ମଣିଷଠାରେ ପ୍ରତିରୋପଣ ହେଲା ଘୁଷୁରି ହାର୍ଟ, ଚିକିତ୍ସା ବିଜ୍ଞାନରେ ପ୍ରଥମ ଘଟଣା…
ଓ୍ବାଶିଂଟନ, ୧୧।୧ : ଆମେରିକୀୟ ସର୍ଜନମାନେ ବଡ଼ ସଫଳତା ହାସଲ କରିଛନ୍ତି। ୫୭ ବର୍ଷ ବୟସ୍କ ଜଣେ ବ୍ୟକ୍ତିଙ୍କ ଶରୀରରେ ଏକ ଜେନେଟିକ ରୂପାନ୍ତରିତ ଘୁଷୁରୀର ହାର୍ଟକୁ ସଫଳତାର ସହିତ ପ୍ରତିରୋପଣ କରାଯାଇଛି। ଏହା ଦ୍ୱାରା ଚିକିତ୍ସା ବିଜ୍ଞାନରେ ଏକ ନୂଆ…
ସୁ ଚୀଙ୍କୁ ଆଉ ୪ ବର୍ଷ ଜେଲ
ନାପିତାଉ, ୧୧ା୧: ମ୍ୟାନ୍ମାର ଗାଦିଚ୍ୟୁତ ନେତ୍ରୀ ତଥା ନୋବେଲ ଶାନ୍ତି ପୁରସ୍କାର ବିଜୟିନୀ ଅଙ୍ଗ୍ ସାନ୍ ସୁ ଚୀଙ୍କୁ ସୋମବାର ଏକ କୋର୍ଟ ବେଆଇନ ଭାବେ ଓ୍ବାକି-ଟକିଜ୍ ଆଣି ବ୍ୟବହାର କରିବା, କୋଭିଡ୍ ଗାଇଡଲାଇନ୍ ଉଲ୍ଲଂଘନ ଅଭିଯୋଗରେ ଅଧିକ ୪ ବର୍ଷ…
ପୁଣି ବାଲାଷ୍ଟିକ୍ ମିଶାଇଲ୍ ପରୀକ୍ଷଣ କଲା ଉତ୍ତର କୋରିଆ
ପ୍ୟୋଙ୍ଗୟଙ୍ଗ,୧୧।୧: ୨୦୨୨ର ପ୍ରଥମ ସପ୍ତାହରେ ପୁଣି ଥରେ ଉତ୍ତର କୋରିଆ ଏକ ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ଜାପାନର ତଟରକ୍ଷୀଙ୍କ ଅନୁଯାୟୀ, ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ଦେଶ ମଧ୍ୟ ମଙ୍ଗଳବାର ଆଉ ଏକ ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛି।…
ରୋଗ ପ୍ରତିରୋଧକ ଶକ୍ତିକୁ ଦ୍ୱନ୍ଦ୍ୱରେ ପକାଉଛି ଫାଷ୍ଟ ଫୁଡ୍
ଲଣ୍ଡନ, ୧୧ା୧:ଜୀବାଣୁ, ଭୂତାଣୁ ସହ ଲଢ଼ି ଆମକୁ ସୁସ୍ଥ ରଖିବାରେ ଇମ୍ୟୁନୋ ସିଷ୍ଟମ ବା ରୋଗ ପ୍ରତିରୋଧକ ଶକ୍ତି କାମ କରିଥାଏ। ଆମେ ପ୍ରତିଦିନ କୋଟି କୋଟି ସଂଖ୍ୟାରେ ରୋଗ ସୃଷ୍ଟିକାରୀ କାରକର ସାମ୍ନା କରୁଥିଲେ ହେଁ ଇମ୍ୟୁନୋ ସିଷ୍ଟମ ଯୋଗୁ…
ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୩୦.୮୨ କୋଟି, ଚାଇନାର ଆଉ ଏକ ସହରରେ ଲକଡାଉନ
ୱାଶିଂଟନ/ଲଣ୍ଡନ/ବେଜିଂ,୧୧ ।୧: ବିଶ୍ୱରେ ଦ୍ରୁତ ଗତିରେ ମାଡି ଚାଲିଥିବା କରୋନା ସଂକ୍ରମଣକୁ ଦେଖିଲେ ଗତ ୨୪ ଘଣ୍ଟାରେ ୧୮.୫ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ୩,୪୮୯ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ନେଇ ଏବେ ସାରା…
ଦିନେ କାମ କରୁଥିଲେ ମାକ୍ଡୋନାଲ୍ଡରେ ଏବେ ମୁକେଶ ଅମ୍ବାନୀଙ୍କଠୁ ଧନୀ
ଓ୍ବାଶିଂଟନ୍, ୧୦ା୧: ଫାଷ୍ଟ ଫୁଡ୍ ରେଷ୍ଟୁରାଣ୍ଟ କମ୍ପାନୀ ମାକ୍ଡୋନାଲ୍ଡର ପୂର୍ବତନ କର୍ମଚାରୀ ତଥା ସଫ୍ଟଓ୍ବେର ଡେଭେଲପର ଚାଙ୍ଗପେଙ୍ଗ୍ ଝାଓ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଦେଇଛନ୍ତି। ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସ ଅନୁସାରେ, ଚାଙ୍ଗପେଙ୍ଗ୍ଙ୍କ ସମ୍ପତ୍ତି ପ୍ରାୟ…
ବନ୍ଦ ହେବ ୫୦ ବର୍ଷ ହେଲା ଜଳୁଥିବା ନର୍କର ଦ୍ୱାର
ଅସ୍ଗାବତ୍,୧୦।୧: ସ୍ବର୍ଗ, ମର୍ତ୍ତ୍ୟ ଏବଂ ନର୍କ ବଷୟରେ ତ ଶୁଣିଥିବେ। ହେଲେ ମର୍ତ୍ତ୍ୟରେ ନର୍କର ଜାଗା ଅଛି ବୋଲି ଶୁଣିଛନ୍ତି କି? ତୁର୍କମେନିସ୍ଥାନରେ ଏକ ବଡ ଗର୍ତ୍ତ ରହିଛି। ତାକୁ ନର୍କର ଦ୍ୱାର ବୋଲି କୁହାଯାଏ। ଯାହାର ଚଉଡା ୨୩୦ ଫୁଟ…
‘ଫୁଲ ହାଉସ’ ଫେମ୍ କମେଡିଆନ୍ ବବ ସଗେଟଙ୍କ ପରଲୋକ: ସନ୍ଦିଗ୍ଧ ଅବସ୍ଥାରେ ହୋଟେଲରୁ ମିଳିଲା ମୃତଦେହ
ଫ୍ଲୋରିଡା,୧୦ ।୧: ଆମେରିକା ଟେଲିଭିଜନରେ ୯୦ ଦଶକରେ ପ୍ରସାରିତ କମେଡି ଶୋ’ ‘ଫୁଲ ହାଉସ’ରେ ଅଭିନୟ କରି ବିଶ୍ୱବାସୀଙ୍କ ହୃଦୟରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତା ବବ ସଗେଟଙ୍କର ପରଲୋକ ହୋଇଛି । ୬୫ ବର୍ଷ ବୟସରେ ସେ ଶେଷ…
ଆମେରିକାରେ ୬ କୋଟିରୁ ଅଧିକ କରୋନା ଆକ୍ରାନ୍ତ
ଓ୍ବାଶିଂଟନ,୧୦ା୧: ଆମେରିକାରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ପ୍ରଭାବ ବିସ୍ତାର କରିଛି। ସୋମବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ପାର୍ କରିଛି। ଯାହା କି ବିଶ୍ୱ କରୋନା ସଂଖ୍ୟାର ପ୍ରାୟ ୨୦ ପ୍ରତିଶତ। ବିଶ୍ୱରେ କରୋନା ଭୂତାଣୁ ଦ୍ୱାରା…
ସ୍ୟୁ ଚୀଙ୍କୁ ପୁଣି ୪ ବର୍ଷ ଜେଲ୍ ଦଣ୍ଡାଦେଶ…
ନାପିଦ୍ୱ,୧୦।୧: ନୋବେଲ ବିଜେତା ତଥା ମ୍ୟାନ୍ମାର ନେତା ଅଙ୍ଗ ସାନ ସ୍ୟୁ ଚୀଙ୍କୁ କରୋନା ନିୟମ ଉଲ୍ଲଂଘନ କରିଥିବା ଏବଂ ଉତ୍ତେଜନା ସୃଷ୍ଟିକାରୀ ଭାଷଣ ଦେଇଥିବା ଅପରାଧରେ ସୋମବାର ୪ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଏହା ପୂର୍ବରୁ ୨୦୨୧ ଡିସେମ୍ବରରେ…
୧୯ ମହଲା କୋଠାରେ ଅଗ୍ନିକାଣ୍ଡ, ୯ ଶିଶୁଙ୍କ ସମେତ ୧୯ ଜୀବନ୍ତ ଦଗ୍ଧ…
ନ୍ୟୁୟର୍କ, ୧୦।୧ : ଆମେରିକାର ନ୍ୟୁୟର୍କ ସହରରେ ଏକ ୧୯ ମହଲା କୋଠାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୯ ଶିଶୁଙ୍କ ସମେତ ୧୯ ଜଣ ଜୀବନ୍ତ ଦଗ୍ଧ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ୩୨ ଜଣ ଆହତଙ୍କୁ…
ଚେତାବନୀ ଦେଲା ଆମେରିକା
ନ୍ୟୁୟର୍କ,୯।୧: ଆମେରିକା ରୁଷିଆକୁ ଚେତାବନୀ ଦେଇଛି। ଯଦି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରେ ତେବେ ତାକୁ ଆର୍ଥିକ ଭାବେ ଦୁର୍ବଳ କରିଦେବୁ ବୋଲି ଆମେରିକା କହିଛି। ୟୁକ୍ରେନ ଉପରେ ତିକ୍ତତା ମଧ୍ୟରେ ଆମେରିକା ଏବଂ ରୁଷିଆର ବରିଷ୍ଠ କୂଟନୈତିକ ଅଧିକାରୀମାନେ…

