ଆମେରିକାରେ ବିମାନସେବା ପ୍ରଭାବିତ, ୧୧୦୦ ଉଡାଣ ରଦ୍ଦ, ୪୦୦୦ ବିମାନ ବିଳମ୍ବ, ଜାଣନ୍ତୁ କାରଣ
ଓ୍ବାଶିଂଟନ,୨୭।୧୨: ଶୁକ୍ରବାର (ଡିସେମ୍ବର ୨୬) ଖ୍ରୀଷ୍ଟମାସ ଛୁଟି ସତ୍ତ୍ୱେ ଆମେରିକାର ବିମାନ କମ୍ପାନୀଗୁଡ଼ିକ ୧୦୦୦ ରୁ ଅଧିକ ଉଡ଼ାଣ ବାତିଲ କରିଛନ୍ତି, କାରଣ ଦେଶର ଅଧିକାଂଶ ସ୍ଥାନରେ ପ୍ରବଳ ଝଡ଼ ଚେତାବନୀ ଏବଂ ପ୍ରବଳ ତୁଷାରପାତର ପୂର୍ବାନୁମାନ କରାଯାଇଥିଲା। ଦେଶର ସର୍ବବୃହତ…
କ୍ୱିଭ ଉପରେ ପୁଣି ମିଶାଇଲ ସହ ଡ୍ରୋନ ଆକ୍ରମଣ କଲା ରୁଷିଆ, ପରିସ୍ଥିତି ଜଟିଳ
କ୍ୱିଭ,୨୭।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପ୍ରାୟ ଚାରି ବର୍ଷ ଧରି ଚାଲିଥିବା ସଂଘର୍ଷ ଦିନକୁ ଦିନ ଅଧିକ ଭୟଙ୍କର ହେଉଥିବା ପରି ମନେ ହେଉଛି। ଡିସେମ୍ବର ୨୭ ରାତିରେ ୟୁକ୍ରେନର ରାଜଧାନୀ କ୍ୱିଭ ପୁଣି ଥରେ ଏକ ବଡ଼ କ୍ଷେପଣାସ୍ତ୍ର…
ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ
ଟୋକିଓ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ ଆଚ୍ଛାଦିତ ଏକ୍ସପ୍ରେସୱେରେ ଗାଡ଼ି ସିରିଜ୍ ଧକ୍କା ହୋଇଥିଲା। ଦୁର୍ଘଟଣାରେ ନିଆଁ ଲାଗି ଯାଇଥିଲା, ଏଥିରେ…
ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…
ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର ଦୂର ଫରିଦପୁରରେ ଘଟିଛି, ଯେଉଁଠାରେ ହିଂସା ଯୋଗୁଁ ପ୍ରସିଦ୍ଧ ଗାୟକ ଜେମ୍ସଙ୍କ ଏକ କନସର୍ଟ…
ୟୁନୁସ ସରକାରଙ୍କ କ୍ଲାସ୍ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…
ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସ୍ବାଲ ଶୁକ୍ରବାର କହିଛନ୍ତି, ବାଂଲାଦେଶରେ ସଂଖ୍ୟାଲଘୁଙ୍କ ଉପରେ ହିଂସା ଚିନ୍ତାର ବିଷୟ।…
ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ
ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର ଗୁପ୍ତ କଥା ନିରନ୍ତର ଉନ୍ମୋଚିତ ହେଉଛି। ଅପରେଶନ ସିନ୍ଦୂର ପରେ ସଦ୍ୟତମ ଘଟଣା ହେଉଛି…
ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…
ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ ଅଧିକ ଦାନ କରିଛନ୍ତି। ଏହି ଦାନ ଆଜି ପର୍ଯ୍ୟନ୍ତ ଯେକୌଣସି ବର୍ଷରେ ସବୁଠାରୁ ବଡ଼…
ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…
ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ। ସେ ଏକ ଅନ୍ତର୍ଭୁକ୍ତ ସମାଜର ତାଙ୍କର ଦୃଷ୍ଟିକୋଣ ଉପସ୍ଥାପନ କରି କହିଥିଲେ ଯେ ଦେଶ…
ବାଂଲାଦେଶରେ ପ୍ରତି ୫ ଜଣରେ ଜଣେ ଥିଲେ ହିନ୍ଦୁ, ହେଲେ ପ୍ରତିବର୍ଷ କମୁଛି ହିନ୍ଦୁଙ୍କ ସଂଖ୍ୟା, ଗତ ୩ ବର୍ଷରେ…
ଢାକା,୨୬।୧୨: ବାଂଲାଦେଶ ଆଜି ବିଶ୍ୱର ସବୁଠାରୁ ଘନ ଜନସଂଖ୍ୟା ବିଶିଷ୍ଟ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ୱାଲର୍ଡମିଟର ଅନୁଯାୟୀ, ଏହାର ମୋଟ ଜନସଂଖ୍ୟା ୧୭୬.୬ ନିୟୁତ ଅତିକ୍ରମ କରିଛି। ଏହା ଜନସଂଖ୍ୟା ଦୃଷ୍ଟିରୁ ବିଶ୍ୱର ଅଷ୍ଟମ ବୃହତ୍ତମ ଦେଶ ପାଲଟିଛି। ତଥାପି, ଏହି…
Bangladesh elections: ତାରିକ ଫେରିବା ପରେ ହାତ ମିଳାଇଲେ ଦୁଇ ଭାରତ ବିରୋଧୀ ଦଳ, ଜାଣନ୍ତୁ କ’ଣ କହୁଛି ରାଜନୈତିକ ସମିକରଣ
ଢାକା,୨୬।୧୨: ବାଂଲାଦେଶରେ ଫେବୃଆରୀରେ ଜାତୀୟ ର୍ନିବାଚନ ହେବାକୁ ଯାଉଛି, ଯାହା ରାଜନୈତିକ କାର୍ଯ୍ୟକଳାପକୁ ବୃଦ୍ଧି କରୁଛି। ଏହାକୁ ଦୃଷ୍ଟିରେ ରଖି, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପୁଅ ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନକୁ…
Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’
ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର (ଡିସେମ୍ବର ୨୫) ଦେଶକୁ ଫେରିଛନ୍ତି। ବିମାନବନ୍ଦରରେ ତାଙ୍କ ସମର୍ଥକମାନେ ତାଙ୍କୁ ଭବ୍ୟ ସ୍ବାଗତ କରିଥିଲେ।…
କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର
ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ ଗଭୀର ଶୋକ ପ୍ରକାଶ କରିଛି। ଟୋରଣ୍ଟୋ ପୋଲିସ ମଙ୍ଗଳବାର ରିପୋର୍ଟ କରିଛି ଯେ ହାଇଲ୍ୟାଣ୍ଡ…
Archives


