ତୁର୍କୀରେ ଭୟଙ୍କର ବନ୍ୟା
ଇସ୍ତାନବୁଲ୍,୧୫।୮: ତୁର୍କୀରେ ବନ୍ୟା ଓ ଭୂସ୍ଖଳନରେ ୪୦ ଜଣଙ୍କ ମୃତ୍ୟୁ ହୋଇଥିବା ଦେଶର ଜରୁରୀ ତଥା ବିପର୍ଯ୍ୟୟ ସଂସ୍ଥା ପକ୍ଷରୁ କୁହାଯାଇଛି। ବୁଧବାରଠାରୁ ବାର୍ଟିନ, କାଷ୍ଟାମୋନୁ, ସିନୋପ ପ୍ରଦେଶରେ ଲଗାଣ ବର୍ଷାରେ ୫ ବ୍ରିଜ୍ ଓ ଅନେକ ଘର ଭୁଶୁଡ଼ି ପଡ଼ିଛି।…
ରାଷ୍ଟ୍ରପତି ଖୋଲିଲେ ମୁହଁ, ଯୁଦ୍ଧ ନୁହେଁ ସମାଧାନ-ପ୍ରଥମେ ଦେଶର ସୁରକ୍ଷା…
କାବୁଲ,୧୪।୮: ଆଫଗାନିସ୍ତାନରେ ତାଲିବାନର ଶକ୍ତି ବୃଦ୍ଧି ପାଉଛି। ଇତିମଧ୍ୟରେ ଅତାଙ୍କବାଦୀ ସଂଗଠନ ପକ୍ଷରୁ ଦେଶର ବହୁ ସହରକୁ ଦଖଲ କରାଯାଇଛି। ଦେଶରେ ଜାରି ରହିଥିବା ଭୟଙ୍କର ଗୃହଯୁଦ୍ଧ ମଧ୍ୟରେ ରାଷ୍ଟ୍ରପତି ଆଶରଫ ଘାନି ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ସେ…
ବେଡ୍ରୁମ୍ରୁ ଶୁଭୁଥିଲା ନାଗ ସାପର ସୁ-ସୁ ଗର୍ଜନ, ଡରିଗଲେ ମହିଳା; ପାଖକୁ ଯାଇ ଦେଖିବାରୁ…
ସିଙ୍ଗାପୁର: ସାପ ନାଁ ଶୁଣିଲେ ଭୟରେ ଦେହ ଥରି ଉଠେ। ଆଉ ଯଦି ନାଗ ସାପର ନାଁ କାନରେ ପଡ଼ିଯାଏ ତେବେ ଦେହରୁ ଗମ୍ଗମ୍ ଝାଳ ବୋହିଯାଏ। ତୁରନ୍ତ ସୁରକ୍ଷିତ ସ୍ଥାନକୁ ଲୋକେ ଦୌଡ଼ନ୍ତି। ଏମିତି ଏକ ଘଟଣା ଘଟିଛି ସିଙ୍ଗାପୁରରେ।…
ମହାତ୍ମା ଗାନ୍ଧୀଙ୍କୁ ଆମେରିକା ଦେବ ସର୍ବୋଚ୍ଚ ନାଗରିକ ସମ୍ମାନ!
ନ୍ୟୁୟର୍କ/ନୂଆଦିଲ୍ଲୀ,୧୪ ।୮: ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଆମେରିକାର ସର୍ବୋଚ୍ଚ ନାଗରିକ ସମ୍ମାନ ଦିଆଯାଇପାରେ । ଏ ସମ୍ପର୍କରେ ଆମେରିକା ସଂସଦରେ ପୁଣିଥରେ ପ୍ରସ୍ତାବ ଦିଆଯାଇଛି । ଯାହାକୁ ନ୍ୟୁୟର୍କର ଜଣେ ସାଂସଦ ଦେଇଛନ୍ତି । ଶାନ୍ତି ଓ ଅହିଂସାକୁ ଅଗ୍ରାଧିକାର…
୫ ମାସ ଧରି ନିଖୋଜ ଥିଲେ ଯୁବତୀ, ଫ୍ରିଜ୍ରୁ ମିଳିଲା ମୃତଦେହ; ପୂରା ଘଟଣା ଜାଣିଲେ…
କାରାକସ୍,୧୪ା୮: ଭେନ୍ଜୁଏଲାର ଅରାଗୁଆ ରାଜ୍ୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ୧୯ ବର୍ଷୀୟ ଯୁବତୀ ୫ ମାସ ଧରି ନିଖୋଜ ଥିଲେ। ତେବେ ୫ ମାସ ପରେ ତାଙ୍କ ମୃତଦେହ ଏକ ଫ୍ରିଜ୍ ମଧ୍ୟରୁ ମିଳିଛି। ଯାଞ୍ଚକର୍ତ୍ତା ଏବେ…
ପାକ୍ ସୁପ୍ରିମକୋର୍ଟରେ ପ୍ରଥମ ମହିଳା ବିଚାରପତି
ଇସ୍ଲାମାବାଦ: ପାକିସ୍ତାନ ସୁପ୍ରିମକୋର୍ଟର ୭୫ ବର୍ଷ ଇତିହାସରେ ଏକ ନୂଆ ଘଟଣା ଘଟିବାକୁ ଯାଉଛି। ସେପ୍ଟେମ୍ବର ୯ରେ ଜଷ୍ଟିସ୍ ଆୟେଶା ମଲିକଙ୍କୁ ସୁପ୍ରିମକୋର୍ଟ ବିଚାରପତି ଭାବେ ନିଯୁକ୍ତ କରାଯିବ। ପାକିସ୍ତାନର ସର୍ବୋଚ୍ଚ ଅଦାଲତରେ ବିଚାରପତି ରୂପେ ନିଯୁକ୍ତ ହେବାରେ ଜଷ୍ଟିସ୍ ଆୟେଶା…
ଗୁପ୍ତା ଭ୍ରାତାଙ୍କ ଗୁମର ଖୋଲିଲେ ରାମାଫୋସା
ଜୋହାନ୍ସବର୍ଗ,୧୪ା୮: ଦକ୍ଷିଣ ଆଫ୍ରିକାର ଶାସକ ଆଫ୍ରିକାନ୍ ନ୍ୟାଶନାଲ କଂଗ୍ରେସ ଭିତରେ ମତଭେଦ କାରଣରୁ ଦୁର୍ନୀତିରେ ଲିପ୍ତ ପ୍ରଭାବଶାଳୀ ଗୁପ୍ତା ପରିବାର ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇପାରି ନ ଥିବା ରାଷ୍ଟ୍ରପତି ସିରିଲ ରାମାଫୋସା ପ୍ରଥମ ଥର ପାଇଁ ସ୍ବୀକାର କରିଛନ୍ତି। ଆଫ୍ରିକା…
ଓ୍ବାନ୍ ଡବ୍ଲ୍ୟୁଟିସିରେ ଝଲସିବ ତ୍ରିରଙ୍ଗା
ଓ୍ବାଶିଂଟନ,୧୪ା୮: ଅଗଷ୍ଟ ୧୫ରେ ଭାରତ ୭୫ତମ ସ୍ବାଧୀନତା ଦିବସ ପାଳନ କରିବ। ଏହି ଅବସରରେ ଆମେରିକାର ନ୍ୟୁୟର୍କ ସହରସ୍ଥିତ ଓ୍ବାନ୍ ଓ୍ବାଲର୍ଡ ଟ୍ରେଡ୍ ସେଣ୍ଟର (ଡବ୍ଲ୍ୟୁଟିସି)ରେ ଭାରତର ଜାତୀୟ ପତାକା ତ୍ରିରଙ୍ଗା ଝଲସିବ। ୨୦୦୧ ସେପ୍ଟେମ୍ବର ୧୧ରେ ଆମେରିକାର ଏହି ଉଚ୍ଚତମ…
ତାଲିବାନ ଦଖଲରେ ଦକ୍ଷିଣ ଆଫଗାନିସ୍ତାନ
କାବୁଲ, ୧୪।୮: ଆଫଗାନିସ୍ତାନରୁ ଆମେରିକା ଓ ନାଟୋ ସେନା ପ୍ରତ୍ୟାହାର ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ତାଲିବାନ ଆତଙ୍କବାଦୀମାନେ ଗୋଟିଏ ପରେ ଗୋଟିଏ ପ୍ରଦେଶିକ ରାଜଧାନୀ ଦଖଲ କରିବାରେ ଲାଗିଛନ୍ତି। ଏବେ ସମ୍ପୂର୍ଣ୍ଣ ଦକ୍ଷିଣ ଆଫଗାନ ସେମାନଙ୍କ ନିୟନ୍ତ୍ରଣକୁ ଆସିଗଲାଣି। ରାଜଧାନୀ କାବୁଲ…
ଆର୍ମିରେ ଭର୍ତ୍ତି ହେବା ପାଇଁ ଏହି ଦେଶରେ ଯୁବତୀଙ୍କର ହୋଇଥାଏ ଭର୍ଜିନିଟି ଟେଷ୍ଟ, ଏବେ ଆସିଲା ଏମିତି ରିପୋର୍ଟ
ଜାକର୍ତ୍ତା: ଏମିତି ଦେଶ ଅଛି, ଯେଉଁଠି ଆର୍ମିରେ ଭର୍ତ୍ତି ହେବା ପାଇଁ ଯୁବତୀମାନଙ୍କର ଭର୍ଜିନିଟି ଟେଷ୍ଟ କରାଯାଉଥିଲା। ମାତ୍ର ଏବେ ଆଉ ଏପରି କରାଯିବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି। ଏମିତି ଦେଶ ହେଉଛି ଇଣ୍ଡୋନେସିଆ। ୧୯୬୫ ମସିହାରୁ ଇଣ୍ଡୋନେସିଆ ସେନା,…
ଚାଇନାର ରାସ୍ତା ଉପରେ ୩.୫ ମିଟର ଉଚ୍ଚରେ ପାଣି
ବେଜିଂ,୧୩।୮: କେନ୍ଦ୍ରୀୟ ଚାଇନାର ହୁବେଇ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଫଳରେ ପ୍ରଦେଶର ସୁଇକ୍ସିଆନ୍ କାଉଣ୍ଟିର ଲିଉଲିନ୍ ସହରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ୨୧ ଜଣଙ୍କ ମୃତ୍ୟୁ ଘଟିବା ସହ ୪ ଜଣ ନିଖୋଜ ଥିବା ଜଣାପଡ଼ିଛି। ବୁଧବାର…
ଆଫଗାନିସ୍ତାନରେ ଚଳିତ ବର୍ଷ ପ୍ରାୟ ୪ ଲକ୍ଷ ଲୋକ ହୋଇଛନ୍ତି ବିସ୍ଥାପିତ: ଜାତିସଂଘ
କାବୁଲ,୧୩।୮: ଆଫଗାନିସ୍ତାନରେ ତାଲିବାନ ତା’ର ଆଧିପତ୍ୟ ବିସ୍ତାର କରି ଗୋଟିଏ ପରେ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ସହରକୁ ଦଖଲ କରି ଏବେ ସଂଗଠନ ରାଜଧାନୀ କାବୁଲ ଅଭିମୁଖେ ମାଡି ଚାଲିଛି। ଶୁକ୍ରବାର ତାଲିବାନ ଆଫଗାନିସ୍ତାନର ଦ୍ୱିତୀୟ ବଡ ସହର କାନ୍ଦାହାର ଦଖଲ କରି…
Archives


