ଅନ୍ତର୍ଜାତୀୟ

ଟ୍ରମ୍ପଙ୍କୁ ରାଷ୍ଟ୍ରପତି ପଦରୁ ହଟା ନ ଗଲେ ଆସିବ ମହାଭିଯୋଗ

ଓ୍ବାଶିଂଟନ୍‌,୮।୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ କନ୍ଦଳ ଦେଖାଯାଇଛି। ଆମେରିକାର କ୍ୟାପିଟାଲ ହିଲ ବିଲଡିଂ ବାହାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥକ ହିଂସା ସୃଷ୍ଟି କରିଛନ୍ତି। ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ ଆମେରିକାର କ୍ୟାପିଟାଲ ବିଲଡିଂ...

ପୋଲିସ ଭୟରେ ଉଲଗ୍ନ ହୋଇ, ଗେଣ୍ଡା ଖାଇ ଏପରି ଭୟାନକ ସ୍ଥାନରେ ଲୁଚି ରହିଥିଲେ ବ୍ୟକ୍ତି

ଅଷ୍ଟ୍ରେଲିଆରେ ଜଣେ ପଳାତକ ଅପରାଧୀ ପୋଲିସକୁ ଭୟ କରି ଏପରି ଏକ ସ୍ଥାନରେ ଲୁଚି ରହିଥିଲେ ଯେଉଁଠାରେ ମୃତ୍ୟୁଛଡା ଆଉ କିଛି ନ ଥିଲା। ସେ ଅଷ୍ଟ୍ରେଲିଆର ଉତ୍ତରରେ ଥିବା ଏକ ଘଞ୍ଚ ଜଙ୍ଗଲର ଏକ ଆମ୍ବଗଛରେ ଲୁଚିଥିଲେ। ଗଛତଳେ...

ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ଏଲୋନ ମସ୍କ, ପଛରେ ପଡ଼ିଲେ ଜେଫ୍‌ ବେଜୋସ

ନୂଆଦିଲ୍ଲୀ,୭।୧- ଟେସ୍‌ଲା ମୁଖ୍ୟ ତଥା ବିଲିୟନେୟାର ଉଦ୍ୟୋଗୀ ଏଲୋନ ମସ୍କ ଗୁରୁବାର ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ହୋଇଛନ୍ତି। ସେ ଆମାଜନ ଡଟ୍‌ କମ୍‌ ଆଇଏନ୍‌ସିର ଜେଫ ବେଜୋସଙ୍କୁ ପଛରେ ପକାଇ ଦେଇଛନ୍ତି। ଟେସ୍‌ଲା ଶେୟାରରେ ଘଟିଥିବା ବୃଦ୍ଧିକୁ ମିଶାଇ...

ମାସୁଦ ଆଝାରଙ୍କ ନା’ରେ ଗିରଫ ଓ୍ବାରେଣ୍ଟ ଜାରି

ଲାହୋର,୭।୧: ଜୟଶ-ଇ-ମହମ୍ମଦ (ଜେଇଏମ୍‌) ମୁଖ୍ୟ ମାସୁଦ ଆଝାରଙ୍କୁ ଗିରଫ କରିବା ପାଇଁ ଗୁରୁବାର ଓ୍ବାରେଣ୍ଟ ଜାରି କରିଛନ୍ତି ପାକିସ୍ତାନର ଆଣ୍ଟି ଟେରରଜିମ୍‌ କୋର୍ଟ। ଆତଙ୍କବାଦୀ କାର୍ଯ୍ୟକଳାପକୁ ଆର୍ଥିକ ସହାୟତା ଯୋଗାଇବା ମାମଲାର ଶୁଣାଣି କରି ଆଣ୍ଟି ଟେରରିଜମ କୋର୍ଟ (ଏଟିସି)ର...

ମଣିଷଙ୍କ ପୂର୍ବରୁ ପ୍ରଥମେ ଏହି ଜୀବକୁ ଦିଆଯାଇଥିଲା କରୋନା ଟିକା

ଓ୍ବାଶିଂଟନ,୭।୧: କରୋନା ଟିକା ପାଇଁ ସମଗ୍ର ବିଶ୍ୱବାସୀ ଚାତକ ପରି ଚାହିଁ ରହିଛନ୍ତି। କିଛି ସ୍ଥାନରେ ଲୋକେ ଏହି ଟିକା ନେଲେଣି ମଧ୍ୟ। ମାତ୍ର ଜାଣନ୍ତି କି ମଣିଷକୁ କରୋନା ଟିକା ଦିଆଯିବା ପୂର୍ବରୁ ଏକ ଜୀବ ଦେହରେ ଦିଆଯାଇଥିଲା।...

ଏହା ବିଶ୍ୱର ସବୁଠାରୁ ଶକ୍ତିଶାଳୀ ପାସ୍‌ପୋର୍ଟ, ୧୯୧ ଦେଶକୁ କରିପାରିବେ ଯାତ୍ରା

୨୦୨୧ ମସିହାରେ ପ୍ରକାଶିତ ସର୍ବଭାରତୀୟ ମାନ୍ୟତା ଅନୁଯାୟୀ ଜାପାନର ପାସ୍‌ପୋର୍ଟକୁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ପାସପୋର୍ଟ ଭାବରେ ବିବେଚନା କରାଯାଏ। ଜାପାନରେ ରହୁଥିବା ଲୋକମାନେ ଏହି ପାସପୋର୍ଟ ସହିତ ୧୯୧ ଦେଶ ଭିଜା ମୁକ୍ତ ଯାତ୍ରା କରିପାରନ୍ତି। ଗତ ଚାରି...

ଶେଷରେ ବାଇଡେନ୍‌ଙ୍କ ବିଜୟରେ ଲାଗିଲା ମୋହର: ୨୦ରେ ଶପଥ ଗ୍ରହଣ

ଓ୍ବାଶିଂଟନ୍‌,୭।୧: ବହୁ ବାଦବିବାଦ ଏବଂ ହିଂସାକାଣ୍ଡ ପରେ ଶେଷରେ ଆମେରିକା କଂଗ୍ରେସ ଜୋ ବାଇଡେନ୍‌ଙ୍କ ବିଜୟରେ ମୋହର ମାରିଛି। ଆମେରିକା ସଂସଦ ଗୁରୁବାର ବାଇଡେନଙ୍କ ବିଜୟକୁ ସୁନିଶ୍ଚିତ କରିଥିବାରୁ ସେ ଆସନ୍ତା ୨୦ ତାରିଖରେ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ...

ସୀମା ଜବର ଦଖଲ ପାଇଁ ଯାଯାବରଙ୍କ ସହାୟତା ନେଉଛି ଚାଇନା

ବେଜିଂ,୭।୧: ପୂର୍ବ ଲଦାଖରେ ଭାରତ ଚାଇନା ମଧ୍ୟରେ ଥିବା ଏଲ୍‌ଏସିରେ ଉତ୍ତେଜନା କମିବା ବଦଳରେ ବଢ଼ିଚାଲିଛି। ସୀମା ଜବର ଦଖଲ ପାଇଁ ଚାଇନା ସୈନ୍ୟ ବାହିନୀ ପକ୍ଷରୁ ନୂଆ ଷଡ଼ଯନ୍ତ୍ର ରଚାଯାଇଛି। ଯାଯାବର ସମ୍ପ୍ରଦାୟଙ୍କ ସହାୟତାରେ ଚାଇନା ଭାରତ ସୀମାରେ...

କରୋନା ସଂକ୍ରମଣ: ଲକ୍‌ଡାଉନ ମୁହାଁ ବିଶ୍ୱ

ବର୍ଲିନ,୭ ।୧: କରୋନା ଭାଇରସ ସଂକ୍ରମଣ ବିଭିନ୍ନ ଦେଶରେ ପୁଣିଥରେ ବୃଦ୍ଧି ପାଇବାରେ ଲାଗିଛି । ବ୍ରିଟେନରେ ଦେଖାଦେଇଥିବା କରୋନାର ନୂଆ ଷ୍ଟ୍ରେନ୍ ଏବେ ବିଭିନ୍ନ ଦେଶରେ ଦେଖାଦେବା ସହ ଏହା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଏହାକୁ...

ବିରୋଧ ନୁହେଁ ବିଦ୍ରୋହ: ବାଇଡେନ୍‌

ଓ୍ବାଶିଂଟନ,୭।୧: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସମର୍ଥକଙ୍କ ପକ୍ଷରୁ ଆମେରିକା ସଂସଦ ପରିସରରେ ହୋଇଥିବା ହିଂସାକାଣ୍ଡକୁ ନେଇ ଜୋ ବାଇଡେନ୍‌ ମୁହଁ ଖୋଲିଛନ୍ତି। ଏହା ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଗଣତନ୍ତ୍ର ପାଇଁ ଏହା ଉପଯୋଗୀ ନୁହେଁ। ଗଣତାନ୍ତ୍ରିକ ପ୍ରକ୍ରିୟାରେ ବିରୋଧ କରିବା...

ଗଣତନ୍ତ୍ରର ହତ୍ୟା: ଶୀଘ୍ର ଟ୍ରମ୍ପ୍‌ଙ୍କୁ ହଟାଯାଉ

ଓ୍ବାଶିଂଟନ,୭।୧: ଆମେରିକାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସମର୍ଥକଙ୍କ ପକ୍ଷରୁ ସଂସଦ ପରିସରରେ ହୋଇଥିବା ହିଂସାକାଣ୍ଡକୁ ନେଇ ଭାରତୀୟ ବଂଶୋଦ୍ଭବ ସାଂସଦମାନେ କଡ଼ା ନିନ୍ଦା କରିଛନ୍ତି। ଶୀଘ୍ର ଟ୍ରମ୍ପ୍‌ଙ୍କୁ ପଦରୁ ହଟାଯାଉ ବୋଲି ସାଂସଦ ଆର.ଓ. ଖାନ୍ନା କହିଛନ୍ତି। ସଂସଦ ପରିସରରେ...

ଆମେରିକା ହିଂସା: ଇସ୍ତଫା ଦେଲେ ହ୍ୱାଇଟ ହାଉସର ଦୁଇ ମୁଖ୍ୟ ଅଧିକାରୀ

ୱାଶିଂଟନ,୭ ।୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଉଡେନଙ୍କୁ ଅଫିସିୟାଲି ବିଜୟୀ ପ୍ରାର୍ଥୀ ଘୋଷଣା କରାଯିବା ପରେ ଆମେରିକାରେ ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥକମାନେ ହିଂସା ସୃଷ୍ଟି କରିଛନ୍ତି । ଏହାକୁ ଦେଖି ବୁଧବାର ଆମେରିକାର ଫାଷ୍ଟ ଲେଡି ମେଲାନିଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri