ଅନ୍ତର୍ଜାତୀୟ

ତାଲିବାନ୍‌ କବ୍‌ଜାରେ ଆଫଗାନ ସୈନ୍ୟଙ୍କ ୭୦୦ ଟ୍ରକ୍‌

କାବୁଲ, ୬।୭: ତାଲିବାନ ଉଗ୍ରପନ୍ଥୀମାନେ ଗତ ମାସରେ ଆଫଗାନିସ୍ତାନ ସୈନ୍ୟବାହିନୀର ପ୍ରାୟ ୭୦୦ ଟ୍ରକ୍‌ ଓ ଅନ୍ୟ ସାମରିକ ଯାନ କବ୍‌ଜା କରିଥିବା ଜଣାପଡ଼ିଛି। ତାଲିବାନ ଚାପ ଯୋଗୁ କେତେକ ଜିଲାରେ ସ୍ଥାନୀୟ ସୁରକ୍ଷା ବଳ ଉଭାନ ହୋଇଗଲେଣି। ଆଫଗାନିସ୍ତାନରୁ ଆମେରିକା…

ମୋଦି, ମମତାଙ୍କୁ ହାସିନାଙ୍କ ଆମ୍ବ ଭେଟି

ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ତାଙ୍କ ଭାରତୀୟ ପ୍ରତିପକ୍ଷ ନରେନ୍ଦ୍ର ମୋଦି ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଖକୁ ୨,୬୦୦ କିଲୋଗ୍ରାମ ଆମ୍ବ ପଠାଇଛନ୍ତି। ବାଂଲାଦେଶରୁ ଟ୍ରକ୍‌ରେ ଏହି ପ୍ରସିଦ୍ଧ ‘ହରିଭାଙ୍ଗା’ ଆମ୍ବ ରବିବାର ଅପରାହ୍ନରେ ସୀମା ଅତିକ୍ରମ କରି…

ବିତର୍କ ବେଳେ ମହିଳା ସଦସ୍ୟଙ୍କୁ ମାଡ଼ ମାରିଲେ ଏମ୍‌ପି

ଟ୍ୟୁନିଶ୍‌,୫।୭: ଟ୍ୟୁନେଶିଆର ସଂସଦରେ ହିଂସାର ଏକ ମାମଲା ସାମ୍ନାକୁ ଆସିଛି। ବିତର୍କ ସମୟରେ ଜଣେ ମହିଳା ସଦସ୍ୟଙ୍କୁ ଅନ୍ୟ ଜଣେ ଏମ୍‌ପି ମାଡ଼ ମାରିଥିବା ଦେଖିବାକୁ ମିଳିଛି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ,…

ଶ୍ରୀଲଙ୍କାରେ ଡ୍ରାଗନ ସୈନ୍ୟ…

କଲମ୍ବୋ,୫।୭: ଭାରତ ପାଇଁ ସମସ୍ୟା ସୃଷ୍ଟି କରିବା ଲାଗି ଚାଇନା ଉଦ୍ୟମ ଅବ୍ୟାହତ ରଖିଛି। ପୂର୍ବରୁ ପାକିସ୍ତାନରେ ଡ୍ରାଗନ ସୈନ୍ୟ ନିଜର ସଂଖ୍ୟା ବୃଦ୍ଧି କରିସାରିଛି। ନିଜର ବିସ୍ତାରବାଦୀ ଯୋଜନା ଆଧାରରେ ଚାଇନା ଏଭଳଳି କାର୍ଯ୍ୟ ଜାରି ରଖଛି। ଏବେ ଶ୍ରୀଲଙ୍କାରେ…

ବଡ଼ ଧନୀଙ୍କ ମହାକାଶ ଦୌଡ଼

ଓ୍ବାଶିଂଟନ/ନୂଆଦିଲ୍ଲୀ,୫ା୭ : ଚନ୍ଦ୍ରରେ ପ୍ରଥମେ କିଏ ପାଦ ଥାପିଥିଲେ? ଏହି ପ୍ରଶ୍ନର ଉତ୍ତର ‘ନିଲ୍‌ ଆର୍ମଷ୍ଟ୍ରଙ୍ଗ୍‌’ ବୋଲି ସମସ୍ତେ ଜାଣନ୍ତି। କିନ୍ତୁ ଚନ୍ଦ୍ରପୃଷ୍ଠରେ ଅବତରଣ କରିଥିବା ଦ୍ୱିତୀୟ ବ୍ୟକ୍ତିଙ୍କ ନାମ ପଚରାଗଲେ ପ୍ରାୟତଃ କେହି ସ୍ମରଣ କରିପାରନ୍ତି ନାହିଁ। କାରଣ ଦ୍ୱିତୀୟରେ…

‘ଇଚ୍ଛା ହେଲେ ପିନ୍ଧନ୍ତୁ ମାସ୍କ ନ ହେଲେ ନାହିଁ’

ଲଣ୍ଡନ,୪।୭: ଇଚ୍ଛା ହେଲେ ମାସ୍କ ପିନ୍ଧନ୍ତୁ ନ ହେଲେ ନାହିଁ। ୟୁନାଇଟେଡ୍‌ କିଙ୍ଗ୍‌ଡମ (ୟୁକେ)ରେ ଖୁବ୍‌ଶୀଘ୍ର ଏଭଳି ନିୟମ ଆସିବ। ଏ ନେଇ ରବିବାର ଅନ୍ତର୍ଜାତୀୟ ଗଣମାଧ୍ୟମ ରଏଟର୍ସକୁ ସୂଚନା ଦେଇଛନ୍ତି ୟୁକେ ପ୍ରଧାନମନ୍ତ୍ରୀ ବୋରିସ ଜନସନ। ଯଦି ଅନୁମତି ମିଳେ,…

କରୋନା ସମୟରେ ବିଶ୍ୱର ସବୁଠାରୁ ସୁରକ୍ଷିତ ସ୍ଥାନ!

ଭର୍ମୋଣ୍ଟ,୪ ।୭: ଆମେରିକାର ଏକ ରାଜ୍ୟ ହେଉଛି ଭର୍ମୋଣ୍ଟ । ନ୍ୟୁ ଇଂଲଣ୍ଡ ଅଞ୍ଚଳରେ ଥିବା ଏହି ରାଜ୍ୟ ବର୍ନି ରେଣ୍ଡର୍ସ, ମ୍ୟାପଲ ସିରପ, ଓ ବେନ ଆଣ୍ଡ ଜେରି ଆଇସକ୍ରିମ ପାଇଁ ବେଶ ଜଣାଶୁଣା । ଏବେ ଘୋଷଣା କରାଯାଇଛି…

ଅବତରଣ ସମୟରେ ଦୁର୍ଘଟଣା, ଜଳିଗଲା ସୈନ୍ୟ ବାହିନୀ ବିମାନ…

ମାନିଲା,୪।୭: ସୈନ୍ୟ ବାହିନୀର ଏକ ବିମାନ ଅବତରଣ ସମୟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦକ୍ଷିଣ ଫିଲିପାଇନ୍ସ୍‌ରେ ଘଟିଥିବା ଏହି ଦୁର୍ଘଟଣାରେ ଇତିମଧ୍ୟରେ ୧୭ ଜଣ ସୈନ୍ୟଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେହିପରି ୪୦ ଜଣ ଆହତ ସୈନ୍ୟଙ୍କୁ ଉଦ୍ଧାର କରାଯାଇଛି। ଆହତଙ୍କୁ…

ଉତ୍ପୀଡ଼ନ କେନ୍ଦ୍ର ପାକିସ୍ତାନ ମଦ୍ରାସା

ଇସ୍‌ଲାମାବାଦ, ୪ା୭: ପାକିସ୍ତାନରେ ଥିବା ମଦ୍ରାସାଗୁଡ଼ିକରେ ଦିନକୁ ଦିନ ଯୌନ ଶୋଷଣ ମାମଲା ବଢ଼ିବାରେ ଲାଗିଛି। ନିକଟରେ ଲାହୋରସ୍ଥିତ ଏକ ମଦ୍ରାସାରେ ସବୀର ଶାହା ନାମକ ଜଣେ ଛାତ୍ର ବର୍ଷେରୁ ଊର୍ଦ୍ଧ୍ୱ ସମୟ ଧରି ମୌଲବୀ ମୁଫ୍‌ତି ଅଜିଜ୍‌ ଉର୍‌ ରେହମାନଙ୍କ…

ଟ୍ରମ୍ପ୍‌ ଟିମ୍‌ର ଗେଟର ଆପ୍‌

ମାଇକ୍ରୋବ୍ଲଗିଂ ପ୍ଲାଟ୍‌ଫର୍ମ ଟୁଇଟରରୁ ବ୍ୟାନ୍‌ ହେବା ପରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଏକ ଟିମ୍‌ ଏହି ସୋସିଆଲ ମିଡିଆ ଷ୍ଟାଇଲର ଆପ୍ଲିକେଶନ ଆଣିଛନ୍ତି। ସାମାଜିକ ଗଣମାଧ୍ୟମ ପ୍ରତି ଟ୍ରମ୍ପ୍‌ଙ୍କ ଦୁର୍ବଳତାକୁ ଦୃଷ୍ଟିରେ ରଖି ତାଙ୍କ ପୂର୍ବତନ ପରାମର୍ଶଦାତା ଜେସନ୍‌…

ମହାକାଶ ଯିବେ ସିରିଶା

ଓ୍ବାଶିଂଟନ୍‌, ୪ା୭: ଆସନ୍ତା ୧୧ ତାରିଖରେ ଭର୍ଜିନ ଗାଲେକ୍ଟିକ୍‌ର ସ୍ପେସ୍‌ ଯାନରେ ଅରବପତି ରିଚାର୍ଡ ବ୍ରାନସନ୍‌ଙ୍କ ସହ ଭାରତୀୟ-ଆମେରିକୀୟ ସିରିଶା ବାନ୍ଦଲା ମହାକାଶ ଯିବେ। ଆନ୍ଧ୍ରପ୍ରଦେଶର ଗୁଣ୍ଟୁରରେ ଜନ୍ମିତ ୩୪ ବର୍ଷୀୟା ସିରିଶା ରିଚାର୍ଡଙ୍କ ସହ ଯାତ୍ରା କରୁଥିବା ୫ ମହାକାଶଯାତ୍ରୀଙ୍କ…

ମାରାତ୍ମକ ଡେଲ୍ଟା ଭାଇରସ ବଦଳୁଛି ବାରମ୍ବାର: ସତର୍କ କଲା ଡବ୍ଲୁଏଚ୍‌ଓ

ଜେନେଭା,୩ ।୭: ଭାରତରେ ପ୍ରଥମ କରି ଦେଖାଯାଇଥିବା ଡେଲ୍ଟା ଭାଇରସ ଏବେ ବିଶ୍ୱର କିଛି ଦେଶକୁ ବ୍ୟାପି ସାରିଲାଣି । ଏହା ଖୁବ୍ ମାରାତ୍ମକ ହୋଇଥିବା ବେଳେ ଏବେ ଏହାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ଚେତାବନୀ ଦେଇଛି । ଡବ୍ଲୁଏଚ୍‌ଓର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri