ଅନ୍ତର୍ଜାତୀୟ

ପରଲୋକରେ ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୮ା୬: ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି କେନେଥ୍‌ କଉଣ୍ଡାଙ୍କ ପରଲୋକ ହୋଇଯାଇଛି। ଜାମ୍ବିଆ ରାଷ୍ଟ୍ରପତି ଏଡ୍‌ଗାର ଲୁଙ୍ଗା ଫେସ୍‌ବୁକ୍‌ରେ ଏହି ସୂଚନା ଦେଇଛନ୍ତି। ଆଫ୍ରିକୀୟ ସ୍ବାଧୀନତା ଆନ୍ଦୋଳନ ପାଇଁ ଉପନିବେଶବାଦ ବିରୋଧରେ ଲଢ଼ିଥିବା ନେତା କେନେଥ୍‌ଙ୍କୁ ୯୭ ବର୍ଷ ହୋଇଥିଲା। ସେ ୧୯୬୪ରୁ…

ମନର ଭାବନାକୁ ଜାଣିପାରିବ ଏହି ହେଲ୍‌ମେଟ

ଓ୍ବାଶିଂଟନ୍‌,୧୮।୬: ମନୁଷ୍ୟର ମନର ଭାବନାକୁ ଜାଣିବା ପାଇଁ ଅନେକ ବର୍ଷରୁ ଗବେଷଣା ଚାଲିଛି, ହେଲେ ଏବେ ଯାଇ ଏଥିରେ ସଫଳତା ମିଳିପାରିଛି। କର୍ନେଲ ନାମକ ଜଣେ ଆମେରିକା କମ୍ପାନୀ ଏଭଳି ଏକ ହେଲମେଟ ଲଞ୍ଚ କରିଛି, ଯାହା ମନୁଷ୍ୟର ମନର ଭାବନାକୁ…

କିମ୍‌ଙ୍କ ଶାସନରେ ଭୟଙ୍କର ଖାଦ୍ୟ ସଙ୍କଟ: ୩୦୦୦ ଟଙ୍କାରେ ବିକ୍ରି ହେଉଛି ୧ କିଗ୍ରା କଦଳୀ

ପ୍ୟୋଙ୍ଗୟାଙ୍ଗ,୧୮।୬: ବେଳକୁ ବେଳ ଉତ୍ତର କୋରିଆର ଆର୍ଥିକ ଅବସ୍ଥା ଖରାପ ହେବାରେ ଲାଗିଛି। ଏନେଇ ବିଭିନ୍ନ ରିପୋର୍ଟ ପ୍ରକାଶ ପାଉଥିବା ବେଳେ ଏବେ ଦେଶର ଶାସକ କିମ୍‌ ଜୋଙ୍ଗ ଉନ୍‌ ଯେକୌଣସି ପରିସ୍ଥିତି ପାଇଁ ପ୍ରସ୍ତୁତ ହେବା ଆବଶ୍ୟକ ବୋଲି କହିଛନ୍ତି।…

ଝିଅଙ୍କୁ ମା’ ଦେଲେ ଏମିତି ଇଞ୍ଜେକ୍ସନ, କାରଣ ଜାଣିଲେ…

ଲଣ୍ଡନ,୧୮ା୬: ବ୍ରିଟେନର ଏକ ରିୟାଲିଟି ଟିଭି ଶୋ’ ବର୍ତ୍ତମାନ ଚର୍ଚ୍ଚାରେ ରହିଛି। ଅସମଡାଡ୍‌ ନାମକ ଏହି ଶୋ’ର ତୃତୀୟ ସିଜନ ଆରମ୍ଭ ହୋଇଛି। ତେବେ ଏହାର ବିଷୟବସ୍ତୁକୁ ନେଇ ଶୋ’ଟି ବିବାଦୀୟ ହୋଇଛି। ଏହି ଶୋ’ରେ ମା’ ଏବଂ ଝିଅଙ୍କ ଯୋଡ଼ି…

ଫୁଟୁଥିବା ଗରମ ପାଣିରେ ୩ କିଲୋ ଚିନି ମିଶାଇ ଶୋଇଥିବା ସ୍ବାମୀଙ୍କ ଉପରେ ଢାଳିଦେଲେ ସ୍ତ୍ରୀ, ଆଉ ତା’ ପରେ…

ଲଣ୍ଡନ,୧୮।୬: ଇଂଲଣ୍ଡର ଜଣେ ୫୯ ବର୍ଷୀୟା ମହିଳା ୮୧ ବର୍ଷୀୟ ବୃଦ୍ଧ ସ୍ବାମୀଙ୍କ ଉପରେ ଫୁଟୁଥିବା ଗରମ ପାଣିରେ ଚିନି ମିଶାଇ ଢାଳି ଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ଏହି ମହିଳାଙ୍କ ନାମ କୋରିନା ବେସ୍‌। ସ୍ବାମୀଙ୍କ ସହ ୩୮ ବର୍ଷ…

ସ୍ବିସ୍‌ ବ୍ୟାଙ୍କ୍‌ରେ ୨୦ ହଜାର କୋଟି ଟପିଲା ଭାରତୀୟଙ୍କ ଜମାରାଶି

ନୂଆଦିଲ୍ଲୀ,୧୭।୬: ସ୍ବିସ୍‌ ବ୍ୟାଙ୍କରେ ଗଚ୍ଛିତ ଥିବା ଭାରତୀୟଙ୍କ ଜମାରାଶି ୨୦୨୦ ବର୍ଷ ସୁଦ୍ଧା ୨୦,୭୦୦ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ଏଥିରେ ଦେଶର ବ୍ୟକ୍ତିବିଶେଷ ଓ ଫାର୍ମ କମ୍ପାନୀଙ୍କ ଆକାଉଣ୍ଟରେ ଥିବା ଅର୍ଥ ମଧ୍ୟ ସାମିଲ ରହିଛି। ସୁଇଜରଲାଣ୍ଡର ସେଣ୍ଟ୍ରାଲ ବ୍ୟାଙ୍କ୍‌…

ମିଳିଲା ତୃତୀୟ ବୃହତ୍‌ ହୀରା

ଗାବୋରୋନେ,୧୭।୬: ଦକ୍ଷିଣ ଆଫ୍ରିକୀୟ ଦେଶ ବୋଟ୍‌ସ୍ବାନାରେ ମିଳିଛି ବିଶ୍ୱର ୩ ବୃହତ୍ତମ ହୀରା। ଏପର୍ଯ୍ୟନ୍ତ ଏହାର ନାମକରଣ ହୋଇ ନାହିଁ। ୧,୦୯୮ କ୍ୟାରେଟ୍‌ର ଏହି ହୀରା ଆଙ୍ଗ୍ଲୋ ଆମେରିକୀୟ ଡେ ବିୟର୍ସ ଏବଂ ବୋଟ୍‌ସ୍ବାନା ସରକାରଙ୍କ ମିଳିତ ଉଦ୍ୟମରେ ମିଳିଛି। ରାଷ୍ଟ୍ରପତି…

ଏହି ଦେଶକୁ ମିଳିଲା ୧,୦୯୮ କ୍ୟାରେଟ୍‌ ପୃଥିବୀର ତୃତୀୟ ବୃହତ୍ତମ ହୀରା: ଏବେ ସୁଧୁରିବ ଆର୍ଥିକ ଅବସ୍ଥା…

ଗାର୍ବୋନ୍‌,୧୭।୬: ଆଫ୍ରିକୀୟ ଦେଶ ବୋଷ୍ଟଓ୍ବାନାକୁ ପୃଥିବୀର ତୃତୀୟ ବୃହତ୍ତମ ହୀରା ମିଳିଛି। ଜୁନ୍‌ ୧ରେ ମିଳିଥିବା ଏହି ହୀରାକୁ ରାଷ୍ଟ୍ରପତି ମୋକଗଓ୍ବେତ୍ସି ମସିସି ବୁଧବାର ଦେଖିଛନ୍ତି। ହୀରା ଖନନକାରୀ କମ୍ପାନୀ ଦେବସ୍ବାନାର ପରିଚାଳନା ନିର୍ଦ୍ଦେଶକ ଲାୟନଟି ଆର୍ମଷ୍ଟ୍ରଙ୍ଗ୍‌ ଏହାକୁ ରାଷ୍ଟ୍ରପତିଙ୍କୁ ପ୍ରଦାନ…

ପ୍ରଧାନମନ୍ତ୍ରୀଙ୍କ ହ୍ବାଟ୍ସଆପ୍‌ ଚାଟ୍‌ ଲିକ୍‌, ପଠାଇଥିଲେ ଏମିତି ମେସେଜ

ଲଣ୍ଡନ,୧୭ା୬: ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନଙ୍କ ହ୍ବାଟ୍ସଆପ୍‌ ଚାଟ୍‌ ଲିକ୍‌ ହୋଇଥିବା ସାମ୍ନାକୁ ଆସିଛି। ଏହି ଚାଟ୍‌କୁ ବୋରିସ୍‌ଙ୍କ ପୂର୍ବତନ ବରିଷ୍ଠ ପରାମର୍ଶଦାତା ଡୋମିନକ୍‌ କମିଙ୍ଗ୍‌ସ ଲିକ୍‌ କରିଦେଇଛନ୍ତି। ଏହି ଚାଟ୍‌ରେ ବୋରିସ୍‌ ସ୍ବାସ୍ଥ୍ୟ ସଚିବ ମ୍ୟାଟ୍‌ ହାନକକ୍‌ଙ୍କ ବିଷୟରେ କରିଥିବା…

କୋଭାକ୍ସିନ୍‌କୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରୀ: ଜୁନ୍‌ ୨୩ରେ ବୈଠକ…

ଜେନେଭା,୧୭।୬: ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଭାକ୍ସିନ୍‌ କୋଭାକ୍ସିନ୍‌କୁ ବିଶ୍ୱସ୍ତରରେ ବ୍ୟବହାର କରାଯିବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ମଞ୍ଜୁରୀ ପାଇଁ ଜୁନ୍‌ ୨୩ରେ ବୈଠକ ଅନୁଷ୍ଠିତ ହେବ। ଭାରତ ବାୟୋଟେକ୍‌ ପକ୍ଷରୁ ଏସମ୍ପର୍କିତ ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା…

ଆମେରିକାରୁ କରୋନା ଭୂତାଣୁ ଉତ୍ପତ୍ତି, କହିଲା ଚାଇନା…

ଓ୍ବାଶିଂଟନ/ବେଜିଂ,୧୭।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ଭୂତାଣୁର ଉତ୍ପତ୍ତି ନେଇ ଆମେରିକା ଏବଂ ଚାଇନା ମୁହାଁମୁହିଁ ହୋଇଛନ୍ତି। ଚାଇନା ଜାଣିଶୁଣି ଲାବ୍‌ରେ କରୋନା ଭୂତାଣୁ ତିଆରି କରିଥିବା ଆମେରିକା ପକ୍ଷରୁ ବାରମ୍ବାର ଅଭିଯୋଗ…

ସ୍ପେସ୍‌ ଷ୍ଟେଶନ ମୁହାଁ ୩ ମହାକାଶ ଯାତ୍ରୀ…

ବେଜିଂ,୧୭।୬: ଚାଇନା ଏହାର ନୂଆ ସ୍ପେସ୍‌ ଷ୍ଟେଶନ ଅଭିମୁଖେ ୩ ଜଣ ମହାକାଶ ଯାତ୍ରୀଙ୍କୁ ଗୁରୁବାର ପୂର୍ବାହ୍ନ ୯ଟା ୨୨ରେ ପଠାଇଛି। ଶେନଝୋଉ-୧୨ ମହାକାଶ ଯାନକୁ ରକେଟ ଲୋଙ୍ଗ୍‌ ମାର୍ଚ୍ଚ-୨-ଏଫ୍‌ଓ୍ବାଇ-୧୨ ଦ୍ୱାରା ଉତ୍ତର ପଶ୍ଚିମ ଚାଇନାର ଗୋବି ମରୁଭୂମିରେ ଥିବା ଜିଓକ୍ୱାନ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri