ଅନ୍ତର୍ଜାତୀୟ

ଗୁଳିମାଡ଼ରେ ୩୮ ନିହତ

ୟାଙ୍ଗୁନ୍‌, ୪।୩: ମ୍ୟାନ୍‌ମାର ବିକ୍ଷୋଭକାରୀଙ୍କ ଉପରେ ସୁରକ୍ଷା ବଳର ଦମନଲୀଳା ଦିନକୁ ଦିନ ବଢ଼ିବାରେ ଲାଗିଛି। ବୁଧବାର ବିଭିନ୍ନ ସହରରେ ପୋଲିସ ଓ ସେନା ଗୁଳିରେ ୩୮ ବିକ୍ଷୋଭକାରୀ ପ୍ରାଣ ହରାଇଥିବା ସ୍ଥାନୀୟ ଗଣମାଧ୍ୟମ ତଥା ସୋସିଆଲ ମିଡିଆ ରିପୋର୍ଟରୁ...

ପ୍ରାର୍ଥିତ୍ୱ ପ୍ରତ୍ୟାହାର କଲେ ନୀରା ଟଣ୍ଡନ

ଓ୍ବାଶିଂଟନ, ୪।୩(ପି.ଟି.): ଭାରତୀୟ ବଂଶୋଦ୍ଭବ ନୀରା ଟଣ୍ଡନଙ୍କୁ ହ୍ବାଇଟ୍‌ ହାଉସ ଅଫିସ ଅଫ୍‌ ମ୍ୟାନେଜମେଣ୍ଟ ଆଣ୍ଡ ବଜେଟର ନିର୍ଦ୍ଦେଶିକା ଭାବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ମନୋନୀତ କରିଥିଲେ। ତେବେ ନିଜ ଦଳ ଡେମୋକ୍ରାଟ ସମେତ ରିପବ୍ଲିକାନ ସିନେଟରଙ୍କ ବିରୋଧ...

ଏହି ଲ୍ୟାବ୍‌ରେ କରୋନା ସମ୍ବନ୍ଧିତ ଡାଟା ଲୁଚାଇଛି ଚାଇନା

ଓ୍ବାଶିଂଟନ,୩।୩: ଚାଇନାର ଉହାନ ସହରରେ ସର୍ବପ୍ରଥମେ କରୋନା ଭୂତାଣୁ ଚିହ୍ନଟ ହୋଇଥିଲା। ମାତ୍ର ଚାଇନା ଏକଥାକୁ ମାନିବାକୁ ନାରାଜ। ତଥାପି ସମ୍ପୂର୍ଣ୍ଣ ଅସ୍ବୀକାର ବି କରୁନି। ଏବେ ଏକ ସର୍ବେକ୍ଷଣରୁ ଜଣାପଡ଼ିଛି, ଚାଇନା ଉହାନ ଲ୍ୟାବ୍‌ରେ ରହସ୍ୟମୟୀ ଡାର୍କ ଡାଟାବେସକୁ...

ମୁକୁଳିଲେ ୨୭୯ ଅପହୃତା ଛାତ୍ରୀ

ଆବୁଜା, ୩ା୩: ନାଇଜେରିଆର ଉତ୍ତରପଶ୍ଚିମ ରାଜ୍ୟ ଜାମ୍‌ଫ୍ରାର ଏକ ବୋର୍ଡିଂ ସ୍କୁଲରୁ ଅପହରଣ ହୋଇଥିବା ୨୭୯ ଛାତ୍ରୀ ବନ୍ଧୁକଧାରୀଙ୍କ କବଳରୁ ମୁକୁଳିଛନ୍ତି। ଏ ନେଇ ଜାମ୍‌ଫ୍ରା ଗଭର୍ନର ବେଲ୍ଲୋ ମାଟଓ୍ବୋଲେ ଟୁଇଟ ଯୋଗେ ସୂଚନା ଦେଇଛନ୍ତି। ଗତ ଶୁକ୍ରବାର କେତେଜଣ...

ରଣକ୍ଷେତ୍ର ପାଲଟିଲା ସିନ୍ଧ ବିଧାନସଭା

ସିନ୍ଧ, ୩ା୩: ପାକିସ୍ତାନର ସିନ୍ଧ ବିଧାନସଭାରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ତେହରିକ୍‌-ଏ-ଇନ୍‌ସାଫ ପାର୍ଟି ନେତାଙ୍କ ମଧ୍ୟରେ ମାଡ଼ପିଟ୍‌ ହୋଇଛି। ଏହାକୁ ନେଇ କିଛି ସମୟ ବିଧାନସଭା ରଣକ୍ଷେତ୍ରରେ ପରିଣତ ହୋଇଥିଲା। ଦଳର ୩ ବିଧାୟକ ସେମାନେ ନିଜ ଇଚ୍ଛା ଅନୁଯାୟୀ...

୨୦୨୧ ଶେଷ ସୁଦ୍ଧା ପୃଥିବୀରେ ଶତାୟୁଙ୍କ ସଂଖ୍ୟା ୬ ଲକ୍ଷ ଛୁଇଁବ

ଜେନେଭା,୨।୩: ସ୍ବାସ୍ଥ୍ୟ ସେବା ଓ ଚିକିତ୍ସା ବିଜ୍ଞାନର ବିକାଶ ଯୋଗୁ ଏବେ ପୃଥିବୀରେ ଶତାୟୁଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଫଳରେ ୧୦୦ ଅବା ୧୦୦ରୁ ଅଧିକ ବର୍ଷ ଜୀବିତ ରହିବା ସହଜ ହୋଇପାରୁଛି। ବିକଶିତ ଏବଂ ବିକାଶଶୀଳ ଦେଶରେ ଶତାୟୁଙ୍କ...

ଚଳିତ ବର୍ଷ ବି କମିବ ନାହିଁ କରୋନା: ଡବ୍ଲୁଏଚ୍‌ଓ

ଜେନେଭା,୨ ।୩: ସାରା ବିଶ୍ୱରେ କରୋନା ମହାମାରୀ ସଂକ୍ରମଣକୁ ବର୍ଷେ ପୂରିଲାଣି । ହେଲେ କିଛିଦିନ ହେବ ଏହି ସଂକ୍ରମଣ ମାତ୍ରା କମ୍ ଲକ୍ଷ୍ୟ କରାଯାଉଥିବା ବେଳେ ଗତ ୨ ସପ୍ତାହ ହେବ ପୁଣିଥରେ ଏହି ସଂକ୍ରମଣ ସଂଖ୍ୟା ବୃଦ୍ଧି...

ମ୍ୟାନମାରରେ ସେନାକୁ ଆତଙ୍କବାଦୀ ସଂଗଠନ ଘୋଷଣା କରାଗଲା!

ନେପିତା,୨ ।୩: ଲୋକତନ୍ତ୍ର ଭାବେ ଦେଶରେ ଗଠନ କରାଯାଇଥିବା ସରକାରକଙ୍କୁ ଗାଦିଚ୍ୟୁତ କରିଥିବା ମ୍ୟାନମାର ସେନାଙ୍କ ବିରୋଧରେ ପ୍ରଦର୍ଶନ ଚତୁର୍ଥ ସପ୍ତାହରେ ପ୍ରବେଶ କରିଛି । ସୁରକ୍ଷାକର୍ମୀ ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ କରିବା ସହ ହିଂସା ପରିସ୍ଥିତି...

ଦଳ ଗଢ଼ିବେନି ଟ୍ରମ୍ପ୍‌

ଓ୍ବାଶିଂଟନ, ୨।୩ (ପି.ଟି.): ହ୍ବାଇଟ୍‌ ହାଉସ୍‌ ଛାଡ଼ିବା ପରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଥମ ଥର ପାଇଁ ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ୨୦୨୪ରେ ନିଶ୍ଚୟ ନିର୍ବାଚନ ଲଢ଼ିବେ ବୋଲି କହିଛନ୍ତି। ଏଥିପାଇଁ ରିପବ୍ଲିକାନ୍‌ମାନେ ଏକତ୍ର କାର୍ଯ୍ୟ...

କ୍ରାଉନ୍‌ ପ୍ରିନ୍ସଙ୍କୁ ଦଣ୍ଡ ମିଳୁ

ରିୟାଧ, ୨ା୩: ସାଉଦି ପତ୍ରକାର ଜମାଲ ଖାଶୋଗୀଙ୍କ ହତ୍ୟାକାଣ୍ଡରେ ସମ୍ପୃକ୍ତ ସାଉଦି ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନଙ୍କୁ ଦଣ୍ଡ ଦେବାକୁ ଦାବି କରିଛନ୍ତି ଖାଶୋଗୀଙ୍କ ପ୍ରେମିକା ହାଟିସ୍‌ ସେଙ୍ଗିଜ୍‌। ଏହା ଦ୍ୱାରା କେବଳ ଖାଶୋଗୀଙ୍କୁ ନ୍ୟାୟ ମିଳିବ ତାହା ନୁହେଁ...

ମୁମ୍ବାଇକୁ ଅନ୍ଧାର କରିଥିଲା ଚାଇନା

ଓ୍ବାଶିଂଟନ୍‌, ୨ା୩ :ଚାଇନା ଟାର୍ଗେଟରେ ଭାରତର ଶକ୍ତି କ୍ଷେତ୍ର। ସାରା ଦେଶକୁ ଅନ୍ଧାର କରିବା ପାଇଁ ବେଜିଂ କରିଚାଲିଛି ସାଇବର ଆକ୍ରମଣ। ଗତ ବର୍ଷ ଲଦାଖ ସୀମା ଗଲ୍‌ଓ୍ବାନ ଘାଟିରେ ଦୁଇ ଦେଶର ସୈନ୍ୟ ମୁହାଁମୁହିଁ ହେବାରୁ ଶହୀଦ ହୋଇଥିଲେ...

ଫ୍ରାନ୍ସର ପୂର୍ବତନ ରାଷ୍ଟ୍ରପତିଙ୍କୁ ବର୍ଷେ ଜେଲ

ପ୍ୟାରିସ,୧।୩ : ଦୁର୍ନୀତି ଓ ପେଡଲିଂ ଅଭିଯୋଗରେ ଏକ ଫ୍ରେଞ୍ଚ କୋର୍ଟରେ ସୋମବାର ଦୋଷି ସାବ୍ୟସ୍ତ ହୋଇଛନ୍ତି ଫ୍ରାନ୍ସର ପୂର୍ବତନ ରାଷ୍ଟ୍ରପତି ନିକୋଲାସ ସାର୍କୋଜି। ତାଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଦିଆଯାଇଛି, ଯେଉଁଥିରୁ ଦୁଇ ବର୍ଷ ବାତିଲ କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri