ଅନ୍ତର୍ଜାତୀୟ

ୟୁରୋପ ଗଲା ନାଟୋ ଯୁଦ୍ଧ ବିମାନ

କ୍ୱିଭ୍‌/ବ୍ରୁସେଲ୍ସ, ୨୫।୧: ୟୁକ୍ରେନ ଉପରେ ରୁଷିଆର ଯୁଦ୍ଧ ପ୍ରସ୍ତୁତିକୁ ଦୃଷ୍ଟିରେ ରଖି ନର୍ଥ ଆଟଲାଣ୍ଟିକ୍‌ ଟ୍ରିଟି ଅର୍ଗାନାଇଜେଶନ(ନାଟୋ)ର ସଦସ୍ୟ ଦେଶଗୁଡ଼ିକ ଏକଜୁଟ ହୋଇଛନ୍ତି। ନାଟୋ ରୁଷିଆ ଉପରେ ଚାପ ପକାଇବା ସହ ପୂର୍ବ ୟୁରୋପର ସୁରକ୍ଷା ପାଇଁ ସୋମବାର ଜେଟ୍‌, ଯୁଦ୍ଧ…

ଆମେରିକା-ଫ୍ରାନ୍ସରେ କମୁଛି ଦୈନିକ ସଂକ୍ରମଣ

ୱାଶିଂଟନ/ବ୍ରୁସେଲ୍ସ,୨୫ ।୧: ସାରାବିଶ୍ୱରେ କରୋନାର ତାଣ୍ଡବ ଲାଗି ରହିଥିବା ବେଳେ ଏହାକୁ ହରାଇବା ଲାଗି ବିଭିନ୍ନ କଟକଣାମାନ ଲଗାଯାଉଛି । ବ୍ରୁସେଲ୍ସରେ କରୋନା ଓ ଏହାର ନୂଆ ଭାରିଏଣ୍ଟ ଓମିକ୍ରନଠାରୁ ଦୂରେଇ ରହିବାକୁ ବିଭିନ୍ନ ପ୍ରକାର କଟକଣା ଲଗାଯାଇଛି । ହେଲେ…

ଭାରତକୁ ସାହାଯ୍ୟ ମାଗିଲା ଶ୍ରୀଲଙ୍କା

କଲମ୍ବୋ,୨୪।୧: ଆର୍ଥିକ ପରିସ୍ଥିତି ଦୃଷ୍ଟିରୁ ଦୁର୍ବଳ ହୋଇପଡିଛି ପଡୋଶୀ ଶ୍ରୀଲଙ୍କା। ଏବେ ଶ୍ରୀଲଙ୍କା ଭାରତର ସହାୟତା ଲୋଡିଛି। ଭାରତରୁ ୧.୫ ବିଲିୟନ ଡଲାର ସହାୟତା ପାଇବାକୁ ଆଶା କରାଯାଉଥିବା ଶ୍ରୀଲଙ୍କା ସରକାର କହିଛନ୍ତି। ଶ୍ରୀଲଙ୍କାର ବୈଦେଶିକ ମନ୍ତ୍ରୀ ଜି.ଏଲ ପେରିସ କହିଛନ୍ତି,…

ୟୁକ୍ରେନ୍‌ ପାଲଟିଛି ଚେସ୍‌ ବୋର୍ଡର ମୋହରା…

ଓ୍ବାଶିଂଟନ/ମସ୍କୋ/କାଇଭ୍‌, ୨୪।୧ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମି କାର୍ଟରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଜିବିଗ୍ନିୟେବ ବ୍ରୁିଜେନ୍ସକି ଦଶନ୍ଧି ପୂର୍ବରୁ ତାଙ୍କ ପୁସ୍ତକ ‘ଦ ଗ୍ରାଣ୍ଡ ଚେସ ବୋର୍ଡ’ରେ ଏହି ପ୍ରଶ୍ନ ଉଠାଇଥିଲେ ଯେ ଆମେରିକା ୟୁକ୍ରେନକୁ କାହିଁକି ସହାୟତା କରିବ…

ଟନ୍‌ ଟନ୍‌ ସୁନା ବିକୁଛି ଏହି ଦେଶ

କଲମ୍ବୋ,୨୪ା୧: ଶ୍ରୀଲଙ୍କା, ଭାରତ ଏବଂ ବିଶ୍ୱର କିଛି ଦେଶ ବହୁ ଟନ୍‌ ସୁନା ଜମା ରଖିଛନ୍ତି। ଯେତେବେଳେ ଆର୍ଥିକ ଅବସ୍ଥା ଖରାପ ହୁଏ, ଏହି ସୁନା ବିକ୍ରୟ କିମ୍ବା ବନ୍ଧକ ରଖିବା ଦ୍ୱାରା ଦେଶର ଅବସ୍ଥାରେ ଉନ୍ନତ ହୁଏ। ଖରାପ ଅର୍ଥନୀତି…

ଆମେରିକାର କଡ଼ା ଚେତାବନୀ, ୟୁକ୍ରେନ୍‌ ସମସ୍ୟା ମଧ୍ୟରେ ତାଇଓ୍ବାନଠାରୁ ଦୂରେଇ ରହୁ ଚାଇନା…

ଓ୍ବାଶିଂଟନ, ୨୪।୧ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ବୃଦ୍ଧି ପାଉଥିବା ଯୁଦ୍ଧ ଆଶଙ୍କା ମଧ୍ୟରେ ଆମେରିକା ଚାଇନାକୁ ଚେତାବନୀ ଦେଇଛି। ତାଇୱାନ ମାମଲାରେ ହସ୍ତକ୍ଷେପ ନ କରି ଦୂରେଇ ରହିବାକୁ ଆମେରିକା ପକ୍ଷରୁ କୁହାଯାଇଛି। ୟୁକ୍ରେନ୍‌ ସମସ୍ୟାର ସୁଯୋଗ ନ…

ସିରିଆରେ ଗୃହଯୁଦ୍ଧ, ଆଇଏସ୍‌-କୁର୍ଦ୍ଦ ସୈନ୍ୟ ମୁହାଁମୁହିଁ…

ଦାମାସ୍‌କସ୍‌, ୨୪।୧ : ସିରିଆରେ ଇସଲାମିକ ଷ୍ଟେଟ (ଆଇଏସ) ଆତଙ୍କବାଦୀ ଏବଂ କୁର୍ଦ୍ଦ ସୈନ୍ୟଙ୍କ ମଧ୍ୟରେ ହୋଇଥିବା ରକ୍ତାକ୍ତ ସଂଘର୍ଷରେ ୧୩୬ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଆତଙ୍କବାଦୀ ଏବଂ କୁର୍ଦ୍ଦ ବାହିନୀ ମଧ୍ୟରେ ଏହି ବିବାଦ ଗୁରୁବାର ଠାରୁ…

ଇମ୍ରାନ୍‌ଙ୍କ ଧମକ, ପଦରୁ ହଟାଇଲେ ହେବି ଭୟଙ୍କର…

ଇସଲାମାବାଦ୍‌, ୨୪।୧ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ବିରୋଧି ଦଳମାନଙ୍କୁ ଧମକ ଦେଇଛନ୍ତି ଯେ ଯଦି ସେ ଇସ୍ତଫା ଦେବାକୁ ବାଧ୍ୟ ହୁଅନ୍ତି ତେବେ ଭୟଙ୍କର ହେବେ। ଏହା ବିରୋଧି ଦଳଙ୍କ ପାଇଁ ବିପଜ୍ଜନକ ହେବ। ଏହା ସହିତ ଇମ୍ରାନ୍‌…

ଓମିକ୍ରନ୍ ପରେ ୟୁରୋପରେ ଶେଷ ହେବ କୋଭିଡ ମହାମାରୀ!

ଜେନେଭା,୨୪ ।୧: କରୋନା ମହମାରୀକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ପ୍ରଥମଥର ଲାଗି ଏକ ଆଶାର କିରଣ ସଂଚାର କରିଛି । ଡବ୍ଲୁଏଚଓ କହିଛି ଓମିକ୍ରନ୍ ପରେ ୟୁରୋପରେ ଏହି ମହାମାରୀର ଶେଷ ହୋଇପାରେ । ଏହି ଓମିକ୍ରନ୍ ଭାରିଏଣ୍ଟ ମହାଦ୍ୱିପରେ…

ଟିକା ନେଇ ନ ଥିବା ଲୋକଙ୍କ ପାଇଁ ଘାତକ ହେବ ଓମିକ୍ରନ୍‌: ଡବ୍ଲୁଏଚଓ

ଜେନେଭା,୨୪ ।୧: କରୋନା ସଂକମ୍ରଣ ମାମଲା କିଛିଦିନ ହେବ ୩୩ ପ୍ରତିଶତ ବୃଦ୍ଧି ହୋଇଛି । ସେହିପରି ଏହାଯୋଗୁ ମୃତ୍ୟୁ ସଂଖ୍ୟାରେ ବି ୪୪ ପ୍ରତିଶତ ବୃଦ୍ଧି ହୋଇଛି । ତେବେ ସାରା ଦେଶରେ ସଂକ୍ରମଣ ୮ ପ୍ରତିଶତ ଓ ମୃତ୍ୟୁ…

ମୁସଲମାନ ବୋଲି ମନ୍ତ୍ରୀ ପଦ ଯାଇଛି

ଲଣ୍ଡନ, ୨୪ା୧: ପାକିସ୍ତାନ ବଂଶୋଦ୍ଭବ ବ୍ରିଟେନର ପୂର୍ବତନ ମନ୍ତ୍ରୀ ନୁସରତ ଗନି ରବିବାର ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ଏବଂ ତାଙ୍କ ସରକାରଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ ମୁସଲମାନ ସମ୍ପ୍ରଦାୟର ହୋଇଥିବାରୁ ସହଯୋଗୀଙ୍କର ସମସ୍ୟା ହୋଇଥିଲା। ତାଙ୍କ ‘ମୁସଲମାନ…

ୟୁକ୍ରେନ ସରକାରଙ୍କୁ ହଟାଇବାକୁ ଚାହୁଁଛି ରୁଷିଆ

ଲଣ୍ଡନ, ୨୪ା୧: ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ କରିବା ଆଶଙ୍କା ଦିନକୁ ଦିନ ଦୃଢ଼ୀଭୂତ ହେବାରେ ଲାଗିଥିବାବେଳେ କ୍ରେମେଲିନ୍‌ ନାଁରେ ସଙ୍ଗିନ ଅଭିଯୋଗ ଆଣିଛି ବ୍ରିଟେନ। ୟୁକ୍ରେନରେ ବର୍ତ୍ତମାନ ଥିବା ସରକାରଙ୍କୁ ହଟାଇ ସେଠାରେ ରୁଷିଆ ନିଜ ସପକ୍ଷରେ ଏକ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?