ଅନ୍ତର୍ଜାତୀୟ

ବଢୁଛି ଯାଆଁଳାଙ୍କ ଜନ୍ମ

ଲଣ୍ଡନ, ୧୭।୩: ସମଗ୍ର ବିଶ୍ୱରେ ବୃଦ୍ଧି ପାଇବାରେ ଲାଗିଛି ଯାଆଁଳା ଶିଶୁଙ୍କ ସଂଖ୍ୟା। ଇନ୍‌ ଭିଟ୍ରୋ ଫର୍ଟିଲାଇଜେଶନ ଓ ଅନ୍ୟାନ୍ୟ କୃତ୍ରିମ ପ୍ରଜନନ କୌଶଳ ଦ୍ୱାରା ଅଧିକ ସଂଖ୍ୟାରେ ଯମଜ ଶିଶୁଙ୍କ ପ୍ରସବ ହେଉଥିବା ବିଶ୍ୱସ୍ତରୀୟ ଏକ ଅଧ୍ୟୟନ ତଥ୍ୟ...

ଚାଇନିଜ୍‌ ଟିକା ନ ନେଲେ ଭାରତୀୟଙ୍କୁ ଚାଇନା ମନା

ବେଜିଂ, ୧୭ା୩: ଚାଇନା ଯିବାକୁ ଚାହୁଁଥିବା ଭାରତୀୟ ଚାଇନିଜ୍‌ ଟିକା ନେବାକୁ ବାଧ୍ୟ। ଚାଇନାରେ ନିର୍ମିତ ଭ୍ୟାକ୍ସିନ ନେବା ପରେ ହିଁ ଭାରତୀୟଙ୍କ ଭିସା ଆବେଦନ ସରଳ କରାଯିବ ବୋଲି ଭାରତରେ ଅବସ୍ଥିତ ଚାଇନା ଦୂତାବାସ ପକ୍ଷରୁ କୁହାଯାଇଛି। ହେଲେ...

ଏପ୍ରିଲରେ ଭାରତ ଆସିବେ ବୋରିସ୍‌

ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ ଆସନ୍ତା ଏପ୍ରିଲରେ ଭାରତ ଆସିବେ। ୟୁରୋପିଆନ ୟୁନିୟନରୁ ବ୍ରିଟେନ ବାହାରିବା ପରେ ଏହା ବୋରିସ୍‌ଙ୍କ ପ୍ରଥମ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ଗସ୍ତ ବୋଲି ସୋମବାର ତାଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଗତ ଜାନୁୟାରୀରେ ବୋରିସ୍‌ ଭାରତ...

ସମଲିଙ୍ଗୀ ବିବାହକୁ ଚର୍ଚ୍ଚର ନା

କ୍ୟାଥୋଲିକ୍‌ ଚର୍ଚ୍ଚ ସମଲିଙ୍ଗୀ ବିବାହ କରିଥିବା ଯୋଡ଼ିଙ୍କୁ ଆଶୀର୍ବାଦ ଦେବନାହିଁ ବୋଲି ସୋମବାର ଭାଟିକାନ ଘୋଷଣା କରିଛି। ଭଗବାନ ପାପକୁ ଆଶୀର୍ବାଦ ଦେଇପାରିବେ ନାହିଁ ବୋଲି କୁହାଯାଇଛି। ଭାଟିକାନ୍‌ର ଧର୍ମୀୟ କାର୍ଯ୍ୟାଳୟ ପକ୍ଷରୁ ଏକ ବିବୃତିରେ କ୍ୟାଥୋଲିକ୍‌ ପାଦ୍ରୀ ସମଲିଙ୍ଗୀ...

ଆଷ୍ଟ୍ରାଜେନିକାକୁ ଅବିଶ୍ୱାସ

ଜେନେଭା, ୧୭ା୩: ଭାରତର ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଦ୍ୱାରା ପ୍ରସ୍ତୁତ ଆଷ୍ଟ୍ରାଜେନିକା ଟିକାର ବ୍ୟବହାର ଉପରେ ଜର୍ମାନୀ, ଇଟାଲୀ, ଫ୍ରାନ୍ସ ସମେତ ୟୁରୋପିଆନ ୟୁନିୟନର ଅନେକ ଦେଶ ସୋମବାର ଅସ୍ଥାୟୀ ଭାବେ ରୋକ ଲଗାଇଛନ୍ତି। ଏହି ଟିକା ନେବା ଦ୍ୱାରା ଶରୀରରେ...

ସୌଦି ଆରବରେ ଭାରତୀୟ ହିନ୍ଦୁଙ୍କ ମୃତଦେହକୁ ପୋତା ଯାଇଥିବା ଅଭିଯୋଗ

ନୂଆଦିଲ୍ଲୀ,୧୬।୩ : ଦିଲ୍ଲୀ ହାଇକୋର୍ଟଙ୍କ ସାମ୍ନାକୁ ଆସିଛି ଏକ ବିଚିତ୍ର ମାମଲା। ସୌଦି ଆରବରେ ଜଣେ ଭାରତୀୟ ହିନ୍ଦୁଙ୍କୁ ଭୁଲ ବଶତଃ ମୁସଲିମ ପରମ୍ପରା ରୀତିନୀତିରେ ପୋତି ଦିଆଯାଇଛି। ମୃତ୍ୟୁ ପ୍ରମାଣପତ୍ରରେ ଧର୍ମ ପାଇଁ ନିର୍ଦ୍ଧାରିତ ସ୍ଥାନରେ ହିନ୍ଦୁ ବଦଳରେ...

ବରଯାତ୍ରୀଙ୍କ ଉପରେ ଆକାଶରୁ ଟଙ୍କା ବର୍ଷା

କରାଚୀ,୧୬।୩ : ବରଯାତ୍ରୀଙ୍କ ଉପରେ ଫୁଲ ବର୍ଷା ହେବା ସାଧାରଣ କଥା। କିନ୍ତୁ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଆକାଶରୁ ଟଙ୍କା ବର୍ଷା ହେଉଥିବା ଦେଖିବାକୁ ମିଳିଛି। ଏହି ଘଟଣାଟି ଘଟିଛି ପାକିସ୍ତାନର ପଞ୍ଜାବ ପ୍ରଦେଶର...

ଏମିତି ଆସେ ମୃତ୍ୟୁ! କାର ଉପରେ ଖସି ପଡ଼ିଲା ବିମାନ

ଫ୍ଲୋରିଡା,୧୬।୩ : ଫ୍ଲୋରିଡାର ପେମବ୍ରୋକସ୍ଥିତ ନର୍ଥ ପେରି ବିମାନ ବନ୍ଦର ନିକଟରେ ଏକ ଦୁର୍ଘଟଣା ଘଟିଛି । ବିମାନ ବନ୍ଦରରୁ ଏକ ଛୋଟିଆ ବିମାନ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ଦୁର୍ଘଟଣା ଗ୍ରସ୍ତ ହୋଇ ଖସି ପଡ଼ିଥିଲା...

ମାଡ଼ି ଆସୁଛି ବିପଦ: ପୃଥିବୀ ମୁହାଁ ଜଳନ୍ତା ଗ୍ରହପିଣ୍ଡ

ରୋମ,୧୬।୩: ପୃଥିବୀ ଉପରେ ଏକ ବଡ଼ ଧରଣର ବିପଦ ମାଡ଼ି ଆସୁଛି। ୧୭୦୦ ମିଟର ଚୌଡ଼ା ଜଳନ୍ତା ଗ୍ରହପିଣ୍ଡ ୨୦୦୧-ଏଫ୍‌ଓ-୩୨(୨୩୧୯୩୭) ମାର୍ଚ୍ଚ ୨୧ରେ ପୃଥିବୀକୁ ଅତିକ୍ରମ କରିବ। ଏହାର ଫଟୋକୁ ଇଟାଲୀସ୍ଥିତ ଭର୍ଚ୍ୟୁଆଲ୍‌ ଟେଲିସ୍କୋପ୍‌ ଦ୍ୱାରା ଉତ୍ତୋଳନ କରାଯାଇଛି। ଏହା...

ହେଲିକପ୍ଟରରୁ ଟଙ୍କା ବର୍ଷା

ଇସଲାମାବାଦ୍‌,୧୬।୩: ଆକାଶରୁ ହେଲିକପ୍ଟରରେ ଟଙ୍କା ଏବଂ ଫୁଲ ବର୍ଷା ହେଉଥିବାରୁ ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ରାଜରାସ୍ତାରେ ଲୋକେ ଭିଡ଼ ଜମାଇ ଟଙ୍କା ଗୋଟାଉଥିବାରୁ ଦୃଶ୍ୟ ୧ ମିନିଟ୍‌ ୫୮ ସେକେଣ୍ଡର ଏହି...

ଏହି ଦେଶରେ ଚଳାଚଳ କରିବ ‘କରୋନା ଫ୍ରି’ ଟ୍ରେନ୍‌

ରୋମ୍‌,୧୫।୩: ଇଟାଲୀରେ ସବୁଠୁ ଅଧିକ କରୋନା ସଂକ୍ରମଣ ଦେଖାଦେଇଥିଲା। ଏବେ ଏହି ଦେଶ ‘କରୋନା ଫ୍ରି’ ଟ୍ରେନ୍‌ ଚଳାଚଳ କରିବାକୁ ନିଷ୍ପତ୍ତି ନେଇଛି। ସାଧାରଣ ସ୍ଥାନକୁ ଛାଡ଼ିଦେଲେ ପର୍ଯ୍ୟଟନ ସ୍ଥଳକୁ ବି ‘କରୋନା ଫ୍ରି’ ଟ୍ରେନ୍‌ ସୁବିଧା ଉପଲବ୍ଧ ହେବ।...

ଯୁବକଙ୍କ ସହ ମଝି ଆକାଶରେ ଘଟିଲା ଏମିତି, ଜାଣିଲେ…

କାନ୍‌ବେରା,୧୫।୩: ଅଷ୍ଟ୍ରେଲିଆରେ ରବିବାର ଭର୍ଚୁଆଲ ନ୍ୟାଶନାଲ ସ୍କାଏଡ୍ରାଇଭିଂ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଏଥିରେ ଜଣେ ଯୁବକ ଭାଗ ନେଇଥିଲେ। ତେବେ ଏହି ପ୍ରତିଯୋଗିତାରେ ସଂପୃକ୍ତ ଯୁବକଙ୍କ ମୃତ୍ୟୁ ଘଟିଛି। କାରଣ ସେ ଠିକ୍‌ ଭାବରେ ତାଙ୍କର ପାରାଚ୍ୟୁଟ୍‌ ଖୋଲିପାରି ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri