ଅନ୍ତର୍ଜାତୀୟ

ତାଲିବାନକୁ ବଡ଼ ଝଟ୍‌କା, ଦେଶ ଛାଡ଼ିବା ପୂର୍ବରୁ ବିମାନ-ରକେଟ ଡିଫେନ୍ସ୍‌ ସିଷ୍ଟମ୍‌ ଅକାମୀ କଲା ଆମେରିକା…

କାବୁଲ/ଓ୍ବାଶିଂଟନ,୩୧।୮: ଆଫଗାନିସ୍ତାନରୁ ଆମେରିକା ସୈନ୍ୟବାହିନୀ ପ୍ରତ୍ୟାବର୍ତ୍ତନ କରିଛନ୍ତି। ତେବେ ଏହା ପୂର୍ବରୁ ସୈନ୍ୟବାହିନୀ ଆଫଗାନିସ୍ତାନରେ ଥିବା ଆମେରିକାର ବହୁ ବିମାନ ଏବଂ ରକେଟ ଡିଫେନ୍ସ୍‌ ସିଷ୍ଟମ୍‌କୁ ଅକାମୀ କରି ଦେଇଛନ୍ତି। ଏହା ସହିତ ଅସ୍ତ୍ରଶସ୍ତ୍ର ବୋଝେଇ ଯାନଗୁଡ଼ିକୁ ମଧ୍ୟ ଖରାପ କରି…

ସୈନ୍ୟଙ୍କ ପ୍ରତ୍ୟାବର୍ତ୍ତନ ଦୁର୍ବଳ ମାନସିକତାର ପରିଚୟ, ଅସ୍ତ୍ରଶସ୍ତ୍ର ଫେରାଇ ଆଣିବାକୁ କହିଲେ ଟ୍ରମ୍ପ୍‌…

ଓ୍ବାଶିଂଟନ,୩୧।୮: ଆଫଗାନିସ୍ତାନରୁ ଆମେରିକା ସୈନ୍ୟବାହିନୀ ସ୍ବଦେଶ ବାହୁଡ଼ିଛନ୍ତି। ଏବେ ଏହାକୁ ନେଇ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ନକାରାତ୍ମକ ମନ୍ତବ୍ୟ ଦେଇଛନ୍ତି। ସେ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ଆମେରିକା ଇତିହାସରେ ଏଭଳି ଲଜ୍ୟା ଜନକ ଘଟଣା…

୧୬୭ ଲକ୍ଷ କୋଟି ଖର୍ଚ୍ଚ ପରେ ବି ଆମେରିକା ଖାଲିହାତରେ ଫେରିଲା…

କାବୁଲ/ଓ୍ବାଶିଂଟନ,୩୧।୮: ଆଫଗାନିସ୍ତାନରୁ ଆମେରିକା ସୈନ୍ୟବାହିନୀ ସ୍ବଦେଶ ବାହୁଡ଼ିଛନ୍ତି। ଅଗଷ୍ଟ ୩୧ର ଡେଡ୍‌ଲାଇନ୍‌ ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ନିଜ ସୈନ୍ୟବାହିନୀଙ୍କୁ ପ୍ରତ୍ୟାବର୍ତ୍ତନ କରାଇଛନ୍ତି। ଫଳରେ ଆଫଗାନିସ୍ତାନରେ ଆତଙ୍କବାଦୀ ସଂଗଠନର ଶାସନ ପୁଣି ଫେରିଛି। ଆମେରିକା ପକ୍ଷରୁ ଏଠାରେ ସୈନ୍ୟବାହିନୀ ମୁତୟନ…

୨୦ ବର୍ଷ, ୨ହଜାରୁ ଊର୍ଦ୍ଧ୍ୱ ସେନାଙ୍କୁ ହରାଇବା ପରେ ସରିଲା ଆମେରିକାର ଅଭିଯାନ

ୱାଶିଂଟନ,୩୧ ।୮: ଆତଙ୍କବାଦ ବିରୋଧରେ ୨୦ ବର୍ଷ ଧରି ଆମେରିକା ଚଳାଇଥିବା ଅଭିଯାନ ଶେଷ ହୋଇଛି । ଅନ୍ୟ ଦେଶରେ ଚାଲିଥିବା ଏଡି ଅଭିଯାନ ଯେତିକି କଷ୍ଟକର ଥିଲା ସେତିକି ରୋଚକ ମଧ୍ୟ ଥିଲା । ଆମେରିକାର ଆଫଗାନିସ୍ତାନରେ ଲଢେଇ ଏମିତି…

ସପ୍ତାହରେ ୩ ଘଣ୍ଟା ଅନ୍‌ଲାଇନ୍‌ ଗେମ୍‌ ଖେଳିପାରିବେ ଛୋଟପିଲା,ସରକାରଙ୍କ ଘୋଷଣା…

ବେଜିଂ,୩୧।୮: ଏଣିକି ଛୋଟ ପିଲା ସପ୍ତାହରେ ୩ ଘଣ୍ଟା ଅନ୍‌ଲାଇନ୍‌ ଗେମ୍‌ ଖେଳି ପାରିବେ। ଏନେଇ ଚାଇନା ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଫଳରେ ଛୋଟ ପିଲାଙ୍କ ଖେଳ ଉପରେ ଏବେ ପହରା ଲାଗିଛି। ଛୋଟପିଲାଙ୍କ ଶାରୀରିକ ଏବଂ ମାନସିକ ସ୍ବାସ୍ଥ୍ୟକୁ…

ଆଫଗାନିସ୍ତାନରୁ ଆସିବାକୁ ଚାହୁଁଥିବା ଲୋକଙ୍କ ପାଇଁ ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ…

ଓ୍ବାଶିଂଟନ,୩୧।୮: ଆଫଗାନିସ୍ତାନ ଛାଡ଼ିବା ନେଇ ଆମେରିକା ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ଆମେରିକା ସେନାଙ୍କ ପାଇଁ ସମୟ ସୀମା ଅଗଷ୍ଟ ୩୧ ରହିଛି। ତେବେ ଯେଉଁମାନେ ଆଫଗାନିସ୍ତାନରୁ ଆସିବାକୁ ଚାହୁଁଛନ୍ତି ସେମାନଙ୍କ ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ ରାଷ୍ଟ୍ରପତି…

ରେଗେ ସଙ୍ଗୀତ ବିଶାରଦ ଲି ପେରିଙ୍କ ପରଲୋକ

କିଙ୍ଗ୍‌ଷ୍ଟନ, ୩୧।୮: ଜାମାଇକାରେ ୬୦ ଦଶକରେ ବିକଶିତ ଲୋକପ୍ରିୟ ସ୍ବତନ୍ତ୍ର ସଙ୍ଗୀତ ଶୈଳୀ ‘ରେଗେ’ର ମାର୍ଗଦର୍ଶକ ଭାବେ କାର୍ଯ୍ୟ କରିଥିବା ଲି ସ୍କ୍ରାଚ୍‌ ପେରିଙ୍କର ୮୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଉତ୍ତର ଜାମାଇକାର ଲୁସିଆସ୍ଥିତ ଏକ ହସ୍ପିଟାଲରେ ରବିବାର ସେ…

ଆଫଗାନ୍‌ ମାଟିରେ ଆମେରିକାର ଶେଷ ଦିନ

କାବୁଲ/ଓ୍ବାଶିଂଟନ୍‌, ୩୧ା୮: ଆଫଗାନିସ୍ତାନରେ ଦୁଇ ଦଶକର ଲମ୍ବା ଯୁଦ୍ଧ ଶେଷ କରିଛି ଆମେରିକା। ଅଗଷ୍ଟ ୩୧ ଡେଡ୍‌ଲାଇନ ପରେ ଆଫଗାନିସ୍ତାନ ମାଟିକୁ ନିଜ ଅକ୍ତିଆରରେ ଆଉ ରଖିପାରିବେନି ଆମେରିକା ସୈନ୍ୟ। ହେଲେ ବିଡମ୍ବନାର କଥା ଯେ, ଯେଉଁ ତାଲିବାନ୍‌କୁ ହରାଇବା ପାଇଁ…

ଆକାଶରୁ ଆକ୍ରମଣ ନିଷ୍ଫଳ କଲା ଆମେରିକା

କାବୁଲ, ୩୧ା୮: ଆଫଗାନିସ୍ତାନରୁ ଆମେରିକୀୟ ଓ ଏହାର ଆଫଗାନ୍‌ ସହଯୋଗୀଙ୍କୁ ଉଦ୍ଧାର ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ଥିବାବେଳେ ଆତଙ୍କବାଦୀ ଗୋଷ୍ଠୀ ଏଥିରେ ବାଧା ଉପୁଜାଇବାକୁ ଚେଷ୍ଟା ଚଳାଇଛନ୍ତି। ହମିଦ୍‌ କାର୍‌ଜାଇ ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଗତ ୨୬ ତାରିଖ ଆତ୍ମଘାତୀ ବିସ୍ଫୋରଣରେ…

ଡ୍ରୋନ୍‌ ଷ୍ଟ୍ରାଇକ୍‌ରେ ଗଲା ପରିବାରର ୧୦ ଜୀବନ

କାବୁଲ,୩୦ା୮: କାବୁଲ ବିମାନବନ୍ଦରରେ ଆଇଏସ୍‌-ଖୋରାସାନ୍‌ର ବିସ୍ଫୋରଣ ଉଦ୍ୟମ ପଣ୍ଡ କରିବାକୁ ଯାଇ ରବିବାର ଆମେରିକା କରିଥିବା ଡ୍ରୋନ୍‌ ଷ୍ଟ୍ରାଇକ୍‌ରେ ୧୦ ଆଫ୍‌ଗାନ୍‌ଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨ ବର୍ଷୀୟା ଶିଶୁଙ୍କଠାରୁ ଆରମ୍ଭ କରି ୪୦ ବର୍ଷ ବୟସର ନାଗରିକ ରହିଛନ୍ତି।…

ଆମେରିକାର ଡ୍ରୋନ ଆକ୍ରମଣକୁ ନିନ୍ଦା କଲା ତାଲିବାନ

କାବୁଲ,୩୦ ।୮: ଆଫଗାନିସ୍ତାନରେ ତାଲିବାନ ପ୍ରବକ୍ତା ଜବିହୁଲ୍ଲା ମୁଜାହିଦ ରବିବାର କାବୁଲରେ ହୋଇଥିବା ଆମେରିକାର ଡ୍ରୋନ୍ ଆକ୍ରମଣକୁ ନିନ୍ଦା କରିଛନ୍ତି । ସେ କହିଛନ୍ତି ଅନ୍ୟ ଦେଶରେ ନିଜ ମନଇଚ୍ଛା ଆକ୍ରମଣ କରିବା ବେଆଇନ । ଏହି ଆକ୍ରମଣରେ ୭ ସାଧାରଣ…

ଛାତ୍ରୀଙ୍କୁ ପାଠ ପଢାଇପାରିବେନି ପୁରୁଷ ଶିକ୍ଷକ

କାବୁଲ,୩୦।୮: ଆଫଗାନିସ୍ତାନକୁ ନିଜ ହାତକୁ ନେବା ପରେ ତାଲିବାନମାନେ ବର୍ବର କାଣ୍ଡ ଘଟାଇବା ସହ ନିଜର ଅସଲ ରୂପ ଦେଖାଉଛନ୍ତି। ସୋମବାର ତାଲିବାନ ମହିଳା ଶିକ୍ଷା ଉପରେ ମଧ୍ୟ ରୋକ ଲଗାଇଛନ୍ତି। ଏହାସହ ନିର୍ଦ୍ଦେଶ ଜାରି କରି କହିଛନ୍ତି ଯେ, ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri