ଅନ୍ତର୍ଜାତୀୟ

ଚାଇନାରେ ଜନ୍ମ ହାର ୪୩ ବର୍ଷ ମଧ୍ୟରେ ସର୍ବନିମ୍ନ…

ବେଜିଂ,୨୪।୧୧: ଚାଇନାରେ ଗତ ୪୩ ବର୍ଷ ମଧ୍ୟରେ ୧୯୭୮ ପରଠାରୁ ଜନ୍ମ ହାର ସର୍ବନିମ୍ନ ସ୍ତରକୁ ଖସି ଆସିଛି। ଯେତେବେଳେ ଚାଇନା ସରକାର ଜନସଂଖ୍ୟା ସଙ୍କଟ ଦୂର କରିବାକୁ ସଂଘର୍ଷ କରୁଛନ୍ତି। ନିକଟରେ ଦ ଗାର୍ଜିଅନର ଏକ ରିପୋର୍ଟରେ ଏହା ଦାବି…

ଚାଇନା ଆକ୍ରମଣ ଆଶଙ୍କା, ସୈନ୍ୟଙ୍କ ତାଲିମ ବଢ଼ାଇଲା ତାଇଓ୍ବାନ…

ତାଇପେ,୨୪।୧୧: ଚାଇନା ପଟୁ ଆସୁଥିବା ଆକ୍ରମଣର ଧମକ ମଧ୍ୟରେ ତାଇୱାନ ଏହାର ସୈନ୍ୟଙ୍କ ତାଲିମକୁ ଜୋରଦାର କରିଛି। ଯେକୌଣସି ସମୟରେ ଚାଇନା ଆକ୍ରମଣ କରିବାର ଆଶଙ୍କା ରହିଥିବାରୁ ତାଇଓ୍ବାନ ଏଭଳି ପଦକ୍ଷେପ ଗ୍ରହଣ କରିଛି। ଚାଇନା ଲଗାତାର ନିଜର ସାମରିକ ଶକ୍ତିର…

ଶପିଂ କରିବାକୁ ଯାଇ ରାସ୍ତା ଭୁଲିଗଲେ ଜାପାନ ରାଜକୁମାରୀ

ଟୋକିଓ,୨୪ା୧୧: ଜାପାନର ରାଜକୁମାରୀ ମାକୋ ବିଳାସମୟ ଜୀବନ ଏବଂ କୋଟିକୋଟି ଟଙ୍କାର ସମ୍ପତ୍ତି ଛାଡ଼ି ଜଣେ ସାଧାରଣ ଲୋକଙ୍କୁ ବିବାହ କରି ଚର୍ଚ୍ଚାରେ ରହିଛନ୍ତି। ମାକୋ ଏବେ ସ୍ବାମୀ କେଇ କୋମୁରୋଙ୍କ ସହ ଜାପାନ ଛାଡ଼ି ଆମେରିକାରେ ରହୁଛନ୍ତି। ଏହା ମଧ୍ୟରେ…

ଲୋକତନ୍ତ୍ର ଉପରେ ଚର୍ଚ୍ଚା ନେଇ ୧୧୦ ଦେଶକୁ ଆମନ୍ତ୍ରଣ,ଚାଇନା-ତୁର୍କୀ ବାହାର…

ଓ୍ବାଶିଂଟନ,୨୪।୧୧: ଲୋକତନ୍ତ୍ର ଉପରେ ଆଲୋଚନା ପାଇଁ ଆମେରିକା ୯ ଏବଂ ୧୦ ଡିସେମ୍ବରରେ ଏକ ଭର୍ଚୁଆଲ ଶିଖର ସମ୍ମିଳନୀ ଆୟୋଜନ କରିଛି। ଏଥିରେ ଯୋଗଦେବା ପାଇଁ ଭାରତ ସମେତ ୧୧୦ ଦେଶକୁ ଆମେରିକା ଆମନ୍ତ୍ରଣ କରିଛି। କିନ୍ତୁ ଚାଇନାକୁ ଏହି ତାଲିକାରୁ…

ବୋଟ୍‌ ବୁଡ଼ି ୬ ଛାତ୍ରଙ୍କ ଜୀବନ ଗଲା

କଲମ୍ବୋ,୨୩।୧୧: ଶ୍ରୀଲଙ୍କା ଉପକୂଳରେ ମଙ୍ଗଳବାର ଏକ ବୋଟ୍‌ ବୁଡ଼ିଯିବାରୁ ୬ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୭ ଜଣ ଛାତ୍ର ପହଁରି କୂଳକୁ ଚାଲିଆସିଥିଲେ। ଶ୍ରୀଲଙ୍କାର ପୂର୍ବ ଉପକୂଳରେ ଥିବା କୁରିଞ୍ଚକେନିରୁ ବୋଟ୍‌ଟି ଛାତ୍ରମାନଙ୍କୁ ନେଇ କିନ୍ନିୟା ସହରକୁ ଯାଉଥିଲା।…

ବସ୍‌ରେ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୪୬ ଯାତ୍ରୀ

ସୋଫିଆ,୨୩।୧୧:ବୁଲଗେରିଆରେ ଏକ ଅଭାବନୀୟ ଘଟଣା ଘଟିଛି। ଉତ୍ତର ମାସିଡୋନିଆର ଏକ ବସରେ ହଠାତ୍‌ ଅଗ୍ନିକାଣ୍ଡ ଘଟିବାରୁ ୪୬ ଜଣ ଜିଅନ୍ତା ଦଗ୍ଧ ହୋଇଯାଇଛନ୍ତି। ସ୍ଥାନୀୟ ସମୟ ସକାଳ ୨ଟାରେ ଏହି ଅଗ୍ନିକାଣ୍ଡ ଘଟିଛି। ଏ ନେଇ ବୁଲଗେରିଆନ ନ୍ୟାଶନାଲ ଟିଭି (ବିଏନଟି)ରେ…

ୟୁରୋପକୁ ଫେରିଲା କରୋନା, ଅଷ୍ଟ୍ରିଆରେ ୨୦ ଦିନିଆ ଲକ୍‌ଡାଉନ୍‌…

ଓ୍ବାଶିଂଟନ,୨୩।୧୧: ୟୁରୋପକୁ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିଛି। ଗତ ସପ୍ତାହରେ ୟୁରୋପୀୟ ଦେଶମାନଙ୍କରେ କରୋନା ମହାମାରୀ ଆରମ୍ଭ ହେବା ପରେ ପ୍ରଥମ ଥର ପାଇଁ ଏକ ସପ୍ତାହ ମଧ୍ୟରେ ସର୍ବାଧିକ ସଂଖ୍ୟକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ…

ଟେଲିଭିଜନ ନାଟକରେ ଭାଗ ନେଇ ପାରିବେନି ମହିଳା

କାବୁଲ,୨୨ ।୧୧: ପୁଣିଥରେ ପଦାକୁ ଆସିଛି ତାଲିବାନର ଅସଲ ଚେହେରା । ଆଫଗାନିସ୍ତାନରେ ଶାସନ ଭାର ନେଇଥିବା ତାଲିବାନ ଏବେ ତା’ର ମନମୁଖି ଶାସନ ଆରମ୍ଭ କରିଛି । ବିଶେଷ କରି ତାଲିବାନ ଶାସନରେ ଯାହା ଅନୁମାନ କରାଯାଉଥିଲା ତାହା ଦେଖିବାକୁ…

ଖ୍ରୀଷ୍ଟମାସ ପରେଡରେ କାର ଧକ୍କା, ୨୦ରୁ ଅଧିକ ଆହତ…

ଓ୍ବାଶିଂଟନ,୨୨।୧୧: ଆମେରିକାର ୱିସ୍କୋସିନରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଖ୍ରୀଷ୍ଟମାସ ପରେଡରେ ଏହି ଦୁର୍ଘଟଣା ଘଟିଛି। ଏହି ଘଟଣାରେ ୨୦ରୁ ଅଧିକ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଅଛନ୍ତି। ସମସ୍ତ ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି…

ଭୋକ ଜ୍ୱାଳାରେ ଆଫ୍‌ଗାନ ଶିଶୁ

କାବୁଲ, ୨୨।୧୧ : ପାଦେ ପାଦେ ବିପଦ। କେତେବେଳେ ବର୍ଷୁଛି ଗୁଳି ତ ଆଉ କେତେବେଳେ ବିସ୍ଫୋରଣ। ସବୁଠି ତ୍ରାହି ତ୍ରାହି ଏବଂ ହା’ ଅନ୍ନର ଚିତ୍କାର। ଆତଙ୍କୀ ଗୋଷ୍ଠୀର କ୍ଷମତା ଲୋଭ ଓ ଏହାକୁ ନେଇ ସୃଷ୍ଟି ହୋଇଥିବା ଅଶାନ୍ତ…

ବାଇଡେନ୍‌ଙ୍କୁ ୭୯

ଓ୍ବାଶିଂଟନ,୨୨।୧୧: ଆମେରିକା ଇତିହାସର ବରିଷ୍ଠତମ ରାଷ୍ଟ୍ରପତି ଜୋ ବାଇଡେନ୍‌ ୭୯ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଉପରାଷ୍ଟ୍ରପତି କମଲା ହାରିସ୍‌ ଏବଂ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ସମେତ ବହୁ ନେତା ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଦୀର୍ଘ ନିରାମୟ…

ଟ୍ରକ୍‌ରୁ ହେଲା ନୋଟ୍‌ ବର୍ଷା

କାଲିଫର୍ନିଆ,୨୧।୧୧:ଯଦି ରାସ୍ତାରେ ଦଶ ଟଙ୍କିଆ ନୋଟ ଖଣ୍ଡେ ମିଳିଯାଏ, ତେବେ ଖୁସିର ସୀମା ନ ଥାଏ। କିନ୍ତୁ ଆମେରିକାର କାଲିଫର୍ନିଆରେ ଡଲାର ବର୍ଷା ହୋଇଛି ଏବଂ ଲୋକମାନେ ରାସ୍ତା ମଝିରେ ନୋଟ୍‌ ଗୋଟାଉଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?