ଆଫଗାନିସ୍ତାନ ଭବିଷ୍ୟତ ତାଲିବାନ ଶାସନ ଉପରେ ନିର୍ଭର କରିବ: ଜାତିସଂଘ…
ଜେନେଭା,୧୧।୯: ଆଫଗାନିସ୍ତାନର ଭବିଷ୍ୟତ ତାଲିବାନ ଶାସନ ଉପରେ ନିର୍ଭର କରିବ ବୋଲି ଜାତିସଂଘ ପକ୍ଷରୁ କୁହାଯାଇଛି। ଜାତିସଂଘ ସୁରକ୍ଷା ପରିଷଦରେ ଆଫଗାନିସ୍ତାନ ସହାୟତା ମିଶନର ପ୍ରମୁଖ ଡେବୋରାହ ଲିୟୋନ୍ସ୍ ଏଭଳି କହିଛନ୍ତି। ସ୍ଥାନୀୟ ବାସିନ୍ଦାଙ୍କ ଜୀବନ ଶୈଳୀ ନୂଆ ସରକାରଙ୍କ ଶାସନ…
କାନ୍ଦିଲେ ପୁଟିନ୍…
ମସ୍କୋ,୧୧।୯: ରୁଷିଆର ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍ଙ୍କୁ ସର୍ବ ସମ୍ମୁଖରେ କାନ୍ଦୁଥିବାର ଦେଖିବାକୁ ମିଳିଛି। ନିଜର ବନ୍ଧୁ ତଥା ପୁଟିନ୍ଙ୍କ କ୍ୟାବିନେଟ୍ର ଜରୁରୀକାଳୀନ ପରିସ୍ଥିତି ମନ୍ତ୍ରୀ ୟଓ୍ବେଗେନି ଜିନିଚଓ୍ବେଙ୍କର ଅନ୍ତିମ ସଂସ୍କାରରେ ଯୋଗଦେଇ ଥିବା ସମୟରେ ଲୋକେ ସର୍ବଶକ୍ତିମାନ ରାଷ୍ଟ୍ରପତିଙ୍କୁ କାନ୍ଦୁଥିବାର ଦେଖିଛନ୍ତି।…
ହୋଇଗଲା ବଡ଼ ଭୁଲ, ଆତଙ୍କବାଦୀ ବଦଳରେ ନିରୀହଙ୍କ ଉପରେ ବୋମା ମାଡ଼…
ଓ୍ବାଶିଂଟନ,୧୧।୯: ଆଫଗାନିସ୍ତାନର କାବୁଲ ବିମାନବନ୍ଦରରେ ବିସ୍ଫୋରଣ ପରେ ଆମେରିକା ଏୟାର ଷ୍ଟ୍ରାଇକ କରିଥିଲା। ତେବେ ଏଥିରେ ରାଷ୍ଟ୍ରପତି ଜୋ ବାଇଡେନ୍ ସରକାରଙ୍କର ବଡ଼ ଭୁଲ୍ ହୋଇଥିଲା। ଅଜାଣତରେ ଆତଙ୍କବାଦୀଙ୍କ ଦଳରେ ନିରୀହଙ୍କ ଉପରେ ବୋମା ମାଡ଼ ହୋଇଥିଲା। ନ୍ୟୁୟର୍କ ଟାଇମ୍ସ ରିପୋର୍ଟରେ…
ଆତଙ୍କବାଦ ସହିତ ଲଢୁ ତାଲିବାନ, ପଡ଼ୋଶୀ ଦେଶଙ୍କ ଅପିଲ୍…
କାବୁଲ,୧୧।୯: ଆତଙ୍କବାଦି କାର୍ଯ୍ୟ କଳାପ ସହିତ ଲିପ୍ତ ଥିବା ତାଲିବାନ ଏବେ ଆତଙ୍କବାଦ ବିରୋଧରେ ଲଢ଼େଇ କରିବ। ଏନେଇ ପଡ଼ୋଶୀ ଦୋମାନଙ୍କ ପକ୍ଷରୁ ତାଲିବାନକୁ ଅପିଲ୍ କରାଯାଇଛି। ତାଲିବାନ ସହିତ ଚାଇନା, ଇରାନ୍, ତାଜିକିସ୍ତାନ,ତୁର୍କମେନିସ୍ତାନ, ଉଜବେକିସ୍ତାନ ଏବଂ ପାକିସ୍ତାନ ଆଦି ଦେଶ…
ଶପଥ ନେବ ତାଲିବାନ୍ ସରକାର
କାବୁଲ, ୧୧ା୯: ଆମେରିକାରେ ୯/୧୧ ଆକ୍ରମଣର ୨୦ ବର୍ଷପୂର୍ତ୍ତି ଅବସରରେ ଆଫଗାନିସ୍ତାନରେ ନୂଆ ସରକାର ଗଢ଼ିଥିବା ତାଲିବାନ୍ ଶନିବାର ଶପଥ ସମାରୋହ ଆୟୋଜନ କରିପାରେ। ଏପରି କରି ତାଲିବାନ୍ ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ଭୋଗିଥିବା ଯନ୍ତ୍ରଣାକୁ ବିଦ୍ରୂପ କରିଛି। ଆମେରିକାର ମୋଷ୍ଟ…
ଟାର୍ଗେଟରେ ବ୍ରିଟେନ୍
ଲଣ୍ଡନ, ୧୧ା୯: ୨୦୦୧ ସେପ୍ଟେମ୍ବର ୧୧ରେ ଆମେରିକା ଦେଖିଥିଲା ସବୁଠୁ ଘାତକ ଆତଙ୍କବାଦୀ ଆକ୍ରମଣ। ଅଲକାଏଦା ଆତଙ୍କବାଦୀ ବିଶ୍ୱ ବାଣିଜ୍ୟ କେନ୍ଦ୍ର ଟୁଇନ୍ ଟାଓ୍ବାର ଓ ପେଣ୍ଟାଗନ୍ ବିଲ୍ଡିଂରେ ମାଡ଼ କରିଥିଲେ ଅପହୃତ ହେଲିକପ୍ଟର। ଧରାଶାୟୀ ହୋଇଥିଲା ବିଶାଳକାୟ ଅଟ୍ଟାଳିକା। ପ୍ରାଣ…
୯/୧୧କୁ କୋଡ଼ିଏ
ଓ୍ବାଶିଂଟନ୍, ୧୧ା୯: ୨୦୦୧ ସେପ୍ଟେମ୍ବର ୧୧ ପୂର୍ବାହ୍ନ ୮ଟା ୪୫। ଆତଙ୍କବାଦୀ ସଙ୍ଗଠନ ଅଲ୍କାଏଦାର ଭୟଙ୍କର ରୂପ ଦେଖିଥିଲା ବିଶ୍ୱର ସର୍ବଶକ୍ତିଶାଳୀ ରାଷ୍ଟ୍ର ଆମେରିକା। ଦୁର୍ଭେଦ୍ୟ ସୁରକ୍ଷା ବଳୟକୁ ଭେଦକରି ଆତଙ୍କବାଦୀ ଖେଳିଥିଲେ ରକ୍ତର ହୋଲି। ସେମାନଙ୍କ ଦ୍ୱାରା ହାଇଜାକ୍ କରାଯାଇଥିବା…
ରଦ୍ଦ ହେଲା ତାଲିବାନ ସରକାରଙ୍କ ଶପଥ ଗ୍ରହଣ ଉତ୍ସବ!
କାବୁଲ,୧୧ ।୯: ଆଫଗାନିସ୍ତାନରେ କାମଚଳା ସରକାର ଘୋଷଣା କରି ସାରିଥିବା ତାଲିବାନ ଶପଥ ଗ୍ରହଣ ସମାରୋହକୁ ରଦ୍ଦ କରିଛି । ରୁଷିଆର ନ୍ୟୁଜ ଏଜେନ୍ସି ଟିଏସ୍ଏସ୍ ଶୁକ୍ରବାର ଏହି ସୂଚନା ଦେଇଛି । ରୁଷିଆ ନ୍ୟୁଜ ଏଜେନ୍ସିର ସୂଚନା ଅନୁଯାୟୀ, ତାଲିବାନର…
ତାଲିବାନ ଆସିବା ପରେ ବଢିପାରେ ୯/୧୧ ଭଳି ଆତଙ୍କବାଦୀ ଘଟଣା: ୟୁକେ
ଲଣ୍ଡନ,୧୧ ।୯: ଆଫଗାନିସ୍ତାନରେ ତାଲିବାନ ସରକାର ଗଠନ କରିବା ପରେ ସାରା ବିଶ୍ୱରେ ପୁଣିଥରେ ଆତଙ୍କବାଦୀ ଆକ୍ରମଣ ଘଟଣା ବଢିବାର ଭୟ ଦେଖାଦେଇଛି । କୁହାଯାଉଛି କି ପୁଣିଥରେ ୨୦ ବର୍ଷ ପରେ ଆଫଗାନିସ୍ତାନ ଆତଙ୍କବାଦୀଙ୍କ ଗଡ ହେବାକୁ ଯାଉଛି ।…
ଯୁଦ୍ଧ ବିମାନରେ ଦୋଳି ଖେଳୁଛନ୍ତି ତାଲିବାନ୍ ଫାଇଟର
କାବୁଲ,୧୧।୯: ଆମେରିକୀୟ ସେନା ଆଫଗାନିସ୍ତାନରୁ ଅନେକ ଯୁଦ୍ଧ ବିମାନ ଛାଡ଼ି ଚାଲି ଯାଇଛନ୍ତି। ଯୁଦ୍ଧ ବିମାନର ବ୍ୟବହାର ଜାଣି ନ ଥିବା ତାଲିବାନ୍ ଫାଇଟରମାନେ ଏହାକୁ ଭିନ୍ନ କାମରେ ବ୍ୟବହାର କରୁଛନ୍ତି। ଚାଇନାର ବୈଦେଶିକ୍ ମନ୍ତ୍ରଣାଳୟର ଜଣେ ସରକାରୀ ଅଧିକାରୀ ଲିଜିଆନ…
ସରକାରୀ କର୍ମଚାରୀଙ୍କ ବ୍ୟାଙ୍କ ଆକାଉଣ୍ଟ ବନ୍ଦ କଲା ତାଲିବାନ୍
କାବୁଲ,୧୦।୯: ଅଶ୍ରଫ୍ ଗନିଙ୍କ ସରକାର ସମୟରେ କାର୍ଯ୍ୟରତ ଥିବା ଅଫିସର ଓ କର୍ମଚାରୀମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ କାମଚଳା ତାଲିବାନ୍ ସରକାର ବନ୍ଦ କରିଦେଇଛି। ଅଗଷ୍ଟ ୧୫ରେ ତାଲିବାନ୍ କାବୁଲ ଦଖଲ କରିବା ପରେ ଅଧିକାଂଶ କର୍ମଚାରୀ ଦେଶ ଛାଡ଼ି ପଳାଇଯାଇଥିଲେ। କର୍ମଚାରୀଙ୍କ…
ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା କାର୍, ଭିତରେ ଥିଲେ ବୃଦ୍ଧ ଦମ୍ପତି, ଆଉ ତା’ ପରେ…
ଓ୍ବାଶିଂଟନ,୧୦ା୯: ଆମେରିକାର ସନ୍ ଡିଏଗୋରେ ଏକ ଚଳନ୍ତା କାର୍ ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଯାଇଛି। ଏହି କାର୍ରେ ବୃଦ୍ଧ ଦମ୍ପତି ଥିଲେ। ଖବର ପାଇ ଅଗ୍ନିଶମ ବାହିନୀର କର୍ମଚାରୀମାନେ ନିଜ ଜୀବନକୁ ବାଜି ଲାଗି ବୃଦ୍ଧ ଦମ୍ପତିଙ୍କ ଜୀବନ ବଞ୍ଚାଇଛନ୍ତି।…
Archives


