ବ୍ରେନ୍ ଖାଉଥିବା ଏମୋଇବା ସଂକ୍ରମଣ: ଆମେରିକାରେ ଆତଙ୍କ
ଓ୍ବାଶିଂଟନ,୨୪।୧୨: କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁ ନ ଥିବାବେଳେ ଆମେରିକାରେ ଏକ ନୂଆ ଆତଙ୍କ ଦେଖାଦେଇଛି। ମଣିଷ ବ୍ରେନ୍କୁ ଖାଉଥିବା ମାରାତ୍ମକ ଏମୋଇବା ନେଗଲେରିଆ ଫାଓଲେରି ସଂକ୍ରମଣ ଆମେରିକାର ଦକ୍ଷିଣ ଅଞ୍ଚଳରେ ବଢ଼ିବାରେ ଲାଗିଛି। ଧୀରେଧୀରେ ଏହି...
ଆଖିବୁଜା ଗୁଳି ମାଡ଼: ୧୦୦ରୁ ଅଧିକ ମୃତ, ଭୟରେ ଗାଁ ଛାଡୁଛନ୍ତି ଗ୍ରାମବାସୀ
ଆଦିସ୍ ଅବା,୨୪।୧୨: ଆଫ୍ରିକାର ଇଥୋପିଆରେ ବନ୍ଧୁକଧାରୀଙ୍କ ଆଖିବୁଜା ଗୁଳି ମାଡ଼ରେ ୧୦୦ରୁ ଅଧିକ ଜଣଙ୍କ ମୃତ୍ୟୁ ଘଟିଛି। ବୁଲେନ କାଉଣ୍ଟିର ବେକୋଜି ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ମାନବାଧିକାର ଆୟୋଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଘଟଣା ପରେ...
ଆକାଶରୁ ଖସିଲା ବଡ଼ ନିଆଁ ହୁଳା: ଲୋକେ ଆତଙ୍କିତ
ବେଜିଂ,୨୪।୧୨: ଦକ୍ଷିଣ ଚାଇନାରେ ଆକାଶରୁ ବଡ଼ ନିଆଁ ହୁଳା ପଡ଼ିଛି। ଏନେଇ ସ୍ଥାନୀୟ ଲୋକ ଆତଙ୍କିତ ହୋଇପଡ଼ିଛନ୍ତି। ଏହା ଏକ ବଡ଼ ଉଲ୍କା ପିଣ୍ଡ ହୋଇପାରେ ବୋଲି ସ୍ଥାନୀୟ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ସକାଳ ୭ଟା...
ବିଶ୍ୱସୁନ୍ଦରୀଙ୍କୁ ଧକ୍କା ମାରିଲା ବସ୍, ୬ ଦିନ କୋମାରେ ରହିବା ପରେ ଆଖିବୁଜିଲେ
ବୁଏନୋସ୍ ଆଇରେସ୍,୨୪।୧୨: ଆର୍ଜେଣ୍ଟିନାର ପୂର୍ବତନ ବିଶ୍ୱସୁନ୍ଦରୀ ନର୍ମା କାପାଗ୍ଲି ସଡକ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ଗତ ଡିସେମ୍ବର ୧୭ରେ ସେ ତାଙ୍କ ଘର ନିକଟରେ ବୁଲୁଥିଲେ। ଏକ ବସ ତାଙ୍କୁ ପଛପଟୁ...
ଭାଙ୍ଗିବ ଶତାବ୍ଦୀର ପରମ୍ପରା, କେମ୍ବ୍ରିଜ୍ ଖ୍ରୀଷ୍ଟମାସ ଗୀତର ହେବନାହିଁ ସିଧା ପ୍ରସାରଣ
ୱାଶିଂଟନ,୨୪ ।୧୨: ଖ୍ରୀଷ୍ଟମାସ ବା ବଡଦିନର ପୂର୍ବ ସନ୍ଧ୍ୟାରେ କେମ୍ବ୍ରିଜର ପ୍ରସିଦ୍ଧ ଗାୟକ ମଣ୍ଡଳୀଙ୍କ ଲାଇଭ୍ ସଙ୍ଗିତ ଚଳିତ ବର୍ଷ ବିଶ୍ୱବାସୀ ଶୁଣିବାରୁ ବଞ୍ଚିତ ହେବେ । କରୋନାର ନୂଆ ରୂପଠାରୁ ଦୂରେଇ ରହିବା ପାଇଁ ବ୍ରିଟେନରେ ଜାରି କରାଯାଇଥିବା...
‘ରିପବ୍ଲିକ୍ ଭାରତ’କୁ ବ୍ରିଟେନରେ ୨୦,୦୦୦ ପାଉଣ୍ଡ ଜରିମାନା
ଲଣ୍ଡନ, ୨୪।୧୨: ବ୍ରିଟେନରେ ହିନ୍ଦୀ ନ୍ୟୁଜ୍ ଚ୍ୟାନେଲ ‘ରିପବ୍ଲିକ୍ ଭାରତ’କୁ ଅପରେଟ୍ କରୁଥିବା ଓ୍ବାଲର୍ଡଓ୍ବାଇଡ୍ ମିଡିଆ ନେଟ୍ଓ୍ବର୍କ ଲିମିଟେଡ୍ ଉପରେ ବ୍ରିଟିଶ ଟିଭି ନିୟାମକ ସଂସ୍ଥା ଅଫ୍କମ୍ ୨୦,୦୦୦ ପାଉଣ୍ଡ (ପାଖାପାଖି ୧୯.୭ ଲକ୍ଷ ଟଙ୍କା) ଜରିମାନା ଲଗାଇଛି। ୨୦୧୯...
ବ୍ରିଟେନରେ ମିଳିଲା କରୋନା ଭାଇରସର ଆଉ ଏକ ନୂଆ ରୂପ, ପ୍ରଥମ ଅପେକ୍ଷା ଅଧିକ ମାରାତ୍ମକ
ଲଣ୍ଡନ,୨୪ ।୧୨: କରୋନା ଭାଇରସର ନୂଆ ରୂପକୁ ନେଇ ଚିନ୍ତାରେ ଥିବା ବ୍ରିଟେନ ପୁଣିଥରେ ଅଡୁଆରେ ପଡିଯାଇଛି । ବ୍ରିଟେନର ସ୍ୱାସ୍ଥ୍ୟମନ୍ତ୍ରୀ ମେଟ ହେନକଁକ ବୁଧବାର ସୂଚନା ଦେଇଛନ୍ତି କି ଏବେ ଯେଉଁ ଦୁଇଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି ସେମାନଙ୍କଠାରେ...
ମହାକାଶ ବ୍ୟବସାୟ ପାଇଁ ଆମାଜନ, ଓ୍ବାନ୍ଓ୍ବେବ୍ର ଆବେଦନ
ବେଙ୍ଗାଲୁରୁ, ୨୪।୧୨: ମହାକାଶ ସେକ୍ଟରରେ ଘରୋଇ କମ୍ପାନୀଙ୍କୁ ସୁଯୋଗ ଦେବା ଲାଗି ସରକାର ନିଷ୍ପତ୍ତି ନେବା ପରେ ୪ଟି ବିଦେଶୀ କମ୍ପାନୀ ସମେତ ମୋଟ ୨୨ଟି ପ୍ରସ୍ତାବ ଆସିଛି। ମହାକାଶ ବ୍ୟବସାୟକୁ ନିୟନ୍ତ୍ରଣ ପାଇଁ ଗଠିତ ଇଣ୍ଡିଆନ ନ୍ୟାଶନାଲ ସ୍ପେସ୍...
୧୫ ଜଣଙ୍କୁ କ୍ଷମା ଦେଲେ ଟ୍ରମ୍ପ୍
ଓ୍ବାଶିଂଟନ, ୨୪।୧୨: ଆମେରିକା ନିର୍ବାଚନରେ ପରାଜିତ ହୋଇଥିବା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ କ୍ଷମତାରୁ ଯିବା ପୂର୍ବରୁ ୧୫ ଜଣଙ୍କୁ କ୍ଷମା ଦେବା ସହ ୫ ଜଣଙ୍କ ଦଣ୍ଡ କୋହଳ କରିଛନ୍ତି। ସେମାନଙ୍କ ମଧ୍ୟରେ ୨ ଜଣ ରିପବ୍ଲିକାନ କଂଗ୍ରେସ ସଦସ୍ୟ...
ସଂସଦୀୟ ଦଳ ନେତା ପଦରୁ ଓଲି ବିଦା
କାଠମାଣ୍ଡୁ, ୨୪।୧୨ (ଆଇଏଏନ୍ଏସ୍): ନେପାଳ ପାର୍ଲାମେଣ୍ଟ ଭଙ୍ଗ ପରେ ଶାସକ ନେପାଳୀ କମ୍ୟୁନିଷ୍ଟ ପାର୍ଟି (ଏନ୍ସିପି)ରେ ଅନ୍ତର୍ଦ୍ୱନ୍ଦ୍ୱ ତୀବ୍ର ହୋଇଛି। ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କୁ ବୁଧବାର ସଂସଦୀୟ ଦଳ ନେତା ପଦରୁ ହଟାଇଦିଆଯାଇଛି। ଫଳରେ ସେଠାରେ ରାଜନୈତିକ ସଙ୍କଟ...
କେଶ କାଟିବାକୁ ଯାଇ ବଦଳିଗଲା ଜୀବନ: ୧୦ ବର୍ଷ ତଳେ ହଜିଯାଇଥିବା ପୁଅକୁ ଫେରି ପାଇଲା ମା’
କେଶ କାଟିବାରୁ ପରିବାରକୁ ଫେରି ପାଇଲେ ବ୍ୟକ୍ତି। ଆପଣ ଭାବୁଥିବେ କେଶ କାଟି କିପରି ଜଣେ ତାଙ୍କ ପରିବାରକୁ ଫେରି ପାଇବ। ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ବ୍ରାଜିଲରେ ଜଣେ ବ୍ୟକ୍ତି ତିନି ବର୍ଷ ଧରି ଗୃହହୀନ ହୋଇ...
ପାକିସ୍ତାନକୁ ସୁପର୍ ଝଟ୍କା ଦେଲା ଚାଇନା
ବେଜିଂ,୨୩।୧୨: ପାକିସ୍ତାନ ଏବେ ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଏହି ବିପଦ ସମୟରେ ପାକିସ୍ତାନର ସହାୟତା ପାଇଁ ବନ୍ଧୁ ଚାଇନା ସର୍ତ୍ତ ରଖିବା ଆରମ୍ଭ କରିଛି। ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର ଅଧୀନରେ ଚାଇନା ପାକିସ୍ତାନରେ ବିପୁଳ ପରିମାଣର ବିନିଯୋଗ...
Archives


