ଅନ୍ତର୍ଜାତୀୟ

ଆନ୍ଦୋଳନକୁ ଅନ୍ତର୍ଜାତୀୟ ସମର୍ଥନ

ଓ୍ବାଶିଂଟନ/ଓଟାଓ୍ବା/ଲଣ୍ଡନ, ୬।୧୨:କେନ୍ଦ୍ରର ବିବାଦୀୟ କୃଷି ଆଇନକୁ ବିରୋଧ କରି ଭାରତରେ ୧୦ ଦିନ ହେଲା କୃଷକମାନେ ଆନ୍ଦୋଳନ ଜାରି ରଖିଥିବାବେଳେ ଶନିବାର ସରକାରଙ୍କ ସହ ଚାଷୀ ସଂଗଠନଗୁଡ଼ିକର ପଞ୍ଚମ ପର୍ଯ୍ୟାୟ ଆଲୋଚନା ବିନା ନିଷ୍କର୍ଷରେ ଶେଷ ହୋଇଛି। ଆଇନ ପ୍ରତ୍ୟାହାର...

କରୋନା ଭ୍ୟାକ୍ସିନକୁ ନେଇ ସତର୍କ କଲା ଇଣ୍ଟରପୋଲ!

ଲଣ୍ଡନ,୬ ।୧୨: କରୋନା ଭାଇସରଠାରୁ ଦୂରେଇ ରହିବାକୁ ବିଶ୍ୱବାସୀଙ୍କୁ ଖୁବ୍‌ଶୀଘ୍ର ଏହାର ଭ୍ୟାକ୍ସିନ ମିଳିଯିବ ବୋଲି କୁହାଯାଉଛି । ହେଲେ ଏହା ସାଧାରଣ ଜନତାଙ୍କ ପାଖରେ ପହଞ୍ଚିବା ଏତେ ସହଜ ମନେ ହେଉନାହିଁ । ଇତିମଧ୍ୟରେ ଇଣ୍ଟରନ୍ୟାଶନାଲ ପୋଲିସ ଅର୍ଗାନାଇଜେଶନ...

ହଲିଉଡ୍‌ ଅଭିନେତା ଓ୍ବାରେନ୍‌ ବର୍ଲିଙ୍ଗରଙ୍କ ପରଲୋକ

ଓ୍ବାଶିଂଟନ, ୫।୧୨-ହଲିଉଡ୍‌ ଅଭିନେତା ଓ୍ବାରେନ୍‌ ବର୍ଲିଙ୍ଗର ପରଲୋକ ହୋଇଯାଇଛି। ୮୩ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ‘ହାପି ଡେଜ୍‌’ ଏବଂ ‘ଦି କାନନବଲ୍‌ ରନ୍‌’ରେ ଅଭିନୟ ପାଇଁ ସେ ବେଶ ଜଣାଶୁଣା ଥିଲେ। କାଲିଫର୍ନିଆର ଭାଲେନ୍‌ସିଆସ୍ଥିତ...

କରୋନାକୁ ଆଉ ନାହିଁ ଭୟ: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ

ଜେନେଭା, ୫।୧୨: ଏବେ ପୃଥିବୀ କରୋନା ମହାମାରୀ କବଳରୁ ମୁକ୍ତି ପାଇବାର ସମୟ ପାଖେଇ ଆସୁଛି। ଆଉ କରୋନାକୁ ଭୟ କରିବା ଅନାବଶ୍ୟକ। କରୋନାରୁ ମୁକ୍ତି ସ୍ବପ୍ନ ଖୁବ୍‌ ଶୀଘ୍ର ସତ୍ୟରେ ପରିଣତ ହେବାକୁ ଯାଉଛି। ଏନେଇ ବିଶ୍ୱ ସ୍ବାସ୍ଥ୍ୟ...

ଟ୍ରମ୍ପ୍‌ଙ୍କ ଆଦେଶ: ସୋମାଲିଆରୁ ସ୍ବଦେଶ ଫେରିବେ ଆମେରିକା ସୈନ୍ୟ

ଓ୍ବାଶିଂଟନ, ୫।୧୨: ସୋମାଲିଆରେ ଆତଙ୍କବାଦୀ ସଂଗଠନ ବିରୋଧରେ ଲଢ଼େଇ ଜାରି ରଖିଥିବା ଆମେରିକାର ୭୦୦ ସୈନ୍ୟ ସ୍ବଦେଶ ଫେରିବେ। ଏନେଇ ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ୨୦୨୧ ଜାନୁୟାରୀ ୧୫ ସୁଦ୍ଧା ସୈନ୍ୟମାନେ ଆମେରିକା ଫେରିବେ...

ଚାଇନା କୋଇଲା ଖଣିରେ ଦୁର୍ଘଟଣା: ୧୮ ଶ୍ରମିକ ମୃତ

ବେଜିଂ,୫ ।୧୨: ଚାଇନାର ଏକ କୋଇଲା ଖଣିରେ କାର୍ବନ ମନୋକ୍ସାଇଡର ସ୍ତର ବୃଦ୍ଧି ପାଇବାରୁ ଏକ ଦୁର୍ଘଟଣା ଘଟିଛି । ଏଥିରେ କାମ କରୁଥିବା ପ୍ରାୟ ୧୮ ଜଣ ଶ୍ରମିକଙ୍କର ଖଣି ମଧ୍ୟରେ ମୃତ୍ୟୁ ହୋଇଛି । ଶନିବାର ଏହି...

ଗର୍ଲଫ୍ରେଣ୍ଡଙ୍କୁ ବର୍ଗର ଖୁଆଇବାକୁ ୨ଲକ୍ଷ ଟଙ୍କାରେ ହେଲିକପ୍ଟର ବୁକ୍‌ କରି ରେଷ୍ଟୁରାଣ୍ଟରେ ପହଞ୍ଚିଲେ ଯୁବକ: ଆଉ ତା ପରେ…

ଜଣେ ବ୍ୟକ୍ତିଙ୍କ ବର୍ଗର ଖାଇବାକୁ ଇଚ୍ଛା ହେଲା। ମାତ୍ର ଘରପାଖରେ ତାଙ୍କୁ କୌଣସି ରେଷ୍ଟୁରାଣ୍ଟ ପସନ୍ଦ ହେଲାନାହିିଁ। ଶେଷରେ ସେ ପ୍ରେମିକାଙ୍କୁ ଧରି ୨ ଘଣ୍ଟା ପାଇଁ ହେଲିକପ୍ଟର ବୁକ୍‌ କରି ମ୍ୟାକଡୋନାଲ୍ଡ ରେଷ୍ଟୁରାଣ୍ଟରେ ପହଞ୍ଚିଥିଲେ। ଶୁଣିବାକୁ ଆର୍ଶ୍ଚର୍ଯ୍ୟ ଲାଗୁଥିଲେ...

ଅନଲାଇନ୍‌ ମିଟିଂରେ କାନରୁ ମଇଳା ବାହାର କରି ଖାଇଲେ ମେୟର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଲଣ୍ଡନ, ୫।୧୨: ଲଣ୍ଡନ ମହାନଗର ନିଗମ ପକ୍ଷରୁ ଏକ ଅନଲାଇନ୍‌ରେ ମିଟିଂ ଚାଲିଥିଲା। ହଠାତ୍‌ ଡେପୁଟି ମେୟର ଜୁଲିୟନ୍‌ ବେଞ୍ଜାମିନ୍‌ ନିଜ କାନରୁ ମଇଳା ବାହାର କରିବା ସହିତ ଏହାକୁ ଖାଇଥିଲେ। ଏହାର ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ...

ଟ୍ରମ୍ପ୍‌ଙ୍କ ଝିଆରୀଙ୍କ ବିବାଦୀୟ ମନ୍ତବ୍ୟ: ସେ ଜଣେ କ୍ରୁର-ବିଶ୍ୱାସଘାତୀ ଶାସକ, ତାଙ୍କୁ ଜେଲ ପଠାଯିବା ଆବଶ୍ୟକ

ଓ୍ବାଶିଂଟନ୍‌, ୫।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିରୋଧରେ ତାଙ୍କ ଝିଆରୀ ମେରି ଟ୍ରମ୍ପ୍‌ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ମେରି କହିଛନ୍ତି ଯେ, ତାଙ୍କ ଦାଦା ଜଣେ କ୍ରୁର ଏବଂ ବିଶ୍ୱାସଘାତୀ ଶାସକ। ସେ କେତେକ ଆପରାଧୀକ ମାମଲା ସହିତ...

ଜୀବିତ ଥାଇ ବି ନିଜକୁ ମୃତ ସାବ୍ୟସ୍ତ କଲେ ମହିଳା: ବୀମା କମ୍ପାନୀଠାରୁ ଲୁଟି ନେଲେ ୧୧ କୋଟି

ଇସଲାମାବାଦ୍‌,୫।୧୨: ପାକିସ୍ତାନରେ ଜଣେ ମହିଳା ନିଜକୁ ମୃତ ସାବ୍ୟସ୍ତ କରି ବୀମା କମ୍ପାନୀଠାରୁ ୧୧ କୋଟି ଟଙ୍କା ଲୁଟି ନେଇଛନ୍ତି। ୯ ବର୍ଷ ପରେ ଏହି ଘଟଣା ଜଣାପଡ଼ିଛି। ସଙ୍ଘୀୟ ଯାଞ୍ଚ୍‌ ଏଜେନ୍ସି(ଏଫ୍‌ଆଇଏ) ଅନୁସାରେ ସୀମା ଖର୍ବେ ନାମକ ମହିଳା...

ବାହାରିନ୍‌ରେ ଫାଇଜର-ବାୟୋଏନ୍‌ଟେକ୍‌ ଟିକାକୁ ମଞ୍ଜୁରୀ

ମାନାମା,୫।୧୨: ବ୍ରିଟେନ ପରେ ଏବେ ପୃଥିବୀର ଦ୍ୱିତୀୟ ରାଷ୍ଟ୍ର ଭାବେ ବାହାରିନ୍‌ରେ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଟିକାକୁ ମଞ୍ଜୁରୀ ଦିଆଯାଇଛି। ଏନେଇ ବାହାରିନ୍‌ର ନ୍ୟାଶନାଲ ହେଲ୍‌ଥ ରେଗୁଲେଟାରୀ ଅଥରିଟୀର ସିଇଓ ମାରିଆମ୍‌ ଅଲ୍‌-ଝାଲହାମାଙ୍କ ପକ୍ଷରୁ...

ଚାଇନା ନାଗରିକଙ୍କୁ ଆମେରିକା ଭିଜା ମନା: ମାନବାଧିକାର ଉଲ୍ଲଂଘନ ଅଭିଯୋଗ

ଓ୍ବାଶିଂଟନ,୫।୧୨: ମାନବାଧିକାର ଉଲ୍ଲଂଘନ କରୁଥିବା ଚାଇନା ନାଗରିକଙ୍କୁ ଆମେରିକା ଭିଜା ପ୍ରଦାନ କରାଯିବ ନାହିଁ। ଏନେଇ ଆମେରିକା ବହିର୍ବ୍ୟାପାର ମନ୍ତ୍ରୀ ମାଇକ୍‌ ପୋମ୍ପିଓ ସୂଚନା ଦେଇଛନ୍ତି। ଚାଇନାରେ ଉଇଗର ମୁସଲମାନଙ୍କ ଉପରେ ହେଉଥିବ ଅତ୍ୟାଚାରରେ ସାମିଲ୍‌ ଥିବା ଶାସକ କମ୍ୟୁନିଷ୍ଟ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri