ଲଙ୍କାଠାରୁ ବି ଅଧିକ ରାଗ ଏହି ଆଇସ୍କ୍ରିମ୍
ଚାଇନାର ଲୋକମାନେ ସେମାନଙ୍କ ଅଜବ ଖାଦ୍ୟ ଏବଂ ପରୀକ୍ଷା ନିରୀକ୍ଷା ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ବାଦୁଡିର ସୁପ୍ ପିଇବା ଠାରୁ ଆରମ୍ଭ କରି ଭିନ୍ନ ପ୍ରକାରର ପରୀକ୍ଷା ସେ କରିଥାନ୍ତି। ନିକଟରେ ବିଶ୍ୱର ସବୁଠାରୁ ବଡ଼ ଫାଷ୍ଟଫୁଡ୍ ଚେନ୍...
ମୋଦିଙ୍କ କରୋନା କୂଟନୀତିକୁ ଭୟ: ମିଥ୍ୟା ପ୍ରଚାର ଆରମ୍ଭ କଲା ଗ୍ଲୋବାଲ ଟାଇମ୍ସ୍
ନୂଆଦିଲ୍ଲ/ବେଜିଂ, ୨୫।୧: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତରେ ସାର୍ବଜନୀକ ଭାବେ ଟିକାକରଣ ଜାରି ରହିଛି। ଏହା ସହିତ ଭାରତ ପକ୍ଷରୁ ବାଂଲାଦେଶ, ନେପାଳ, ଭୁଟାନ ଆଦି ପଡୋଶୀଙ୍କୁ ଟିକା ଯୋଗାଇ ଦିଆଯାଇଛି। ସେହିପରି ବ୍ରାଜିଲ୍ ସମେତ...
କରୋନା ରୋକିବାକୁ ବାଇଡେନ୍ଙ୍କ ନୂଆ ପ୍ରୟାସ
ୱାଶିଂଟନ,୨୫ ।୧: କରୋନା ମହାମାରୀ ଏବେବି ଆମେରିକାରେ ଥମିବାର ନାଁ ନେଉନାହିଁ । ସଂକ୍ରମଣ ସଂଖ୍ୟାରେ ବେଳକୁ ବେଳେ ବୃଦ୍ଧି ହେଉଥିବାରୁ ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ଏହାକୁ ରୋକିବାକୁ ନୂଆ ପ୍ରୟାସ ଆରମ୍ଭ କରିଛନ୍ତି । ବିଦେଶୀଙ୍କୁ...
ଦକ୍ଷିଣ ଚାଇନା ସାଗରରେ ଆମେରିକା ଯୁଦ୍ଧପୋତ
ଓ୍ବାଶିଂଟନ,୨୫।୧: ଆମେରିକାର ଜୋ ବାଇଡେନ୍ ସରକାରଙ୍କ ପକ୍ଷରୁ ଚାଇନାର ତାଇଓ୍ବାନ ନୀତିକୁ ବିରୋଧ କରାଯିବା ସହିତ ଚେତାବନୀ ଦିଆଯାଇଥିଲା। ତାଇଓ୍ବାନ ବିରୋଧରେ ଚାଇନା ପକ୍ଷରୁ କରାଯାଉଥିବା ସୈନ୍ୟ ବାହିନୀ କାର୍ଯ୍ୟ କଳାପ, ରାଜନୈତିକ ଏବଂ ଆର୍ଥିକ ଚାପ କମ୍ କରିବା...
ଶାସକ ଦଳରୁ ଓଲି ବିଦା
କାଠମାଣ୍ଡୁ, ୨୫ା୧: ନେପାଳ ରାଜନୀତି ସଙ୍କଟ ଦେଇ ଗତି କରୁଥିବାବେଳେ ଏବେ ପୁଣି ସୃଷ୍ଟି ହୋଇଛି ହଇଚଇ। କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ କେ ପି ଶର୍ମା ଓଲିଙ୍କୁ ବାହାର ରାସ୍ତା ଦେଖାଇଛି ତାଙ୍କ ଦଳ ନେପାଳ କମ୍ୟୁନିଷ୍ଟ ପାର୍ଟି (ଏନ୍ସିପି)। ପାର୍ଟିରୁ...
ଓଲିଙ୍କୁ ଝଟ୍କା: କମ୍ୟୁନିଷ୍ଟ ପାର୍ଟିରୁ ହେଲେ ବିଦା
କାଠମାଣ୍ଡୁ,୨୪।୧: ନେପାଳର ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲିଙ୍କୁ କମ୍ୟୁନିଷ୍ଟ ପାର୍ଟିରୁ ହଟାଇ ଦିଆଯାଇଛି। ଏହାସହ ତାଙ୍କର ସଦସ୍ୟତା ମଧ୍ୟ ରଦ୍ଦ କରାଯାଇଛି। ସ୍ପ୍ଲିଣ୍ଟର୍ ଗ୍ରୁପ ମୁଖପାତ୍ର ନାରାୟଣ କାଜୀ ଶ୍ରେଷ୍ଠଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାର୍ଟିରେ ଓଲିଙ୍କ ବିରୋଧରେ...
ପ୍ରଥମ ଲକ୍ଡାଉନ୍କୁ ପୂରିଲା ବର୍ଷେ
ଉହାନ,୨୪।୧: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିଲା କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ସେଠାରେ ୨୦୨୦ ଜାନୁୟାରୀ ୨୩ ତାରିଖରେ ଲକ୍ଡାଉନ୍ ଘୋଷଣା କରାଯାଇଥିଲା। ଏହା ଏପ୍ରିଲ ୮ ପର୍ଯ୍ୟନ୍ତ ଚାଲିଥିଲା। ପୂର୍ବରୁ ଲକ୍ଡାଉନ୍ ବିଷୟରେ ଅବଗତ ନ...
ଏହି କାରଣରୁ ହ୍ବାଇଟ୍ ହାଉସ ବାହାରେ ଅଟକି ରହିଲେ ବାଇଡେନ
ଓ୍ବାଶିଂଟନ,୨୪।୧: ଆମେରିକାର ୪୬ତମ ରାଷ୍ଟ୍ରପତି ଭାବେ ଶପଥ ନେବା ପରେ ଜୋ ବାଇଡେନ ଓ ତାଙ୍କ ପରିବାରକୁ ସହ ଅସହଜ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିଛି। ମିଳିଥିବା ରିପୋର୍ଟ ଅନୁସାରେ, ରାଷ୍ଟ୍ରପତି ବାଇଡେନଙ୍କୁ ହ୍ବାଇଟ୍ ହାଉସରେ ପ୍ରବେଶ କରିବା ପାଇଁ...
ଚାଇନାକୁ ବାଇଡେନ୍ ସରକାରଙ୍କ ଚେତାବନୀ
ଓ୍ବାଶିଂଟନ, ୨୪।୧: ଆମେରିକାର ଜୋ ବାଇଡେନ୍ ସରକାରଙ୍କ ପକ୍ଷରୁ ଚାଇନାକୁ ଚେତାବନୀ ଦିଆଯାଇଛି। ତାଇଓ୍ବାନ ବିରୋଧରେ ଚାଇନା ପକ୍ଷରୁ କରାଯାଉଥିବା ସୈନ୍ୟ ବାହିନୀ କାର୍ଯ୍ୟ କଳାପ, ରାଜନୈତିକ ଏବଂ ଆର୍ଥିକ ଚାପ କମ୍ କରିବା ଲାଗି ବାଇଡେନ୍ ସରକାର କହିଛନ୍ତି।...
ଜୁଲାଇ ୧୭ ପର୍ଯ୍ୟନ୍ତ ବଢ଼ିଲା ଲକ୍ଡାଉନ୍
ଲଣ୍ଡନ, ୨୪।୧: ବ୍ରିଟେନ୍ରେ କରୋନା ମହାମାରୀ ସଂକ୍ରମଣର ନୂଆ ଷ୍ଟ୍ରେନ୍ ନେଇ ଆତଙ୍କ ସୃଷ୍ଟି ହୋଇଛି। ସରକାରୀ ପ୍ରତିବନ୍ଧକ ସତ୍ତ୍ୱେ କରୋନା ସଂକ୍ରମଣକୁ ରୋକିବା ସମ୍ଭବ ହୋଇ ପାରୁ ନାହିଁ। ଦେଶରେ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ୍...
ଭାରତର କୋଭିଡ୍ ଭାକ୍ସିନକୁ ମିଳୁଛି ବିଶ୍ୱ ସ୍ତରରେ ପ୍ରଶଂସା; ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ଡବ୍ଲ୍ୟୁଏଚ୍ଓ ମୁଖ୍ୟ
ନୂଆଦିଲ୍ଲୀ,୨୪।୧: କୋଭିଡ୍ -୧୯ ବିରୋଧରେ ଭାରତର ଭାରତର ଆଭିମୁଖ୍ୟକୁ ବିଶ୍ୱ ସ୍ତରରେ ମିଳୁଛି ପ୍ରଶଂସା। ବ୍ରାଜିଲ ରାଷ୍ଟ୍ରପତି ଜୈର ବୋଲସୋନାରୋଙ୍କ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛି ଡବ୍ଲ୍ୟୁଏଚ୍ଓ। ଏହି ବିପଦ ସମୟରେ ବିଶ୍ୱର ବିଭିନ୍ନ ଦେଶକୁ ସହାୟତା...
କିଏ ଏହି ମଡେଲ, ଯାହାଙ୍କୁ ଟ୍ରମ୍ପ୍ କରିଥିଲେ ବ୍ଲକ; ବାଇଡେନ କରୁଛନ୍ତି ଫଲୋ
ଓ୍ବାଶିଂଟନ,୨୪।୧ : ଆମେରିକାର ନବନିଯୁକ୍ତ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଅଫିସିଆଲ ଟୁଇଟର ଆକାଉଣ୍ଟ ମିଳିଛି। ଏହି ଆକାଉଣ୍ଟରେ ସେ ୧୩ ଜଣ ଲୋକଙ୍କୁ ଫଲୋ କରୁଛନ୍ତି। ଏହି ୧୩ ଜଣଙ୍କ ମଧ୍ୟରେ ବାଇଡେନଙ୍କ ସ୍ତ୍ରୀ ଜିଲ୍ ବାଇଡେନ, କମଳା ହାରିସଙ୍କ...
Archives


