ଖୁସି ଖବର, ଡେଲ୍ଟା-ଆଲ୍ଫା ଭାରିଆଣ୍ଟ୍ ବିରୋଧରେ ପ୍ରଭାବଶାଳୀ ସାବ୍ୟସ୍ତ ହେଉଛି କୋଭାକ୍ସିନ୍…
ଓ୍ବାଶିଂଟନ/ନୂଆଦିଲ୍ଲୀ,୩୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍ ଡେଲ୍ଟା( ବି-୧-୬୧୭) ଏବଂ ଆଲ୍ଫା( ବି-୧-୧-୭)…
ବ୍ରାଜିଲରେ କୋଭାକ୍ସିନ ଝଡ଼
ରିଓ ଡି ଜେନିରୋ/ବ୍ରାସିଲିଆ,୩୦ା୬: ବ୍ରାଜିଲରେ କରୋନା ମହାମାରୀ ୫.୧୩ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଇଥିବାବେଳେ ସମସ୍ତଙ୍କୁ ଚକିତ କରିଦେବା ଭଳି ଦୁର୍ନୀତି ମାମଲା ସାମ୍ନାକୁ ଆସିଛି। କୋଭାକ୍ସିନ ଟିକା ମଗାଇବା ପାଇଁ ଆର୍ଥିକ ଅନିୟମିତତାକୁ ପ୍ରଶ୍ରୟ ଦେବା ନେଇ ବିବାଦୀୟ…
ମହିଳାମାନେ ବି କରିପାରିବେ ଅନେକ ବିବାହ
ଜୋହାନ୍ସବର୍ଗ,୨୯।୬: ଦକ୍ଷିଣ ଆଫ୍ରିକା ସରକାର ନିଜର ଏକ ବିବାଦୀୟ ପ୍ରସ୍ତାବକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଅନେକ ଦେଶରେ ପୁରୁଷଙ୍କର ଏକରୁ ଅଧିକ ପତ୍ନୀଙ୍କୁ ବିବାହ କରିବାର ଅଧିକାର ରହିଛି। କିନ୍ତୁ ଦକ୍ଷିଣ ଆଫ୍ରିକାରେ ମହିଳାକ୍ଷେତ୍ରରେ ସମାନ ଅଧିକାର ନାହିଁ। ତେଣୁ ଏହାକୁ…
ଏକରୁ ଅଧିକ ସ୍ବାମୀ ରଖିପାରିବେ ମହିଳା!
କେପ୍ଟାଉନ୍,୨୯।୬: ଗୋଟିଏ ବିବାଦୀୟ ପ୍ରସ୍ତାବ ଯୋଗୁ ଦକ୍ଷିଣ ଆଫ୍ରିକା ସରକାର ଏବେ ଚର୍ଚ୍ଚାରେ ଅଛନ୍ତି। ଏହି ପ୍ରସ୍ତାବ ଅନୁଯାୟୀ ମହିଳାମାନେ ଏକରୁ ଅଧିକ ସ୍ବାମୀ ରଖିପାରିବେ। ଏହି ଦେଶର ପୁରୁଷଙ୍କ ପାଇଁ ପୂର୍ବରୁ ଏକରୁ ଅଧିକ ବିବାହ କରିବା ପାଇଁ ମଞ୍ଜୁରୀ…
୧୦ ବର୍ଷ ନାବାଳିକା ହେଲେ ଗର୍ଭବତୀ,ଶିଶୁ ପୁତ୍ରଙ୍କୁ ଦେଲେ ଜନ୍ମ…
ଲଣ୍ଡନ,୨୯।୬: ବ୍ରିଟେନ୍ରେ ଜଣେ ୧୦ ବର୍ଷ ନାବାଳିକା ଗର୍ଭବତୀ ହେବା ଏବଂ ପରେ ଶିଶୁପୁତ୍ରଙ୍କୁ ଜନ୍ମ ଦେବା ଘଟଣା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ନାବାଳିକା ଜଣକ ୩୦ ସପ୍ତାହ ଗର୍ଭ ପରେ ୧୧ ବର୍ଷ ବୟସରେ ପ୍ରସବ…
କୋଭାକ୍ସିନ୍-କୋଭିଶିଲ୍ଡ ତୁଳନାରେ ଅଧିକ ପ୍ରଭାବଶାଳୀ ଫାଇଜର-ମଡର୍ନା …
ଓ୍ବାଶିଂଟନ,୨୯।୬: ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍ ଏବଂ ସିରମ୍ ଇନଷ୍ଟିଚ୍ୟୁଟର କୋଭିଶିଲ୍ଡ ଭାକ୍ସିନ୍ ତୁଳନାରେ ଫାଇଜର-ମଡର୍ନା ଅଧିକ ପ୍ରଭାବଶାଳୀ ବୋଲି ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଫାଇଜର ଏବଂ ମଡର୍ନା ଭାକ୍ସିନ୍ ଜୀବନବ୍ୟାପି ସୁରକ୍ଷା ପ୍ରଦାନ କରିବାକୁ…
କୋଭିଶିଲ୍ଡର ୨ ଡୋଜ୍ର ସମୟ ସୀମା ୧୦ ମାସ ରହିଲେ ମିଳିବ ଅଧିକ ସୁଫଳ…
ଲଣ୍ଡନ,୨୯।୬: ଭାରତରେ ସିରମ୍ ଇନଷ୍ଟିଚ୍ୟୁଟ୍ ଦ୍ୱାରା ପ୍ରସ୍ତୁତ କରାଯାଇଥିବା କୋଭିଶିଲ୍ଡ ଭାକ୍ସିନ୍ର ୨ ଡୋଜ୍ ମଧ୍ୟରେ ସମୟ ସୀମା ୧୦ ମାସ ରହିଲେ ଅଧିକ ସୁଫଳ ମିଳିବ ବୋଲି ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ବ୍ରିଟେନ୍ର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ…
ଇରାକ, ସିରିଆରେ ଆମେରିକାର ବିମାନ ଆକ୍ରମଣ
ଡମାସ୍କସ୍/ଓ୍ବାଶିଂଟନ, ୨୯।୬(ଆଇଏଏନ୍ଏସ୍): ଇରାକ୍ ଏବଂ ସିରିଆ ସୀମାନ୍ତ ଅଞ୍ଚଳରେ ରବିବାର ଆମେରିକା ବିମାନରୁ ବୋମାମାଡ଼ କରାଯାଇଛି। ଏହି ଆକ୍ରମଣରେ ସିରିଆ ପାର୍ଶ୍ୱରେ ଅର୍ଦ୍ଧସାମରିକ ବାହିନୀର ୫ ସଦସ୍ୟ ନିହତ ହେବା ସହ ଅନେକେ ଆହତ ହୋଇଛନ୍ତି। ଉକ୍ତ ଅଞ୍ଚଳରେ ଇରାନ ସମର୍ଥତ୍ତ…
ପୁଣି ଖୋଲିଲା ପାକିସ୍ତାନର ଅସଲ ମୁଖା
ଇସଲାମାବାଦ୍,୨୯।୬: ପାକିସ୍ତାନର ପୁଣି ଥରେ ପୋଲ୍ ଖୋଲିଛି। ଏଥର ଦେଶର ଗୃହମନ୍ତ୍ରୀ ଶେଖ ରସିଦ ଅହମ୍ମଦ ତାଙ୍କ ଦେଶର ପୋଲ୍ ଖୋଲିଛନ୍ତି। ରସିଦ ସ୍ବୀକାର କରିଛନ୍ତି ଯେ ଆଫଗାନିସ୍ତାନର ତାଲିବାନ ଆତଙ୍କବାଦୀଙ୍କ ପରିବାର ରାଜଧାନୀ ଇସଲାମାବାଦ ରୁହନ୍ତି। କେବଳ ଏତିକି ନୁହେଁ,…
ସୁଇଡେନ୍ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା
ସୁଇଡେନ ପ୍ରଧାନମନ୍ତ୍ରୀ ଷ୍ଟିଫାନ ଲୋଫବେନ୍ ଗତ ସପ୍ତାହରେ ପାର୍ଲାମେଣ୍ଟରେ ଆସ୍ଥା ଭୋଟ ହାରିବା ପରେ ସୋମବାର ପଦରୁ ଇସ୍ତଫା ଦେଇଛନ୍ତି। ଆସନ୍ତା ବର୍ଷ ନିର୍ବାଚନ ଥିବାବେଳେ ଏବେ ତାଙ୍କ ସ୍ଥାନରେ ଅନ୍ୟ କାହାକୁ ଦାୟିତ୍ୱ ଦେବାକୁ ୬୩ ବର୍ଷୀୟ ଷ୍ଟିଫାନ ବାଚସ୍ପତିଙ୍କୁ…
ଆମେରିକା, ୟୁରୋପ ଥରହର
ନୂଆଦିଲ୍ଲୀ, ୨୯।୬: କରୋନା ଭୂତାଣୁର ଡେଲ୍ଟା ଭାରିଆଣ୍ଟ ପ୍ରଥମେ ଭାରତରେ ଚିହ୍ନଟ ହୋଇଥିଲା। ଦ୍ୱିତୀୟ ଲହରରେ ଭୂତାଣୁର ଏହି ନୂଆ ରୂପ ଦେଶରେ ହଇଚଇ ସୃଷ୍ଟି କରିଥିଲା। ଏବେ ଏହା ଆମେରିକା, ୟୁରୋପ ସମେତ ବିଶ୍ୱର ୮୫ରୁ ଊର୍ଦ୍ଧ୍ୱ ଦେଶକୁ ବ୍ୟାପିଲାଣି।…
ଚୁମ୍ବନ ଯୋଗୁ ପଦ ହରାଇଲେ ସ୍ବାସ୍ଥ୍ୟମନ୍ତ୍ରୀ
ଲଣ୍ଡନ,୨୮।୬: ବ୍ରିଟେନର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ମ୍ୟାଟ ହନ୍କକ୍ ବର୍ତ୍ତମାନ ଚର୍ଚ୍ଚାରେ ରହିଛନ୍ତି। ସହଯୋଗୀଙ୍କ ସହ ନିଜର ସମ୍ପର୍କକୁ ନେଇ ବେଶ୍ ଚର୍ଚ୍ଚାରେ ରହିଥିବା ମ୍ୟାଟ ଏବେ ବିବାହଦ ଘେରକୁ ଆସିଛନ୍ତି। ସିସିଟିଭିରେ ଚୁମ୍ବନ ଦେଉଥିବାର ଦୃଶ୍ୟ ଲୋକଲୋଚନକୁ ଆସିବା ପରେ ମ୍ୟାଟଙ୍କୁ…
Archives


