ଆଗ୍ନେୟଗିରି ହେବ ଥଣ୍ଡା: ନଳ ଲଗାଇ ଭୂଗର୍ଭକୁ ଛଡ଼ାଯିବ ଥଣ୍ଡାପାଣି
ଓ୍ବାଶିଂଟନ,୬।୪: ଆମେରିକାରେ ଥିବା ୟେଲୋଷ୍ଟୋନ ଆଗ୍ନେୟଗିରିକୁ ଥଣ୍ଡା କରାଯିବା ଲାଗି ନାସାର ବୈଜ୍ଞାନିକମାନେ ଯୋଜନା ପ୍ରସ୍ତୁତ କରିଛନ୍ତି। ପ୍ରତିବର୍ଷ ଆଗ୍ନେୟଗିରି ରହିଥିବା ଅଞ୍ଚଳରେ ୩୦୦୦ରୁ ଅଧିକ ଥର ଭୂକମ୍ପ ହୋଇଥାଏ। ଏହା ମୁଖ୍ୟତଃ ହାଇଡ୍ରୋଥର୍ମାଲ ପ୍ରତିକ୍ରିୟା ଯୋଗୁ ହେଉଥିବା ବୈଜ୍ଞାନିକମାନେ...
କରୋନା ସଂକ୍ରମଣ ନେଇ ପ୍ରଚାର ହୋଇଛି ମିଥ୍ୟା ଖବର: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ
ଜେନେଭା,୬।୪: ଭାରତରେ କରୋନା ସଂକ୍ରମଣ ଜାରି ରହିଛି। ତେବେ ଏହାକୁ ନେଇ ମିଥ୍ୟା ଖବର ସୋସିଆଲ୍ ମିଡ଼ିଆରେ ପ୍ରଚାର ହୋଇଥିବା ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ସୋସିଆଲ୍ ମିଡ଼ିଆରେ ପ୍ରଚାର ହୋଇଥିଲା ଯେ, ଏପ୍ରିଲ୍ ୧୫ ସୁଦ୍ଧା ଭାରତରେ...
ବିବାହ ଦିନ ଜଣାପଡ଼ିଲା ବର-କନ୍ୟା,ଭାଇ-ଭଉଣୀ
ବେଜିଂ,୬।୪: ଚାଇନାରେ ଆୟୋଜିତ ହୋଇଥିବା ଏକ ବିବାହ ସମାରୋହରେ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି। ଯାହାକି କେହି କଳ୍ପନା ମଧ୍ୟ କରିପାରିବେ ନାହିଁ। ବିବାହ ଦିନ ବର ଓ କନ୍ୟା ଉଭୟ ଭାଇ ଭଉଣୀ ବୋଲି ଜଣାପଡ଼ିବା ସତ୍ତ୍ୱେ ତାଙ୍କର...
ମୃତ୍ୟୁ ପରେ ବି ମସ୍ତିଷ୍କ ଜିନ୍ ରୁହେ ସକ୍ରିୟ…
ଓ୍ବାଶିଂଟନ,୬।୪: ମୃତ୍ୟୁ ଘଟିବାର ବହୁଘଣ୍ଟା ପରେ ବି ମସ୍ତିଷ୍କରେ କେତେକ ଜିନ୍ ସକ୍ରିୟ ରହିଥାନ୍ତି। ହୃଦ୍ସ୍ପନ୍ଦନ ବନ୍ଦ ହେବା ସହିତ ମସ୍ତିଷ୍କ ମଧ୍ୟ କାମ କରିବା ବନ୍ଦ କରିଦେଇଥାଏ। ତେବେ ମସ୍ତିଷ୍କର କ୍ରିୟାଶୀଳତା ଲୋପ ପାଇବା ପରେ କେତେକ ଜିନ୍...
ଜୁକରବର୍ଗଙ୍କ ଡାଟା ଲିକ୍
ଗତ ଜାନୁୟାରୀରୁ ପ୍ରାୟ ୫୩ କୋଟି ଫେସ୍ବୁକ୍ ବ୍ୟବହାରକାରୀଙ୍କ ତଥ୍ୟ ହ୍ୟାକର୍ସଙ୍କ ଓ୍ବେବ୍ସାଇଟରେ ମାଗଣା ଉପଲବ୍ଧ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ଏଥିରେ ଫେସ୍ବୁକ୍ ସିଇଓ ମାର୍କ ଜୁକରବର୍ଗଙ୍କ ବ୍ୟକ୍ତିଗତ ଫୋନ୍ ନମ୍ବର ସହ ଅନ୍ୟାନ୍ୟ ଡାଟା ମଧ୍ୟ ପ୍ରଘଟ...
ପୁଟିନ୍ ସବୁଠାରୁ ‘ସେକ୍ସି’
ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କୁ ଦେଶର ସବୁଠାରୁ ‘ସେକ୍ସି’ ଓ ‘ହ୍ୟାଣ୍ଡସମ୍’ ପୁରୁଷ ଘୋଷଣା କରାଯାଇଛି। ୨୨ ମାର୍ଚ୍ଚରୁ ୧ ଏପ୍ରିଲ ପର୍ଯ୍ୟନ୍ତ ଦେଶର ୩ ଶହରୁ ଅଧିକ ସହରର ୨ ହଜାର ଜଣଙ୍କ ଉପରେ ଏକ ସର୍ଭେ କରାଯାଇଥିଲା।...
ଜୋର୍ଡାନ ଯୁବରାଜ ଗୃହବନ୍ଦୀ
ଅମନ, ୫।୪: ଜୋର୍ଡାନ ରାଜା ଅବଦୁଲ୍ଲା ଦ୍ୱିତୀୟଙ୍କୁ କ୍ଷମତାଚ୍ୟୁତ କରିବା ଲାଗି ଷଡ଼ଯନ୍ତ୍ର ଚଳାଇଥିବା ଅଭିଯୋଗରେ ତାଙ୍କ ସାବତ ଭାଇ ଯୁବରାଜ ହାମ୍ଜା ବିନ୍ ହୁସେନଙ୍କୁ ଗୃହବନ୍ଦୀ କରାଯାଇଛି। ଷଡ଼ଯନ୍ତ୍ର ଅଭିଯୋଗର ତଦନ୍ତ ଶେଷ ହେବା ପର୍ଯ୍ୟନ୍ତ ସେ ତାଙ୍କ...
କିଲ୍ ଦି ବିଲ୍ ସଂଘର୍ଷ: ୧୦୭ ଗିରଫ
ଲଣ୍ଡନ, ୫।୪(ପି.ଟି.): କେନ୍ଦ୍ରୀୟ ଲଣ୍ଡନରେ ଶନିବାର ‘କିଲ୍ ଦି ବିଲ୍’ ବିକ୍ଷୋଭବେଳେ ପୋଲିସ ସହ ଆନ୍ଦୋଳନକାରୀଙ୍କର ସଂଘର୍ଷ ହୋଇଥିଲା। ଏହି ଘଟଣାରେ ୧୦୭ ଜଣଙ୍କୁ ଗିରଫ କରାଯାଇଛି। ମେଟ୍ରୋପଲିଟାନ ପୋଲିସ ଅଧିକାରୀମାନେ ବିକ୍ଷୋଭକାରୀଙ୍କୁ ଘଉଡ଼ାଇବା ପାଇଁ ଉଦ୍ୟମ କରୁଥିତ୍ବାବେଳେ ସେମାନଙ୍କ...
୫୦ କୋଟି ୟୁଜର୍ସଙ୍କ ତଥ୍ୟ ପ୍ରଘଟ
ନ୍ୟୁୟର୍କ, ୫ା୪: ତଥ୍ୟ ଗୋପନୀୟତା ମାମଲାରେ ପୁଣି କାଠଗଡ଼ାରେ ଛିଡ଼ା ହୋଇଛି ଫେସ୍ବୁକ୍। ଏହି ସୋସିଆଲ ସାଇଟ୍ ବ୍ୟବହାରକାରୀଙ୍କ ତଥ୍ୟ ହ୍ୟାକର୍ସଙ୍କ ଓ୍ବେବସାଇଟ୍ରେ ଘୂରି ବୁଲୁଥିବା ସାମ୍ନାକୁ ଆସିଛି। ୫୦ କୋଟିରୁ ଊର୍ଦ୍ଧ୍ୱ ୟୁଜର୍ସଙ୍କ ଫେସ୍ବୁକ୍ ଆଇଡିଠାରୁ ଆରମ୍ଭ କରି...
ପାକିସ୍ତାନକୁ ନିମନ୍ତ୍ରଣ ଦେଲା ନାହିଁ ଆମେରିକା: ରାଗିଗଲେ ଇମ୍ରାନ
ନ୍ୟୁୟର୍କ,୪।୪: ବିଶ୍ୱ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପାକିସ୍ତାନକୁ ଆମନ୍ତ୍ରଣ କରିନାହାଁନ୍ତି। ଏହି ସମ୍ମିଳନୀ ଏପ୍ରିଲ ୨୨-୨୩ରୁ ଅନଲାଇନରେ ଅନୁଷ୍ଠିତ ହେବ। ଆମେରିକାର ଏହି ପଦକ୍ଷେପକୁ ନେଇ ପାକିସ୍ତାନ ଅସନ୍ତୋଷ ପ୍ରକାଶ କରିଛି। ପାକିସ୍ତାନର...
କ୍ୟାପିଟୋଲ ଆକ୍ରମଣ: ପୋଲିସ ଅଫିସର ନିହତ
ଓ୍ବାଶିଂଟନ, ୪।୪: ଆମେରିକାର ଓ୍ବାଶିଂଟନ ଡିସିସ୍ଥିତ ସଂସଦ ଭବନ କ୍ୟାପିଟୋଲରେ ଶୁକ୍ରବାର ଚଳିତ ବର୍ଷ ଦ୍ୱିତୀୟ ଆକ୍ରମଣ ଘଟିଥିଲା। ଜଣେ ଯୁବକ ନିଜ କାର୍କୁ କ୍ୟାପିଟୋଲ କମ୍ପ୍ଲେକ୍ସ ବ୍ୟାରିକେଡ୍ରେ ଧକ୍କା ଦେବାରୁ ଜଣେ ପୋଲିସ ଅଧିକାରୀ ନିହତ ହୋଇଥିବାବେଳେ ଅନ୍ୟ...
ଖେତରୁ ମିଳିଲା ସ୍ପେସ୍ଏକ୍ସ ରକେଟ୍
ଇଫର୍ତ୍ତା, ୪ା୪: ଗତ ସପ୍ତାହରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସ୍ପେସ୍ଏକ୍ସ ରକେଟ ଫାଲ୍କନ୍-୯ ଆମେରିକାର ପୂର୍ବ ଓ୍ବାଶିଂଟନ୍ ରାଜ୍ୟର ଏକ ଖେତରେ ପଡ଼ିଥିବା ଜଣାଯାଇଛି। ଆମେରିକା ଉଦ୍ୟୋଗପତି ଏଲନ୍ମସ୍କଙ୍କ ସ୍ପେସ୍ଏକ୍ସ ରକେଟ ଉତ୍କ୍ଷୀପଣ କରାଯାଇଥିବାବେଳେ ତାହା ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ତେବେ ଏହା...
Archives


