ଅନ୍ତର୍ଜାତୀୟ

୬ ଘଣ୍ଟା ଯୁଦ୍ଧ ବନ୍ଦ କରିବ ରୁଷିଆ

କ୍ୱିଭ୍‌,୩ା୩: ଗୁରୁବାର ହେଉଛି ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧର ଅଷ୍ଟମ ଦିନ । ଏହି ସମୟରେ ୟୁକ୍ରେନରେ ଫସି ରହିଥିବା ଭାରତୀୟମାନଙ୍କୁ ନିରାପଦରେ ଫେରାଇ ଆଣିବା ପାଇଁ ଭାରତ ସରକାର ପ୍ରାଣପଣେ ଚେଷ୍ଟା କରୁଛନ୍ତି। ଏଥିପାଇଁ ବାୟୁସେନାର ସାହାଯ୍ୟ ମଧ୍ୟ…

‘ଛାତ୍ରୀଛାତ୍ରଙ୍କୁ ବନ୍ଧକ ରଖାଯାଇଥିବା ରିପୋର୍ଟ ଆସିନାହିଁ’

ନୂଆଦିଲ୍ଲୀ,୩।୩: ୟୁକ୍ରେନରେ ଭାରତୀୟ ଛାତ୍ରୀଛାତ୍ରଙ୍କୁ ବନ୍ଧକ ରଖାଯାଇଥିବା ନେଇ ପ୍ରକାଶ ପାଇଥିବା ରିପୋର୍ଟକୁ ପ୍ରତ୍ୟାଖ୍ୟାନ କରିଛନ୍ତି ଭାରତୀୟ ସରାକର। ଫସିଥିବା ଭାରତୀୟ ନାଗରିକଙ୍କ ସହ ବୈଦେଶିକ ମନ୍ତ୍ରଣାଳୟ କ୍ରମାଗତ ଯୋଗାଯୋଗ ରଖିଥିବା କୁହାଯାଇଛି। “କୌଣସି ଛାତ୍ରଙ୍କୁ ବନ୍ଧକ ରଖାଯାଇଥିବା ରିପୋର୍ଟ ଆମ…

ସାଟେଲାଇଟ୍‌ ହ୍ୟାକିଂ ପରେ ସାଇବର ଯୁଦ୍ଧର ଧମକ ଦେଲା ରୁଷିଆ…

ମସ୍କୋ,୩।୩ : ରୁଷିଆର ସ୍ପେସ ଏଜେନ୍ସି ରସକୋମୋସ ଦେଶର ଉପଗ୍ରହକୁ ନଷ୍ଟ କରିବାକୁ ଚେଷ୍ଟା କରୁଥିବା ହ୍ୟାକରମାନଙ୍କୁ ଚେତାବନୀ ଦେଇଛି । ସେମାନଙ୍କ କାର୍ଯ୍ୟକୁ ଯୁଦ୍ଧ ଘୋଷଣା ଭାବେ ବ୍ୟାଖ୍ୟା କରାଯାଇପାରେ ବୋଲି ଏଜେନ୍ସି କହିଛି। ଯାହା ଯୁଦ୍ଧ ପାଇଁ ଯଥାର୍ଥ…

୬୦ ବର୍ଷ ତଳର କଥା ମନେ ପକାଉଛି ଆମେରିକା…

ଓ୍ବାଶିଂଟନ/ମସ୍କୋ/କ୍ୱିଭ୍‌,୩।୩ : ରୁଷିଆ ୟୁକ୍ରେନ୍‌ ଯୁଦ୍ଧରେ ଆମେରିକା ୬୦ ବର୍ଷ ତଳେ ୧୯୬୨ରେ ହୋଇଥିବା କ୍ୟୁବା ଯୁଦ୍ଧ ମନେ ପକାଇଛି। ସେତେବେଳେ ସୋଭିଏତ୍‌ ୟୁନିଅନ କ୍ୟୁବା ଉପରେ ଆକ୍ରମଣ କରିଥିଲା। କୁବ୍ୟ ଆକ୍ରମଣ ଭଳି ରୁଷିଆ କିଛି ମାସ ପୂର୍ବରୁ ୟୁକ୍ରେନ…

ପଳାତକ ରାଷ୍ଟ୍ରପତିଙ୍କୁ ୟୁକ୍ରେନ୍‌ର ଦାୟିତ୍ୱ ଦେବାକୁ ଚାହୁଁଛନ୍ତି ପୁଟିନ୍‌…

ମସ୍କୋ/କ୍ୱିଭ୍‌,୩।୩ : ୟୁକ୍ରେନ୍‌ ବିଜୟ ପରେ ଏହାର ଦାୟିତ୍ୱ ପଳାତକ ପୂର୍ବତନ ରାଷ୍ଟ୍ରପତି ଭିକ୍ଟର ୟାନୁକୋଓ୍ବିଚ୍‌ଙ୍କୁ ପ୍ରଦାନ କରିବାକୁ ରୁଷ୍ରିା ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ଚିନ୍ତା କରୁଛନ୍ତି। ଭିକ୍ଟର ବର୍ତ୍ତମାନ ମିନସ୍କରେ ଅଛନ୍ତି ଏବଂ କ୍ରେମଲିନ ତାଙ୍କୁ ଏକ ସ୍ବତନ୍ତ୍ର ଅପରେଶନ…

ପୁଟିନ୍‌ଙ୍କ ପାଇଁ ୧୦ ଲକ୍ଷ ଡଲାର ପୁରସ୍କାର ଘୋଷଣା କଲେ ରୁଷିଆ ବ୍ୟବସାୟୀ…

ମସ୍କୋ,୩।୩ : ୟୁକ୍ରେନ ଉପରେ ଆକ୍ରମଣ ନେଇ ଜଣେ ରୁଷିଆ ବ୍ୟବସାୟୀ ଏତେ ରାଗିଛନ୍ତି ଯେ ସେ ନିଜ ଦେଶର ରାଷ୍ଟ୍ରପତି ବ୍ଲାଡିମୀର ପୁଟିନଙ୍କୁ ଗିରଫ କିମ୍ବା ହତ୍ୟା କରିବା ପାଇଁ ୧୦ ଲକ୍ଷ ଡଲାର ପୁରସ୍କାର ପ୍ରଦାନ କରିବାକୁ ଘୋଷଣା…

ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଆରମ୍ଭ ହେଲା ‘କ୍ୟାଟ ୱାର’

ମସ୍କୋ,୩ ।୩: ରୁଷିଆ-ୟୁକ୍ରେନ ଯୁଦ୍ଧ ଅଷ୍ଟମ ଦିନରେ ପହଞ୍ଚିଛି । ଏହାରି ଭିତରେ ରୁଷିଆର ଆକ୍ରମଣକୁ ଦେଖି ବିଶ୍ୱର ଅଧିକାଂଶ ଦେଶ ରୁଷିଆ ଉପରେ କିଛି ନା କିଛି ପ୍ରତିବନ୍ଧକ ଲଗାଇଛନ୍ତି । ଆର୍ଥିକ, କ୍ରିଡା, ବ୍ୟବସାୟ ସମ୍ବନ୍ଧୀୟ ଅନେକ ପ୍ରତିବନ୍ଧକ…

ବେଲାରୁସର ଦାବି, ୧୦୦ ଭାରତୀୟ ଛାତ୍ରଙ୍କୁ ପିଟିଛନ୍ତି ପୋଲାଣ୍ଡ ସୀମା ସୁରକ୍ଷାବଳ

ମିନ୍‌ସ୍କ,୩ ।୩: ରୁଷିଆ-ୟୁକ୍ରେନ ଯୁଦ୍ଧରେ ୟୁକ୍ରେନରେ ଫସି ରହିଥିବା ଭାରତୀୟ ଛାତ୍ରମାନେ ଜୀବନ ବଞ୍ଚାଇବାକୁ ଏହାର ପଡୋଶୀ ଦେଶ ଅଭିମୁଖେ ଚାଲି ଆସୁଛନ୍ତି । ଏବେ ଏହାକୁ ନେଇ ବେଲାରୁସ ଏକ ଚମକାଇବା ଭଳି ଖବର ଦେଇଛି । ବୁଧବାର ବେଲାରୁସ…

କେବେ ଆକ୍ରମଣ ହେବ ସ୍ଥିର କରିଥିଲେ ରୁଷିଆ-ଚାଇନା, ଆମେରିକାର ଅଭିଯୋଗ…

ଓ୍ବାଶିଂଟନ/ମସ୍କୋ/ବେଜିଂ,୩।୩ : ୟୁକ୍ରେନ୍‌ ଉପରେ କେବେ ଆକ୍ରମଣ କରାଯିବ ତାହା ଚାଇନା ଏବଂ ରୁଷିଆ ପୂର୍ବରୁ ସ୍ଥିର କରିଥିବା ଆମେରିକା ପକ୍ଷରୁ ଅଭିଯୋଗ ହୋଇଛି। ଚାଇନାରେ ଶୀତକାଳୀନ ଅଲିମ୍ପିକ୍ସ୍‌ ପରେ ଆକ୍ରମଣ କରିବା ଲାଗି ଯୋଜନା ପ୍ରସ୍ତୁତ ହୋଇଥିବା ଆମେରିକା ଗୁପ୍ତଚର…

ଭାରତୀୟ ଛାତ୍ରଙ୍କୁ ବନ୍ଧକ ରଖିଛି ୟୁକ୍ରେନ୍‌, ରୁଷିଆ ଆଣିଲା ଅଭିଯୋଗ…

ମସ୍କୋ/କ୍ୱିଭ୍‌,୩।୩ : ଭାରତୀୟ ଛାତ୍ରଙ୍କୁ ୟୁକ୍ରେନ୍‌ ବନ୍ଧକ ରଖିଛି। ଏଭଳି ଅଭିଯୋଗ ରୁଷିଆ କରିଛି। ତେବେ ଏହାକୁ ଆମେରିକା ପକ୍ଷରୁ ଖଣ୍ଡନ କରାଯାଇଛି।ଯୁଦ୍ଧ ସମୟରେ ଏହା ରୁଷିଆର ଏକ ପ୍ରକାର ମିଥ୍ୟା ପ୍ରଚାର ବୋଲି ଆମେରିକା କହିଛି। ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ…

ଖେରସାନ ସହରକୁ କବଜା କଲା ରୁଷିଆ

କ୍ୱିଭ,୩ ।୩: ଲଗାତାର ଅଷ୍ଟମ ଦିନରେ ପହଞ୍ଚିଛି ରୁଷିଆ-ୟୁକ୍ରେନ ଯୁଦ୍ଧ । ବେଳକୁ ବେଳ ରୁଷିଆ ୟୁକ୍ରେନର ବଡ ବଡ ସହରକୁ ଟାର୍ଗେଟ କରୁଥିବା ବେଳେ ଭାରତୀୟ ସମୟ ଅନୁସାରେ ଗୁରୁବାର ସକାଳୁ ରୁଷିଆ ୟୁକ୍ରେନର ଖେରସାନ ସହର କବଜା କରିଥିବା…

ଉତ୍ତାପ ପାଇଁ ପୋଷାକ ଜାଳୁଛନ୍ତି

ମସ୍କୋ, ୩ା୩: ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣର ଯନ୍ତ୍ରଣା କେବଳ ୟୁକ୍ରେନବାସୀ ନୁହଁନ୍ତି, ସେଠାରୁ ଜୀବନ ରକ୍ଷା ପାଇଁ ପଳାୟନ କରୁଥିବା ଅନ୍ୟ ଦେଶର ଲୋକେ ମଧ୍ୟ ଭୋଗୁଛନ୍ତି। ଆଫ୍ରିକା, ମଧ୍ୟପ୍ରାଚ୍ୟ, ଭାରତ ସମେତ ବିଭିନ୍ନ ଦେଶର ଲୋକେ ୟୁକ୍ରେନ୍‌ ସୀମାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?