ଅନ୍ତର୍ଜାତୀୟ

ଜାକି ଚାନ୍‌ଙ୍କ ଜିନ୍‌ପିଙ୍ଗ୍‌ ପ୍ରେମ

ହଲିଉଡ୍‌ ଆକ୍ସନ ଅଭିନେତା ତଥା ଚାଇନାର ଜାକି ଚାନ୍‌ ଏବେ ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କ ଦଳ ଚାଇନା କମ୍ୟୁନିଷ୍ଟ ପାର୍ଟି(ସିପିସି)ର ସଦସ୍ୟ ହେବାକୁ ଚାହୁଁଥିବା କହିଛନ୍ତି। ୨୦୧୯ରେ ହଂକଂରେ ଗଣତନ୍ତ୍ର ସମର୍ଥକଙ୍କୁ ବିରୋଧ କରି ଚାନ୍‌ ବିଶ୍ୱସ୍ତରରେ ସମାଲୋଚନାର ଶିକାର ହୋଇଥିଲେ।…

ଯନ୍ତ୍ରଣା ଭୋଗିବେ ଆଫଗାନ୍‌ ମହିଳା

ଆଫ୍‌ଗାନସ୍ଥାନରୁ ଆମେରିକା ସେନା ପ୍ରତ୍ୟାହାର ସହ ତାଲିବାନ ଅଧିକାଂଶ ଅଞ୍ଚଳକୁ ଅକ୍ତିଆର କରିଛି। ଆଗକୁ ଆଫଗାନ ମହିଳାମାନେ ସଙ୍କଟର ସମ୍ମୁଖୀନ ହେବା ଆଶଙ୍କା ବଢ଼ିଥିବାବେଳେ ଆମେରିକାର ଏହି ପଦକ୍ଷେପକୁ ପୂର୍ବତନ ରାଷ୍ଟ୍ରପତି ଜର୍ଜ ଡବ୍ଲ୍ୟୁ ବୁଶ୍‌ ସମାଲୋଚନା କରିଛନ୍ତି। ଏଥିଯୋଗୁ ମହିଳାମାନେ…

ପାକିସ୍ତାନ-ଚାଇନା ମୁହାଁମୁହିଁ

ପେଶ୍ୱାର,୧୪।୭: ପାକିସ୍ତାନର ଖାଇବର ପାଖତୁନଖ୍ବା ପ୍ରଦେଶରେ ବୁଧବାର ଏକ ବସରେ ଘଟିଥିବା ବୋମା ବିସ୍ଫୋରଣରେ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଥିଲେ ଚାଇନାର ୯ ଜଣ ଇଞ୍ଜିନିୟର। ତେବେ ଏହି ବିସ୍ଫୋରଣ ଘଟଣାକୁ ନେଇ ମୁହଁାମୁହିଁ ହୋଇଛନ୍ତି ଦୁଇ…

ମହାକାଶ ଯୁଦ୍ଧ ପାଇଁ ଚାଇନାର ପ୍ରସ୍ତୁତି, ଆମେରିକା ଦେଲା ଚେତାବନୀ…

ଓ୍ବାଶିଂଟନ,୧୪।୭: କରୋନା ମହାମାରୀର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ମହାକାଶ ଯୁଦ୍ଧ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ପୃଥିବୀ ପୃଷ୍ଠରୁ ଅନ୍ତରୀକ୍ଷ ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରୁଥିବା କ୍ଷେପଣାସ୍ତ୍ର ତିଆରି କାର୍ଯ୍ୟ ଡ୍ରାଗନ୍‌ ଜାରି ରଖିଛି। ଆମେରିକା ସହିତ ମହାକାଶ ଗବେଷଣା କ୍ଷେତ୍ରରେ…

ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ,…

କରାଚି,୧୪।୭: ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଚାଇନା ଇଞ୍ଜିନିୟର ଏବଂ ସୈନ୍ୟ ବାହିନୀଙ୍କୁ ନେଇ ଯାଉଥିବା ଏକ ବସ୍‌ରେ ପ୍ରଚଣ୍ଡ ବିସ୍ଫୋରଣ ଘଟିଛି। ଏଥିରେ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ପାକିସ୍ତାନ ମିଡ଼ିଆ ପକ୍ଷରୁ ସୂଚନା ପ୍ରଦାନ…

କେତେଟା ଫୋନ୍‌ ବ୍ୟବହାର କରନ୍ତି ଗୁଗଲ୍‌ ସିଇଓ ସୁନ୍ଦର ପିଚାଇ

ଓ୍ବାଶିଂଟନ,୧୪।୭: ଗୁଗୁଲ ଏବଂ ଆଲଫାବେଟ ସିଇଓ ସୁନ୍ଦର ପିଚାଇ ତାଙ୍କର କିଛି ବୈଷୟିକ ଅଭ୍ୟାସ ବିଷୟରେ ସୂଚନା ଦେଇଛନ୍ତି। ପାସୱାର୍ଡ କେବେ ଏବଂ କେତେ ଶୀଘ୍ର ବଦଳାଯିବ ଏବଂ ସେ କେତେ ମୋବାଇଲ ଫୋନ ବ୍ୟବହାର କରନ୍ତି ସେ ସମସ୍ତ ସୂଚନା…

ଜେଲରେ ଜୁମା, ପ୍ରତିବାଦରେ ଅରାଜକତା

ଜୋହାନ୍ସବର୍ଗ/ଡର୍ବାନ,୧୪ା୭: ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରପତି ଜାକୋବ ଜୁମା ଦୁର୍ନୀତି ମାମଲାରେ ଜେଲ୍‌ ଯିବା ପରେ ଦେଶର ବିଭିନ୍ନ ଭାଗରେ ଲୋକେ ରାସ୍ତାକୁ ଓହ୍ଲାଇଛନ୍ତି। ତାଙ୍କ ଗିରଫଦାରି ପ୍ରତିବାଦରେ ଗତ ସପ୍ତାହରେ ଆରମ୍ଭ ହୋଇଥିବା ବିକ୍ଷୋଭ କ୍ରମଶଃ ହିଂସ୍ର ହେବାରେ ଲାଗିଛି।…

ନେପାଳରେ ଦେଉବା ସରକାର

କାଠମାଣ୍ଡୁ, ୧୪ା୭: ନେପାଳୀ କଂଗ୍ରେସ ଅଧ୍ୟକ୍ଷ ଶେର ବାହାଦୁର ଦେଉବା ମଙ୍ଗଳବାର ୫ମ ଥର ପାଇଁ ନେପାଳର ପ୍ରଧାନମନ୍ତ୍ରୀ ହୋଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଷ୍ଟ୍ରପତି ବିଦ୍ୟା ଦେବୀ ଭଣ୍ଡାରୀ ୭୪ ବର୍ଷୀୟ ଦେଉବାଙ୍କୁ ପ୍ରଧାନମନ୍ତ୍ରୀ ନିଯୁକ୍ତ କରିଛନ୍ତି। ବିଦାୟୀ ପ୍ରଧାନମନ୍ତ୍ରୀ…

ପାକ୍‌ରେ ମାଲାଲାଙ୍କୁ ବିରୋଧ

ବ୍ରିଟେନରେ ରହୁଥିବା ନୋବେଲ ପୁରସ୍କାର ବିଜୟିନୀ ଶିକ୍ଷା ଅଧିକାର କର୍ମୀ ମାଲାଲା ୟୁସୁଫ୍‌ଜାଇଙ୍କ ବିରୋଧରେ ପାକିସ୍ତାନର ଘରୋଇ ସ୍କୁଲ ସଂଘ ଏକ ବୃତ୍ତଚିତ୍ର ଲଞ୍ଚ୍‌ କରିଛି। ଜୁଲାଇ ୧୨ରେ ‘ମାଲାଲା ଦିବସ’ ପାଳନ ଅବସରରେ ଘରୋଇ ସ୍କୁଲଗୁଡ଼ିକରେ ମାଲାଲା ବିରେଧୀ ଶିକ୍ଷା…

ବ୍ରାନ୍‌ସନ୍‌ଙ୍କଠାରୁ ଟିକେଟ କିଣିଲେ ମସ୍କ

ସ୍ପେସ୍‌ଏକ୍ସ ଏବଂ ଟେସ୍‌ଲା ସିଇଓ ଏଲନ ମସ୍କ ଗତ ୧୧ ତାରିଖରେ ମହାକାଶ ଯାଇ ଫେରିଥିବା ବ୍ରିଟିଶ ବିଲିୟନେୟାର ରିଚାର୍ଡ ବ୍ରାନସନ୍‌ଙ୍କଠାରୁ ସ୍ପେସ୍‌ ଟିକେଟ କିଣିଛନ୍ତି। ବ୍ରାନ୍‌ସନ୍‌ଙ୍କ କମ୍ପାନୀ ଭର୍ଜିନ ଗାଲାକ୍ଟିକ୍‌ର ସ୍ପେସ୍‌କ୍ରାଫ୍ଟ ଟିକେଟ ପାଇଁ ମସ୍କ ୨ ଲକ୍ଷ ୫୦…

ଧନୀ ଦେଶଙ୍କ ଲୋଭ,ଗରିବ ବଞ୍ଚିତ

ଜେନେଭା,୧୪।୭: ବିଶ୍ୱର ଧନୀ ରାଷ୍ଟ୍ରଗୁଡ଼ିକର କରୋନା ଭାକ୍ସିନ ଲୋଭ ବଢ଼ିବାରେ ଲାଗିଛି। ଅନେକ ଧନୀ ଦେଶ ନିଜ ନାଗରିକମାନଙ୍କୁ ଦ୍ୱିତୀୟ ଡୋଜ୍‌ ଦେବା ପରେ ବୁଷ୍ଟର ଡୋଜ୍‌ ବା ଅତିରିକ୍ତ ଖୋରାକ ଦେବା ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ଏଥିଯୋଗୁ କେତେକ ଗରିବ…

ଚାଇନା ହୋଟେଲ ଦୁର୍ଘଟଣା: ୮ ମୃତ, ୯ ନିଖୋଜ

ବେଜିଂ, ୧୩ ।୭: ଚାଇନାର ପୂର୍ବରେ ଥିବା ସୁଜୋଇ ସହରରେ ଏକ ହୋଟେଲ ଭୁଷୁଡି ପଡିବା ଫଳରେ ୮ ଜଣଙ୍କ ମୃତ୍ୟୁ ହେବା ସହ ୯ ଜଣ ନିଖୋଜ ଥିବା ଜଣାପଡିଛି । ସ୍ଥାନୀୟ ଅଧିକାରୀଙ୍କ ସୂଚନା ଅନୁଯାୟୀ ଘଟଣାର ତଦନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri