ଗୋଟିଏ ଦିନରେ ୩୮୫ ତାଲିବାନ ଆତଙ୍କବାଦୀ ମୃତ, ୨୧୦ ଆହତ…
କାବୁଲ,୭।୮: ଆଫଗାନିସ୍ତାନରେ ତାଲିବାନ ଆତଙ୍କବାଦୀ ଏବଂ ସରକାରୀ ସୈନ୍ୟଙ୍କ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି ରହିଛି। ଗୋଟିଏ ଦିନରେ ସୈନ୍ୟ ବାହିନୀର ଦୃଢ଼ କାର୍ଯ୍ୟାନୁଷ୍ଠାନରେ ୩୮୫ ତାଲିବାନ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସେହିପରି ୨୧୦ ଆତଙ୍କବାଦୀ ଆହତ ହୋଇଥିବ। ଦେଶର ପ୍ରତିରକ୍ଷା…
ପ୍ରେମିକାଙ୍କୁ ହତ୍ୟା କରି ୭ ମାସ ଧରି ଏକ ଘରେ ମୃତଦେହ ଲୁଚାଇ ରଖିଥିଲେ ପ୍ରେମିକ, ଏମିତି ପଡ଼ିଲା ଜଣା…
ଓ୍ବାଶିଂଟନ,୭ା୮: ଆମେରିକାରେ ରହୁଥିବା ଜଣେ ଯୁବକ ନିଜର ପ୍ରେମିକାଙ୍କୁ ହତ୍ୟା କରି ତାଙ୍କ ୭ ମାସ ଧରି ଏକ ବନ୍ଦ କୋଠରିରେ ଲୁଚାଇ ରଖିଥିଲେ। ପ୍ରେମିକାଙ୍କ ଭଉଣୀ ଏ ସମ୍ପର୍କରେ ଜାଣିବା ପରେ ଏହି ଜଘନ୍ୟ ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଥିଲା। ଏକ…
ନଷ୍ଟ ହେବ ଲକ୍ଷେ ଗ୍ରୀନ୍ କାର୍ଡ
ଓ୍ବାଶିଂଟନ, ୭।୮: ଆଗାମୀ ଦୁଇ ମାସ ମଧ୍ୟରେ ପ୍ରାୟ ଲକ୍ଷେ ନିଯୁକ୍ତିଭିତ୍ତିକ ଗ୍ରୀନ୍ କାର୍ଡ ନଷ୍ଟ ହେବାକୁ ଯାଉଛି, ଯାହା ସେଠାରେ ଥିବା ଭାରତୀୟ ପେସାଦାରମାନଙ୍କୁ କ୍ଷୁବ୍ଧ କରିଛି। ଆଇନଗତ ସ୍ଥାୟୀ ବାସିନ୍ଦା ଅନୁମତି ପାଇବା ପାଇଁ ସେମାନଙ୍କ ପ୍ରତୀକ୍ଷା ଆଉ…
ଆଫଗାନିସ୍ତାନ ସରକାରଙ୍କ ମିଡିଆ ଇନଫରମେଶନ ଡାଇରେକ୍ଟରଙ୍କୁ ହତ୍ୟା
କାବୁଲ,୬ ।୮: ଆଫଗାନିସ୍ତାନର ସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି । ନୂଆ ଅଞ୍ଚଳକୁ ତାଲିବାନ ତା କବଜାକୁ ନେବାରେ ଲାଗିଛି । ଇତିମଧ୍ୟରେ ଶୁକ୍ରବାର ଆଫଗାନିସ୍ତାନ ସରକାରଙ୍କ ମିଡିଆ ଆଣ୍ଡ ଇନଫରମେଶନ ସେଣ୍ଟରର ମୁଖ୍ୟ ଦାବା ଖାନ ମିନାପାଲଙ୍କୁ…
ଆସିପାରେ ଡେଲ୍ଟାଠାରୁ ବି ମାରାତ୍ମକ ଭାରିଏଣ୍ଟ
ୱାଶିଂଟନ,୬ ।୮: ଭାରତରେ ପ୍ରଥମ କରି ଦେଖାଯାଇଥିବା କରୋନାର ଡେଲ୍ଟା ଭାରିଏଣ୍ଟ ନୂଆ ରୂପରେ ଆକ୍ରମଣ କରିପାରେ । ଆମେରିକାର ବରିଷ୍ଠ ସଂକ୍ରାମକ ରୋଗ ବିଶେଷଜ୍ଞ ତଥା ଆମେରିକା ସରକାରଙ୍କ କୋଭିଡ ପରାମର୍ଶଦାତା ଡା. ଏନ୍ଥନୀ ଫ୍ରାଁସି କ୍ୟାପିଟାଲ ହିଲରେ ସିନେଟରେ…
‘ନିଆଁ ସହ ଖେଳୁଛି ଭାରତ’
ଇସ୍ଲାମାବାଦ,୬ା୮:ଭାରତୀୟ ପାର୍ଲାମେଣ୍ଟରେ ଦୁଇବର୍ଷ ତଳେ ନିଆଯାଇଥିବା ନିଷ୍ପତ୍ତିକୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ଓ ସେନାମୁଖ୍ୟ ଜେନେରାଲ କମାର ଜାଭେଦ ବାଜ୍ଓ୍ବା ନିନ୍ଦା କରିଛନ୍ତି। ଇମ୍ରାନ୍ କହିଛନ୍ତି, ଭାରତର ଏକତରଫା ଓ ବେଆଇନ କାର୍ଯ୍ୟକୁ ଦୁଇବର୍ଷ ପୂରିଲା। ପାକିସ୍ତାନ ଏହାକୁ ‘ଶୋଷଣର…
ସାରା ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟ ୨୦ କୋଟି ଟପିଲା
ନ୍ୟୁୟର୍କ,୬।୮:ସାରା ବିଶ୍ୱରେ କରୋନା ମହାମାରୀ ବିସ୍ତାର କରିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) କହିଛି ଯେ ସବୁଠାରୁ ସଂକ୍ରାମକ ବୋଲି ବିଶ୍ୱାସ କରାଯାଉଥିବା କରୋନାର ଡେଲ୍ଟା ଭାରିଏଣ୍ଟ ଭାରତ ସମେତ ୧୩୫ ଟି ଦେଶରେ ଦେଖିବାକୁ ମିଳିଛି। ଏଥି ସହିତ, ଗତ…
ପାକିସ୍ତାନରେ ଭାଙ୍ଗିଦେଲେ ଗଣେଶ ମନ୍ଦିର
ନୂଆଦିଲ୍ଲୀ, ୬।୮: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଥିବା ଏକ ଗଣେଶ ମନ୍ଦିରକୁ ଶହ ଶହ ଲୋକ ଭାଙ୍ଗି ଦେଇଛନ୍ତି। ସ୍ଥାନୀୟ ସେମିନାରିରେ ପରିସ୍ରା କରିବା ଅଭିଯୋଗରେ ୯ ବର୍ଷର ହିନ୍ଦୁ ବାଳକଙ୍କୁ ଜାମିନ ମିଳିବାରୁ ଉତ୍ତେଜିତ ଲୋକେ ମନ୍ଦିର ପରିସରରେ ଭଙ୍ଗାରୁଜା…
ବୁର୍ଖା ପିନ୍ଧି ନ ଥିବାରୁ ଗଲା ଜୀବନ
କାବୁଲ,୫ା୮- ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନରୁ ବିଦେଶୀ ସୈନ୍ୟମାନେ ସ୍ବଦେଶ ଫେରୁଥିବା ବେଳେ ନିରୀହ ନାଗରିକମାନଙ୍କୁ ଟାର୍ଗେଟ କରୁଛନ୍ତି ଆତଙ୍କବାଦୀ। ତାଲିବାନ ଆତଙ୍କବାଦୀମାନେ ଜଣେ ୨୧ ବର୍ଷୀୟା ଯୁବତୀଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ତାଙ୍କର ଦୋଷ ହେଲା ସେ ବୁର୍ଖା ପିନ୍ଧି ନ…
ଭଡ଼ାରେ ଲାଗିବ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଘର
ଇସ୍ଲାମାବାଦ,୫।୮: ପାକିସ୍ତାନର ଆର୍ଥିକ ସ୍ଥିତି ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ କ୍ଷମତାକୁ ଆସିବାର ୩ ବର୍ଷ ମଧ୍ୟରେ ଦେଶର ଅର୍ଥନୀତି ୧୯ ବିଲିୟନ ଡଲାର ହ୍ରାସ ପାଇଛି। ଅବସ୍ଥା ଏପରି ହୋଇଛି ଯେ, ପାକିସ୍ତାନ ସରକାର ପ୍ରଧାନମନ୍ତ୍ରୀଙ୍କ ସରକାରୀ…
କିମ୍-ଜୋଙ୍ଗ୍-ଉନ୍ଙ୍କ ମୁଣ୍ଡରେ ବ୍ୟାଣ୍ଡେଜ୍ ପଡ଼ିଥିବା ନେଇ ଚର୍ଚ୍ଚା
ପ୍ୟୋଙ୍ଗ୍ୟାଙ୍ଗ୍,୫ା୮: ଉତ୍ତରକୋରିଆ ଶାସକ କିମ୍-ଜୋଙ୍ଗ-ଉନ୍ ତାଙ୍କର କ୍ରୁର ଶାସନ ପାଇଁ ସବୁବେଳେ ଚର୍ଚ୍ଚାରେ ଥାନ୍ତି। କିନ୍ତୁ ଏବେ ସେ ତାଙ୍କ ସ୍ବାସ୍ଥ୍ୟକୁ ନେଇ ଚର୍ଚ୍ଚାରେ ରହିଛନ୍ତି। କିମ୍ଙ୍କ କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ…
ପ୍ରଥମଥର ଲାଗି ଟୋକିଓରେ ସର୍ବାଧିକ କରୋନା ପଜିଟିଭ ଚିହ୍ନଟ
ଟୋକିଓ,୫ ।୮: ଜାପାନର ରାଜଧାନୀ ଟୋକିଓ ଏବେ ଖୁବ୍ ଚର୍ଚ୍ଚାରେ । ସେଠି ଅନୁଷ୍ଠିତ ହେଉଛି ଅଲିମ୍ପିକ୍ସ ୨୦୨୦ । ଗୋଟିଏ ପଟେ କରୋନା ଭୟକୁ ଅନ୍ୟପଟେ ଗତବର୍ଷ ବାତିଲ ହୋଇଥିବା ଅଲିମ୍ପିକ୍ସର ମଜା । ଏପଟେ କିନ୍ତୁ ରାଜଧାନୀ ଟୋକିଓରେ…
Archives


