ଭାକ୍ସିନ୍ ନ ନେଲେ ସିମ୍ କାର୍ଡ ହେବ ବନ୍ଦ, ସରକାରୀ କର୍ମଚାରୀଙ୍କୁ ମିଳିବନି ଦରମା…
ଇସଲାମାବାଦ୍,୨୪।୭: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ପୃଥିବୀର ବିଭିନ୍ନ ଦେଶରେ ସାର୍ବଜନୀନ ଟିକାକରଣ ଅଭିଯାନ ଜାରି ରହିଛି। ତେବେ କେତେକ ଲୋକ ଭାକ୍ସିନ୍ ନେବାକୁ ଅମଙ୍ଗ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁଙ୍କ ସରକାରଙ୍କ…
ତିବ୍ବତରେ ଶି ଜିନ୍ପିଙ୍ଗ୍
ବେଜିଂ,୨୪ା୭: ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ ତିବ୍ବତକୁ ଆକସ୍ମିକ ଗସ୍ତ କରିଥିବା ନେଇ ଚାଇନାର ସରକାରୀ ଗଣମାଧ୍ୟମଗୁଡ଼ିକ ପକ୍ଷରୁ ଶୁକ୍ରବାର ଭିଡିଓ ଫୁଟେଜ୍ ଜାରି କରାଯାଇଛି। ଜିନ୍ପିଙ୍ଗ୍ ତିବ୍ବତୀୟମାନଙ୍କୁ ଅଭିବାଦନ ଜଣାଉଥିବା ଏଥିରେ ଦେଖିବାକୁ ମିଳିଛି। ସେ ନିଜ ବିମାନରୁ ରେଡ୍ କାର୍ପେଟକୁ…
ବିନା ଦର୍ଶକରେ ମାର୍ଚ୍ଚପାଷ୍ଟ
ଟୋକିଓ,୨୪।୭ (ପି.ଟି.): କୋଭିଡ୍-୧୯ ପ୍ରକୋପ ଜାରି ରହିଥିବା ସତ୍ତ୍ୱେ ଶୁକ୍ରବାର ରାତିରେ ଏକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଟୋକିଓ ଅଲିମ୍ପିକ୍ସ ଉଦ୍ଘାଟିତ ହୋଇଛି। ମହାମାରୀ କାରଣରୁ ନିର୍ଦ୍ଧାରିତ ସମୟର ଗୋଟିଏ ବର୍ଷ ପରେ ଏହି ମେଗା ଇଭେଣ୍ଟ ଆରମ୍ଭ ହୋଇଛି। ଫାଙ୍କା…
ପୃଥିବୀ ମୁହାଁ ଜଳନ୍ତା ଗ୍ରହାଣୁପିଣ୍ଡ, ଜୁଲାଇ ୨୫ ରାତ୍ର ୧୧ଟା ୨୧ରେ ହେବ ପୃଥିବୀର ନିକଟବର୍ତ୍ତୀ …
ଓ୍ବାଶିଂଟନ,୨୪।୭: ପୃଥିବୀ ଉପରେ ନୂଆ ବିପଦ ମାଡ଼ିଆସୁଛି। ଜଳନ୍ତା ଗ୍ରହାଣୁପିଣ୍ଡ ୨୦୦୮-ଜିଓ-୨୦ ସେକେଣ୍ଡ ପ୍ରତି ୮ କିଲୋମିଟର ବେଗରେ ପୃଥିବୀ ମୁହାଁ ହୋଇଛି। ଜୁଲାଇ ୨୫ରେ ଭାରତୀୟ ସମୟ ରାତ୍ର ୧୧ଟା ୨୧ଟାରେ ଏହା ପୃଥିବୀର କକ୍ଷପଥ ନିକଟରେ ଅତିକ୍ରମ କରିବ…
୩୦ ବର୍ଷ ପରେ ତିବ୍ବତରେ ଚାଇନା ମୁଖ୍ୟ
ବେଜିଂ,୨୩ା୭: ଚାଇନା ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ ତିବ୍ବତକୁ ଆକସ୍ମିକ ଗସ୍ତ କରିଛନ୍ତି। ରାଷ୍ଟ୍ରପତି ହେବା ପରେ ଏହା ହେଉଛି ତାଙ୍କର ପ୍ରଥମ ତିବ୍ବତ ଯାତ୍ରା। ଏନେଇ ଚାଇନାର ସରକାରୀ ଚ୍ୟାନେଲ ସିସିଟିଭି ପକ୍ଷରୁ ଶୁକ୍ରବାର ଏକ ଭିଡିଓ ଜାରି କରାଯାଇଛି। ଜିନ୍ପିଙ୍ଗ୍…
ଆଫଗାନିସ୍ତାନରେ ଆମେରିକାର ଏୟାର ଷ୍ଟ୍ରାଇକ
ୱାଶିଂଟନ,୨୩ ।୭: ଆମେରିକା ଆଫଗାନିସ୍ତାନ ଭିତରେ ଥିବା ତାଲିବାନର ଶିବିରକୁ ଟାର୍ଗେଟ କରି ବିମାନ ଆକ୍ରମଣ କରିଛି । ଏହାର ସୂଚନା ଆମେରିକାର ପ୍ରତିରକ୍ଷା ବିଭାଗ ପେଣ୍ଟାଗନ ଦେଇଛି । ହେଲେ ଉକ୍ତ ଏୟାର ଷ୍ଟ୍ରାଇକରେ ତାଲିବାନର କେତେ ଶିବିର ନଷ୍ଟ…
କ୍ୱାରାଣ୍ଟାଇନ୍ ସେଣ୍ଟରର ୪ର୍ଥ ମହଲାରୁ ବେଡ୍ସିଟ୍ ସାହାଯ୍ୟରେ ତଳକୁ ଖସି ପଳାଇଲେ କରୋନା ରୋଗୀ
କାନବେରା,୨୩ା୭: କରୋନା ମହାମାରୀ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ସଂକ୍ରମଣ ପ୍ରକାଶ ପାଉଥିବା ଲୋକଙ୍କୁ ଆଇସୋଲେଶନରେ ରହିବାକୁ କୁହାଯାଉଛି। ଅଷ୍ଟ୍ରେଲିଆରେ ଏମିତି ଏକ ଆଇସୋଲେଶନରେ ଥିବା ଜଣେ ବ୍ୟକ୍ତି ଯାହା କରିଛନ୍ତି ଜାଣିଲେ ଆଶ୍ଚର୍ଯ୍ୟଚକିତ ହେବେ। ପଶ୍ଚିମ ଅଷ୍ଟ୍ରେଲିଆରେ…
କାଶ ଭଲ କରିବାକୁ ଡାକ୍ତରଖାନା ଯାଇଥିଲେ ଯୁବତୀ, ଏକ୍ସ-ରେ ପରେ ଡାକ୍ତର ଯାହା ଦେଖିଲେ ଆଶ୍ଚର୍ଯ୍ୟ ହୋଇଗଲେ
ଓ୍ବାଶିଂଟନ,୨୩ା୭: ଆମେରିକାର ଜଣେ ଯୁବତୀ ଗତ ଦୁଇ ମାସ ହେଲା କାଶ ଯୋଗୁ କଷ୍ଟ ଅନୁଭବ କରୁଥିଲେ। ସେ ଯେତେବେଳେ ଡାକ୍ତରଙ୍କ ପାଖକୁ ଗଲେ ସେତେବେଳେ ଏକ ଅଦ୍ଭୁତ କଥା ଜାଣିବାକୁ ପାଇଲେ। ତାଙ୍କ ହାର୍ଟ ଭୁଲ ସ୍ଥାନରେ ଥିବା ଜଣାପଡ଼ିଥିଲା।…
ସଂସଦରେ ପଶିଗଲା ମୂଷା, ସିଟ୍ ଛାଡ଼ି ଦୌଡ଼ିଲେ ଏମ୍ପି; ଭାଇରାଲ ହେଉଛି ଭିଡିଓ
ମାଦ୍ରିଦ୍,୨୩ା୭: ସ୍ପେନ୍ର ସଂସଦରେ ଏକ ମୂଷା ଆତଙ୍କ ସୃଷ୍ଟି କରିଛି। ଫଳରେ ଏମ୍ପିମାନେ ସଂସଦ ଛାଡ଼ି ଦୌଡ଼ିବାରେ ଲାଗିଥିଲେ। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେଉଛି। ସ୍ପେନ୍ର ସେବିଲେରେ ଅଣ୍ଡାଲୁସିଆ ସଂସଦରେ ଗୁରୁବାର କାର୍ଯ୍ୟ ଚାଲିଥିଲା। ଏହି…
ବର୍ଷକୁ ୨.୫ ବିଲିୟନ ଟନ୍ ଖାଦ୍ୟ ନଷ୍ଟ
ଲଣ୍ଡନ, ୨୩ା୭”ସାରା ବିଶ୍ୱରେ ବର୍ଷକୁ ୨.୫ ବିଲିୟନ ଟନ୍ ଖାଦ୍ୟ ନଷ୍ଟ ହେଉଛି। ଏଥିଯୋଗୁ ବାୟୁମଣ୍ଡଳ ଅଙ୍ଗାରକାମ୍ଳ ସମେତ ଅନ୍ୟାନ୍ୟ ବିଷାକ୍ତ ଗ୍ୟାସ୍ ବୃଦ୍ଧି ପାଉଛି, ଯାହାକି ବାର୍ଷିକ ସବୁଜଗୃହ ପ୍ରଭାବଜନିତ ନିର୍ଗତ ଗ୍ୟାସ୍ର ୧୦ ପ୍ରତିଶତ ବୋଲି ‘ଫିଗର୍ସ ଅଫ୍…
ସୁନାର ଟଏଲେଟ୍ ବ୍ୟବହାର କରୁଥିଲେ ଅଧିକାରୀ, ଚଢ଼ାଉ ଟିମ୍ ଭିତରେ ଆଉ ସବୁ ଯାହା ଦେଖିଲା ଆଖି ଖୋସି ହୋଇଗଲା
ମସ୍କୋ,୨୩ା୭: ଜଣେ ସାଧାରଣ ସରକାରୀ କର୍ମଚାରୀ ଘରେ ସୁନାର ଟଏଲେଟ୍ ବ୍ୟବହାର କରୁଥିବା ଶୁଣିଲେ ନିଶ୍ଚିତ ଆଶ୍ଚର୍ଯ୍ୟ ଲାଗେ। ମାତ୍ର ରୁଷିଆର ଜଣେ ଟ୍ରାଫିକ ପୋଲିସ ଅଧିକାରୀ ତାଙ୍କ ଘରେ ସୁନାର ଟଏଲେଟ୍ ବ୍ୟବହାର କରୁଥିଲେ। ତେଣୁ ଆୟ ବହିର୍ଭୂତ ସମ୍ପତ୍ତି…
ଜନ୍ମହାର ବୃଦ୍ଧି ପାଇଁ ଇରାନ ସରକାରଙ୍କ ନୂଆ ଫର୍ମୁଲା
ତେହେରାନ,୨୨ ।୭: ଗତ କିଛି ବର୍ଷ ହେବ ଇରାନରେ ଜନ୍ମହାର କମ୍ ଏକ ସମସ୍ୟା ହୋଇ ମୁଣ୍ଡ ଟେକିଛି । ବିଶ୍ୱର କିଛି ଦେଶ ତୁଳନାରେ ଇରାନରେ ଜନ୍ମହାର ଖୁବ୍କମ୍ ଥିବାରୁ ଚିନ୍ତାରେ ଥିବା ସରକାର ଏବେ ଏକ ନୂଆ ଫର୍ମୁଲା…
Archives


