ଅନ୍ତର୍ଜାତୀୟ

ମଜାର-ଏ-ଶରିଫରୁ ସ୍ବତନ୍ତ୍ର ବିମାନରେ ସ୍ବଦେଶ ଫେରିବେ ଭାରତୀୟ ନାଗରିକ

କାବୁଲ,୧୦।୮:ଆଫଗାନିସ୍ତାନରେ ଉପୁଜିଥିବା ହିଂସା ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଇତିମଧ୍ୟରେ ଭାରତ ସରକାର ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଆଫଗାନିସ୍ତାନର ମଜାର-ଏ-ଶରିଫ ସହର ସ୍ଥିତ ବାଣିଜ୍ୟ ଦୂତାବାସରେ କାର୍ଯ୍ୟରତ ଥିବା ସମସ୍ତ ଭାରତୀୟ କର୍ମଚାରୀ, ଅଧିକାରୀ ଓ ନାଗରିକଙ୍କୁ…

ବାଟ ଭୁଲିଗଲେ ହାତୀ

ବେଜିଂ,୧୦।୮: ଶେଷରେ ୧୭ମାସ ପରେ ଘରମୁହାଁ ହେଲେ ଏକ ହାତୀପଲ। ଏହି ହାତୀମାନେ ଚାଇନାରେ ପ୍ରାୟ ୩୦୦ମାଇଲ ଯାତ୍ରା କରିଥିବା ଜଣାପଡ଼ିଛି। ଯାହା ସମଗ୍ର ବିଶ୍ୱରେ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ୧୪ଏସିଆ ହାତୀ ଗତ କିଛି ମାସରୁ ଖବରର…

ରେଷ୍ଟୁରାଣ୍ଟ-ବସ୍‌-ଟ୍ରେନ୍‌ରେ ଯିବାକୁ ହେଲେ ଭାକ୍ସିନ ପାସ୍‌ ବାଧ୍ୟତାମୂଳକ

ପ୍ୟାରିସ୍‌,୧୦।୮: କରୋନା ମହାମାରୀ ବିରୋଧରେ ଟିକା ସବୁଠାରୁ ବଡ ଅସ୍ତ୍ର ଭାବେ ଉଭା ହୋଇଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ସମସ୍ତ ଦେଶ ଅଧିକରୁ ଅଧିକ ଲୋକଙ୍କୁ ଟିକାକରଣ କରାଇବା ଉପରେ ଜୋର ଦେଉଛନ୍ତି। ଇତିମଧ୍ୟରେ ଫ୍ରାନ୍ସରୁ ସୋମବାର ଏକ ବଡ଼…

୧୩ ମାସ ପରେ ଘରକୁ ଗଲେ ବିଶ୍ୱର ସବୁଠୁ ଛୋଟ ଶିଶୁ

ଦୁନିଆର ସବୁଠାରୁ ଛୋଟ ଶିଶୁ ଦୀର୍ଘ ୧୩ ମାସ ହସ୍ପିଟାଲରେ ରହିବା ପରେ ଏବେ ଡିସଚାର୍ଜ ହୋଇ ଘରକୁ ଯାଇଛନ୍ତି। କ୍ୱେକ ୟୁ ଜୁଆନ ଏହି ଶିଶୁ କନ୍ୟାଟି ୯ ଜୁନ ୨୦୨୦ରେ ସିଙ୍ଗାପୁରର ନ୍ୟାସନାଲ ୟୁନିଭରସିଟି ହସ୍ପିଟାଲରେ ଜନ୍ମଗ୍ରହଣ କରିଥିଲେ।…

ବାଂଲାଦେଶରେ ଭାଙ୍ଗିଦେଲେ ୪ ହିନ୍ଦୁ ମନ୍ଦିର

ଢାକା,୯।୮: ବାଂଲାଦେଶର ଖୁଲ୍‌ନା ଜିଲାରେ ଦୁର୍ବୃତ୍ତମାନେ ୪ଟି ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ କରିଛନ୍ତି। ଏଥିସହ ସେମାନେ ସଂଖ୍ୟାଲଘୁ ହିନ୍ଦୁମାନଙ୍କ କେତେକ ଦୋକାନ ଓ ଘର ଭାଙ୍ଗିଛନ୍ତି। ପୋଲିସ ୧୦ ଜଣଙ୍କୁ ଗିରଫ କରିବା ସହ ଉକ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା…

ବେଜିଂ ଯିବା ମନା!

ବେଜିଂ,୯ ।୮: ଚାଇନାରେ କରୋନା ସଂକ୍ରମଣ ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦେଖି ସେଠାକାର ସରକାର ବିଭିନ୍ନ ଅଞ୍ଚଳରେ ଲକ ଡାଉନ ଘୋଷଣା କରିଛନ୍ତି । ରାଜଧାନୀ ବେଜିଂର କିଛି ଅଞ୍ଚଳରେ ଏହା ଦ୍ରୁତ ଗତିରେ ବ୍ୟାପୁଥିବାରୁ…

କ୍ୱେଟାରେ ବୋମା ବିସ୍ଫୋରଣ: ୨ ଯବାନ ଶହୀଦ

ଇସଲାମାବାଦ,୯ ।୮: ପାକିସ୍ତାନର ଅଶାନ୍ତ ଦକ୍ଷିଣ-ପଶ୍ଚିମ ବେଲୁଚିସ୍ତାନ ଅଞ୍ଚଳରେ ପୋଲିସ ଭ୍ୟାନକୁ ଟାର୍ଗେଟ କରି ରବିବାରେ ହୋଇଥିବା ଶକ୍ତିଶାଳୀ ବୋମା ବିସ୍ଫୋରଣରେ ୨ ପୋଲିସଙ୍କ ମୃତ୍ୟୁ ହେବା ସହ ୮ ପୋଲିସ ସମେତ ୧୨ ଜଣ ଆହତ ହୋଇଥିବା ସୂଚନା ମିଳିଛି…

ଫିଲ୍ମ ଷ୍ଟାଇଲ୍‌ରେ ପାକିସ୍ତାନ ଯୁବକ ଇଣ୍ଟରନେଟ୍‌ରେ ଖୋଜିଲେ ଭାରତୀୟଙ୍କ ମନିପର୍ସ, ଆଉ ତା’ ପରେ…

ଇସଲାମାବାଦ,୯ା୮: ଇଣ୍ଟରନେଟ୍‌ ଏବଂ ସୋସିଆଲ ମିଡିଆ କେତେ ଶକ୍ତିଶାଳୀ ମାଧ୍ୟମ ତାହା ପୁଣି ଥରେ ପ୍ରମାଣିତ ହୋଇଛି। ଜଣେ ପାକିସ୍ତାନୀ ଯୁବକ ରାସ୍ତାରେ ପଡ଼ିଥିବା ଏକ ପର୍ସ ସମ୍ପର୍କରେ ସୋସିଆଲ ମିଡିଆରେ ଲେଖିଥିଲେ। ଏହା ପରେ ଏହି ପର୍ସର ପ୍ରକୃତ ମାଲିକଙ୍କୁ…

ସମୁଦ୍ରରେ ପହଁରି ପହଁରି ମାଲେସିଆରୁ ମକ୍କାରେ ପହଞ୍ଚିବା ପାଇଁ ଚାହୁଁଥିଲେ ଯୁବକ, ପରେ ଯାହା ଘଟିଲା ଜାଣିଲେ…

ମାଲେସିଆର ଜଣେ ଯୁବକ ଧର୍ମସ୍ଥଳ ମକ୍କାରେ ପହଞ୍ଚତ୍ବା ପାଇଁ ଯାହା କରିଛନ୍ତି ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏହି ଯୁବକ ଜଣକ ମାଲେସିଆରୁ ପ୍ରାୟ ୭୦୦୦ କିଲୋମିଟର ଦୂର ସମୁଦ୍ରରେ ପହଁରି ପହଁରି ମକ୍କାରେ ପହଞ୍ଚିବା ପାଇଁ ସମୁଦ୍ରକୁ ଡେଇଁଥିଲେ। ମାତ୍ର ମାଲେସୀୟ…

ତାଲିବାନର କ୍ରୁରତା, ଟାଇଟ୍‌ ପୋଷାକ ପିନ୍ଧିଥିବା ଯୁବତୀଙ୍କୁ ଗୁଳି କରି ହତ୍ୟା…

କାବୁଲ,୯।୮: ଆଫଗାନିସ୍ତାନରେ ତାଲିବାନର କ୍ରୁରତା ବଢ଼ିବାରେ ଲାଗିଛି। ସମ୍ପ୍ରତି ଟାଇଟ୍‌ ପୋଷାକ ପିନ୍ଧିଥିବା ଜଣେ ଯୁବତୀଙ୍କୁ ତାଲିବାନ ସଦସ୍ୟ ଗୁଳି କରି ହତ୍ୟା କରିଛନ୍ତି। ଯୁବତୀ ଜଣକ ବାହାରକୁ ଆସିଥିବା ସମୟରେ ତାଙ୍କ ସହିତ କୌଣସି ପୁରୁଷ ନ ଥିବାରୁ ଏହା…

ପୃଥିବୀରେ ମଙ୍ଗଳ ଜଳବାୟୁ

ଓ୍ବାଶିଂଟନ୍‌, ୯ା୮: ମଙ୍ଗଳରେ ଜନବସତି ସ୍ଥାପନ ସ୍ବପ୍ନ ପୂରଣ ପାଇଁ ଉଦ୍ୟମ ଜାରି ରଖିଛନ୍ତି ବୈଜ୍ଞାନିକ। ସେଠାକାର ଜଳବାୟୁ ଜୀବନଧାରଣ ନିମନ୍ତେ ଅନୁକୂଳ ହୋଇ ନ ଥିବାବେଳେ ଅନୁରୂପ ପରିବେଶ ପ୍ରସ୍ତୁତ କରିଛି ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା। ସମାନ…

ଯୁବତୀ-ଯୁବକଙ୍କ ଝଗଡ଼ା ସମାଧାନ କରିବାକୁ ଯାଇଥିଲେ ଜଣେ ବ୍ୟକ୍ତି, କାନ କାମୁଡ଼ି ଛିଡ଼ାଇ ଦେଲେ

ଓ୍ବାଶିଂଟନ,୯ା୮: ଆମେରିକା ପୋର୍ଟ ସେଣ୍ଟ୍‌ ଲୁସିରେ ଜଣେ ଯୁବକ ଯାହା କରିଛନ୍ତି, ଜାଣିଲେ ଆଶ୍ଚର୍ଯ୍ୟ ହେବେ। ୩୫ ବର୍ଷୀୟ ଜେମ୍ସ ଲେନ୍‌ ଓ୍ବିଲିୟମ୍ସ ନାମକ ଜଣେ ଯୁବକଙ୍କ ଉପରେ ଜଣେ ବ୍ୟକ୍ତିଙ୍କ କାନ କାମୁଡ଼ି ଛିଡ଼ାଇ ଦେବା ପରି ଅଭିଯୋଗ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri