ବିଶ୍ୱରେ ଚାଇନାର ପ୍ରାଧାନ୍ୟ, ପ୍ରଭାବଶାଳୀ ନେତାଙ୍କ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ପଛରେ ପକାଇଲେ ଜିନପିଙ୍ଗ
ବେଜିଂ,୧୬।୭: ଏକ ସର୍ଭେରେ ଚାଇନା ଆମେରିକା ତୁଳନାରେ ଭଲ ସ୍ଥିତିରେ ଥିବା ଦର୍ଶାଯାଇଛି। ସମ୍ପ୍ରତି, ପିଉ ରିସର୍ଚ୍ଚ ସେଣ୍ଟର 2026 ଆରମ୍ଭରେ ୩୬ଟି ଦେଶରେ ଏକ ସର୍ଭେ କରିଥିଲା। ଟ୍ରମ୍ପ ଏବଂ ସି ଜିନପିଙ୍ଗଙ୍କ ବିଷୟରେ ଜନମତ ମଧ୍ୟ ମୂଲ୍ୟାଙ୍କନ କରାଯାଇଥିଲା।…
ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜ ଉପରେ ଟିକସ ଲଗାଇପାରିବେ କି? ଜାଣନ୍ତୁ କ’ଣ କହୁଛି ଅନ୍ତର୍ଜାତୀୟ ଆଇନ
ତେହରାନ,୧୬।୭: ବିଶ୍ୱ ରାଜନୈତିକ ଏବଂ ରଣନୈତିକ ମୋର୍ଚ୍ଚାରେ ଆମେରିକା ଏବଂ ଇରାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ପୁଣିଥରେ ସଂଘର୍ଷର ଏକ ପ୍ରମୁଖ କେନ୍ଦ୍ର ପାଲଟିଛି। ଏହି ଗୁରୁତ୍ୱପୂର୍ଣ୍ଣ ସମୁଦ୍ର ମାର୍ଗ ଉପରେ ନିୟନ୍ତ୍ରଣ ଏବଂ ପ୍ରାଧାନ୍ୟକୁ ନେଇ ଦୁଇ ଦେଶ ମଧ୍ୟରେ…
ସି ଜିନପିଙ୍ଗଙ୍କ ଶୟନ କକ୍ଷକୁ କରାଗଲା ଟାର୍ଗେଟ, ୮୦ ବର୍ଷ ପର୍ଯ୍ୟନ୍ତ ଅନୁତାପ କଲା ଜାପାନ, ଏବେ ସେହି କାମ କରିବାକୁ ଯାଉଛି…
ନୂଆଦିଲ୍ଲୀ/ବେଜିଂ,୧୬।୭: ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ, ଜାପାନ ଏକ ନିଷ୍ପତ୍ତି ନେଇଥିଲା: ଏହା ବିଶ୍ୱର ଏକ ପ୍ରମୁଖ ସାମରିକ ଶକ୍ତି ହେବ ନାହିଁ, ଆକ୍ରମଣାତ୍ମକ ଗୁପ୍ତଚର କାର୍ଯ୍ୟ କରିବ ନାହିଁ ଏବଂ ବିଦେଶୀ ମାଟିରେ ଗୁପ୍ତଚର ନେଟୱାର୍କ ସ୍ଥାପନ କରିବ ନାହିଁ। ଏହା…
ବିନାଶ କରିଦେବୁ…ଟ୍ରମ୍ପଙ୍କୁ ସିଧା ଚେତାବନୀ ଦେଲା ଇରାନ
ଓ୍ବାଶିଂଟନ,୧୬।୭: ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ମଧ୍ୟରେ ତେହରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଦୃଢ଼ ମନୋଭାବ ଗ୍ରହଣ କରିଛି। ଇରାନର ଖାତମ ଅଲ-ଆନବିୟା କେନ୍ଦ୍ରୀୟ ମୁଖ୍ୟାଳୟର ଜଣେ ମୁଖପାତ୍ର ସ୍ପଷ୍ଟ ଭାବରେ କହିଛନ୍ତି, ହର୍ମୁଜ…
ପୋଲିସ ଷ୍ଟେଶନରେ ଭୟଙ୍କର ବିସ୍ଫୋରଣ,୧୪ ଜଣଙ୍କ ମୃତ୍ୟୁ
ଇସଲାମବାଦ୍,୧୬ା୭: ପାକିସ୍ତାନର ପଖତୁନଖ୍ୱା ପ୍ରଦେଶ ପୁଣିଥରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣରେ ଥରି ଉଠିଛି ।ଆତଙ୍କବାଦୀମାନେ ବାନୁ ଜିଲାର ମିରିଆନ୍ ପୋଲିସ ଷ୍ଟେଶନକୁ ଟାର୍ଗେଟ କରି ବିସ୍ଫୋରକ ଭର୍ତ୍ତି ଗାଡ଼ି ବ୍ୟବହାର କରି ଆତ୍ମଘାତୀ ଆକ୍ରମଣ କରିଥିଲେ । ବିସ୍ଫୋରଣ ଏତେ…
ଯୁଦ୍ଧ ମଧ୍ୟରେ ଇରାନକୁ ପ୍ରଶଂସା କଲେ ଡୋନାଲ୍ଡ ଟମ୍ପ: ଜାଣନ୍ତୁ କାହିଁକି
ଓ୍ବାଶିଂଟନ୍,୧୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସଦିଚ୍ଛା(Goodwill) ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି। ଟ୍ରମ୍ପଙ୍କ ପ୍ରଶଂସା ଇରାନ ଜଣେ ଆମେରିକୀୟ ମହିଳାଙ୍କୁ ମୁକ୍ତ କରିବା ପରେ କରିଥିଲେ। ମହିଳା ଜଣଙ୍କ ଡିସେମ୍ବର ୨୦୨୪ରୁ ପ୍ରାୟ ଦେଢ଼ ବର୍ଷ ଧରି ଇରାନରେ ଅଟକ…
ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…
ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର ଆସିଛି । ଆମେରିକାରେ ଆଗତ ହୋଇଥିବା ରୁଷିଆ ପ୍ରତିବନ୍ଧକ ବିଲର ସଂଶୋଧିତ ଡ୍ରାଫ୍ଟରେ,…
ଭୟଙ୍କର ରୂପ ନେଲା ଯୁଦ୍ଧ: ୟୁକ୍ରେନ ଉପରେ ୩ହଜାର କେଜିର ବୋମା ମାଡ଼, ସାରା ବିଶ୍ୱ ସ୍ତବ୍ଧ
ରୁଷିଆ,୧୫।୭: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବେ ଭୟଙ୍କର ରୂପ ନେଇଛି। ସୋମବାର ରୁଷିଆ ସେନା ୟୁକ୍ରେନର ଜାପୋରିଝିଆ ଅନ୍ତର୍ଗତ ଓରିଖୋଭ ସହର ଉପରେ ୩୦୦୦କେଜି (୩ଟନ୍) ଓଜନର ଶକ୍ତିଶାଳୀ ‘ଏଫଏବି-୩୦୦୦’ ଗ୍ଲାଇଡ ବୋମାମାଡ଼ କରିଛି। ‘ସୁଖୋଇ ସୁ-୩୪’…
ଜୋର୍ଦାର ହେଲା ଆମେରିକା-ଇରାନ ଯୁଦ୍ଧ: ଭୟରେ ଥରହର ସାରା ବିଶ୍ୱ
ଦୁବାଇ,୧୫ା୭: ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ରେ ସୁରକ୍ଷିତ ଜାହାଜ ଚଳାଚଳ ପାଇଁ ଆମେରିକା ୨୦ ପ୍ରତିଶତ ଟିକସ ଲଗାଇବା ସହ ଇରାନୀୟ ବନ୍ଦରଗୁଡ଼ିକ ଉପରେ ପୁଣିଥରେ ଅବରୋଧ ଲଗାଇବାକୁ ସୋମବାର କହିବା ପରେ ବିଳମ୍ବିତ ରାତିରେ ଆମେରିକୀୟ ସେନା ଇରାନ ଉପରେ ଜୋର୍ଦାର…
ହର୍ମୁଜ ପ୍ରଣାଳୀରେ ଦୁଇ ଜାହାଜ ମଧ୍ୟରେ ଭୀଷଣ ଧକ୍କା: ଚୂରମାର ହେଲା…
ତେହରାନ,୧୪।୭: ହର୍ମୁଜ୍ ପ୍ରଣାଳୀରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ହୋଇଛି । ଏକ ବଲ୍କ କ୍ୟାରିଅର୍ ଅନ୍ୟ ଏକ ଜାହାଜ ସହିତ ଧକ୍କା ହୋଇଛି । ଧକ୍କା ଏତେ ଭୟଙ୍କର ଥିଲା ଯେ ଜାହାଜଗୁଡ଼ିକର କିଛି ଅଂଶ ଭାଙ୍ଗି ପାଣି ପଶିଯାଇଥିଲା…
୧ ବିଲିୟନ ଡଲାର କ୍ଲବରେ ‘ମାଇକେଲ୍’
ଲସ୍ ଆଞ୍ଜେଲସ୍, ୧୪।୭: କିଙ୍ଗ୍ ଅଫ୍ ପପ୍ ଭାବେ ପରିଚିତ ମାଇକେଲ୍ ଜ୍ୟାକସନ୍ଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ୍’ ବିଶ୍ୱ ବକ୍ସ ଅଫିସରେ ନୂଆ ରେକର୍ଡ ସୃଷ୍ଟି କରିଛି। ସିନେମାଟି ବିଶ୍ୱବ୍ୟାପୀ ୧ ବିଲିୟନ ଆମେରିକୀୟ ଡଲାର (୧୦୦ କୋଟିରୁ…
ଇରାନକୁ ଶକ୍ତ ଆଘାତ: ମୋଜତାବା ଖାମେନେଇଙ୍କୁ ନେଇ ଆଶ୍ଚର୍ଯ୍ୟଜନକ ଦାବି କଲେ ଟ୍ରମ୍ପ, କହିଲେ -‘୯୦ ପ୍ରତିଶତ ଶେଷ…’
ଓ୍ବାଶିଂଟନ,୧୪।୭: ଆମେରିକା ଅନେକ ଇରାନୀ ଲକ୍ଷ୍ୟସ୍ଥଳ ଉପରେ ଘାତକ ଆକ୍ରମଣ କରି ଅନେକ କ୍ଷତି ପହଞ୍ଚାଇଛି। ଏହାର କଡ଼ା ଜବାବରେ, ଇରାନ ବିଭିନ୍ନ ଉପସାଗରୀୟ ରାଷ୍ଟ୍ର ଉପରେ ଆକ୍ରମଣ କରିଛି ଏବଂ ଆମେରିକୀୟ ସାମରିକ ପ୍ରତିଷ୍ଠାନକୁ କ୍ଷତିଗ୍ରସ୍ତ କରିଛି। ଏହି ସମୟରେ,…
Archives


