ଅନ୍ତର୍ଜାତୀୟ

ଚାଇନା ବିରୋଧରେ ଆମେରିକା-ବ୍ରିଟେନ୍‌-ଅଷ୍ଟ୍ରେଲିଆର ସାମରିକ ମେଣ୍ଟ, ନିର୍ମାଣ ହେଉଛି ପରମାଣୁ ସବ୍‌ମେରାଇନ୍‌…

ଓ୍ବାଶିଂଟନ,୧୬।୯: ଚାଇନାକୁ ଘେରିବା ପାଇଁ ଆମେରିକା, ବିଟ୍ରେନ୍‌ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସାମରିକ ମେଣ୍ଟ ଗଠନ ହୋଇଛି। ଏହା ଅନ୍ତର୍ଗତ ଆମେରିକା ଓ ବ୍ରିଟେନ୍‌ର ସହାୟତାରେ ଅଷ୍ଟ୍ରେଲିଆ ପରମାଣୁ ସବ୍‌ ମେରାଇନ୍‌ ନିର୍ମାଣ କରିବାକୁ ଯୋଜନା କରିଛି। ଫ୍ରାନ୍ସ ମଧ୍ୟ ଏଥିରେ…

ଟ୍ରେନ୍‌ରୁ କ୍ଷେପଣାସ୍ତ୍ର ଉତ୍‌କ୍ଷେପଣ କଲେ କିମ୍‌, ଅନ୍ତର୍ଜାତୀୟସ୍ତରରେ ଚହଳ…

ପୋୟଙ୍ଗୟାଙ୍ଗ୍‌,୧୬।୯: ଉତ୍ତର କୋରିଆର ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ଆମେରିକାର ବାରମ୍ବାର ବାରଣ ସତ୍ତ୍ୱେ ଆଣବିକ ଅସ୍ତ୍ରଶସ୍ତ୍ରର ପରୀକ୍ଷଣ ଜାରି ରଖିଛନ୍ତି। ଏବେ କିମ୍‌ ଏକ ନୂଆ କ୍ଷେପଣାସ୍ତ୍ର ପରୀକ୍ଷା କରି ଅନ୍ତର୍ଜାତୀୟସ୍ତରରେ ଚହଳ ସୃଷ୍ଟି କରିଛନ୍ତି। ସେ…

ଟାର୍ଗେଟରେ ଆମେରିକା

ଓ୍ବାଶିଂଟନ୍‌, ୧୬ା୯: ଆମେରିକା ସୈନ୍ୟ ପ୍ରତ୍ୟାହାର ପରେ ଆତଙ୍କାବାଦୀଙ୍କ ଭୂସ୍ବର୍ଗ ପାଲଟିବାକୁ ଯାଉଛି ଆଫଗାନ୍‌ ମାଟି। ଅଲ୍‌-କାଏଦା ଭଳି ଆତଙ୍କବାଦୀ ସଙ୍ଗଠନ ସେଠାରେ ପୁଣି ସକ୍ରିୟ ହେବା ଆଶଙ୍କା ଘନେଇଛି। ଆମେରିକାରେ ୨୦୦୧ରେ ୯/୧୧ ଭଳି ଭୟଙ୍କର ନରସଂହାର ବିଶ୍ୱମାନସରୁ ଲିଭି…

ବରାଦର-ହକ୍କାନି ମୁହଁ।ମୁହିଁ

କାବୁଲ, ୧୬ା୯: ଆଫଗାନିସ୍ତାନକୁ କବ୍‌ଜା କରି ତାଲିବାନ୍‌ ସରକାର ସିନା ଗଢ଼ିଦେଲା କିନ୍ତୁ ବ୍ୟବସ୍ଥିତ ଢଙ୍ଗରେ ତାହାର ପରିଚାଳନା ଏହି ଆତଙ୍କବାଦୀ ଗୋଷ୍ଠୀ ପାଇଁ କାଠିକର ପାଠ ହୋଇଛି। କ୍ଷମତା କନ୍ଦଳ ପରେ ବିଜୟର ଶ୍ରେୟ ନେବାକୁ ମୁହଁ।ମୁହିଁ ହୋଇଛନ୍ତି ତାଲିବାନ୍‌…

ଆଫଗାନିସ୍ତନରୁ ଲୁଚି ପାକିସ୍ତାନ ପଳାଇ ଆସିଲେ ୩୧ ମହିଳା ଫୁଟବଲ ଖେଳାଳି

ଇସ୍‌ଲାମାବାଦ,୧୬ ।୯: ଆଫଗାନିସ୍ତାନରେ ବେଳକୁ ବେଳ ତାଲିବାନର କ୍ରୁରତା ବଢିବାରେ ଲାଗିଛି । ଏହାରି ଭିତରେ ୩୨ ଜଣ ମହିଳା ଫୁଟବଲ ଖେଳାଳି ତାଲିବାନଠାରୁ ଲୁଚି ପାକିସ୍ତାନ ପହଞ୍ଚିଥିବା କୁହାଯାଉଛି । ଏମାନେ ସମସ୍ତେ ନ୍ୟାଶନାଲ ଜୁନିୟର୍ସ ଗର୍ଲସ ଟିମ୍‌ର ସଦସ୍ୟ…

ମହାକାଶକୁ ଗଲେ ୪ ସାଧାରଣ ନାଗରିକ

ଫ୍ଲୋରିଡା,୧୬ ।୯: ମହାକାଶକୁ ଯାତ୍ରା କରିବାକୁ ଇଚ୍ଛା ରଖିଥିବା ଅରବପତିଙ୍କ ଆଶା ଏବେ ପୂରଣ ହେବାକୁ ଯାଉଛି । ଭାରତୀୟ ସମୟଅନୁସାରେ ଗୁରୁବାର ଭୋର ପ୍ରାୟ ୫ଟା ୩୩ ମିନିଟରେ ଆମେରିକାର ଫ୍ଲୋରିଡା ସ୍ଥିତ କେନେଡି ସ୍ପେସ ସେଣ୍ଟରରୁ ୪ ସାଧାରଣ…

ପାକିସ୍ତାନ ମାନବାଧିକାର ବିଷୟରେ ଜାଣିଛି କ’ଣ

ନୂଆଦିଲ୍ଲୀ, ୧୬ା୯: ନିଜ ଦେଶରେ ହିନ୍ଦୁ, ଶିଖଙ୍କ ଭଳି ଅଳ୍ପ ସଂଖ୍ୟକକୁ ସୁରକ୍ଷା ଦେଇପାରୁ ନାହିଁ। ପାକିସ୍ତାନ ଓ ପିଓକେରେ ଅଳ୍ପ ସଂଖ୍ୟକ ସମ୍ପ୍ରଦାୟର ହଜାର ହଜାର ମହିଳାଙ୍କୁ ନିର୍ଯାତନା ଦିଆଯାଉଛି। ସେମାନଙ୍କୁ ବିବାହ କରିବାକୁ ବାଧ୍ୟ କରାଯାଉଛି। ଆତଙ୍କବାଦର କେନ୍ଦ୍ରସ୍ଥଳୀ…

୧୫୩ ଗଣମାଧ୍ୟମ ସଂସ୍ଥାରେ ତାଲା

କାବୁଲ,୧୫।୯: ଆଫଗାନିସ୍ତାନ ତାଲିବାନ ଶାସନ ଅଧୀନକୁ ଯିବା ପରେ ସେଠାରେ ମାସକରୁ କମ୍‌ ସମୟ ମଧ୍ୟରେ ୧୫୩ଟି ଗଣମାଧ୍ୟମ ସଂସ୍ଥା ବନ୍ଦ ହୋଇଗଲାଣି। ଟୋଲୋ ନ୍ୟୁଜ୍‌ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଏହା କୁହାଯାଇଛି। ଆଫଗାନିସ୍ତାନର ୨୦ଟି ପ୍ରଦେଶରେ ବିଭିନ୍ନ ରେଡିଓ ଷ୍ଟେଶନ,…

ବିଶ୍ୱର ପ୍ରଭାବଶାଳୀ ବ୍ୟକ୍ତିଙ୍କ ତାଲିକାରେ ତାଲିବାନ୍‌ ପ୍ରତିଷ୍ଠାତା

କାବୁଲ,୧୫।୯: ତାଲିବାନ୍‌ ଉପ ପ୍ରତିଷ୍ଠାତା ତଥା ବର୍ତ୍ତମାନ ଆଫଗାନିସ୍ତାନର ଉପ ପ୍ରଧାନମନ୍ତ୍ରୀ ମୁଲା ଅବଦୁଲ ଘନି ବରାଦରଙ୍କୁ ଚଳିତ ବର୍ଷର ବିଶ୍ୱର ୧୦୦ ପ୍ରଭାବଶାଳୀ ବ୍ୟକ୍ତିବିଶେଷଙ୍କ ତାଲିକାରେ ସ୍ଥାନ ଦେଇଛି ଟାଇମ ମାଗାଜିନ୍‌। ଏହି ତାଲିବାନ୍‌ ନେତାଙ୍କୁ ପରୋପକାରୀ ସାମରିକ ନେତା…

ପାଖରେ ନାହିଁ କାଣି କଉଡ଼ି, ସହାୟତା ଭରସାରେ ତାଲିବାନ୍‌…

କାବୁଲ,୧୫।୯: ତାଲିବାନ୍‌ କ୍ଷମତା ଦଖଲ କରିବା ପରେ ଏବେ ଆଫଗାନିସ୍ତାନର ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦେଶର ଆର୍ଥିକ ଅବସ୍ଥା ଖରାପ ହେବାରେ ଲାଗିଛି। ବନ୍ଧୁକ ମୂନରେ ଦେଶକୁ କବ୍‌ଜା କରିଥିବା ତାଲିବାନ୍‌ ପାଖରେ କାଣି କଉଡ଼ି ନାହିଁ। ଏବେ…

ଶତାୟୁଙ୍କ ସଂଖ୍ୟା ଟପିଲା ୮୬ ହଜାର, ସରକାରଙ୍କ ଚିନ୍ତା ବଢ଼ିଲା…

ଟୋକିଓ,୧୫।୯: ଜାପାନରେ ଶତାୟୁଙ୍କ ସଂଖ୍ୟା ୮୬ ହଜାର ଅତିକ୍ରମ କରିଛି। ଦେଶର ସ୍ବାସ୍ଥ୍ୟ ଓ କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି। ରକାରୀ ସର୍ବେକ୍ଷଣରୁ ଜଣାପଡିଛି ଯେ ଦେଶରେ ୮୬,୫୧୦ ଜଣଙ୍କର ବୟସ ୧୦୦ କିମ୍ବା ଏହାଠାରୁ…

ପିଲାଙ୍କୁ ଦିଆଯିବ ଗଞ୍ଜା ରକ୍ତ ଇଞ୍ଜେକଶନ, ପ୍ରଖର ହେବ ସ୍ମୃତିଶକ୍ତି…

ବେଜିଂ,୧୫।୯: କରୋନା ମହାମାରୀ ମଧ୍ୟରେ ଚାଇନା ପିଲାମାନଙ୍କଠାରେ ଏକ ଅଦ୍ଭୁତ ପରୀକ୍ଷଣ କରିବାକୁ ପ୍ରସ୍ତୁତ ହେଉଛି। ସରକାର କହିଛନ୍ତି, ମାତାପିତା ଯେଉଁମାନେ ନିଜ ପିଲାମାନଙ୍କୁ ସୁପର ପିଲା କରିବାକୁ ଚାହୁଁଛନ୍ତି। ଯଦି ପିଲା ପ୍ରତ୍ୟେକ କ୍ଷେତ୍ରରେ ଆଗରେ ରୁହନ୍ତୁବୋଲି ସେମାନେ ଚାହାଁନ୍ତି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri