ଶାରୀରିକ ସମ୍ପର୍କକୁ ନେଇ ଅଧିକ ପ୍ରଶ୍ନ…
ଓ୍ବାଶିଂଟନ/ନୂଆଦିଲ୍ଲୀ,୧୯।୪: ଏବେ ସମସ୍ତଙ୍କ ହାତ ପାଆନ୍ତାରେ ଇଣ୍ଟରନେଟ୍। କୌଣସି ସମସ୍ୟାରେ ପଡ଼ିଲେ ଅବା ମନରେ କିଛି ପ୍ରଶ୍ନ ଆସିଲେ ତତ୍କ୍ଷଣାତ୍ ଗୁଗଲକୁ ପ୍ରଶ୍ନ ପଚରା ଯାଉଛି। ଏନେଇ ଟିଭି ବିଜ୍ଞାପନ ସହିତ ବିଭିନ୍ନ ସୋସିଆଲ ମିଡ଼ିଆରେ ଗୁଗଲକୁ ପ୍ରଶ୍ନ ପଚାରିବା...
ଏବେ ଗର୍ଭଧାରଣ କରନାହିଁ
ବ୍ରାସିଲିଆ, ୧୯।୪: ବ୍ରାଜିଲରେ କରୋନା ସଂକ୍ରମଣ ଅତ୍ୟଧିକ ବୃଦ୍ଧି ପାଉଥିବାରୁ ସେଠାକାର ମହିଳାମାନଙ୍କୁ ଗର୍ଭଧାରଣ ଯୋଜନା ସ୍ଥଗିତ ରଖିବା ଲାଗି ସରକାର ପରାମର୍ଶ ଦେଇଛନ୍ତି। ବ୍ରାଜିଲରେ କରୋନା ଭୂତାଣୁର ନୂଆ ରୂପ ଗର୍ଭବତୀ ମହିଳାମାନଙ୍କୁ ଅଧିକ ସଂକ୍ରମିତ କରୁଥିବାରୁ ମହାମାରୀ...
ପାକିସ୍ତାନର ଭଲ ବନ୍ଧୁ ହୋଇପାରିବ ନାହିଁ ଭାରତ, ଜାଣନ୍ତୁ କିଏ କାହିଁକି ଏମିତି କହିଲେ
ଇସ୍ଲାମାବାଦ,୧୮।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ତିକ୍ତତା ସବୁବେଳେ ଲାଗି ରହିଛି। ଏହା ପରେ ମଧ୍ୟ ପାକିସ୍ତାନ ସହ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଭାରତ ପ୍ରୟାସ କରୁଛି। ନିକଟରେ ଦୁବାଇରେ ପାକିସ୍ତାନ ଏବଂ ଭାରତର ଉଚ୍ଚ ପଦାଧିକାରୀଙ୍କ ଏକ...
ଜାପାନରେ ଭୂକମ୍ପ
ଟୋକିଓ,୧୮।୪: ରବିବାର ସକାଳେ ଜାପାନରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବା ଜଣାପଡ଼ିନାହିଁ କି ସୁନାମି ସମ୍ପର୍କରେ ସୂଚନା ନାହିଁ। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା ମିୟାଗି ପ୍ରିଫେକ୍ଟର। ପାଣିପାଗ ବିଭାଗ (ଜେଏମ୍ଏ)...
ଇଣ୍ଟରଭ୍ୟୁ ଦେବେ କୁକୁର: ମିଳିବ ୧୫ ଲକ୍ଷ ଟଙ୍କାର ଅଫିସର ଚାକିରୀ…
ଓ୍ବାଶିଂଟନ,୧୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଲକ୍ଡାଉନ୍ ଏବଂ ଶର୍ଟଡାଉନ୍ ଘୋଷଣା ଦ୍ୱାରା ସାରା ପୃଥିବୀର ଅର୍ଥବ୍ୟବସ୍ଥା ଭାଙ୍ଗି ପଡ଼ିଛି। ବହୁ ଲୋକ ନିଯୁକ୍ତି ହରାଇ ବେକାର ବସିଛନ୍ତି। ଏପରିସ୍ଥଳେ ଆମେରିକାର ବୁଶ୍ ବିୟର...
କାଷ୍ଟ୍ରୋ ଯୁଗର ଅବସାନ
ହାଭାନା, ୧୮।୪ : କ୍ୟୁବା କମ୍ୟୁନିଷ୍ଟ ପାର୍ଟି (ପିସିସି)ର ନେତା ପଦରୁ ଅବସର ଘୋଷଣା କରିଛନ୍ତି ରାଉଲ କାଷ୍ଟ୍ରୋ। ଏଥିସହିତ କ୍ୟୁବାରେ କାଷ୍ଟ୍ରୋ ଯୁଗର ଅବସାନ ଘଟିଛି। ଦୀର୍ଘ ୬୨ ବର୍ଷ ଧରି କାଷ୍ଟ୍ରୋ ଭ୍ରାତା କ୍ୟୁବାକୁ ଶାସନ କରିଆସୁଥିଲେ।...
କରୋନା ମୁକାବିଲା କରିବାକୁ ଏହି ଜିନ୍ ଚିହ୍ନଟ, ଜାଣନ୍ତୁ ଗବେଷଣାରୁ ଜଣାପଡ଼ିଲା ଏପରି ତଥ୍ୟ
ଓ୍ବାଶିଂଟନ,୧୭।୪: ଭାରତୀୟ ମୂଳ ବୈଜ୍ଞାନିକଙ୍କ ନେତୃତ୍ୱରେ ଆମେରିକୀୟ ଅନୁସନ୍ଧାନକାରୀଙ୍କ ଏକ ଦଳ କରୋନା ଭୂତାଣୁର ମୁକାବିଲା କରିବାରେ ଏକ ସଫଳତା ହାସଲ କରିଛନ୍ତି। ସେମାନେ ମାନବ ଜିନ୍ର ଏକ ଗୋଷ୍ଠୀ ଚିହ୍ନଟ କରିଛନ୍ତି। ଯାହା କରୋନା ସୃଷ୍ଟି କରୁଥିବା SARS-Cove-2...
ମୃତଦେହ ବି ଖାଇଯିବେ ମଙ୍ଗଳ ମହାକାଶ ଯାତ୍ରୀ…
ଓ୍ବାଶିଂଟନ,୧୭।୪: ପୃଥିବୀ ବାହାରେ ବସତି ସ୍ଥାପନ ପାଇଁ ମହାକାଶ ବିଜ୍ଞାନୀମାନେ ଳଗାତାର ଉଦ୍ୟମ ଜାରି ରଖିଛନ୍ତି। ମଙ୍ଗଳ ଗ୍ରହରେ ବାସ କରିବା ଲାଗି ଏବେ ଯୋଜନା ଜୋର୍ସୋର୍ରେ ଆରମ୍ଭ ହୋଇଛି। ପୃଥିବୀଠାରୁ ମଙ୍ଗଳଗ୍ରହର ଦୂରତା ପ୍ରାୟ ୧୭ କୋଟି ମାଇଲ୍...
ଆଉ ରକ୍ଷା ନାହିଁ, ଏବେ ଏଭଳି ବ୍ୟାପୁଛି କରୋନା…
ଓ୍ବାଶିଂଟନ/ଲଣ୍ଡନ,୧୭।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ୨୦୧୯ରେ ଚାଇନାର ଉହାନ ସହରରୁ କରୋନା ସଂକ୍ରମଣ ଆରମ୍ଭ ହୋଇଥିଲା। ପୂର୍ବରୁ କରୋନା ଭୁତାଣୁ ସଂକ୍ରମଣ ବାୟୁରେ ହୋଇ ନ ଥାଏ ବୋଲି ବିଶେଷଜ୍ଞମାନେ ସୂଚନା ଦେଇଥିଲେ। ତେବେ...
ଗୁଳିକାଣ୍ଡରେ ୮ ମୃତ
ଇଣ୍ଡିଆନାପଲିସ,୧୭ା୪: ଆମେରିକାର ଇଣ୍ଡିଆନାପଲିସ୍ସ୍ଥିତ ବିମାନବନ୍ଦର ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ଘଟିଛି। ଫେଡ୍ଏକ୍ସ ଫାସିଲିଟିରେ ଜଣେ ବନ୍ଧୁକଧାରୀ ଆଖିବୁଜା ଗୁଳି ଚଳାଇବାରୁ ୮ ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରମଣରେ ଅନ୍ୟ କେତେଜଣ ଆହତ ହୋଇଛନ୍ତି। ଆକ୍ରମଣକାରୀ ଏହି କାଣ୍ଡ...
କିମ୍ ଦକ୍ଷିଣ କୋରିଆ ପ୍ରଧାନମନ୍ତ୍ରୀ
ଦକ୍ଷିଣ କୋରିଆ ରାଷ୍ଟ୍ରପତି ମୁନ୍ ଜାଏ-ଇନ୍ ଶୁକ୍ରବାର କିମ୍ ବୁ-କ୍ୟୁମ୍ଙ୍କୁ ଦେଶର ନୂଆ ପ୍ରଧାନମନ୍ତ୍ରୀ ବାଛିଛନ୍ତି। ତାଙ୍କ ରାଷ୍ଟ୍ରପତିତ୍ୱରେ କିମ୍ ହେଉଛନ୍ତି ତୃତୀୟ ପ୍ରଧାନମନ୍ତ୍ରୀ। ୪ ଥର ଏମ୍ପି ହୋଇଥିବା କିମ୍ ଦେଶର ସ୍ବରାଷ୍ଟ୍ରମନ୍ତ୍ରୀ ଭାବେ କାର୍ଯ୍ୟ କରିଛନ୍ତି। ତାଙ୍କୁ...
Archives


