ଅନ୍ତର୍ଜାତୀୟ

ଗ୍ରୀଷ୍ମ ପ୍ରବାହରେ ଶହେ କୋଟିରୁ ଅଧିକ ଜଳଜୀବଙ୍କ ମୃତ୍ୟୁ ଆଶଙ୍କା…

ଓଟଓ୍ବା,୧୦।୭: କାନାଡ଼ାରେ ଦେଖାଦେଇଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଶହେ କୋଟିରୁ ଅଧିକ ଜଳଜୀବଙ୍କ ମୃତ୍ୟୁ ଘଟିଥିବା ପରିବେଶବିଜ୍ଞାନୀ ଆଶଙ୍କା କରିଛନ୍ତି। ପଶ୍ଚିମ କାନାଡ଼ା ଏବଂ ଉତ୍ତର-ପଶ୍ଚିମ ଆମେରିକାର ପ୍ରଶାନ୍ତ ମହାସାଗର ଉପକୂଳରେ ତାପମାତ୍ରା ଲଗାତାର ୪୦ ଡିଗ୍ରୀ ସେଲସିୟସ୍‌ରୁ ଅଧିକ ରହୁଛି।…

ତୃତୀୟ ଲହର ସଂକ୍ରମଣରେ ପିଲାଙ୍କୁ ଯନ୍ତ୍ରଣା ହେବ ଅଧିକ, ମୃତ୍ୟୁ ହାର କମ୍ ରହିବ!

ଲଣ୍ଡନ,୧୦ ।୭: କରୋନା ମହାମାରୀର ଦ୍ୱିତୀୟ ଲହର ଏବେ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏହାର ତୃତୀୟ ଲହରକୁ ନେଇ ଭୟଭିତ ଅଛନ୍ତି ବିଶ୍ୱବାସୀ । କାରଣ ଏହା ଶିଶୁମାନଙ୍କ ଉପରେ ଅଧିକ ପ୍ରଭାବ ପକାଇବ । ଏବେ…

୨ ଭିନ୍ନ ଭିନ୍ନ ଭାକ୍ସିନ୍‌ ନେଲେ ବଢ଼ିବ ରୋଗ ପ୍ରତିରୋଧକ ଶକ୍ତି, ଭାକ୍ସିନ୍‌ ମିକ୍ସିଂ ପାଇଁ ଅନୁମତି…

ବର୍ଲିନ୍‌,୧୦।୭: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ୨ ଭିନ୍ନ ଭିନ୍ନ ଭାକ୍ସିନ୍‌ ନେଲେ ରୋଗ ପ୍ରତିରୋଧକ ଶକ୍ତି ବଢ଼ିବ ବୋଲି କୁହାଯାଇ ୟୁରୋପରେ ପ୍ରଥମେ ଜର୍ମାନୀରେ ଭାକ୍ସିନ୍‌ ମିକ୍ସିଂ ପାଇଁ…

୧୪ ଚାଇନା କମ୍ପାନୀକୁ ବ୍ଲାକ୍‌ଲିଷ୍ଟ୍‌ ଘୋଷଣା କଲା ଆମେରିକା…

ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସରକାର ପକ୍ଷରୁ ଚାଇନା ଉପରେ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଚାଇନାର ୧୪ କମ୍ପାନୀକୁ ଆମେରିକା ବ୍ଲାକ୍‌ଲିଷ୍ଟ୍‌ ଘୋଷଣା କରିଛି। ଚାଇନାର ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କ ସରକାରଙ୍କ ଶାସନରେ ଉଇଗର ଏବଂ ଅନ୍ୟ ଅଳ୍ପସଂଖ୍ୟକ…

ତାଲିବାନ କବ୍‌ଜାରେ ୮୫% ଆଫଗାନିସ୍ତାନ

କାବୁଲ, ୧୦।୭: ଆଫଗାନିସ୍ତାନରୁ ଆମେରିକା ସୈନ୍ୟ ପ୍ରତ୍ୟାହାର କରୁଥିବାବେଳେ ସେଠାର ଉଗ୍ରପନ୍ଥୀ ସଂଗଠନ ତାଲିବାନ ପୁଣିଥରେ ସକ୍ରିୟ ହୋଇଉଠିଛି। ଏହାର ସଦସ୍ୟମାନେ ବିଭିନ୍ନ ଅଞ୍ଚଳ ଉପରେ ଆକ୍ରମଣ କରିବା ସହ ନିଜ ନିୟନ୍ତ୍ରଣକୁ ନେଉଛନ୍ତି। ତାଲିବାନ ଇରାନ ସୀମାନ୍ତବର୍ତ୍ତୀ ଅଞ୍ଚଳ ସମେତ…

ଓହ୍ଲାଇବା ସମୟରେ ଦୁର୍ଘଟଣାର ଶିକାର ହେଲା ହଟ୍ ଏୟାର ବେଲୁନ୍‌: ୧୧ ଆହତ

ୱେଲିଂଟନ,୯ ।୭: ନ୍ୟୁଜିଲାଣ୍ଡରେ ଶୁକ୍ରବାର ଏକ ହଟ୍ ଏୟାର୍ ବେଲୁନ ଓହ୍ଲାଇବା ସମୟରେ ଦୁର୍ଘଟଣାର ଶିକାର ହୋଇଛି । ଏଥିରେ ଥିବା ୧୧ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଛି ।…

କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ: ୪୦ରୁ ଊର୍ଦ୍ଧ୍ୱ ମୃତ

ଢାକା,୯ ।୭: ବାଂଲାଦେଶର ରାଜଧାନୀ ଢାକାରେ ଥିବା ଏକ ଫ୍ୟାକ୍ଟ୍ରିରେ ନିଆ ଲାଗିଯିବା ଫଳରେ ୪୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ରୁପଗଞ୍ଜରେ ଥିବା ଏହି କାରକଖାନାରେ…

ଗୁଗଲ୍‌ ନାଁରେ ୩୬ ରାଜ୍ୟରେ ମାମଲା

ଓ୍ବାଶିଂଟନ, ୯।୭:ଆଣ୍ଟିଟ୍ରଷ୍ଟ ଆଇନ ଉଲ୍ଲଂଘନ ଅଭିଯୋଗରେ ଗୁଗଲ୍‌ ବିରୋଧରେ ଆମେରିକାର ୩୬ ରାଜ୍ୟ ଏବଂ ଓ୍ବାଶିଂଟନ ଡିସି ପକ୍ଷରୁ ମାମଲା ଦାଏର ହୋଇଛି। ଏହି ସର୍ଚ୍ଚ ଇଞ୍ଜିନ୍‌ ଆଇନ ଉଲ୍ଲଂଘନ କରି ଏହାର ଆଣ୍ଡ୍ରଏଡ୍‌ ଆପ୍‌ ଷ୍ଟୋର୍‌କୁ ନିୟନ୍ତ୍ରଣ କରୁଥିବା ଅଭିଯୋଗ…

କରୋନା ଆଁରେ ୪୦ ଲକ୍ଷରୁ ଅଧିକ ଜୀବନ…

ଜେନେଭା,୮।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀର ବିଭିନ୍ନ ଦେଶରେ ୪୦ ଲକ୍ଷ ୧୭ ହଜାର ୮୮୫ ଜଣ ଆକ୍ରାନ୍ତଙ୍କ ଜୀବନ ଗଲାଣି। ଇତିମଧ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୫ କୋଟି ୮ଲକ୍ଷ ୫୭ ହଜାର ୧୪୦ ଛୁଇଁଛି। ସେହିପରି ୧୭୦…

ଜାପାନକୁ ଚାଇନାର ନାଲି ଆଖି…

ବେଜିଂ,୮।୭: ତାଇଓ୍ବାନ ପ୍ରସଙ୍ଗରେ ଚାଇନା ଜାପାନକୁ ନାଲି ଆଖି ଦେଖାଇଛି। ତାଇଓ୍ବାନକୁ ଜାପାନ ସୈନ୍ୟବାହିନୀ ସହଯୋଗକଲେ ଏହାର କଡ଼ା ଜବାବ୍‌ ମିଳିବ ବୋଲି ଚାଇନା କହିଛି। ଚାଇନାର ପିଏଲ୍‌ଏ ଜାପାନକୁ ଧ୍ୱଂସ କରିଦେବ ବୋଲି ସେ କହିଛନ୍ତି। ଚାଇନାର ସରକାରୀ ଖବର…

ଘାସ କାଟୁଥିଲେ ମହିଳା, ପଛରୁ ଧକ୍କା ଦେଲା ବିମାନ; ଆଉ ତା’ ପରେ…

ଓଟଓ୍ବା,୮ା୭: କିଛିଦିନ ତଳେ କାନାଡା ଚର୍ଚ୍ଚାରେ ଥିଲା। ଯେତେବେଳେ ବ୍ରିଟିଶ କଲମ୍ବିଆ ସମେତ କେତେକ ଅଞ୍ଚଳରେ ପ୍ରବଳ ଉତ୍ତାପ ଯୋଗୁ ଶହ ଶହ ଲୋକଙ୍କର ମୃତ୍ୟୁ ଘଟିଥିଲା। ବର୍ତ୍ତମାନ ଆଉ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣେ ମହିଳା ଘାସ…

ଟ୍ୟାକ୍ସି ଡ୍ରାଇଭରଙ୍କ ଭାଗ୍ୟ ଖୋଲିଲା, ଲଟେରୀରେ ଜିଣିଲେ ୪୦ କୋଟି…

ଦୁବାଇ,୮।୭: ଦୁବାଇରେ ଜଣେ ଭାରତୀୟ ଟ୍ୟାକ୍ସି ଡ୍ରାଇଭରଙ୍କ ଭାଗ୍ୟ ରାତାରାତି ପରିବର୍ତ୍ତନ ହୋଇଛି। ସେ ଲଟେରୀ ଜିଣି ୪୦ କୋଟି ଟଙ୍କା ପାଇଛନ୍ତି। କେରଳର ରଞ୍ଜିତ୍‌ ସୋମରାଜନ ୨୦୦୮ଠାରୁ ଦୁବାଇରେ ଟ୍ୟାକ୍ସି ଚଳାଉଛନ୍ତି। ସେ ଆବୁଧାବି ବିଗ୍‌ ଟିକଟ ଡ୍ରରେ ଲଟେରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri