କାର ଚଲାଇ ଖାଲରେ ପକାଇ ଦେଲା କୁକୁର
ଅଣ୍ଟାରିଓ(କାନାଡା): କୁକୁର ମିଣିଷର ସର୍ବୋତ୍ତମ ବନ୍ଧୁ । କିନ୍ତୁ ସେମାନଙ୍କ ଡ୍ରାଇଭିଂ ଦକ୍ଷତା ଥିବା କହିଲେ, କେହି ବିଶ୍ୱାସ କରିବେ ନାହିଁ। ଚଳିତ ମାସ ୯ ତାରିଖର ଘଟଣା। କାନାଡାର ଅଣ୍ଟାରିଓରେ ଜଣେ ମହିଳା ଉତ୍ତର ଗ୍ରେନଭିଲର ଜନଷ୍ଟନ...
ସେଲ୍ଫି ନେଉଥିଲେ ରାଷ୍ଟ୍ରପତି, ଲାଗିଲା ଜରିମାନା
ସାନଟିଆଗୋ,୨୦।୧୨: ଚିଲି ରାଷ୍ଟ୍ରପତି ସେବାସ୍ତିଆନ ପିନେରାଙ୍କ ଉପରେ ୨.୩ ଲକ୍ଷ ଟଙ୍କା ଜୋରିମନା ଲାଗିଛି। କରୋନା ନିୟମ ଉଲ୍ଲଂଘନ କରିବା ପରେ ଚିଲି ପ୍ରଶାସନ ଏହି ଜୋରିମନା ଦେବାକୁ ନୋଟିସ ପଠାଇଛି। ସମୁଦ୍ର କୂଳରେ ଜଣେ ମହିଳାଙ୍କ ସହ ସେଲଫି...
ନୀରବ ମୋଦିଙ୍କ ଭାଇଙ୍କ ନାଁରେ ସାଂଘାତିକ ଅଭିଯୋଗ
ନ୍ୟୁୟର୍କ,୨୦।୧୨: ଭାରତର ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାଇ ନେହାଲ ମୋଦିଙ୍କ ନାଁରେ ଠକେଇ ଅଭିଯୋଗ ହୋଇଛି। ବିଶ୍ୱର ଅନ୍ୟତମ ବୃହତ୍ତମ ହୀରା କମ୍ପାନୀ ସହିତ ୨୬ ଲକ୍ଷ ଡଲାର (ପ୍ରାୟ ୧୯ କୋଟି ଟଙ୍କା) ଠକେଇ ଅଭିଯୋଗରେ...
ଆମେରିକାରେ କରୋନା ସୁନାମୀ
ୱାଶିଂଟନ,୨୦ ।୧୨: ଆମେରିକାରେ କରୋନା ମହାମାରୀ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି । ଗତ ଦୁଇଦିନ ମଧ୍ୟରେ ଲଗାତାର ଭାବେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟାରେ ଆମେରିକାରେ ୪...
କାର ବୋମା ବିସ୍ଫୋରଣ: ୯ ମୃତ
କାବୁଲ,୨୦।୧୨: ଆଫଗାନିସ୍ତାନରେ ରବିବାର କାର୍ ବୋମା ବିସ୍ଫୋରଣ ୯ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୨୦ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କାବୁଲରେ ସଂସଦ...
ଏଲ୍ଏସିରେ ଉତ୍ତେଜନା: ନୂଆ ଜେନେରାଲଙ୍କୁ ନିଯୁକ୍ତି ଦେଲେ ଚାଇନା ରାଷ୍ଟ୍ରପତି
ବେଜିଂ,୨୦।୧୨: ପୂର୍ବ ଲଦାଖର ଏଲ୍ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏପରିସ୍ଥଳେ ଚାଇନା ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ ଓ୍ବେଷ୍ଟର୍ନ ଥିଏଟର କମାଣ୍ଡ ପାଇଁ ନୂଆ ଜେନେରାଲଙ୍କୁ ନିଯୁକ୍ତ କରିଛନ୍ତି। ୨୦୧୭ରେ ଡୋକଲାମରେ ଚାଇନା ସୈନ୍ୟ ବାହିନୀର ନେତୃତ୍ୱ...
ଲାଇଭ ରିପୋର୍ଟିଂ ସମୟରେ ମହିଳା ରିପୋର୍ଟରଙ୍କ ପଛରେ ପଡ଼ିଗଲା ବିଲେଇ, ଆଉ ତା’ ପରେ
ଲେବାନାନର ରାଜଧାନୀ ବେରୁଟ ବନ୍ଦରରେ ହୋଇଥିବା ବିସ୍ଫୋରଣର ତଦନ୍ତ ସମ୍ପର୍କରେ ସୂଚନା ଦେଉଥିବା ଜଣେ ମହିଳା ରିପୋର୍ଟରଙ୍କ ସହ ଲାଇଭ ରିପୋର୍ଟିଂ ସମୟରେ ଏହି ହୃଦୟସ୍ପର୍ଶୀ ଘଟଣା ଘଟିଛି। ରିପୋର୍ଟ କରିବା ସମୟରେ ଏକ ବିଲେଇ ରିପୋର୍ଟରଙ୍କ ନିକଟକୁ ଆସି...
ନେପାଳରେ ରାଜନୈତିକ ସଙ୍କଟ: ପ୍ରଧାନମନ୍ତ୍ରୀଙ୍କ ସଂସଦ ଭଙ୍ଗ ନିଷ୍ପତ୍ତି
କାଠମାଣ୍ଡୁ,୨୦।୧୨: ନେପାଳରେ ରାଜନୈତିକ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ରବିବାର ପୂର୍ବାହ୍ନ ୧୦ଟାରେ ପ୍ରଧାନମନ୍ତ୍ରୀ କେ.ପି.ଶର୍ମା ଓଲି କ୍ୟାବିନେଟ୍ର ଏକ ଜରୁରିକାଳୀନ ବୈଠକ ଡକାଇ ସଂସଦ ଭଙ୍ଗ କରିବାକୁ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟ୍ ପ୍ରସ୍ତାବକୁ ମଞ୍ଜୁରୀ ପାଇଁ ରାଷ୍ଟ୍ରପତି...
ବାଇଡେନଙ୍କ ଟିମ୍ରେ ବେଦାନ୍ତ
ଓ୍ବାଶିଂଟନ୍, ୨୦ା୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ ଶୁକ୍ରବାର ହ୍ବାଇଟ ହାଉସ୍ କମ୍ୟୁନିକେଶନ ଓ ପ୍ରେସ ଷ୍ଟାଫଙ୍କ ନାଁ ଘୋଷଣା କରିଛନ୍ତି। ଏହି ଟିମ୍ରେ ଭାରତୀୟ ବଂଶୋଭବ ବେଦାନ୍ତ ପଟେଲଙ୍କୁ ଆସିଷ୍ଟାଣ୍ଟ ପ୍ରେସ୍ ସେକ୍ରେଟାରୀ ପଦବୀ ମିଳିଛି।...
ଆମେରିକା ଉପରେ ସାଇବର ଆକ୍ରମଣ
ୱାଶିଂଟନ,୨୦।୧୨: ୨୦୧୬ ରାଷ୍ଟ୍ରପତି ନିର୍ବାଚନରେ ରୁଷିଆର ହସ୍ତକ୍ଷେପକୁ ନେଇ ଉଠିଥିବା ଝଡ଼ ବିଗତ ୪ ବର୍ଷ ଧରି ଆମେରିକା ରାଜନୀତିକୁ ପ୍ରଭାବିତ କରିଆସିଥିଲା। ଏବେ ନୂଆ ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ଆଗରେ ରୁଷିଆ ଏହାଠୁ ଆହୁରି ବଡ଼ ସମସ୍ୟା ଛିଡ଼ା...
ଖ୍ରୀଷ୍ଟ ମାସ ପୂର୍ବରୁ ସାଣ୍ଟା କ୍ଲଜ୍ ବେଶରେ ପୋଲିସ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ପେରୁର ଦୁଇ ପୋଲିସ ଅଫିସର ଖ୍ରୀଷ୍ଟ ମାସ ପୂର୍ବରୁ ସାଣ୍ଟା କ୍ଲଜ୍ ପୋଷାକରେ ନଜର ଆସିଛନ୍ତି। ଜଣେ ଡ୍ରଗ୍ସ ଡିଲରଙ୍କୁ ଧରିବା ପାଇଁ ଦୁଇ ଅଧିକାରୀ ଏଭଳି ପୋଷାକରେ ତାଙ୍କ ଘରେ ପହଞ୍ଚି ଥିଲେ। ପରେ ତାଙ୍କୁ ଗିରଫ କରିଥିଲେ।...
କରୋନା ଭୂତାଣୁକୁ ବିନାଶ କରିବ ଏଲ୍ଇଡି ଲାଇଟ୍
ପ୍ରାୟ ବର୍ଷେ ହେବ ସାରା ବିଶ୍ୱ କରୋନା ମହାମାରୀ ସହ ସଂଘର୍ଷ କରିଆସୁଛି। ଏହି ଭୂତାଣୁ ଦୂର କରିବା ପାଇଁ ପ୍ରତ୍ୟେକ ଦେଶ ନିରନ୍ତର ଅନୁସନ୍ଧାନ ଜାରି ରଖିଛନ୍ତି। ଅନେକ ଦେଶରେ କରୋନା ହେବାର ଆଶଙ୍କା ହ୍ରାସ କରିବାକୁ ଟିକା...
Archives


