ଅନ୍ତର୍ଜାତୀୟ

ପୃଥିବୀ ଉପରେ ନୂଆ ବିପଦ, ବାୟୁମଣ୍ଡଳରେ ଜହର ମିଶାଉଛନ୍ତି ୨୫ ସହର…

ଓ୍ବାଶିଂଟନ,୧୩।୭: ପୃଥିବୀ ଉପରେ ନୂଆ ବିପଦ ମାଡ଼ି ଆସୁଛି। ପୃଥିବୀର ବାୟୁମଣ୍ଡଳରେ ୨୫ଟି ବିକଶିତ ସହର ଜହର ମିଶାଇବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିଛନ୍ତି। ସେଥିମଧ୍ୟରୁ ୨୩ଟି ସହର ଚାଇନାରେ ଅଛି। ସେହିପରି ଅନ୍ୟ ଦୁଇ ସହର ହେଉଛନ୍ତି ରୁଷିଆର ମସ୍କୋ…

କୋଭିଡ୍‌ ହସ୍ପିଟାଲରେ ନିଆଁ, ଜଳିଗଲେ ୫୦ ଆକ୍ରାନ୍ତ…

ବାଗଦାଦ୍‌,୧୩।୭: କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୫୦ ଜଣ ଆକ୍ରାନ୍ତ ଜଳି ଯାଇଛନ୍ତି। ଇରାକ୍‌ର ଦକ୍ଷିଣରେ ଥିବା ନସିରିଆ ସହରରେ ଥିବା ଏକ ହସ୍ପିଟାଲରେ ଏଭଳି ହୃଦୟ ବିଦାରକ ଘଟଣା ଘଟିଛି। ଏହି ଘଟଣାରେ ୬୭ରୁ ଅଧିକ ଲୋକ ଆହତ ହୋଇଛନ୍ତି।…

ଉଡନ୍ତା ବିମାନର କବାଟ ଖୋଲୁଥିଲେ ଯାତ୍ରୀ, ତା’ପରେ…

ଓ୍ବାଶିଂଟନ୍‌,୧୩।୭: ପ୍ରାୟ ସମୟରେ ବିମାନର କ୍ର୍ୟୁ ମେମ୍ବର ଓ ଯାତ୍ରୀଙ୍କୁ ନେଇ ଅନେକ ଖବର ସାମ୍ନାକୁ ଆସିଥାଏ। କେତେବେଳେ କ୍ର୍ୟୁ ମେମ୍ବରଙ୍କ ଦୁର୍ବ୍ୟବହାର ତ ଆଉ କେତେବେଳେ ଯାତ୍ରୀଙ୍କ ଅଭଦ୍ରାମୀ ଦେଖିବାକୁ ମିଳିଥାଏ। ଆଉ ଏଥିପାଇଁ ବେଳେ ବେଳେ ଅନ୍ୟମାନଙ୍କୁ ସମସ୍ୟାର…

ରାଣୀର ଲମ୍ବ ୨୦ ଇଞ୍ଚ

ଢାକା,୧୩ ।୭: ବାଂଲାଦେଶର ଏକ ଗାଈ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଯାହାକୁ ଦେଖିବାକୁ ତା’ ମାଲିକଙ୍କ ଘରେ ପ୍ରତିଦିନ ହଜାର ହଜାର ସଂଖ୍ୟାର ଲୋକଙ୍କ ଭିଡ ଲାଗୁଛି । ବାଂଲାଦେଶରେ କରୋନାର ପ୍ରକୋପ କମ୍ ହୋଇ…

ହୀରା ଭିତରେ ୮୦ କୋଟି ବର୍ଷ ତଳର ପୁରୁଣା ହୀରା…

ମସ୍କୋ,୧୩।୭: ପ୍ରକୃତିର ସୃଷ୍ଟି ଅତି ବିଚିତ୍ରମୟ। ଏବେ ରୁଷିଆରେ ମିଳିଥିବା ଏକ ହୀରାକୁ ନେଇ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ଏହି ହୀରା ଭିତରେ ୮୦ କୋଟି ବର୍ଷ ପୁରୁଣା ଅନ୍ୟ ଏକ ହୀରା ରହିଛି। ଏହା ରୁଷିଆର ପାରମ୍ପରିକ…

ସାବଧାନ ! ଭାକ୍ସିନ୍‌ ମିକ୍ସିଂ ହେବ ଭୟଙ୍କର, ଡବ୍ଲ୍ୟୁଏଚ୍‌ଓର ଚେତାବନୀ…

ଜେନେଭା,୧୩।୭: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ୨ ଭିନ୍ନ ଭିନ୍ନ ଭାକ୍ସିନ୍‌ ନେଲେ ରୋଗ ପ୍ରତିରୋଧକ ଶକ୍ତି ବଢ଼ିବ ବୋଲି କୁହାଯାଉଥିବା ରିପୋର୍ଟକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ…

ନାସାର ଭବିଷ୍ୟବାଣୀ: ୨୦୩୦ରେ ଆସିବ ଭୟଙ୍କର ବନ୍ୟା ପରିସ୍ଥିତି

ଓ୍ବାଶିଂଟନ୍‌,୧୩।୭: ଜଳବାୟୁ ପରିବର୍ତ୍ତନ ହେତୁ ପୃଥିବୀର ପାଗ ଦ୍ରୁତ ଗତିରେ ବଦଳୁଛି। ଏହି କାରଣରୁ ଗ୍ଲେସିୟର୍‌ ତରଳି ଯାଉଛି ଏବଂ ଅନେକ ଦେଶରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଆମେରିକାର ସ୍ପେସ ଏଜେନ୍ସି ନାସା ଏକ ଅଧ୍ୟୟନରେ ଦାବି କରିଛି ଯେ,…

ନେପାଳ ପାର୍ଲାମେଣ୍ଟ କାଏମ

କାଠମାଣ୍ଡୁ, ୧୩।୭(ଆଇଏଏନ୍‌ଏସ୍‌): ଏକ ନାଟକୀୟ ଘଟଣାକ୍ରମରେ ନେପାଳ ସୁପ୍ରିମକୋର୍ଟ ସୋମବାର ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ପାର୍ଲାମେଣ୍ଟ ଭଙ୍ଗ ନିଷ୍ପତ୍ତିକୁ ଖାରଜ କରିଦେଇଛନ୍ତି। ପାର୍ଲାମେଣ୍ଟକୁ ପୁନଃ ସ୍ଥାପିତ କରିବା ଲାଗି ସର୍ବୋଚ୍ଚ ଅଦାଲତ ଅନ୍ତରୀଣ ନିର୍ଦ୍ଦେଶନାମା ଜାରି କରିବା ସହ ବିରୋଧୀ…

ଛାତ ଭାଙ୍ଗି ରୋଷେଇ ଘରେ ଲ୍ୟାଣ୍ଡିଂ କଲେ ସୈନ୍ୟ

ଓ୍ବାଶିଂଟନ୍‌,୧୨।୭: ଆମେରିକାର ଦକ୍ଷିଣ କାଲିଫର୍ନିଆରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପାରାଚ୍ୟୁଟ ଟ୍ରେନିଂ ନେଉଥିବା ଜଣେ ସୈନ୍ୟ ଭୁଲରେ ଏକ ଘରର ଛାତ ଉପରେ ଲ୍ୟାଣ୍ଡିଂ କରିଥିଲେ। ଏହାପରେ ଘରର ଛାତକୁ ଭାଙ୍ଗି ସୈନ୍ୟ ଜଣକ ସିଧା ପହଞ୍ଚିଥିଲେ ରୋଷେଇ ଘରେ।…

ନେପାଳ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ଦୁଇ ଦିନ ମଧ୍ୟରେ ଶେର ବାହାଦୂର ଦେଉବାଙ୍କୁ ପ୍ରଧାନମନ୍ତ୍ରୀ ନିଯୁକ୍ତ କରାଯାଉ

କାଠମାଣ୍ଡୁ,୧୨ ।୭: ନେପାଳରେ ଲାଗି ରହିଥିବା ରାଜନୈତିକ ସଙ୍କଟ ମଧ୍ୟରେ ନେପାଳ ସୁପ୍ରିମ କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ଆଦେଶ ଦେଇଛନ୍ତି ଯେ ଶେର ବାହାଦୂର ଦେଉବାଙ୍କୁ ଦୁଇଦିନ ମଧ୍ୟରେ ପ୍ରଧାନମନ୍ତ୍ରୀ ନିଯୁକ୍ତ କରାଯାଉ । ରାଷ୍ଟ୍ରପତି…

୨୦ ବର୍ଷ ଯୁଦ୍ଧ ପରେ ଖାଲିହାତରେ ଫେରୁଛନ୍ତି ଆମେରିକା ସୈନ୍ୟବାହିନୀ, ୬,୩୮୪ ସୈନ୍ୟଙ୍କ ଯାଇଛି ଜୀବନ…

କାବୁଲ/ଓ୍ବାଶିଂଟନ,୧୨।୭: ଆଫଗାନିସ୍ତାନରୁ ଆମେରିକା ସୈନ୍ୟବାହିନୀ ସ୍ବଦେଶ ବାହୁଡ଼ିବା ଜାରି ରହିଛି। ଏପରିସ୍ଥଳେ ଦେଶର ୮୫ ପ୍ରତିଶତ ଅଞ୍ଚଳକୁ ତାଲିବାନ ଆତଙ୍କବାଦୀ ନିଜ କବ୍‌ଜାକୁ ମଧ୍ୟ ନେଇ ସାରିଛନ୍ତି। ଫଳରେ ଆଫଗାନିସ୍ତାନରେ ଆତଙ୍କବାଦୀ ସଂଗଠନର ଶାସନ ପୁଣି ଫେରିବାକୁ ଯାଉଛି। ଆମେରିକା ପକ୍ଷରୁ…

ବିଶ୍ୱର ସବୁଠାରୁ ମହଙ୍ଗା ବର୍ଗର:ଦାମ୍‌ ଜାଣିଲେ…

କୋଭିଡ-୧୯ ମହାମାରୀ ଓ ଲକ୍‌ଡାଉନ ସାରା ବିଶ୍ୱର ଅର୍ଥନୀତିକୁ ଦୋହଲାଇଦେଇଛି। ଏଥିଯୋଗୁ ରେଷ୍ଟୁରାଣ୍ଟ ବ୍ୟବସାୟ ମଧ୍ୟ ବେଶ୍‌ ପ୍ରଭାବିତ ହୋଇଥିବା ବେଳେ ଅନେକ ଲୋକ ବେରୋଜଗାର ହୋଇଛନ୍ତି। କିନ୍ତୁ ଏହି ସମୟରେ ବ୍ୟବସାୟକୁ ଆହୁରି ବଢ଼ାଇବା ସହ ରେକର୍ଡ କରିବାକୁ ନେଦରଲାଣ୍ଡର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri