ଅନ୍ତର୍ଜାତୀୟ

ବ୍ରିଟେନ୍‌ ଯାଉଥିଲା ବିମାନ, ୩୩୦୦୦ ଫୁଟ ଉଚ୍ଚରେ ହଠାତ୍‌ ମହିଳାଙ୍କର ହେଲା ପ୍ରସବ ଯନ୍ତ୍ରଣା; ଆଉ ତା’ ପରେ…

କାବୁଲ,୨୯ା୮: ଆଫଗାନିସ୍ତାନରୁ ବ୍ରିଟେନକୁ ଏକ ବିମାନ ଉଡ଼ାଣ କରିବା ସମୟରେ ଜଣେ ମହିଳା କ୍ୟାବିନ୍‌ କ୍ରୁରେ ଶିଶୁକନ୍ୟାକୁ ଜନ୍ମ ଦେଇଛନ୍ତି।ଶୁକ୍ରବାର ବିମାନଯାତ୍ରା କରୁଥିବା ଜଣେ ଆଫଗାନ ମହିଳାଙ୍କ ୩୩୦୦୦ ଫୁଟ ଉଚ୍ଚରେ ପ୍ରସବ ଯନ୍ତ୍ରଣା ହୋଇଥିଲା। ଏହି ସମୟରେ ବିମାନରେ କୌଣସି…

୪ ଗୋଡ଼ିଆ ତିମି ମାଛର ଜୀବାଶ୍ମ ମିଳିଲା…

କାଇରୋ,୨୯।୮: ଗୋଡ଼ ଥିବା ତିମି ମାଛ କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭବିକ। ତେବେ ଇଜିପ୍ଟର ଫାୟୋମ୍‌ ସ୍ଥିତ ମରୂଭୂମିରୁ ଏଭଳି ତିମି ମାଛର ପ୍ରାୟ ୪ କୋଟି ୩୦ ଲକ୍ଷ ବର୍ଷ ତଳର ଜୀବାଶ୍ମ ମିଳିଛି। ଜୀବାଶ୍ମରୁ…

ପେଟ ଭରି ପିଜା ଖାଇଲେ ମହାକାଶଚାରୀ, ପିଜା ପାର୍ଟି ଭିଡ଼ିଓ ଭାଇରାଲ…

ଓ୍ବାଶିଂଟନ,୨୯।୮: ପୃଥିବୀରେ ପିଜା ଖାଇବା ଅତି ସାଧାରଣ କଥା। ମାତ୍ର ସ୍ପେସ୍‌ ଷ୍ଟେଶନରେ ବିଭିନ୍ନ କଟକଣା ମଧ୍ୟରେ ବସି ପିଜା ଖାଇବା କିଛି କମ୍‌ କଥା ନୁହେଁ। ତେବେ ଏହା ସତରେ ପରିଣତ ହୋଇଛି। ଅନ୍ତର୍ଜାତୀୟ ସ୍ପେସ୍‌ ଷ୍ଟେଶନରେ ହୋଇଥିବା ଏକ…

୨୪ ଘଣ୍ଟାରେ ୨ହଜାର ଲୋକଙ୍କୁ କାବୁଲ ବାହାରକୁ ଆଣିଲା ଆମେରିକା

ୱାଶିଂଟନ,୨୯ ।୮: ଆଫଗାନିସ୍ତାନରୁ ଆମେରିକା ସେନା ପ୍ରତ୍ୟାହାର ଅଭିଯାନର କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି । ଆମେରିକା କଥା ଦେଇଛି ୩୧ ଅଗଷ୍ଟ ସୁଦ୍ଧା ସେ ତା’ର ସେନାଙ୍କୁ ଆଫଗାନିସ୍ତାନରୁ ଫେରାଇ ଆଣିବ । ଏଥିପାଇଁ ସେ ସେଠାରୁ ସେନାଙ୍କୁ ବାହାରକୁ ଆଣିବାର…

ଆଫଗାନିସ୍ତାନ ଛାଡିଲେ ବ୍ରିଟିଶ ସେନା

କାବୁଲ,୨୯ ।୮: ଆଫଗାନିସ୍ତାନ ଉପରେ ତାଲିବାନ କବଜା କରିବା ପରେ ସେଠାରେ ଥିବା ବ୍ରିଟିଶ ସେନାଙ୍କୁ ସରକାର ଫେରାଇ ନେଇଛନ୍ତି । ବ୍ରିଟେନ ସେନା ଯୁଦ୍ଧଗ୍ରସ୍ତ ଆଫଗାନିସ୍ତାନରେ ବିଗତ ଦୁଇ ଦଶକ ହେବ ଥିଲେ । ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ…

ତାଲିବାନ ନେଇ ଜାତିସଂଘ ସୁରକ୍ଷା ପରିଷଦର ୟୁ ଟର୍ନ…

ଜେନେଭା/ନୂଆଦିଲ୍ଲୀ,୨୯।୮: ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ଆତଙ୍କବାଦୀ ବିରୋଧୀ ଲଢ଼େଇରେ ଏକ ଗୁରୁତ୍ୱପୂର୍ଣ୍ଣ ତଥା ଆଶ୍ଚର୍ଯ୍ୟଜନକ ୟୁ ଟର୍ନ ନେଇଛି। ଏହା ଆତଙ୍କବାଦୀ ଷ୍ଟେଟ୍‌ମେଣ୍ଟ୍‌ରୁ ତାଲିବାନ ନାମକୁ ହଟାଇ ଦେଇଛି। ଆଫଗାନିସ୍ତାନରେ ଦୁଇ ଦଶନ୍ଧି ପରେ ଫେରିିଥିବା ତାଲିବାନ ନିୟମ ଉପରେ…

ଆଫଗାନୀଙ୍କୁ ଅନାଥ କଲା ତାଲିବାନ ଶାସନ…

କାବୁଲ,୨୯।୮: ଆଫଗାନିସ୍ତାନରେ ତାଲିବାନର କ୍ଷମତା ଦଖଲ ପରେ ଏବେ ଆଫଗାନୀମାନେ ଅନାଥ ହୋଇ ପଡ଼ିଛନ୍ତି। ଜୀବନ ଭୟ ଏବଂ ତାଲିବାନୀ କଟକଣାକୁ ସହ୍ୟ ନ କରିବା ଚିନ୍ତାରେ ଲକ୍ଷ ଲକ୍ଷ ଲୋକେ ଭିଟାମାଟି ଛାଡ଼ିବା ଆରମ୍ଭ କରିଛନ୍ତି। ଏବେ ସେମାନଙ୍କର ଭିଟାମାଟି…

୧୫ ଲକ୍ଷରୁ ଅଧିକ ଆଫଗାନୀଙ୍କ ଗୁପ୍ତ ତଥ୍ୟ ଲିକ୍‌…

ନୂଆଦିଲ୍ଲୀ,୨୯।୮: ଲକ୍ଷ ଲକ୍ଷ ଆଫଗାନିସ୍ତାନ ନାଗରିକଙ୍କ ଗୁପ୍ତ ତଥ୍ୟ ଲିକ ହୋଇଛି। ଆମେରିକା ଏସବୁ ତଥ୍ୟକୁ ଗତ ୨୦ ବର୍ଷ ମଧ୍ୟରେ ଏକତ୍ରିତ କରିଥିଲା। ଏବେ ତାଲିବାନ ଏସବୁ ସୂଚନାକୁ ବ୍ୟବହାର କରୁଛି। ତାଲିବାନର ସ୍ବତନ୍ତ୍ର ୟୁନିଟ ଅଲ ଇଶା ଏନେଇ…

ଆଇଏସ୍‌କେ ବନାମ ତାଲିବାନ୍‌

ନୂଆଦିଲ୍ଲୀ, ୨୯ା୮: ଆଫଗାନିସ୍ତାନର କାବୁଲ ବିମାନବନ୍ଦରରେ ଗୁରୁବାର ସନ୍ଧ୍ୟାର ବିସ୍ଫୋରଣ ଚଳିତ ବର୍ଷର ସବୁଠାରୁ ଭୟଙ୍କର ଆକ୍ରମଣ ମଧ୍ୟରୁ ଅନ୍ୟତମ। ୧୩ ଆମେରିକୀୟ ସୈନ୍ୟଙ୍କ ସମେତ ଶତାଧିକ ଆଫଗାନ୍‌ ଏଥିରେ ପ୍ରାଣ ହରାଇଥିବାବେଳେ ଆହତ ହୋଇଛନ୍ତି ୨ ଶହରୁ ଊର୍ଦ୍ଧ୍ୱ। ଇସ୍‌ଲାମିକ୍‌…

କପିଶାରେ ଜୋର୍‌ଦାର ଲଢ଼େଇ

କାବୁଲ, ୨୯।୮ : ପୂର୍ବତନ ଉପରାଷ୍ଟ୍ରପତି ଅମ୍‌ରୁଲ୍ଲା ସାଲେହଙ୍କ ନେତୃତ୍ୱରେ ପ୍ରତିରୋଧୀ ବାହିନୀ ଆଫଗାନିସ୍ତାନର କପିଶା ପ୍ରଦେଶରେ ତାଲିବାନ ବିରୋଧରେ ଜୋର୍‌ଦାର ଲଢ଼େଇ ଜାରି ରଖିଛି। ଏଥିରେ ବହୁସଂଖ୍ୟାରେ ତାଲିବାନ ଆତଙ୍କବାଦୀ ନିହତ ହେଲେଣି। କପିଶା ପ୍ରଦେଶର ସାଞ୍ଜନ ଏବଂ ବାଗଲାନ…

କାବୁଲ ବିସ୍ଫୋରଣ: ଷଡ଼ଯନ୍ତ୍ରକାରୀ ନିହତ

ଓ୍ବାଶିଂଟନ, ୨୯।୮: ଆଫଗାନିସ୍ତାନର କାବୁଲ ଅନ୍ତର୍ଜାତୀୟ ବିମାନବନ୍ଦର ବାହାରେ ଇସ୍‌ଲାମିକ ଷ୍ଟେଟ୍‌ ଖୋରାସାନ (ଆଇଏସ୍‌-କେ) ବିସ୍ଫୋରଣ ଘଟାଇବାର ୪୮ ଘଣ୍ଟା ନ ପୂରୁଣୁ ଆମେରିକା ଜବାବୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଆମେରିକା ସୈନ୍ୟବାହିନୀ ଉକ୍ତ ଆତଙ୍କବାଦୀ ସଂଗଠନକୁ ଟାର୍ଗେଟ କରି ଶନିବାର…

ଶେଷ ସେକେଣ୍ଡ୍‌ ପର୍ଯ୍ୟନ୍ତ ଅପେକ୍ଷା କରିଥିଲେ ଆତ୍ମଘାତୀ

ଓ୍ବାଶିଂଟନ,୨୮।୮: କାବୁଲ ସ୍ଥିତ ହାମିଦ କାର୍ଜାଇ ଅନ୍ତର୍ଜାତୀୟ ବିମାନ ବନ୍ଦର ନିକଟରେ ଘଟିଥିବା ଆତ୍ମଘାତୀ ବିସ୍ଫୋରଣରେ ୧୮୦ ଜଣଙ୍କ ମୃତ୍ୟୁ ହୋଇଛି। ଏହି ବିସ୍ଫୋରଣ ପୂର୍ବରୁ ସମ୍ପୂର୍ଣ୍ଣ ଘଟଣାକୁ ପ୍ରକାଶ କରିଛନ୍ତି ଆମେରିକୀୟ ସେନା ଅଧିକାରୀ। ଆକ୍ରମଣର ଯଥେଷ୍ଟ ପୂର୍ବରୁ ଆମେରିକୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri