ଆଲିବାବା ଗ୍ରୁପ୍ର ମାଲିକ ଜ୍ୟାକ୍ ମା ନିଖୋଜ!
ବେଜିଂ,୪।୧: ଚାଇନା ଇ-କମର୍ସ କମ୍ପାନୀ ଆଲିବାବା ଏବଂ ଆଣ୍ଟ ଗ୍ରୁପର ମାଲିକ ଜ୍ୟାକ ମା ଗତ ଦୁଇ ମାସ ହେବ ନିଖୋଜ ଥିବା ସନ୍ଦେହ କରାଯାଉଛି। ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଟାର୍ଗେଟର ଶିକାର ହେବା ପରଠାରୁ ସେ କୌଣସି...
ସ୍ବପ୍ନକୁ ବି କରିହେବ ହ୍ୟାକ୍
ଓ୍ବାଶିଂଟନ,୪।୧: ସ୍ବପ୍ନ ମଣିଷର ନିୟନ୍ତ୍ରଣ ବାହାରେ ରହିଥାଏ। ତେବେ ଏହାକୁ ନିୟନ୍ତ୍ରଣ କରିବା ଏବେ ସମ୍ଭବ ହେବ। ମଣିଷ ନିଜ ପସନ୍ଦ ଅନୁସାରେ ଏବେ ସ୍ବପ୍ନ ଦେଖି ପାରିବ। ଏନେଇ ଏକ ଡିଭାଇସ୍ ପ୍ରସ୍ତୁତ କରାଯାଉଛି। ଏହାର ବ୍ୟବହାର ଦ୍ୱାରା...
ସାବଧାନ! ଗାଡ଼ି ପାର୍ଟରେ ବି କରୋନା ଭୂତାଣୁ
ବେଜିଂ,୪।୧: ସମଗ୍ର ବିଶ୍ୱ ବର୍ତ୍ତମାନ କରୋନା ମହାମାରୀ ସହିତ ଲଢୁଛି। ଏହି ଭୂତାଣୁର ନୂଆ ଷ୍ଟ୍ରେନ୍ ପୁଣି ଥରେ ଲୋକଙ୍କୁ ଭୟଭୀତ କରିଛି। ଏହି ସମୟରେ ଚାଇନାରୁ କରୋନା ସମ୍ପର୍କରେ ଆସିଥିବା ଆଉ ଏକ ଖବର ଆହୁରି ଚକିତ କରିଛି।...
ଦିନକୁ ୧୧୫ ସିଙ୍ଗଡ଼ା, ୧୨ ଲିଟର କୋଲ୍ଡଡ୍ରିଙ୍କସ୍ ପିଉଥିଲେ ଏହି ବ୍ୟକ୍ତି, ଶେଷରେ ଘଟିଲା ଏମିତି …
ଆଜିର ସମୟରେ ମେଦବହୁଳତା ଲୋକଙ୍କ ପାଇଁ ବଡ଼ ସମସ୍ୟା ହୋଇଗଲାଣି। ଅନେକ ଲୋକ ମେଦବହୁଳତା ଯୋଗୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କିଛି ଲୋକ ଏହି କାରଣରୁ ପ୍ରସିଦ୍ଧ ମଧ୍ୟ ହୋଇଯାଇଛନ୍ତି। ସେହିପରି ଜଣେ ବ୍ୟକ୍ତି ହେଲେ ବ୍ରିଟେନରେ ରହୁଥିବା ୫୨...
ନିର୍ବାଚନ ଫଳାଫଳ ବଦଳାଇବାକୁ ଅଧିକାରୀଙ୍କ ଉପରେ ଚାପ ପକାଉଥିଲେ ଟ୍ରମ୍ପ: ଅଡିଓ ଭାଇରାଲ!
ୱାଶିଂଟନ,୪ ।୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଜୋ ବାଇଡେନକୁ ବହୁମତ ମିଳିଛି । ଜାନୁୟାରୀ ୨୦ରେ ସେ ଶାସନ କ୍ଷମତା ଗ୍ରହଣ କରିବେ । ଏହାପରେ ବି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ପରାଜୟକୁ ସ୍ୱୀକାର କରିବାକୁ ପ୍ରସ୍ତୁତ ନୁହଁନ୍ତି...
ବଦଳିଥିବା ଜାତୀୟ ସଙ୍ଗୀତ
ନୂଆଦିଲ୍ଲୀ, ୪ା୧: ନୂଆବର୍ଷ ପୂର୍ବ ସନ୍ଧ୍ୟାରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମରିସନ୍ ଏକ ବଡ଼ ଘୋଷଣା କରିଥିଲେ। ଦେଶର ଜାତୀୟ ସଙ୍ଗୀତକୁ ଆହୁରି ସ୍ବତନ୍ତ୍ର କରିବାକୁ ଯାଇ ମରିସନ୍ ସେଥିରେ ଥିବା କିଛି ଶବ୍ଦ ବଦଳାଇ ଦେଇଛନ୍ତି। ଏହି ନ୍ୟାଶନାଲ...
ସିନେଟରଙ୍କ ଘର ଆଗରେ ଘୁଷୁରିମୁଣ୍ଡ
ଓ୍ବାଶିଂଟନ, ୪ା୧: ଆମେରିକା ସିନେଟର ରିପବ୍ଲିକାନ ସଦସ୍ୟ ମିଚ ମ୍ୟାକକୋନେଲ ଏବଂ ଡେମୋକ୍ରାଟ ସ୍ପିକର ନାନ୍ସୀ ପେଲୋସିଙ୍କ ଘର ଆଗରେ ହୋୟାର ଇଜ୍ ମାଇ ମନି (ମୋ ଟଙ୍କା କେଉଁଠି ଅଛି) ବୋଲି ଲେଖିବା ସହ କେହି ଘୁଷୁରି ମୁଣ୍ଡ...
ଚାଇନା ସୈନ୍ୟବାହିନୀକୁ ଅଧିକ କ୍ଷମତା
ବେଜିଂ, ୪।୧(ପି.ଟି.): ଚାଇନାର ଜାତୀୟ ପ୍ରତିରକ୍ଷା ଆଇନରେ ସଂଶୋଧନ କରାଯାଇ ରାଷ୍ଟ୍ରପତି ଶି ଜିନ୍ପିଙ୍ଗଙ୍କ ନେତୃତ୍ୱାଧୀନ ସୈନ୍ୟବାହିନୀକୁ ଅଧିକ କ୍ଷମତା ପ୍ରଦାନ କରାଯାଇଛି। ଜାତୀୟ ସ୍ବାର୍ଥର ସୁରକ୍ଷା ପାଇଁ ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍ଏ) ଉଭୟ ଦେଶ ଭିତରେ...
୫ କୋଟି ଫି’ ଛାଡ଼ କଲେ ଡାକ୍ତର
ଓ୍ବାଶିଂଟନ୍, ୪ା୧: ଆମେରିକାର ଜଣେ କ୍ୟାନ୍ସର ରୋଗ ବିଶେଷଜ୍ଞ ତାଙ୍କ ରୋଗୀଙ୍କ ପ୍ରାୟ ୫ କୋଟି ଟଙ୍କା ଫି’ ଛାଡ଼ କରି ଉଦାହରଣ ସୃଷ୍ଟି କରିଛନ୍ତି। ପାକିସ୍ତାନ ବଂଶୋଦ୍ଭବ ଡା. ଉମର ଅତିକ୍ ନିଜ କ୍ଲିନିକରେ ୨୦୦ରୁ ଊର୍ଦ୍ଧ୍ୱ କ୍ୟାନ୍ସର...
ନୂଆବର୍ଷରେ ଭାରତରେ ଜନ୍ମ ନେଇଛନ୍ତି ସର୍ବାଧିକ ଶିଶୁ
ନ୍ୟୁୟର୍କ,୩।୧: ଗୋଟିଏ ପଟେ ଜନସଂଖ୍ୟା ନିୟନ୍ତ୍ରଣ ପ୍ରତି ଗୁରୁତ୍ୱ ଦିଆଯାଉଥିବା ବେଳେ ଅନ୍ୟପଟେ ନୂଆବର୍ଷ ଅବସରରେ ସମଗ୍ର ବିଶ୍ୱରେ ସର୍ବାଧିକ ସଂଖ୍ୟକ ଶିଶୁ କେବଳ ଭାରତରେ ଜନ୍ମ ନେଇଛନ୍ତି। ଭାରତରେ ନୂଆବର୍ଷ ଅବସରରେ ସମଗ୍ର ବିଶ୍ୱରେ ସର୍ବାଧିକ ୬୦,୦୦୦ ପିଲା...
ଆମେରିକାରେ ବିଗୁଡିଛି କରୋନା ସ୍ଥିତି: କାଲିଫର୍ନିଆରେ ମୃତଦେହ ସଂସ୍କାର ପାଇଁ ସ୍ଥାନର ଅଭାବ
କାଲିଫର୍ନିଆ,୩ ।୧: ଆମେରିକାରେ କରୋନାର ସ୍ଥିତି ବେଳକୁ ବେଳ ବିଗିଡିବାରେ ଲାଗିଛି । କାଲିଫର୍ନିଆରେ ମୃତଦେହ ସଂସ୍କାର କରିବାକୁ ଶ୍ମଶାନରେ ସ୍ଥାନର ଅଭାବ ପରିଲକ୍ଷିତ ହୋଇଥିବା କୁହାଯାଉଛି । ଦକ୍ଷିଣ କାଲିଫର୍ନିଆରେ ଏକ ଅନ୍ତେଷ୍ଟି ସ୍ଥାନରେ ମୃତଦେହ ସଂସ୍କାର କରିବାକୁ...
ଭାରତକୁୁ ଶୁଭେଚ୍ଛା ଜଣାଇଲା ବିଶ୍ୱସ୍ବାସ୍ଥ୍ୟ ସଂଗଠନ
ଜେନେଭା,୩।୧: ଭାରତରେ କୋଭିଶିଲ୍ଡ ଏବଂ କୋଭାକ୍ସିନ୍ ଟିକାର ସାର୍ବଜନୀକ ବ୍ୟବହାର ପାଇଁ ଡ୍ରଗ୍ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ (ଡିସିଜିଆଇ) ପକ୍ଷରୁ ମଞ୍ଜୁରୀ ଦିଆଯାଇଛି। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଭାରତକୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି। କରୋନା ଲଢ଼େଇରେ ଭାରତ...
Archives


