ଅନ୍ତର୍ଜାତୀୟ

ଚଉଭିନ୍‌ଙ୍କୁ ସାଢ଼େ ୨୨ ବର୍ଷ ଜେଲ

ଓ୍ବାଶିଂଟନ୍‌, ୨୭ା୬: ଆଫ୍ରିକୀୟ-ଆମେରିକୀୟ କୃଷ୍ଣକାୟ ଜର୍ଜ ଫ୍ଲଏଡ୍‌ଙ୍କ ହତ୍ୟାକାରୀ ଆମେରିକାର ମିନିଆପଲିସ୍‌ ପୂର୍ବତନ ପୋଲିସ ଅଫିସର ଶ୍ୱେତାଙ୍ଗ ଡେରେକ ଚଉଭିନ୍‌(୪୫)ଙ୍କୁ ଶୁକ୍ରବାର ୨୨ ବର୍ଷ ୬ ମାସ ଜେଲ ଦଣ୍ଡାଦେଶ ହୋଇଛି। ଚଉଭିନ୍‌ ନିଜ ପଦ ଓ ଅଧିକାରର ଦୁରୁପଯୋଗ ଏବଂ…

ଆମେରିକା କଥା ଶୁଣି ଚାଇନା-ପାକିସ୍ତାନର ଚିନ୍ତା ବଢ଼ିଲା

ଓ୍ବାଶିଂଟନ,୨୬ା୬: ଚାଇନା ଏବଂ ପାକିସ୍ତାନ ମଧ୍ୟରେ ବଢୁଥିବା ତିକ୍ତତା ମଧ୍ୟରେ ଆମେରିକାର ଏକ ବିବୃତ୍ତି ନିଶ୍ଚିତ ଭାବରେ ପାକିସ୍ତାନ ଏବଂ ଚାଇନାର ମନକୁ ଅଶାନ୍ତ କରିବ। ଆମେରିକା କହିଛି ଯେ, ବିଶ୍ୱବ୍ୟାପୀ ଭାରତ ଆମର ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର। ଆମେ ଅନେକ ଅର୍ଥନୈତିକ,…

୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…

କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍‌ ୮୮୭ ମହାମାରୀ ଭୂତାଣୁର ତାଲିକା ପ୍ରସ୍ତୁତ କରିଛନ୍ତି। ସେଥିମଧ୍ୟରେ ୩୦ ଭୂତାଣୁ ଭବିଷ୍ୟତରେ ପୃଥିବୀରେ ତାଣ୍ଡବ…

ଭାକ୍ସିନ୍‌ ମାଗିଲା ଡବ୍ଲ୍ୟୁଏଚ୍‌ଓ, ଡେଲ୍ଟା ଭାରିଆଣ୍ଟ୍‌ ନେଇ ଦେଲା ଚେତାବନୀ…

ଜେନେଭା,୨୬।୬: ପୃଥିବୀର ୮୫ ଦେଶରେ ବ୍ୟାପିଥିବା କରୋନା ମହାମାରୀ ଭୂତାଣୁର ନୂଆ ରୂପକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଅତି ସଂକ୍ରାମକ ବୋଲି କୁହାଯାଇଛି। ଏହା ବିରୋଧରେ ଲଢ଼େଇ ଲାଗି ଭାକ୍ସିନ୍‌କୁ ଏକ ମାତ୍ର ବିକଳ୍ପ ଭାବେ ଗ୍ରହଣ କରାଯାଇଥିବା ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକ…

ବିଲ୍ଡିଂ ଧସିଲା, ୯/୧୧ ମନେପଡ଼ିଲା

ୱାଶିଂଟନ,୨୬ା୬: ଆମେରିକାର ଫ୍ଲୋରିଡାସ୍ଥିତ ମିଆମି ସହରରେ ୧୨ ମହଲା ବିଶିଷ୍ଟ ଏକ ୪୦ ବର୍ଷ ପରୁଣା କୋଠା ଭୁଶୁଡ଼ିପଡ଼ିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ପ୍ରାୟ ୧୫୯ ଜଣ ବାସିନ୍ଦା ନିଖୋଜ ହୋଇଯାଇଛନ୍ତି। ନିଖୋଜଙ୍କ ମଧ୍ୟରେ କେତେଜଣ ଲାଟିନ ଆମେରିକୀୟ…

ଭାରତ ସୀମାରେ ଚାଇନାର ବୁଲେଟ ଟ୍ରେନ୍‌

ବେଜିଂ, ୨୫।୬: ଚାଇନା ପ୍ରଥମ ଥର ପାଇଁ ତିବ୍ବତକୁ ସମ୍ପୂର୍ଣ୍ଣ ବୈଦ୍ୟୁତିକ ବୁଲେଟ ଟ୍ରେନ୍‌ ଚଳାଇଛି। ଏହି ଟ୍ରେନ୍‌ ପ୍ରାଦେଶିକ ରାଜଧାନୀ ଲାସାରୁ ଅରୁଣାଚଳକୁ ଲାଗିଥିବା ତିବ୍ବତର ସୀମାନ୍ତ ସହର ନିଙ୍ଗ୍‌ଚି ସହ ସଂଯୋଗ କରୁଛି। ଜୁଲାଇ ୧ରେ ଚାଇନା କମ୍ୟୁନିଷ୍ଟ…

ବୃଦ୍ଧଙ୍କ ଘରୁ ମିଳିଲା ୩,୭୮୭ ଖଣ୍ଡ ମଣିଷ ହାଡ଼

ମେକ୍ସିକୋ ସିଟି,୨୫।୬: ମେକ୍ସିକୋ ସହର ବାହାର ଅଞ୍ଚଳରେ ଏକ ସନ୍ଦିଗ୍ଧ ହତ୍ୟାକାରୀଙ୍କ ଘର ଚଟାଣ ଖୋଳା ହେବାରୁ ମିଳିଛି ୩,୭୮୭ ଖଣ୍ଡ ହାଡ଼। ଏହା ୧୭ ଜଣ ଲୋକଙ୍କ ହାଡ଼ ବୋଲି ଆକଳନ କରୁଛନ୍ତି ଯାଞ୍ଚକର୍ତ୍ତା। ମେ’ ୧୭ରୁ ଚାଲିଥିବା ଖୋଳା…

କୋଭିଡ୍‌ ଭୟରେ ୫ ବର୍ଷର ଝିଅଙ୍କୁ ୧୫ ଥର ଭୁଷିଲେ ଛୁରି

ଲଣ୍ଡନ,୨୫।୬: କୋଭିଡ୍‌-୧୯ ଭୟରେ ୩୬ ବର୍ଷୀୟା ମହିଳା ଭାରତୀୟ ବଂଶଦ୍ଭୋବ ୟୁକେରେ ନିଜ ଘରେ ୫ ବର୍ଷର ଝିଅକୁ ଅତି ନିର୍ମମ ଭାବେ ହତ୍ୟା କରିଥିଲେ। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଅଭିଯୁକ୍ତା ସୁଥା ସିଭନାନଥମ। କୋଭିଡ୍‌ରେ ଯଦି ତାଙ୍କ…

ଭାରତୀୟ ସୀମା ନିକଟବର୍ତ୍ତୀ ତିବ୍ବତରେ ଚାଇନା ଆରମ୍ଭ କଲା ପ୍ରଥମ ବୁଲେଟ ଟ୍ରେନ୍‌

ବେଜିଂ,୨୫।୬: ଚାଇନାର ରଣନୈତିକ ଭାବେ ମହତ୍ୱପୂର୍ଣ୍ଣ ଥିବା ହିମାଳୟର ତିବ୍ବତ ଅଞ୍ଚଳରେ ଚାଇନା ପ୍ରଥମ ଇଲେକ୍ଟ୍ରୋନିକ୍‌ ବୁଲେଟ ଟ୍ରେନ୍‌ ଆରମ୍ଭ କରିଛି। ଶୁକ୍ରବାର ଏହି ଟ୍ରେନ୍‌ ଆରମ୍ଭ ହୋଇଥିବା ବେଳେ ଏହା ତିବ୍ବତର ପ୍ରାଦେଶିକ ରାଜଧାନୀ ଲହସା ଓ ଅରୁଣାଞ୍ଚଳ ପ୍ରଦେଶ…

୧୬ ବର୍ଷର ଛାତ୍ରଙ୍କ ପ୍ରେମରେ ପାଗଳ ଶିକ୍ଷୟିତ୍ରୀ, ମାମଲା ପହଞ୍ଚିଲା କୋର୍ଟରେ, ଜାଣିଲେ…

ଓ୍ବାଶିଂଟନ,୨୫ା୬: ଆମେରିକାର ଟେକ୍ସାସରେ ଜଣେ ୧୬ ବର୍ଷୀୟ ଛାତ୍ରଙ୍କ ପ୍ରେମରେ ପାଗଳ ହୋଇ ଶ୍ରେଣୀ ଶିକ୍ଷୟିତ୍ରୀ ହରଡ଼ଘଣାରେ ପଡ଼ିଛନ୍ତି। ଯେତେବେଳେ ଛାତ୍ର ତାଙ୍କ ଗର୍ଲଫ୍ରେଣ୍ଡଙ୍କ ସହ ଶ୍ରେଣୀରେ ବସିଥିଲେ ଏହା ଦେଖି ଶିକ୍ଷୟିତ୍ରୀ ଜଣକ ଈର୍ଷାରେ ଜଳିଗଲେ। ସେ ଛାତ୍ରଙ୍କ ମୁଣ୍ଡକୁ…

ଉହାନ ଲାବ୍‌ ପ୍ରଘଟ ସୂତ୍ର ବିଶ୍ୱସନୀୟ ହେଲା କିପରି

ଓ୍ବାଶିଂଟନ,୨୫।୬: କରୋନା ମହାମାରୀ ସାରା ବିଶ୍ୱରେ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଲାଣି। ତେବେ ଏହି ଭୂତାଣୁର ମୂଳ ଉତ୍ସ ଏବେ ବି ରହସ୍ୟାବୃତ ହୋଇ ରହିଛି। ଉହାନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜି (ଡବ୍ଲ୍ୟୁଆଇଭି)ରୁ ଏହି ଭୂତାଣୁର ଉତ୍ପତ୍ତି ହୋଇଥିବା…

ଜେଲରେ ଜନ୍‌ ମେକେଫି ମୃତ

ମାଡ୍ରିଡ୍‌,୨୫।୬: ଆଣ୍ଟିଭାଇରସ୍‌ ଜଗତର ଜଣାଶୁଣା ନାମ ଜନ୍‌ ମେକେଫିଙ୍କ ମୃତ୍ୟୁ ଘଟିଛି। ବ୍ରିଟେନ ଜନ୍ମିତ ଏହି ଆମେରିକୀୟ କମ୍ପ୍ୟୁଟର ପ୍ରୋଗ୍ରାମର୍‌ଙ୍କ ଝୁଲନ୍ତା ମୃତଦେହ ସ୍ପେନ୍‌ର ବାର୍ସିଲୋନାସ୍ଥିତ ଏକ ଜେଲରେ ବୁଧବାର ଠାବ କରାଯାଇଛି। ତାଙ୍କୁ ବଞ୍ଚାଇବା ପାଇଁ ସବୁ ଉଦ୍ୟମ କରାଯାଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri