ଅନ୍ତର୍ଜାତୀୟ

ହାତରେ ଏକେ-୪୭ ଧରି କାମ କରୁଛନ୍ତି ଚାଇନା ଇଞ୍ଜିନିୟର…

କରାଚି,୨୨।୭: ଆତଙ୍କବାଦୀଙ୍କ ସୁରକ୍ଷିତ ଆଶ୍ରୟସ୍ଥଳୀ ପାଲଟିଥିବା ପାକିସ୍ତାନରେ ଏବେ ସଙ୍କଟ ସୃଷ୍ଟି ହୋଇଛି। ଏଠାରେ ଆତଙ୍କବାଦୀ ଆକ୍ରମଣ ଜାରି ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପାକିସ୍ତାନର ଚାଇନା-ପାକିସ୍ତାନକୋନୋମିକ୍‌ କୋରିଡୋର (ସିପିଇସି) ପ୍ରୋଜେକ୍ଟରେ କାମ କରୁଥିବା ଚାଇନା ଇଞ୍ଜିନିୟର ଏବଂ ଅନ୍ୟ କର୍ମଚାରୀମାନେ…

ମାନବ ଜାତି ପାଇଁ ଗର୍ବର ଦିନ

ଓ୍ବାଶିଂଟନ,୨୧।୭: ଠିକ୍‌ ୫୨ ବର୍ଷ ତଳେ। ଅର୍ଥାତ ୧୯୬୯ ମସିହା ଜୁଲାଇ ୨୦। ସମଗ୍ର ମାନବ ଜାତି ପାଇଁ ଗର୍ବର ଦିନ। ପୃଥିବୀର ପ୍ରଥମ ମାନବ ଭାବେ ନିଲ ଆର୍ମଷ୍ଟ୍ରଙ୍ଗ ପାଦ ଦେଇଥିଲେ ଜହ୍ନରେ। ଏହି ଅବସରରେ ନାସା (ଆମେରିକୀୟ ମହାକାଶ…

ଭାରତରେ କରୋନାଜନିତ ୫୦ଲକ୍ଷ ମୃତ୍ୟୁ: ରିପୋର୍ଟ

ଓ୍ବାଶିଂଟନ୍‌,୨୧।୭: କରୋନା ଦ୍ୱିତୀୟ ଲହର ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କରୋନା ଦୈନିକ ସଂକ୍ରମଣ ସ୍ଥିର ରହୁଥିବା ବେଳେ ସମ୍ଭାବ୍ୟ ତୃତୀୟ ଲହରର ବିପଦ ଏବେ ବଢ଼ିବାରେ ଲାଗିଛି। ପୂର୍ବରୁ କରୋନା ଦ୍ୱିତୀୟ ଲହର ଭାରତରେ ତାଣ୍ଡବ ରଚିଥିବା ବେଳେ…

ଫ୍ରାନ୍ସରେ ଚତୁର୍ଥ ଲହର

ପ୍ୟାରିସ୍‌, ୨୧ା୭: ଫ୍ରାନ୍ସରେ କରୋନା ମହାମାରୀର ଚତୁର୍ଥ ଲହର ଦେଖାଦେଇଛି। ଫଳରେ ସେଠାରେ କୋଭିଡ୍‌ ନିୟମ ପାଳନ କଠୋର କରାଯାଇଥିବା ସରକାରଙ୍କ ମୁଖପାତ୍ର ଗାବ୍ରିଏଲ ଅଟ୍ଟଲ ସୂଚନା ଦେଇଛନ୍ତି। ପୂର୍ବ ଲହର ତୁଳନାରେ ଚତୁର୍ଥ ଲହର ତୀବ୍ର ବେଗରେ ମାଡ଼ିଚାଲିଛି। ସପ୍ତାହକ…

ମହାକାଶରେ ବେଜୋସ୍‌ଙ୍କ ୧୧ ମିନିଟ୍‌

ଓ୍ବାଶିଂଟନ୍‌, ୨୧ା୭: ମହାକାଶ ଯାତ୍ରା ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ିଛନ୍ତି ବିଶ୍ୱର ସବୁଠୁ ଧନୀ ତଥା ଆମାଜନ୍‌ ପ୍ରତିଷ୍ଠାତା ଜେଫ୍‌ ବେଜୋସ୍‌। ମଙ୍ଗଳବାର ତାଙ୍କ କମ୍ପାନୀ ବ୍ଲୁ ଅରିଜିନ୍‌ର ପ୍ରଥମ ସ୍ପେସ୍‌ ଫ୍ଲାଇଟ୍‌ ତଥା ସମ୍ପୂର୍ଣ୍ଣ ସ୍ବୟଂଚାଳିତ ନ୍ୟୁ ଶେପାର୍ଡ…

୧୮୦ ଦେଶରେ ୬୦ ସପ୍ତାହ ସ୍କୁଲ ବନ୍ଦ, ୧୬୦ କୋଟି ଛାତ୍ରୀଛାତ୍ରଙ୍କ ପାଠପଢ଼ା ପ୍ରଭାବିତ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୦।୭: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ପୃଥିବୀର ବିଭିନ୍ନ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଧୀରେଧୀରେ ଅନଲକ୍‌ ପ୍ରକ୍ରିୟା ଜାରି ରହିଛି। ଲକ୍‌ଡାଉନ୍‌ ଯୋଗୁ ପୃଥିବୀର ୧୮୦ ଦେଶରେ ୬୦ ସପ୍ତାହ ଅର୍ଥାତ୍‌ ୧୫ ମାସ ପର୍ଯ୍ୟନ୍ତ ସ୍କୁଲ୍‌ ବନ୍ଦ…

କାନ୍ଧାହାର ମୁହାଁ ତାଲିବାନ, ଯୁଦ୍ଧ ପାଇଁ ସୈନ୍ୟବାହିନୀ ପ୍ରସ୍ତୁତ…

କାବୁଲ,୨୦।୭: ଆଫଗାନିସ୍ତାନରେ ଆତଙ୍କବାଦୀ ସଂଗଠନ ତାଲିବାନ୍‌ ଗୋଟିଏ ପରେ ଗୋଟିଏ ସହର ନିଜ ଦଖଲକୁ ନେବାରେ ଲାଗିଛି। ଏବେ କାନ୍ଧାହାର ସହରକୁ ନିଜ ନିୟନ୍ତ୍ରଣକୁ ନେବା ଲାଗି ତାଲିବାନ ଉଦ୍ୟମ ଆରମ୍ଭ କରିଛି। ସହର ଚାରିପଟେ ତାଲିବାନ୍‌ ସଦସ୍ୟମାନେ ଘେରି ରହିଛନ୍ତିି।…

ଉତ୍ତରକୋରିଆରେ ନୂଆ ନିୟମ: ଏମିତି ଗାଳି ଦେଲେ ମିଳିବ ମୃତ୍ୟୁଦଣ୍ଡ

ପ୍ୟୋଙ୍ଗ୍‌ୟାଙ୍ଗ,୧୯ା୭: ଉତ୍ତରକୋରିଆରେ କରୋନା ମହାମାରୀ ଯୋଗୁ ଲକ୍‌ଡାଉନ୍‌ ସ୍ଥିତିରେ ରହିଛି। ଉତ୍ତରକୋରିଆ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ଏହି ପରିସ୍ଥିତିର ମୁକାବିଲା କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ନୂଆ ନିୟମ ଜାରି କରିଛନ୍ତି। ଯେଉଁଥିରେ ଜଣେ ବ୍ୟକ୍ତି ଦକ୍ଷିଣକୋରିଆ,…

ମର୍ମନ୍ତୁଦ ଦୁର୍ଘଟଣାରେ ୩୦ ଜଣଙ୍କ ମୃତ୍ୟୁ…

କରାଚି,୧୯।୭: ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପାକିସ୍ତାନ ପଞ୍ଜାବ ପ୍ରଦେଶର ଡେରା ଗାଜି ଖାଁଠାରେ ୩୦ ଜଣଙ୍କ ମୃତ୍ୟୁ ଘଟିଛି। ସିନ୍ଧୁ ହାଇଓ୍ବେରେ ଏକ ଯାତ୍ରୀବାହୀ ବସ୍‌ ସହିତ ଟ୍ରକ୍‌ର ଧକ୍କା ହୋଇଛି। ଏହି ଘଟଣାରେ ୪୦ ଜଣ ଆହତ ହୋଇଛନ୍ତି।…

ମାଡ଼ି ଆସୁଛି ବିପଦ, ପୃଥିବୀ ମୁହାଁ ଜଳନ୍ତା ଗ୍ରହାଣୁପିଣ୍ଡ …

ଓ୍ବାଶିଂଟନ,୧୯।୭: ପୃଥିବୀ ଉପରେ ନୂଆ ବିପଦ ମାଡ଼ିଆସୁଛି। ଜଳନ୍ତା ଗ୍ରହାଣୁପିଣ୍ଡ ୨୦୦୮-ଜିଓ-୨୦ ସେକେଣ୍ଡ ପ୍ରତି ୮ କିଲୋମିଟର ବେଗରେ ପୃଥିବୀ ମୁହାଁ ହୋଇଛି। ଜୁଲାଇ ୨୫ରେ ଭାରତୀୟ ସମୟ ରାତ୍ର ୨ଟାରେ ଏହା ପୃଥିବୀର କକ୍ଷପଥ ନିକଟରେ ଅତିକ୍ରମ କରିବ ବୋଲି…

ଯୁଦ୍ଧପୋତର ୨୪୭ ସଦସ୍ୟ କରୋନାରେ ଆକ୍ରାନ୍ତ, କରାଯିବ ଏୟାରଲିଫ୍ଟ୍‌…

ସିଓଲ,୧୯।୭: ଦକ୍ଷିଣ କୋରିଆ ଯୁଦ୍ଧପୋତରେ କରୋନା ସଂକ୍ରମଣ ହୋଇଛି। ଯୁଦ୍ଧପୋତର ୨୪୭ ସଦସ୍ୟଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଯୁଦ୍ଧପୋତ ମୁନ୍‌ମୁ ଦ ଗ୍ରେଟ୍‌ରେ ସମ୍ପ୍ରତି ୩୦୧ ଜଣ ସଦସ୍ୟ ରହିଛନ୍ତି। ସେମାନଙ୍କୁ ଏୟାରଲିଫ୍ଟ କରିବା ଲାଗି ବାୟୁସେନା ପକ୍ଷରୁ…

ଚାଇନାରେ ଆଉ ଏକ ଭାଇରସ୍‌କୁ ବଢିଲା ଚିନ୍ତା

ବେଜିଂ,୧୮।୭: କରୋନା ସହ ଲଢୁଥିବା ବିଶ୍ୱ ସାମ୍ନାରେ ଏବେ ମାଙ୍କଡ ବି(ମଙ୍କି ବି) ଭାଇରସ୍‌ ବିପଦ ଉଭା ହୋଇଛି। ଚାଇନାରେ ଏହି ଭାଇରସ୍‌ ସଂକ୍ରମିତ ହୋଇଥିବା ପ୍ରଥମ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି। ଚାଇନାର ସରକାରୀ ଖବରକାଗଜ ଗ୍ଲୋବାଲ ଟାଇମ୍ସ ରବିବାର ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri