ହତ୍ୟା ତାଲିକା କରିଛି ରୁଷିଆ
ଓ୍ବାଶିଂଟନ୍/କ୍ୱିଭ୍/ମସ୍କୋ, ୨୨ା୨: ୟୁକ୍ରେନ କବ୍ଜା କରିବାକୁ ଆକ୍ରମଣ ନିମନ୍ତେ ଶେଷ ପ୍ରସ୍ତୁତିରେ ଲାଗିଥିବା ରୁଷିଆ ଟାର୍ଗେଟ କିଲିଂ କରିବ। ଏ ନେଇ ମସ୍କୋ ୟୁକ୍ରେନର କେତେକ ପ୍ରମୁଖ ଲୋକଙ୍କ ଏକ ତାଲିକା ପ୍ରସ୍ତୁତ କରିଛି। ୟୁକ୍ରେନ ଅକ୍ତିଆର ପରେ ରୁଷିଆ ସେମାନଙ୍କୁ…
ପୂର୍ବ ୟୁକ୍ରେନର ବିଦ୍ରୋହୀ ଅଞ୍ଚଳକୁ ସ୍ୱତନ୍ତ୍ର ଦେଶର ମାନ୍ୟତା ଦେଲା ରୁଷିଆ
ମସ୍କୋ,୨୨ ।୨: ୟୁକ୍ରେନ ମାମଲାରେ ଏକ ବଡ ପଦକ୍ଷେପ ସ୍ୱରୂପ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସୋମବାର ପୂର୍ବ ୟୁକ୍ରେନର ବିଦ୍ରୋହୀ ଅଞ୍ଚଳ ଡେନେତ୍ସକ ଓ ଲୁହାସ୍କକୁ ସ୍ୱତନ୍ତ୍ର ଦେଶର ମାନ୍ୟତା ଦେବା ସହ ସୁରକ୍ଷା ଚୁକ୍ତିନାମା ମଧ୍ୟ କରିଛନ୍ତି ।…
ଯୋଗୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ଆମେରିକା ଆଇନ ସଂସ୍ଥା
ଲଣ୍ଡନ,୨୨।୨:ଉତ୍ତରପ୍ରଦେଶ ପୋଲିସ ୨୦୧୭ରୁ ୨୦୨୧ ମଧ୍ୟରେ ବେଆଇନ ଭାବେ ଏନ୍କାଉଣ୍ଟରରେ କେତେଜଣ ଅପରାଧୀଙ୍କୁ ହତ୍ୟା କରିଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଭୂମିକା ରହିଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ଅନ୍ତର୍ଜାତୀୟ ଅପରାଧ ଓ ମାନବାଧିକାର ଆଇନଜୀବୀମାନଙ୍କର ସ୍ବତନ୍ତ୍ର ସଂଗଠନ ଗୁଏର୍ନିକା…
ଅଷ୍ଟ୍ରେଲୀୟ ଅଭିନେତ୍ରୀଙ୍କ ପ୍ରେମରେ ଏଲନ୍ ମସ୍କ
ଓ୍ବାଶିଂଟନ,୨୨ା୨: ବୈଜ୍ଞାନିକ ପରୀକ୍ଷଣ ଏବଂ ଭବିଷ୍ୟବାଣୀ ପାଇଁ ବିଭିନ୍ନ ସମୟରେ ଚର୍ଚ୍ଚାରେ ରହିଆସୁଛନ୍ତି ବିଶ୍ୱର ୧ନଂ. ଧନୀ ଏଲନ୍ ମସ୍କ। ଏବେ ଏହି ୫୦ ବର୍ଷୀୟ ଅରବପତି ଜଣେ ଅଷ୍ଟ୍ରେଲୀୟ ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଥିବା ନେଇ ଚର୍ଚ୍ଚାକୁ ଆସିଛନ୍ତି। ଅଭିନେତ୍ରୀ ଜଣକ…
ଗୋଟିଏ ମିନିଟ୍ ମଧ୍ୟରେ ସ୍ତ୍ରୀଙ୍କୁ ଛାଡପତ୍ର ଦେଲେ ୩ ଭାଇ
ଅଲଜିୟର୍ସ,୨୧।୨: ଆଲଜେରିଆରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ପରିବାରର ୩ ଭାଇ ଗୋଟିଏ ମିନିଟ୍ ମଧ୍ୟରେ ନିଜ ନିଜ ସ୍ତ୍ରୀଙ୍କୁ ଛାଡପତ୍ର ଦେଇଛନ୍ତି। ସବୁଠୁ ରୋଚକ କଥା ହେଉଛି, ଛାଡପତ୍ର ପାଇଁ ପୂର୍ବରୁ କୌଣସି ପ୍ରକାରର ଆଇନଗତ ଲଢେଇ…
ସ୍କୁଲ ଉପରେ ଖସି ପଡ଼ିଲା ଫାଇଟର ଜେଟ୍
ତେହରାନ,୨୧।୨: ଉତ୍ତରପୂର୍ବାଞ୍ଚଳ ସହର ଜାବ୍ରିଜର ସ୍କୁଲ ଉପରେ ସୋମବାର ଇରାନର ଏକ ଏଫ୍-୫ ଫାଇଟର ଜେଟ୍ ଖସି ପଡ଼ିଛି। ଏହି ଦୁର୍ଘଟଣାରେ ବିମାନର ୨ କ୍ରୁ ମେମ୍ବର ଓ ଜଣେ ସ୍ଥାନୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଅଧିକାରୀ କହିଛନ୍ତି। “ଭାଗ୍ୟବଶତଃ କୋଭିଡ୍-୧୯…
ଆମେରିକା ପାଇଁ ନେପାଳରେ ହିଂସା
କାଠମାଣ୍ଡୁ,୨୧।୨: ନେପାଳକୁ ଆମେରିକାର ୫୦୦ ନିୟୁତ ଡଲାର ସହାୟତା ଚୁକ୍ତିନାମାକୁ ବିରୋଧ କରି ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଛି। ନେପାଳ ପାର୍ଲାମେଣ୍ଟ ବାହାରେ ବିକ୍ଷୋଭକାରୀମାନେ ପୋଡ଼ାଜଳା କରିବା ସହ ଜବରଦସ୍ତ ନିଷିଦ୍ଧାଞ୍ଚଳ ମଧ୍ୟକୁ ପ୍ରବେଶ କରିବାରୁ ପୋଲିସ ସହ ସଂଘର୍ଷ…
ଟଳିପାରେ ଯୁଦ୍ଧ ଆଶଙ୍କା
ମସ୍କୋ,୨୧ା୨: ୟୁରୋପ ଉପରୁ ଯୁଦ୍ଧ ଆଶଙ୍କା ଟଳିପାରେ। ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ଓ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ ଫ୍ରାନ୍ସର ରାଷ୍ଟ୍ରପତି ଏମାନୁଏଲ୍ ମାକ୍ରନ ଆଲୋଚନା କରିବା ପରେ ଶାନ୍ତିର ବାଟ ଫିଟିଛି । ଏହାସହ ଆମେରିକା ରାଷ୍ଟ୍ରପତି…
କାମ ଦେଲାନି ଚାଇନାର ଧମକ, ନେପାଳ ସଂସଦରେ ଆମେରିକା ଏମ୍ସିସି ପରିଯୋଜନା…
କାଠମାଣ୍ଡୁ,୨୧।୨ : ଚାଇନାର ଧମକ କାମ ଦେଇନି। ନେପାଳ ସଂସଦରେ ଆମେରିକା ଏମ୍ସିସି ପରିଯୋଜନା ବିଲ୍ ଆଗତ ହୋଇଛି। ଆମେରିକାର ଉଚ୍ଚାଭିଳାଷୀ ପ୍ରକଳ୍ପ ମିଲେନିୟମ ଚ୍ୟାଲେଞ୍ଜ କର୍ପୋରେଶନ (ଏମ୍ସିସି)କୁ ନେପାଳର ସଂସଦରେ ଉପସ୍ଥାପିତ କରାଯାଇଛି। ପ୍ରାୟ ତିନିବର୍ଷ ଧରି ଏହି ପ୍ରକଳ୍ପ…
ରାଜି ହେଲେ ବାଇଡେନ-ପୁଟିନ
ୱାଶିଂଟନ,୨୧ ।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏଡାଇବାକୁ ସମସ୍ତ ପ୍ରକାର ଉଦ୍ୟମ ଜାରି ରହିଛି । ଇତିମଧ୍ୟରେ ଫ୍ରାନ୍ସ ରାଷ୍ଟ୍ରପତି ଇମୈନୁଅଲ ମୌକ୍ରୋଙ୍କର ବିଶେଷ ଭୂମିକା ରହିଛି । ଫ୍ରାନ୍ସର ରାଷ୍ଟ୍ରପତି ଭବନ ଏଲସି ପ୍ୟାଲେସ ପକ୍ଷରୁ ରବିବାର…
ଉଇଗର ନରସଂହାର, ଜାତିସଂଘ ପ୍ରତିନିଧିଙ୍କୁ ଯାଞ୍ଚ୍ ଅନୁମତି ଦେବାକୁ ମନାକଲା ଚାଇନା…
ବେଜିଂ,୨୧।୨ : ଚାଇନାରେ ଉଇଗୁର ମୁସଲମାନ୍ଙ୍କର ନରସଂହାର ନେଇ ଏବେ ଜାତିସଂଘ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ବହୁ ଅନ୍ତର୍ଜାତୀୟ ଗଣମାଧ୍ୟମ ମଧ୍ୟ ଜିନଜିଆନ ଅଞ୍ଚଳ ବିଷୟରେ କେତେକ ରିପୋର୍ଟ ପ୍ରକାଶ କରିଛନ୍ତି। ଜର୍ମାନୀରେ ଚାଲିଥିବା ମ୍ୟୁନିଚ ସୁରକ୍ଷା ସମ୍ମିଳନୀରେ ଚାଇନା…
ୟୁକ୍ରେନ ସଙ୍କଟ: ଆମେରିକା ଗୁଇନ୍ଦା ବିଭାଗର ଦାବି, ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ପୁଟିନ
ୱାଶିଂଟନ,୨୧ ।୨: ଆମେରିକା ଗୁଇନ୍ଦା ବିଭାଗ ସୂତ୍ରରୁ ଦାବି କରାଯାଇଛି କି ରୁଷିଆ ଟ୍ୟାଙ୍କ ୟୁକ୍ରେନ୍ ଆଡକୁ ଅଗ୍ରସର ହେଉଛି । ଏହି ସୂତ୍ର ଅନୁଯାୟୀ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମର ପୁଟିନ ରୁଷିଆ ସେନାଙ୍କୁ ୟୁକ୍ରେନ ଉପରେ ଆକ୍ରମଣ କରିବାକୁ କୁଆଡେ…

